ମନୋରଞ୍ଜନ

ଆସନ୍ତା ଜାନୁୟାରୀରେ ବିବାହ କରିବେ ଆଥିଆ-ରାହୁଲ

ବଲିଉଡର ବହୁ ପ୍ରତୀକ୍ଷିତ ବିବାହ ମଧ୍ୟରୁ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର କେ.ଏଲ ରାହୁଲଙ୍କ ବିବାହ ରହିଛି। ଦୁହେଁ କେବେ ବିବାହ କରୁଛନ୍ତି ତାହାକୁ ନେଇ ପ୍ରଶଂସକ ଅପେକ୍ଷା କରିଛନ୍ତି। ତେବେ ଆସନ୍ତା ବର୍ଷ ଜାନୁୟାରୀରେ ବିବାହ ବନ୍ଧନରେ ବାନ୍ଧି…

ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ନାଁରେ ଆଉ ଏକ ସଫଳତା ଯୋଡି ହୋଇ ଯାଇଛି । ଫିଲ୍ମକୁ ନିକଟରେ ଆୟୋଜିତ ହୋଇଥିବା ଭାରତୀୟ ଟେଲିଭିଜନ ପୁରସ୍କାର(ଆଇଟିଏ-୨୦୨୨)ରେ ସମ୍ମାନୀତ କରାଯାଇଛି । ଚଳିତ…

ଜ୍ୟାକଲିନଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କଲେ ଅଭିନେତ୍ରୀ ନୋରା

ମୁମ୍ବାଇ,୧୨।୧୨: ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ଟଙ୍କାର ଠକେଇ ମାମଲାରେ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ସମସ୍ୟାର ସମାଧାନ ହେବାର ନାଁ ନେଉନାହିଁ। ବର୍ତ୍ତମାନ ଅଭିନେତ୍ରୀ ନୋରା ଫତେହି ଏବଂ ଜ୍ୟାକଲିନ ଫର୍ନାଣ୍ଡିଜ ଏହି ମାମଲାକୁ ନେଇ ମୁହାଁମୁହିଁ…

ରୁଖସାନା ଭୂମିକାରେ ନଜର ଆସିବେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ ବାୟୋପିକ ଟ୍ରେଣ୍ଡରେ ଏବେ ଆଉ ଜଣଙ୍କ ନାଁ ସାମିଲ ହେବାକୁ ଯାଉଛି । ୮ ଅଗଷ୍ଟ ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆର୍ଟିକଲ ୩୦ ଶେଷ ହେବାକୁ ନେଇ ଏକ ଭାଷଣ ଦେଇଥିଲେ । ଏହି ଭାଷଣର ଶେଷକୁ…

ବିବାହର ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ଏହି ଅଭିନେତା

ଦକ୍ଷିଣ ସିନେମାର ସୁପରଷ୍ଟାର ରାମ ଚରଣ ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ଉପସନା କାମିନେନି ଗର୍ଭବତୀ ଅଛନ୍ତି। ରାମ ଚରଣଙ୍କ ପିତା ଚିରଞ୍ଜୀବୀ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଶ୍ରୀ ହନୁମାନ…

ତୃତୀୟଥର ବାପା ହେଲେ ମନୋଜ

ନୂଆଦିଲ୍ଲୀ,୧୨।୧୨: ଭାଜପା ଏମ୍‌ପି ତଥା ଭୋଜପୁରୀ ଅଭିନେତା ମନୋଜ ତିୱାରୀ ତୃତୀୟଥର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ସୁରଭି ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ମନୋଜ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ମନୋଜ କହିଛନ୍ତି,…

‘ପଠାନ’ର ପ୍ରଥମ ଗୀତ ରିଲିଜ୍‌ 

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ’ ଆସନ୍ତା ଜାନୁୟାରୀରେ ହେବାକୁ ଯାଉଛି। ଏହି ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେତ ଉତ୍ସାହିିତର ସହିତ ଅପେକ୍ଷା କରିଛନ୍ତି। ଏହି ସମୟରେ ଫିଲ୍ମର ପ୍ରଥମ ଗୀତ ‘ବେସରମ ରଙ୍ଗ’ ସାମ୍ନାକୁ…

‘କେଜିଏଫ୍‌-୨’ପରେ ଧନୁଷଙ୍କ ଫିଲ୍ମରେ ପୁଣି ଖଳନାୟକ ହେବେ ସଞ୍ଜୟ ଦତ୍ତ

ମୁମ୍ବାଇ: ସାଉଥ୍‌ରୁ ବଲିଉଡ ଚଳଚ୍ଚିତ୍ରରେ ଚମତ୍କାର ପ୍ରଦର୍ଶନ ସହିତ ଦର୍ଶକଙ୍କ ହୃଦୟ ଜିତିଥିବା ଅଭିନେତା ଧନୁଷ ‘ଗ୍ରେ ମ୍ୟାନ’ ଏବଂ ’ନାନେ ବାରୁବେନ’ ଭଳି ବ୍ୟାକ୍‌ ଟୁ ବ୍ୟାକ୍‌ ସୁପରହିଟ ଫିଲ୍ମରେ ଅଭିନୟ କରିଛନ୍ତି। ‘କ୍ୟାପଟେନ ମିଲର୍‌’, ‘ଗ୍ରେ ମ୍ୟାନ ୨’…

ବିବାହ ବିଚ୍ଛେଦ ଖବର ପରେ ଏକାଠି ନଜର ଆସିଲେ ସାନିଆ-ସୋଏବ

ମୁମ୍ବାଇ: ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ସୋଏବ ମଲିକଙ୍କ ବିବାହ ବିଚ୍ଛେଦକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ସହମତିରେ ଛାଡ଼ପତ୍ର ଦେଇଥିବା ଯଦିଓ ଚର୍ଚ୍ଚା ହେଉଛି କିନ୍ତୁ ସୋଏବ କିମ୍ବା ସାନିଆଙ୍କ ପକ୍ଷରୁ ଏହି…

ରଜନୀକାନ୍ତଙ୍କ ସହ ରୋମାନ୍ସକୁ ନେଇ ଐଶ୍ୱର୍ଯ୍ୟାଙ୍କ ଉଡ଼ିଥିଲା ମଜା

ମୁମ୍ବାଇ: ସୁପରଷ୍ଟାର ରଜନୀକାନ୍ତ ଆଜି ଅର୍ଥାତ୍‌ ଡିସେମ୍ବର ୧୨ରେ ତାଙ୍କର ୭୨ତମ ଜନ୍ମଦିବସ ପାଳନ କରୁଛନ୍ତି। ତାଙ୍କର ଆକ୍ସନ, ରୋମାନ୍ସ ସବୁକୁ ଦର୍ଶକ ବେଶ୍‌ ପସନ୍ଦ କରନ୍ତି। ଏହି ଖାସ୍‌ ଦିନରେ ବିଭିନ୍ନ ମହଲରୁ ରଜନୀକାନ୍ତଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଆଜିର…

ଡରୁଛନ୍ତି ରଣବୀର

ବଲିଉଡର ରୋମାଣ୍ଟିକ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ନିକଟରେ ମାତାପିତା ହୋଇଛନ୍ତି। ନିକଟରେ ଆଲିଆ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାପରେ ରଣବୀର-ଆଲିଆଙ୍କ ଜୀବନରେ ଅନେକ ପରିବର୍ତ୍ତନ ଘଟିଛି। ପିତା ହେବା ପରେ ଏକ ସାକ୍ଷାତକାରରେ ରଣବୀର ତାଙ୍କ…

‘ପୁଣି ତୁମକୁ ଭେଟିବି’

ଟିଭି ଅଭିନେତା ସିଦ୍ଧାର୍ଥ ଶୁକ୍ଲାଙ୍କ ଆଜି ଜନ୍ମବାର୍ଷିକୀ। ଏହି ଅବସରରେ ଅଭିନେତ୍ରୀ ଶେହନାଜ ଗିଲ ସ୍ବର୍ଗତ ଅଭିନେତା ସିଦ୍ଧାର୍ଥଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିଛନ୍ତି। ସେ ସିଡଙ୍କ ଜନ୍ମଦିନ ପାଳନ କରି ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରିଥିଲେ। ସିଦ୍ଧାର୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?