ମନୋରଞ୍ଜନ

ରିଲିଜ୍‌ ପୂର୍ବରୁ ବିବାଦରେ ଫିଲ୍ମ ‘ଥ୍ୟାଙ୍କ୍‌ ଗଡ୍‌’

ବଲିଉଡ୍‌ ଅଭିନେତା ଅଜୟ ଦେବଗନ୍‌ ନିଜ ଆଗାମୀ ଫିଲ୍ମ ‘ଥ୍ୟାଙ୍କ୍‌ ଗଡ୍‌’କୁ ନେଇ ଏବେ ବିବାଦ ଦେଖାଦେଇଛି। ଫିଲ୍ମଟି ହିନ୍ଦୁ ଧାର୍ମିକ ଭାବନାକୁ ପ୍ରଭାବିତ କରୁଥିବା ନେଇ ଉତ୍ତର ପ୍ରଦେଶର ଜୈନପୁର କୋର୍ଟରେ ଆଇନ୍‌ଜୀବୀ ହିମାଂଶୁ ଶ୍ରୀବାସ୍ତବ ଫିଲ୍ମର ଦୁଇ ଲିଡ୍‌…

ପନ୍ତଙ୍କୁ ଉର୍ବଶୀ କହି ନ ଥିଲେ ‘ସରି’; ସିଧା ସିଧା ମନା କଲେ…

ବମ୍ବେ: କାଲି କହିଲେ ସରି, ହେଲେ ଆଜି କହିଲେ ମୁଁ କହିନି। ଆମେ କହୁଛୁ ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କ ବିଷୟରେ। ସେ ଏକ ସାକ୍ଷାତକାରରେ ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କୁ କ୍ଷମା ମାଗିଥିଲେ। ଏହାର ଭିଡିଓ ଭାଇରାଲ ହୋଇଥିଲା। ଏବେ…

ଏକଦା ଟଙ୍କା ପାଇଁ ଟ୍ରେନ୍‌ରେ ଗାଉଥିଲେ ଗୀତ; ଏବେ କୋଟିରେ ନିଅନ୍ତି ପାଉଣା

ବମ୍ବେ: କଥାରେ ଅଛି ସଫଳତା ପାଇବାର ଗୋଟିଏ ମନ୍ତ୍ର ହେଉଛି କଠିନ ପରିଶ୍ରମ। ଲକ୍ଷ୍ୟ ହାସଲ କରିବାର ନିଷ୍ଠା ମନରେ ଥିଲେ ଜୀବନରେ ସବୁକିଛି ପାଇହେବ। କିଛି ଏଭଳି କାହାଣୀ ବଲିଉଡ୍‌ ଅଭିନେତା ତଥା ଗାୟକ ଆୟୁଷ୍ମାନ ଖୁରାନ୍ନାଙ୍କର। ଏମ୍‌ଟିଭିରେ ପ୍ରସାରିତ…

ଥ୍ରୋ-ବ୍ୟାକ୍‌ ଫଟୋ ଶେୟାର କଲେ କଙ୍ଗନା

ମୁମ୍ବାଇ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଇନ୍‌ଷ୍ଟାଗ୍ରାମରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏବଂ ବ୍ରିଟେନର ରାଣୀ ଏଲିଜାବେଥ୍‌ଙ୍କ କଳାଧଳା ଫଟୋ ପୋଷ୍ଟ କରିଛନ୍ତି। ଉଭୟ କିମ୍ବଦନ୍ତୀ ମହିଳା କେବଳ ନିଜ ଦେଶରେ ନୁହେଁ ବିଶ୍ୱ ସ୍ତରରେ ମଧ୍ୟ ପ୍ରାଧାନ୍ୟ ବିସ୍ତାର…

ଷ୍ଟାର ଦମ୍ପତି ବିବାଦ: ସତ୍ୟପାଠ ଦାଖଲ କଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୯: ଷ୍ଟାର୍‌ ଦମ୍ପତି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ବୁଧବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ବର୍ଷା ଅଦାଲତରେ ହାଜର ହୋଇ ତାଙ୍କର ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଅଯଥା ସମୟ…

ଅକ୍ଷୟ କୁମାରଙ୍କ ସହ ଏହି ଫଲ୍ମ କରିବା ପୂର୍ବରୁ ଖୁବ୍‌ କାନ୍ଦିଥିଲେ ପ୍ରିୟଙ୍କା

ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବଲିଉଡ୍‌ ହେଉ କି ହଲିଉଡ୍‌ ସବୁଠି ଚର୍ଚ୍ଚାରେ ରହିଥାନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମ କରିଛନ୍ତି। ପ୍ରିୟଙ୍କା ଫିଲ୍ମରେ ଲେଡି ଭିଲେନ ଭାବେ ଦର୍ଶକଙ୍କ ହୃଦୟ ବି ଜିତିଛନ୍ତି। କିନ୍ତୁ ଯେତେବେଳେ ଏକ ଫିଲ୍ମରେ…

ଏହି ଅଭିନେତ୍ରୀଙ୍କ ପାଇଁ ହ୍ରିତିଙ୍କ ହୋଇଥିଲା ଛାଡପତ୍ର

ବଲିଉଡର ସୁପରଷ୍ଟାର ହ୍ରିତିକ୍‌ ରୋଶନ ଫିଲ୍ମ ‘କହୋନା ପ୍ୟାର୍‌ ହୈ’ରୁ ବଲିଉଡରେ ଡେବ୍ୟୁ କରିଥିଲେ । ପରେ ହ୍ରିତିକ୍‌ ସୁଜାନେ ଖାନଙ୍କୁ ବିବାହ କରିଥିଲେ। ତେବେ, ୨୦୧୪ରେ ଉଭୟଙ୍କ ଛାଡପତ୍ର ହୋଇଥିଲା। ସେହି ସମୟରେ କୁହାଯାଇଥିଲା ଯେ, ସେମାନଙ୍କ ଛାଡପତ୍ର କାରଣ…

ପ୍ରତୀକଙ୍କୁ ମିଳିଲା ବଡ଼ ସୁଯୋଗ, ‘ନାଗିନ୍‌-୬’ରେ କରିବେ ଏଣ୍ଟ୍ରି

ବମ୍ବେ: ବିଗ୍‌ ବସ୍‌ ଫେମ୍‌ ପ୍ରତୀକ ଶେହଜପାଲଙ୍କୁ ମିଳିଛି ବଡ଼ ବ୍ରେକ୍‌। ଲୋକପ୍ରିୟ ଟେଲି ଧାରବାହିକ ‘ନାଗିନ-୬’ରେ ସେ ନଜର ଆସିବେ। ଏନେଇ ସେ ସୋସିଆଲ ମିଡିଆରେ ଲମ୍ବା ପୋଷ୍ଟ ଲେଖି ପ୍ରଶଂସକଙ୍କୁ ଜଣାଇଛନ୍ତି। ଟେଲି ପରଦାରେ ସୁଯୋଗ ଦେଇଥିବାରୁ ସେ…

ଉର୍ବଶୀଙ୍କୁ ଫଲୋ କରି ଅନ୍‌ଫଲୋ କଲେ ଏହି କ୍ରିକେଟର

ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ପାକିସ୍ତାନୀ କ୍ରିକେଟର ନସିମ ଶାହାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଆଉ ଏକ ଖବର ସାମ୍ନାକୁ ଆସିଛି ଯେ, ନସିମ…

ବିଜ୍ଞାପନରେ ଏକାଠି ନଜର ଆସିବେ ଭିକି-କ୍ୟାଟ୍ରିନା

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଦମ୍ପତି କ୍ୟାଟ୍ରିନା କୈଫ ଏବଂ ଭିକି କୌଶଲ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ବିବାହ ପରେ ଉଭୟେ ପ୍ରାୟତଃ ଏକାଠି ନଜର ଆସନ୍ତି । ବର୍ତ୍ତମାନ ଉଭୟ ପ୍ରଥମ ଥର ପାଇଁ ଏକାଠି…

ଜେଣ୍ଡାୟା ଶ୍ରେଷ୍ଠ ଅଭିନେତ୍ରୀ

ଓ୍ବାଶିଂଟନ: ଆମେରିକା ଲସ୍‌ ଏଞ୍ଜେଲସ୍‌ର ମାଇକ୍ରୋସଫ୍ଟ ଥିଏଟରରେ ଅନୁଷ୍ଠିତ ହୋଇଯାଇଛି ୭୪ତମ ପ୍ରାଇମ୍‌ଟାଇମ୍‌ ଏମି ଆଓ୍ବାର୍ଡ ସମାରୋହ। ଟେଲିଭିଜନ୍‌ କଳାକାର ଓ ଟେକ୍ନିକାଲ ଷ୍ଟାଫ୍‌ମାନଙ୍କ ପାଇଁ ଏହି ଆଓ୍ବାର୍ଡ ବିଶେଷ ଗୁରୁତ୍ୱ ବହନ କରିଥାଏ। ଚଳିତ ବର୍ଷ ଜେଣ୍ଡାୟାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ…

ଆସନ୍ତାବର୍ଷ ଜାନୁୟାରୀରେ ରିଲିଜ୍‌ ହେବ ଫିଲ୍ମ ‘ଆଦିପୁରୁଷ’

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’ ଆସନ୍ତା ବର୍ଷ ଜାନୁୟାରୀରେ ରିଲିଜ୍‌ ହେବ। ନିକଟରେ ପ୍ରଭାସଙ୍କ ଫିଲ୍ମ ‘ ରାଧେଶ୍ୟାମ’ ପରଦାକୁ ଆସିଥିଲା। ହେଲେ ବକ୍ସ ଅଫିସରେ ଭଲ ପ୍ରର୍ଦଶନ କରି ନଥିବା ବେଳେ ‘ଆଦିପୁରୁଷ’କୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri