ପୁଣି କ୍ୟାନସର୍ ସହ ଲଢୁଛନ୍ତି ଏହି ଅଭିନେତାଙ୍କ ସ୍ତ୍ରୀ: ପୋଷ୍ଟ ଶେୟାର କରି କହିଲେ…
ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ସ୍ତ୍ରୀ ତଥା ଚଳଚ୍ଚିତ୍ର ନିର୍ମାତା ତାହିରା କଶ୍ୟପ ତାଙ୍କର ସ୍ପଷ୍ଟବାଦୀତା ପାଇଁ ଜଣାଶୁଣା। ସେ ସବୁବେଳେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଖୋଲାଖୋଲି ଭାବରେ କଥା ହୁଅନ୍ତି। ତାହିରା ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ମଧ୍ୟ କଥା…
ଷ୍ଟାର ହେବାର ସ୍ବପ୍ନ ଦେଖୁଥିଲେ ଶାହାରୁଖ, ହେଲେ ରାତି ପାହିଲା ବେଳକୁ କୋ-ଷ୍ଟାରଙ୍କର ହୋଇଥିଲା ମୃତ୍ୟୁ
ମୁମ୍ବାଇ: ବଲିଉଡର ସବୁଠାରୁ ଚଞ୍ଚଳ ଏବଂ ଟ୍ୟାଲେଷଣ୍ଟଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଦିବ୍ୟା ଭାରତୀ। ମାତ୍ର ୧୯ ବର୍ଷ ବୟସରେ ୫ ଏପ୍ରିଲ ୧୯୯୩ରେ ସେ ଏହି ଦୁନିଆରୁ ବିଦାୟ ନେଇଥିଲେ। ତାଙ୍କର ଆକସ୍ମିକ ମୃତ୍ୟୁ କେବଳ ଚଳଚ୍ଚିତ୍ର ଜଗତକୁ…
ମାନସୀ ‘ଇଣ୍ଡିଆନ୍ ଆଇଡଲ ୧୫’ ବିଜେତା
ମୁମ୍ବାଇ, ୭।୪: ଲୋକପ୍ରିୟ ସଙ୍ଗୀତ ରିୟଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ ୧୫’ର ବିଜେତା ହୋଇଛନ୍ତି କୋଲକାତାର ମାନସୀ ଘୋଷ (୨୪)। ରବିବାର ଅନୁଷ୍ଠିତ ହୋଇଥିବା ଶୋ’ର ଗ୍ରାଣ୍ଡ ଫିନାଲେ ସମାରୋହରେ ଶୁଭ୍ରଜିତ ଚକ୍ରବର୍ତ୍ତୀ ପ୍ରଥମ ରନର-ଅପ୍ ଓ ସ୍ନେହା ଶଙ୍କର ଦ୍ୱିତୀୟ…
ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା
ମୁମ୍ବାଇ: ଆଜିର ଦିନ ଭାରତୀୟ ସିନେମା ଲାଗି ବହୁତ ଖରାପ ଥିଲା। ସକାଳେ ଭେଟେରାନ ମନୋଜ କୁମାରଙ୍କ ପରଲୋକ ଖବର ଆସିଥିବା ବେଳେ ପୁଣି ଜଣେ ଅଭିନେତାଙ୍କ ନିଧନ ଖବର ସାମ୍ନାକୁ ଆସିଛି। ସେ ହେଲେ ତାମିଲ ତଥା ମାଲାୟାଲାମ ସିନେମାର…
ପଛରେ ଛାଡିଦେଇ ଗଲେ କୋଟି କୋଟି ଟଙ୍କାର ସମ୍ପତ୍ତି, ଜାଣନ୍ତୁ ମନୋଜ କୁମାରଙ୍କ ମୋଟ ସମ୍ପତ୍ତି କେତେ
ମୁମ୍ବାଇ: ବଲିଉଡର ଭେଟେରାନ ଅଭିନେତା ମନୋଜ କୁମାର ଚୀର ଦିନ ପାଇଁ ବିଦାୟ ନେଇଛନ୍ତି। ସେ ମୁମ୍ବାଇର କୋକିଲାବେନ ଧିରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଅଭିନେତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଅସୁସ୍ଥତା ଯୋଗୁଁ ତାଙ୍କୁ…
Manoj Kumar Death: ମନୋଜ କୁମାରଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋଦି, ଶେୟାର କଲେ କିଛି ପୁରୁଣା ଫଟୋ
ନୂଆଦିଲ୍ଲୀ,୪।୪: ବଲିଉଡ ଅଭିନେତା ମନୋଜ କୁମାରଙ୍କର ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ପରଲୋକ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନେତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ମନୋଜ କୁମାରଙ୍କ ମୃତ୍ୟୁ ସମଗ୍ର ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳାଇ…
RIP Manoj Kumar: ଏହି ଫିଲ୍ମ ଦେଖି ନିଜ ନାଁ ବଦଳାଇଦେଇଥିଲେ ମନୋଜ କୁମାର, ଅସଲ ନାଁ ଥିଲା…
ମୁମ୍ବାଇ,୪।୪: ପ୍ରସିଦ୍ଧ ଅଭିନେତା ମନୋଜ କୁମାରଙ୍କର ମୁମ୍ବାଇରେ ପରଲୋକ ହୋଇଛି। ସେ ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନୋଜ କୁମାରଙ୍କ ଶେଷକୃତ୍ୟ ଆସନ୍ତାକାଲି ମଧ୍ୟାହ୍ନ ୧୨ଟାରେ ମୁମ୍ବାଇର ଭିଲେ ପାର୍ଲେ ଶ୍ମଶାନରେ କରାଯିବ।…
ଅଭିନେତା ମନୋଜ କୁମାରଙ୍କ ପରଲୋକ
ମୁମ୍ବାଇ,୪ା୪: ବଲିଉଡ୍ର ଏକ ଦୁଃଖଦ ଖବର ଆସିଛି। ଭାରତୀୟ ଅଭିନେତା ତଥା ଚଳଚ୍ଚିତ୍ର ନିର୍ଦ୍ଦେଶକ ମନୋଜ କୁମାର ଆଉ ଏ ଦୁନିଆରେ ନାହାନ୍ତି। ୮୭ ବର୍ଷ ବୟସରେ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଶୁକ୍ରବାର ସକାଳେ ତାଙ୍କର ଦେହାନ୍ତ ହୋଇଛି। ୨୪ ଜୁଲାଇ…
ନା କାଜୋଲ, ନା କରିସ୍ମା; ଏହି ଅଭିନେତ୍ରୀ ହେଉଛନ୍ତି ଅଜୟ ଦେବଗନଙ୍କ ପ୍ରଥମ ପ୍ରେମ…
ବମ୍ବେ: ସର୍ବଦା ନିଜର ଫିଲ୍ମକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବଲିଉଡର ଅନ୍ୟତମ ହିଟ୍ ନାୟକ ଅଜୟ ଦେବଗନ୍। ଆଜି ସେ ତାଙ୍କର ୫୬ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଚାଲନ୍ତୁ ଜାଣିବା ତାଙ୍କ ପ୍ରେମ ଜୀବନ ବିଷୟରେ କିଛି ଅଜଣା…
Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ
ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିଲା। ତଥାପି ଏବେ ସେ ସବୁଦିନ ପାଇଁ…
ନାଁ ବଦଳାଇପାରନ୍ତି ଅଲ୍ଲୁ
ହାଇଦ୍ରାବାଦ: ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ଲୋକପ୍ରିୟତା ଏବେ ଶୀର୍ଷରେ ରହିଛି। ବକ୍ସ ଅଫିସରେ ‘ପୁଷ୍ପା ୨’ ଫିଲ୍ମ ସୁପର ଡୁପର ହିଟ୍ ହେବା ପରେ ତାଙ୍କୁ ନେଇ ଚର୍ଚ୍ଚା ଲାଗିରହିଛି। ତେବେ ନିକଟରେ ଅଲ୍ଲୁ ନିଜର କୌଣସି ଫିଲ୍ମ ପାଇଁ ନୁହେଁ,…
ପୁଣି ପ୍ରେମରେ ପଡ଼ିଛନ୍ତି ମଲାଇକା: ଏହି କ୍ରିକେଟର୍ଙ୍କୁ ସହ ଫଟୋ ହେଉଛି ଭାଇରାଲ୍
ନୂଆଦିଲ୍ଲୀ,୧।୪: ପୁଣି ପ୍ରେମରେ ପଡ଼ିଛନ୍ତି ବଲିଉଡ୍ ହଟ୍ ଷ୍ଟର୍ ମଲାଇକା ଆରୋରା। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକ୍ଅପ୍ ପରେ ମଲାଇକା ଜଣେ କ୍ରିକେଟର୍ଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଛି। ନିକଟରେ ଏକ ଆଇପିଏଲ୍ ମ୍ୟାଚ୍ ସମୟରେ ତାଙ୍କୁ ଶ୍ରୀଲଙ୍କାର…
Archives


