ମନୋରଞ୍ଜନ

ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

କୋଲକାତା: ଡାକ୍ତରଖାନାରେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଲୋକପ୍ରିୟ ବଙ୍ଗୀୟ ଅଭିନେତ୍ରୀ ଆଣ୍ଡ୍ରିଲା ଶର୍ମା। ତାଙ୍କୁ ହୃଦ୍‌ଘାତ ହୋଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଏହି ଖବର ଶୁଣି ଆଣ୍ଡ୍ରିଲାଙ୍କ ପ୍ରଶଂସକ ତାଙ୍କର ଶୀଘ୍ର ଆରୋଗ୍ୟ…

ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବେ ସୈଫଙ୍କ ପୁଅ ଇବ୍ରାହିମ୍‌

ବମ୍ବେ: ବଲିଉଡ୍‌ରେ ଡେବ୍ୟୁ କରିବେ ଅଭିନେତା ସୈଫ ଅଲି ଖାଁଙ୍କ ପୁଅ ଇବ୍ରାହିମ ଅଲି ଖାଁ। ନିର୍ମାତା କରନ୍‌ ଜୋହରଙ୍କ ଧର୍ମା ପ୍ରଡକ୍ସନ ଏକ ନୂଆ ଫିଲ୍ମ ଉପରେ କାମ କରୁଛି। ଉକ୍ତ ଫିଲ୍ମରେ ଇବ୍ରାହିମ୍‌ ଡେବ୍ୟୁ କରିବେ। ଆସନ୍ତା ବର୍ଷ…

ଫଟୋଗ୍ରାଫରଙ୍କ ଉପରେ ରାଗିଗଲେ ଶିଳ୍ପା

ମୁମ୍ବାଇ: ନିକଟରେ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ମୁମ୍ବାଇରେ ନଜର ଆସିଥିଲେ। ତେବେ ଏହି ସମୟରେ ଫଟୋଗ୍ରାଫରମାନଙ୍କ ଉପରେ ସେ ବହୁତ ରାଗି ଯାଇଥିଲେ। କାରଣ ଫଟୋଗ୍ରାଫରଙ୍କ କ୍ୟାମେରା ତାଙ୍କ ମୁହଁରେ ବାଜିଥାନ୍ତା। ସେ ଅଳ୍ପକେ ରକ୍ଷା ପାଇଯାଇଥିଲେ। ପରେ ସେ ଫଟୋଗ୍ରାଫରଙ୍କୁ…

‘କାନ୍ତାରା’ ସଫଳତା ପାଇଁ ରିଷଭଙ୍କୁ ମହଙ୍ଗା ଉପହାର ଦେଲେ ରଜନୀକାନ୍ତ

ରିଷଭ ଶେଟ୍ଟୀଙ୍କ ଅଭିନୀତ ଫିଲ୍ମ ‘କାନ୍ତାରା’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ଏହି ଫିଲ୍ମ ସାରା ବିଶ୍ୱରେ ବହୁତ ପ୍ରଶଂସା ପାଇଛି। ବଲିଉଡରୁ ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ ଭେଟେରାନ ଅଭିନେତାମାନେ ମଧ୍ୟ ଏହି ଫିଲ୍ମକୁ ପ୍ରଶଂସା କରିଥିଲେ। ମହାନ…

ବଧୂ ସାଜିବାକୁ ଯାଉଛନ୍ତି ବାହୁବଲୀ ଫେମ୍‌ ତମନ୍ନା

ହାଇଦ୍ରାବାଦ: ବିବାହ କରିବେ ବାହୁବଲୀ ଫେମ୍‌ ଅଭିନେତ୍ରୀ ତମନ୍ନା ଭାଟିଆ। ମୁମ୍ବାଇର ଜଣେ ବ୍ୟବସାୟୀଙ୍କ ସେ ହାତ ଧରିବେ। କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। ବିବାହର କିଣାକିଣି ସେ ଆରମ୍ଭ କଲେଣି। ଏଥିଲାଗି ସେ ନୂଆ ଫିଲ୍ମ ସାଇନ୍‌…

ଏତିକି କୋଟି ଟଙ୍କାର ମାଲିକାଣୀ ଜ୍ୟାକ୍‌ଲିନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ପୂର୍ବତନ ମିସ୍‌ ୟୁନିଭର୍ସ ଜ୍ୟାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ଏବେ ଚର୍ଚ୍ଚାରେ ରହିଛନ୍ତି। ସୁକେଶ ଚନ୍ଦ୍ରଶେଖରଙ୍କ ୨୦୦ କୋଟି ଟଙ୍କାର ମନି ଲଣ୍ଡରିଂ ମାମଲାରେ ଫସିଥିବା ଜ୍ୟାକ୍‌ଲିନ୍‌ଙ୍କୁ ଦିଲ୍ଲୀର ଏକ କୋର୍ଟ ଜାମିନ ଦେଇଥିବା ବେଳେ ଏବେ ତାଙ୍କର…

ସନ୍ନି ଲିଓନ, ସ୍ବାମୀ ଡାନିଏଲ୍‌ଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୧୬ା୧୧: ଅଭିନେତ୍ରୀ ସନ୍ନି ଲିଓନ ଏବଂ ତାଙ୍କ ସ୍ବାମୀ ଡାନିଏଲ ଓ୍ବେବର ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତିଙ୍କୁ କେରଳ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ବୁଧବାର କେରଳ ହାଇକୋର୍ଟ ସନ୍ନି ଏବଂ ତାଙ୍କ ସ୍ବାମୀଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ମାମଲାରେ ରୋକୋ…

ଦୃଷ୍ଟି ଆକର୍ଷଣ କଲା ବିରାଟ କୋହଲିଙ୍କ ଟି-ଶର୍ଟ

ମୁମ୍ବାଇ,୧୬।୧୧: ଷ୍ଟାର କ୍ରିକେଟର ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ଦେଶର ଲୋକପ୍ରିୟ କପଲ୍‌ ଭାବେ ଜଣାଶୁଣା। ପ୍ରଶଂସକମାନେ ବିରୁଷ୍କାଙ୍କୁ ଏକାଠି ଦେଖିବାକୁ ସର୍ବଦା ଆଗ୍ରହୀ ଥାନ୍ତି। ନିକଟରେ ଉଭୟ ମୁମ୍ବାଇ ବିମାନବନ୍ଦରରେ ନଜର ଆସିଥିଲେ କିନ୍ତୁ ଝିଅ ଭାମିକା…

ସାରାଙ୍କୁ ଡେଟ୍‌ କରୁଛନ୍ତି ଶୁଭମନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ ଏବେ ତାଙ୍କ ରିଲେଶନସିପ୍‌କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ସାରା କ୍ରିକେଟର ଶୁଭମନ୍‌ ଗିଲ୍‌ଙ୍କ ସହ ସମ୍ପର୍କକୁ ନେଇ ଅଗଷ୍ଟରୁ ଚର୍ଚ୍ଚା ହେଉଥିଲା। ତାଙ୍କୁ ଅନେକ ସମୟରେ ଶୁଭମନ୍‌ଙ୍କ ସହ ଏକାଠି ଦେଖିବାକୁ…

ବଦଳି ଗଲେଣି କୁନି ଶ୍ରେୟା, ଏବେ ଚିହ୍ନିବା ମୁସ୍କିଲ

ବମ୍ବେ: ବଦଳିଗଲେଣି ଟେଲି ପରଦାର ଲୋକପ୍ରିୟ ଶୋ’ ‘କସୌଟି ଜିନ୍ଦେଗୀ କି’ରେ ନଜର ଆସିିଥିବା କୁନି ଝିଅ ଶ୍ରେୟା ଶର୍ମା। ତାଙ୍କୁ ଏବେ ୨୫ ବର୍ଷ। ହଠାତ ଦେଖିଲେ ଯେକେହି ତାଙ୍କୁ ଚିହ୍ନିବା ମୁସ୍କିଲ ହୋଇଯିବ। କାରଣ ସେ ସାମାନ୍ୟ ମୋଟି…

ଝିଅ ଜନ୍ମ ପରେ ବଦଳିଯାଇଛି ଆଲିଆଙ୍କ ଜୀବନ

ବମ୍ବେ: ନିକଟରେ ମା’ ହୋଇଛନ୍ତି ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଆଲିଆ ଭଟ୍ଟ। ନଭେମ୍ବର ୬ ତାରିଖରେ ତାଙ୍କ ଘରକୁ ଲକ୍ଷ୍ମୀ ଆସିଛନ୍ତି। ଏବେ ସୋସିଆଲ ମିଡିଆରେ ଆଲିଆ ନିଜର ନୂଆ ପରିଚୟକୁ ନେଇ ଖୁଲାସା କରିଛନ୍ତି। ଏକ ଫଟୋ ଶେୟାର କରି…

ଜ୍ୟାକଲିନଙ୍କୁ ଜାମିନ

ମୁମ୍ବାଇ,୧୫ ।୧୧: ମନି ଲଣ୍ଡରିଂ ମାମଲାରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜଙ୍କୁ ପଟିଆଲା ହାଉସ କୋର୍ଟ ପକ୍ଷରୁ ମିଳିଛି ଆଶ୍ୱସ୍ତି । କୋର୍ଟ ପକ୍ଷରୁ ତାଙ୍କୁ ମଙ୍ଗଳବାର ଅର୍ଥାତ୍ ୧୫ ନଭେମ୍ବରରେ ୨ଲକ୍ଷ ଟଙ୍କାର ବ୍ୟକ୍ତିଗତ ବଣ୍ଡ ସହ ଜାମିନ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?