ମନୋରଞ୍ଜନ

ଝିଅ ଜନ୍ମ ପରେ ବଦଳିଯାଇଛି ଆଲିଆଙ୍କ ଜୀବନ

ବମ୍ବେ: ନିକଟରେ ମା’ ହୋଇଛନ୍ତି ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଆଲିଆ ଭଟ୍ଟ। ନଭେମ୍ବର ୬ ତାରିଖରେ ତାଙ୍କ ଘରକୁ ଲକ୍ଷ୍ମୀ ଆସିଛନ୍ତି। ଏବେ ସୋସିଆଲ ମିଡିଆରେ ଆଲିଆ ନିଜର ନୂଆ ପରିଚୟକୁ ନେଇ ଖୁଲାସା କରିଛନ୍ତି। ଏକ ଫଟୋ ଶେୟାର କରି…

ଜ୍ୟାକଲିନଙ୍କୁ ଜାମିନ

ମୁମ୍ବାଇ,୧୫ ।୧୧: ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜଙ୍କୁ ପଟିଆଲା ହାଉସ କୋର୍ଟ ପକ୍ଷରୁ ମିଳିଛି ଆଶ୍ୱସ୍ତି । କୋର୍ଟ ପକ୍ଷରୁ ତାଙ୍କୁ ମଙ୍ଗଳବାର ଅର୍ଥାତ୍ ୧୫ ନଭେମ୍ବରରେ ୨ଲକ୍ଷ ଟଙ୍କାର ବ୍ୟକ୍ତିଗତ ବଣ୍ଡ ସହ ଜାମିନ ମିଳିଛି…

ଝିଅକୁ ଧରି ଘରକୁ ଫେରିଲେ ଦମ୍ପତି

ଅଭିନେତା କରଣ ସିଂ ଗ୍ରୋଭର ଏବଂ ବିପାଶା ବସୁ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଶନିବାର ମୁମ୍ବାଇ ଡାକ୍ତରଖାନାରେ ବିପାଶା ତାଙ୍କ ପ୍ରଥମ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେବେଠାରୁ ଉଭୟ ମା ଓ ଶିଶୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ…

ଫିଲ୍ମରୁ ଦୂରେଇ ଯିବେ ମିଷ୍ଟର ପରଫେକ୍ସନିଷ୍ଟ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାଁ ନିଜ ପର୍ସନାଲ ଓ ପ୍ରଫେସନାଲ ଲାଇଫକୁ ନେଇ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ । ଫିଲ୍ମରେ ତାଙ୍କର ପରଫେକ୍ଟ ଆକ୍ସନ ଦର୍ଶକଙ୍କୁ ବାନ୍ଧି ରଖିବାରେ ସକ୍ଷମ ହୋଇଥାଏ । ଆଉ ଏଇଥିପାଇଁ ତାଙ୍କୁ ଖୁବ୍…

ଆସିବ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ସିକ୍ୱେଲ

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ଚଳିତ ବର୍ଷ ରେକର୍ଡ ସୃଷ୍ଟି କରିଥିଲା। ଅଭିନେତା ରାମ ଚରଣ ଏବଂ ଜୁନିୟର ଏନ୍‌ଟିଆର ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଦୁହିଁଙ୍କ କେମେଷ୍ଟ୍ରି ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଇତି ମଧ୍ୟରେ ‘ଆର୍‌ଆର୍‌ଆର୍‌’ର…

ଏହି କଥାକୁ ନେଇ ଶାଳୀଙ୍କ ସହ ଝଗଡା କରନ୍ତି ରଣବୀର

ବଲିଉଡର ପାଓ୍ବାରଫୁଲ ଦମ୍ପତି ଭାବେ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଜଣାଶୁଣା। ଦୁହେଁ ପରସ୍ପରର ଯତ୍ନ ନିଅନ୍ତି। ଏଥି ସହିତ, ପରସ୍ପରର ପରିବାରକୁ ମଧ୍ୟ ବହୁତ ସମ୍ମାନ ଦିଅନ୍ତି। ରଣବୀରଙ୍କ ସହ ଦୀପିକାଙ୍କ ଭଉଣୀ ଅନିଶାଙ୍କ ଭଲ ସମ୍ପର୍କ ଅଛି।…

୨ ମାସ ଭିତରେ ମାତା, ପିତାଙ୍କୁ ହରାଇଲେ ମହେଶ ବାବୁ

ସାଉଥ ସିନେମାର ଲୋକପ୍ରିୟ ଅଭିନେତା ମହେଶ ବାବୁଙ୍କ ପାଇଁ ସମୟ ଏବେ ଭଲ ଚାଲିନାହିଁ। ନିକଟରେ ମାତାଙ୍କୁ ହରାଇଥିବା ମହେଶ ବାବୁଙ୍କ ପିତାଙ୍କ ଦେହାନ୍ତ ଘଟିଛି। ତାଙ୍କ ପିତା କ୍ରିଷ୍ଣା ଘଟ୍ଟାମନାନେନୀ ୮୦ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦ୍‌ଘାତ…

ବିବାହ ବାର୍ଷିକିରେ ଦୀପିକାଙ୍କୁ ସରପ୍ରାଇଜ ଦେଲେ ରଣବୀର

ମୁମ୍ବାଇ: ରଣବୀର ସିଂ ଓ ଦୀପିକା ପାଦୁକୋନ ବଲିଉଡର ସବୁଠାରୁ ପ୍ୟାରା ରିୟଲ ଲାଇଫ କପୁଲ ବୋଲି କୁହାଯାଏ । ତେବେ କିଛିଦିନ ପୂର୍ବରୁ ଏମାନଙ୍କ ସମ୍ପର୍କରେ ଫାଟ ସୃଷ୍ଟିହେବା ନେଇ ଆଲୋଚନା ହୋଇଥିଲେ ବି ଏମାନେ ଏହାକୁ ଗୁଜବ ବୋଲି…

ମିଥୁନଙ୍କ ଗୀତରେ ଝୁମିଲେ ପ୍ରିୟଙ୍କା

ତିନି ବର୍ଷ ପରେ ବିଦେଶରୁ ଭାରତ ଆସିଥିବା ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଏବେ ଭାରି ବ୍ୟସ୍ତ। ଗୋଟଇଏ ଦିନରେ ତାଙ୍କୁ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପଡ଼ୁଛି। ୟୁନିସେଫର ବ୍ରାଣ୍ଡ ଆମ୍ବାସଡର ହେବା କାରଣରୁ ଉତ୍ତର ପ୍ରଦେଶର ବିଭିନ୍ନ…

ସାଉଥ୍‌ ସୁପରଷ୍ଟାର ମା’ଙ୍କ ମୃତ୍ୟୁ ପରେ ବାପାଙ୍କୁ ହୃଦ୍‌ଘାତ

ମୁମ୍ବାଇ: ତେଲଗୁ ସୁପରଷ୍ଟାର ମହେଶ ବାବୁ ଏବେ ଭାବପ୍ରବଣ ମୁହୂର୍ତ୍ତ ଦେଇ ଗତି କରୁଛନ୍ତି। ନିକଟରେ ମହେଶ ବାବୁଙ୍କ ମା’ଙ୍କ ଦେହାନ୍ତ ହୋଇଥିବା ବେଳେ ଏବେ ତାଙ୍କ ବାପାଙ୍କୁ ହୃଦ୍‌ଘାତ ହୋଇଥିବା ଜଣାପଡ଼ିଛି। ମହେଶ ବାବୁଙ୍କ ୭୯ବର୍ଷୀୟ ବାପା କ୍ରିଷ୍ଣା ଘଟାମାନେନିଙ୍କ…

ଶେହନାଜଙ୍କ ଭଳି ଝିଅ ଚାହୁଁଛନ୍ତି ରାଜକୁମାର

ପଞ୍ଜାବର କ୍ୟାଟ୍ରିନା କୈଫ କୁହାଯାଉଥିବା ଶେହନାଜ ଗିଲ ପ୍ରାୟତଃ ଲୁକ୍‌ ଏବଂ ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ଥାନ୍ତି। ଦିନକୁ ତାଙ୍କର ଲୋକପ୍ରିୟତା ବଢିବାରେ ଲାଗିଛି। ନିକଟରେ ଅଭିନେତ୍ରୀଙ୍କ ଦେଶୀ ଭାଇବ୍ସ ଓ୍ବିଥ୍‌ ଶେହନାଜ ଗିଲ ଚାର୍ଟ ଶୋ’ର ପ୍ରଥମ ଏପିଶୋଡରେ ଅତିଥି…

‘ସଲାମ ଭେଙ୍କି’ ଟ୍ରେଲର: କାଜଲଙ୍କ ଅଭିନୟ କନ୍ଦାଇବ ଦର୍ଶକଙ୍କୁ

ମୁମ୍ବାଇ: କାଜଲଙ୍କ ଅଭିନୀତ ଫିଲ୍ମ ‘ସଲାମ ଭେଙ୍କି’କୁ ଦର୍ଶକେ ବହୁ ସମୟ ଧରି ଅପେକ୍ଷା କରି ରହିଛନ୍ତି । ସୋମବାର ଏହାର ଟ୍ରେଲର ରିଲିଜ ହୋଇଛି । ଟ୍ରେଲର ଦେଖି ଅନୁମାନ କରାଯାଉଛି କି ଏହା ପାରିବାରିକ ସମସ୍ୟା ସହ ଜଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?