ମନୋରଞ୍ଜନ

କ୍ଷମା ମାଗିଲେ ରିଚା

ଅଭିନେତ୍ରୀ ରିଚା ଚଢା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହିଛନ୍ତି। ସେ ପ୍ରାୟତଃ ବିଭିନ୍ନ ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରନ୍ତି। ଏଥିପାଇଁ ସେ ଅଧିକାଂଶ ସମୟରେ ସେ ଟ୍ରୋଲ୍‌ର ଶିକାର ହୋଇଥାନ୍ତି। ନିକଟରେ ସେନା ସମ୍ପର୍କରେ ଏକ ଟୁଇଟ କରି ଫସି…

ଖୁବ୍‌ଶୀଘ୍ର ଆଥିଆ-ରାହୁଲଙ୍କ ହେବ ବିବାହ

ବି-ଟାଉନରେ ଆଉ ଏକ ଶାହାନାଇ ବାଜିବାକୁ ଯାଉଛି। ବଲିଉଡ ଅଭିନେତା ସୁନୀଲ ଶେଟ୍ଟୀଙ୍କ ଝିଅ ଆଥିଆ ଏବଂ କ୍ରିକେଟର କେ.ଏଲ ରାହୁଲ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ତାରିଖ ଖୁବଶୀଘ୍ର ଘୋଷଣା କରାଯିବ। ଆଥିଆ ନିଜ ବ୍ୟକ୍ତିଗତ…

କମଲ ହାସନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା: ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୪।୧୧: ସାଉଥ ସୁପରଷ୍ଟାର କମଲ ହାସନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଶ୍ରୀ ରାମଚନ୍ଦ୍ର ମେଡିକାଲ (ଏସଆରଏମ୍‌ସି)ରେ ଭର୍ତ୍ତି କରାଯାଇଛି। ବୁଧବାର ଅପରାହ୍ନରେ ହାଇଦ୍ରାବାଦରୁ ଚେନ୍ନାଇରେ ପହଞ୍ଚିବା ପରେ କମଲ ହାସନ ରାତିରେ ଜ୍ୱର ଏବଂ ଦୁର୍ବଳ ଅନୁଭବ କରିଥିଲେ। ଏହା ପରେ…

ବଲିଉଡ୍‌ରେ ଡେବ୍ୟୁ କରିବେ: ଅଲିଜେହ

ମୁମ୍ବାଇ: ଖୁବ୍‌ ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି ଅଲିଜେହ ଅଗ୍ନିହୋତ୍ରୀ। ସୁପରଷ୍ଟାର ସଲମାନ ଖାନ୍‌ଙ୍କ ଝିଆରୀ ଅଲିଜେହଙ୍କର ଡେବ୍ୟୁ ଫିଲ୍ମର ଶୁଟିଂ ଆରମ୍ଭ ହୋଇଯାଇଛି। ପ୍ରକାଶିତ ଖବର ଅନୁସାରେ ଫିଲ୍ମ ନିର୍ଦ୍ଦେଶକ ସୌମେନ୍ଦ୍ର ପାଢ଼ୀଙ୍କ ଫିଲ୍ମରେ ସେ ଅଭିନୟ କରିବେ।…

କୋରିଓଗ୍ରାଫର ହେବେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତା ବିକି କୌଶଲ ସ୍ତ୍ରୀ କ୍ୟାଟ୍ରିନା କୈଫଙ୍କୁ କୋରିଓଗ୍ରାଫର କରିବାକୁ ଚାହୁଁଛନ୍ତି। ବାସ୍ତବରେ ସେ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଗୋବିନ୍ଦା ନାମ ମେରା’ରେ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି। ତାଙ୍କ ବ୍ୟତୀତ ଭୂମି ପେଡେନକର ଏବଂ କିଆରା ଆଡଭାନୀ ଏହି…

ଭେଟେରାନ ଅଭିନେତା ବିକ୍ରମ ଗୋଖଲେଙ୍କ ଅବସ୍ଥା ଗୁରୁତର

ବମ୍ବେ: ଭେଟେରାନ ଅଭିନେତା ବିକ୍ରମ ଗୋଖଲେଙ୍କ ଅବସ୍ଥା ଗୁରୁତର। କିଛି ଦିନ ଧରି ଅସୁସ୍ଥ ଥିବାରୁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁସ୍ଥ ହେବା ପରିବର୍ତ୍ତେ ତାଙ୍କ ଅବସ୍ଥା ବେଳକୁ ବେଳ ବିଗୁଡୁଥିବା ଜଣାପଡ଼ିଛି। ଏନେଇ ଖବର ଜଣାପଡ଼ିବା ପରେ ତାଙ୍କ…

ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ର ହିନ୍ଦୀ ରିମେକ୍‌ ଘୋଷଣା କଲେ ଅନୁପମ ଖେର

ଭୁବନେଶ୍ୱର,୨୩।୧୧: ହିନ୍ଦୀରେ ରିମେକ୍‌ ହେବ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ପିତା-ପୁତ୍ରଙ୍କ ସମ୍ପର୍କ ଉପରେ ପର୍ଯ୍ୟବେଶିତ ଏହି ସିନେମାର ହିନ୍ଦି ରିମେକ୍‌ର ପ୍ରଯୋଜନା କରିବେ ବଲିଉଡ୍‌ର ଭେଟେରାନ ଅଭିନେତା ଅନୁପମ ଖେର। ଏହାଛଡ଼ା ସେ ଫିଲ୍ମରେ ପିତାଙ୍କ ଭୂମିକାରେ ଅଭିନୟ ମଧ୍ୟ କରିବେ।…

ଏହି ଦିନ ଓଟିଟିରେ ରିଲିଜ୍‌ ହେବ ସୁପରହିଟ୍‌ ଫିଲ୍ମ ‘କାନ୍ତାରା’

କନ୍ନଡ ଫିଲ୍ମ ‘କାନ୍ତାରା’ ବକ୍ସ ଅଫିସ୍‌ରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ସସପେନ୍ସ ଏବଂ ଜବରଦସ୍ତ ଥ୍ରୀଲରରେ ପରିପୂର୍ଣ୍ଣ ଏହି ଫିଲ୍ମ ଦର୍ଶକଙ୍କଠାରୁ ବହୁତ ଭଲ ରେସପନ୍ସ ପାଇଛି। ହଲ୍‌ ପରେ ଏବେ ‘କାନ୍ତାରା’ ଓଟିଟିରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଫିଲ୍ମଟି…

ହାତରେ ନେଲପଲିସ୍‌ ଲଗାଇ ଟ୍ରୋଲ ହେଉଛନ୍ତି ଅଭିନେତା

ଇସଲାମାବାଦ: ହାତରେ ନେଲ୍‌ପଲିସ୍‌ ଲଗାଇ ଟ୍ରୋଲ ହେଉଛନ୍ତି ପାକିସ୍ତାନୀ ଗାୟକ ତଥା ଅଭିନେତା ଅଲି ଜାଫର। ଷ୍ଟେରିଓଟାଇପ୍‌ ଭାଙ୍ଗି ସେ ନିଜର ଏକ ଫଟୋ ପୋଷ୍ଟ କରିଛନ୍ତି। ଫଟୋ ଦେଖି ଅନେକ ତାଙ୍କର ସାହସକୁ ପ୍ରଶଂସା କରୁଥିବା ବେଳେ କିଛି ତାଙ୍କୁ…

ନୂଆ ଘରକୁ ଶିଫ୍ଟ ହେବେ ବିରୁଷ୍କା: ମାସକୁ ଭଡା ଏତିକି ଟଙ୍କା

ଅଭିନେତ୍ରୀ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ଏବେ ନୂଆ ଘରକୁ ଶିଫ୍ଟ ହେବାକୁ ଯାଉଛନ୍ତି। ନିକଟରେ ଦୁହେଁ ଏକ ନୂତନ ଭଡା ଘର ନେଇଛନ୍ତି। ବିରୁଷ୍କା ଜୁହୁରେ ୧୬୫୦ ବର୍ଗଫୁଟ ଫ୍ଲାଟ ପାଇଁ ୭.୫୦ ଲକ୍ଷ ଟଙ୍କା ଜମା…

ବିବାହ କରିଦେଲେ କି ବିଜୟ-ରଶ୍ମିକା! ଫଟୋ ଭାଇରାଲ

ବମ୍ବେ: ବିବାହ କରିଦେଲେ କି ତେଲୁଗୁ ଫିଲ୍ମଜଗତର ଲୋକପ୍ରିୟ ଯୋଡ଼ି ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା। ସୋସିଆଲ ମିଡିଆରେ ଉଭୟଙ୍କ ଏକ ଫଟୋ ଭାଇରାଲ ପରେ ଏଭଳି କିଛି ଚର୍ଚ୍ଚା ଜୋର ଧରିଛି। ଫଟୋରେ ଉଭୟ ଧଳା ରଙ୍ଗର ପୋଷାକ…

ବିବାହ କରିବେ ଅର୍ଶୀ

ମୁମ୍ବାଇ: ବିବାହ କରିବେ ବିଗ୍‌ ବସ୍‌ ଫେମ ଅର୍ଶୀ ଖାଁ। ପ୍ରେମିକଙ୍କ ହାତ ଧରିବେ ବୋଲି ନିକଟରେ ଆର୍ଶୀ ଏକ ସାକ୍ଷାତକାରରେ କହିଛନ୍ତି। ହେଲେ ସେ କେବେ ଏବଂ କାହାକୁ ବିବାହ କରିବେ ତାହାକୁ ଗୋପନୀୟ ରଖିଛନ୍ତି। ପୂର୍ବରୁ ଅର୍ଶୀ ଈଶାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?