ମନୋରଞ୍ଜନ

ଆଉ ନାହାନ୍ତି ଅଭିନେତ୍ରୀ ଡେମ୍‌ ଆଞ୍ଜେଲା

ଲଣ୍ଡନ: ଆଉ ନାହାନ୍ତି ଅନ୍ତର୍ଜାତୀୟ ଷ୍ଟାର ଡେମ୍‌ ଆଞ୍ଜେଲା। ୯୬ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଫିଲ୍ମ, ଥିଏଟର ଏବଂ ଟେଲିଭିଜନ ଦୁନିଆରେ ସେ ବେଶ ଖ୍ୟାତି ଅର୍ଜନ କରିଥିଲେ। ଡେମ୍‌ ନିଜର ଆଠ ଦଶକର କ୍ୟାରିୟରରେ ତିନି ଥର…

ପୁଣି ପ୍ରେମରେ ପଡ଼ିଛନ୍ତି ରାପର୍‌ ବାଦ୍‌ଶାହା

ବମ୍ବେ: ରାପର ତଥା ଗାୟକ ବାଦ୍‌ଶାହା ପଡ଼ିଛନ୍ତି ପୁଣି ପ୍ରେମରେ। ଦୁଇ ବର୍ଷ ପୂର୍ବେ ସ୍ତ୍ରୀଙ୍କଠାରୁ ଅଲଗା ହୋଇଥିଲେ ବାଦ୍‌ଶାହା। ଏବେ ତାଙ୍କ ଲଭ୍‌ ଲାଇଫ୍‌ରେ ପଞ୍ଜାବୀ ଅଭିନେତ୍ରୀ ଈଶା ରେଖି ଏଣ୍ଟ୍ରୀ ମାରିଛନ୍ତି। ବର୍ଷେ ହେଲାଣି ଉଭୟଙ୍କ ଆଫେୟାର ଚାଲିଛି।…

ଗ୍ଲାମରସ୍‌ ଲୁକ୍‌ରେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କୁ ବିବାହ ପରେ ପ୍ରଥମ ଥର ପାଇଁ ଗ୍ଲାମରସ୍‌ ଲୁକ୍‌ରେ ଦେଖିବାକୁ ମିଳିଛି। ଇଶାନ ଖଟ୍ଟର ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ଅଭିନୀତ ଏକ୍ସେଲ ଏଣ୍ଟରଟେନ୍‌ମେଣ୍ଟର ‘ଫୋନ ଭୂତ୍‌’ର ଟ୍ରେଲର୍‌ ବେଶ୍‌ ପ୍ରଶଂସିତ ହୋଇଛି। ଫିଲ୍ମର ଟ୍ରେଲର ଦେଖିବା…

ରଣବୀରଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ଅଭିନେତା ରଣବୀର ସିଂ ଇଣ୍ଡଷ୍ଟ୍ରିର ପାଓ୍ବାରଫୁଲ କପଲ୍‌ଙ୍କ ମଧ୍ୟରୁ ଅନ୍ୟତମ। କିନ୍ତୁ, କିଛି ଦିନ ହେବ ଉଭୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ତେବେ ଉଭୟ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ…

ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଧାଓ୍ବନ

ଭାରତୀୟ କ୍ରିକେଟ ଦଳର ଓପନର୍‌ ଶିଖର ଧାୱନ ତାଙ୍କ ବଲିଉଡରେ ଡେବ୍ୟୁ କରିବାକୁ ପ୍ରସ୍ତୁତ ଅଛନ୍ତି। ତାଙ୍କୁ ଅଭିନେତ୍ରୀ ହୁମା କୁରେଶି ଏବଂ ସୋନାକ୍ଷୀ ସିହ୍ନାଙ୍କ ସହ ଫିଲ୍ମ ‘ଡବଲ ଏକ୍ସଏଲ’ରେ ଦେଖିବାକୁ ମିଳିବ। ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରି ହୁମା…

‘ରାମ ସେତୁ’ ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମ ସେତୁ’ର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଫିଲ୍ମରେ ଅକ୍ଷୟଙ୍କ ସହ ସ୍କ୍ରିନ୍‌ ଶେୟାର କରିଛନ୍ତି ଜ୍ୟାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ଓ ନୁଶରତ୍‌ ଭରୁଚା। ପ୍ରସିଦ୍ଧ ରାମ ସେତୁ ଉପରେ ଫିଲ୍ମର କାହାଣୀ ପର୍ଯ୍ୟବସିତ।…

ହାତକୁ ଦୁଇ ହାତ ହେବେ କିଆରା-ସିଦ୍ଧାର୍ଥ !

ବମ୍ବେ: ଦୀର୍ଘ ୩ ବର୍ଷର ଡେଟିଂ ଖବର ପରେ ନିକଟରେ ସମ୍ପର୍କ ଉପରେ ମୋହର ମାରିଥିଲେ ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ କିଆରା ଆଡଭାଣୀ। ଏବେ ଉଭୟ ବିବାହ କରିପାରନ୍ତି ବୋଲି ଚର୍ଚ୍ଚା ବଢ଼ିବାରେ ଲାଗିଛି। ରିପୋର୍ଟ ମୁତାବକ ଉଭୟ…

ଶେହେନ୍‌ଶାହଙ୍କ ଲାଗି ବାଦ୍‌ଶାହଙ୍କ ସ୍ବତନ୍ତ୍ର ବାର୍ତ୍ତା: ଆମ ନାତି ନାତୁଣୀଙ୍କର ମଧ୍ୟ ମନୋରଞ୍ଜନ କରନ୍ତୁ

ବମ୍ବେ: ନିଜର ୮୦ତମ ଜନ୍ମଦିନ ପାଳନ କରୁଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଏମିତିରେ ଏହି ବର୍ଷଟି ତାଙ୍କ ପାଇଁ ବହୁତ ଖାସ୍‌। ଏହି ସ୍ବତନ୍ତ୍ର ଦିନକୁ ଅଧିକ ସ୍ମରଣୀୟ କରିବା ଲାଗ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। କିଙ୍ଗଖାନ୍‌…

ମାହିରଙ୍କୁ ଡେଟ୍‌ କରୁଛନ୍ତି ନିମ୍ରିତ !

ବମ୍ବେ: ଡେଟ୍‌ କରୁଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ନିମ୍ରିତ କୌର ଆହ୍ଲୁଓ୍ବାଲିଆ। ବିଗ୍‌ବସ୍‌ ଘରେ ଏପରି କିଛି ବ୍ୟକ୍ତିଗତ କଥା ଉପରୁ ପରଦା ଉଠାଇଛନ୍ତି ପ୍ରତିଯୋଗୀ ଟିନା ଦତ୍ତା। ତେବେ ବ୍ୟକ୍ତିଜଣଙ୍କ କିଏ ସେ ବିଷୟରେ ସେ କିଛି କହି…

ଏକଦା ରାଜୀବ ଗାନ୍ଧୀଙ୍କ ଘନିଷ୍ଠ ବନ୍ଧୁ ଥିଲେ ଅମିତାଭ; ସୋନିଆଙ୍କୁ ବିବାହରେ କରିଥିଲେ ସହାୟତା; ହେଲେ ଏପରି ହୋଇଥିଲା ମତଭେଦ

ବମ୍ବେ: ଆଜି ଅର୍ଥାତ ଅକ୍ଟୋବର ୧୧,୨୦୨୨ରେ ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ୮୦ ବର୍ଷ ବୟସରେ ପାଦ ଥାପିଛନ୍ତି। ରୁପେଲି ପରଦାରେ ନିଜର ଅଭିନୟ ଶୈଳୀ ଏବଂ କଳାକୁ ନେଇ କୋଟି କୋଟି ପ୍ରଶଂସକଙ୍କ ହୃଦୟରେ ଏବେ ବି ରାଜ କରୁଛନ୍ତି…

ରିଲେସନଶିପକୁ ଅଫିସିଆଲ କଲେ କିଆରା-ସିଦ୍ଧାର୍ଥ!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନି ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ରିଲେସନଶିପୁକ ନେଇ ଚର୍ଚ୍ଚା ହେଉଛି । ବଲିଉଡର କ୍ୟୁଟ କପୁଲଙ୍କ ମଧ୍ୟରେ ଏମାନେ ଅନ୍ୟତମ ବୋଲି କୁହାଯାଏ । ଅନେକ ସମୟରେ ଏହି ଲଭ ବାର୍ଡଙ୍କୁ ଡିନର ଡେଟରେ…

ଚାଲିଗଲେ ଶିଶୁ କଳାକାର ରାହୁଲ କୋଲି

ଗୁଜରାଟୀ ଫିଲ୍ମ ‘ଛେଲୋ ଶୋ’ର ଶିଶୁ କଳାକାର ରାହୁଲ କୋଲିଙ୍କ କ୍ୟାନସର୍‌ରେ ଦେହାନ୍ତ ହୋଇଛି। ଚଳିତ ବର୍ଷର ଓସ୍କାରରେ ‘ଛେଲୋ ଶୋ’ ପ୍ରବେଶ କରିଛି। ଏହି ଫିଲ୍ମଟି ଅକ୍ଟୋବର ୧୪ରେ ରିଲିଜ ହେବାକୁ ଯାଉଛି। ଫିଲ୍ମ ରିଲିଜ ହେବା ପୂର୍ବରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?