ମନୋରଞ୍ଜନ

ମୃତ୍ୟୁ ପୂର୍ବରୁ ଏହାଥିଲା ରାଜୁଙ୍କ ବଡ଼ ସ୍ବପ୍ନ

ମୁମ୍ବାଇ: ବି-ଟାଉନ୍‌ର ଜଣାଶୁଣା ହାସ୍ୟ ଅଭିନେତାଙ୍କର ବୁଧବାର ୫୮ ବର୍ଷ ବୟସରେ ମୃତ୍ୟୁ ହୋଇଯାଇଛି। ତାଙ୍କ ମୃତ୍ୟୁ ଖବରରେ ସବୁଆଡେ ଶୋକର ଛାୟା ଖେଳିଯାଇଛି। ଅଗଷ୍ଟ ୧୦ରେ ହୃଦ୍‌ଘାତରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ…

ଗୁରୁବାର ଦିଲ୍ଲୀରେ ହେବ ରାଜୁଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୧।୯: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ବୁଧବାର ପରଲୋକ ଘଟିଛି। ସବୁବେଳେ ହସାଉଥିବା ବ୍ୟକ୍ତି ଆଜି ସମସ୍ତଙ୍କୁ କନ୍ଦାଇ ନିଜେ ଚିରନିଦ୍ରାରେ। ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାଜୁ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅଗଷ୍ଟ ୧୦ରେ ରାଜୁଙ୍କ…

ଭାଇରାଲ ହେଉଛି ରାଜୁଙ୍କ ଶେଷ ଭିଡିଓ

ମୁମ୍ବାଇ: ଆଉ ନାହାନ୍ତି ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ। ବୁଧବାର ୫୮ ବର୍ଷ ବୟସରେ ଶ୍ରୀବାସ୍ତବଙ୍କ ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଖବରରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଏହାରି ମଧ୍ୟରେ ରାଜୁଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ନିଜେ…

ପରଲୋକରେ ହାସ୍ୟ ଅଭିନେତା

ମୁମ୍ବାଇ,୨୧।୯: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚିକିତ୍ସା ହେଉଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି…

ତାମିଲ ଅଭିନେତ୍ରୀ ଜେସିକାଙ୍କ ଆତ୍ମହତ୍ୟା

ଚେନ୍ନାଇ,୨୧ା୯: ତାମିଲ ଅଭିନେତ୍ରୀ ପୌଲିନ୍‌ ଜେସିକାଙ୍କ ମୃତଦେହ ଚେନ୍ନାଇର ବିରୁଗାମ୍ବାକମ୍‌ ମଲ୍ଲିକା ଆଭେନ୍ୟୁ ଫ୍ଲାଟ୍‌ରୁ ରବିବାର ମିଳିଛି। ସେଠାରୁ ଏକ ସୁଇସାଇଡ୍‌ ନୋଟ୍‌ ମଧ୍ୟ ଜବତ ହୋଇଛି। ବିଫଳ ସମ୍ପର୍କ ତାଙ୍କ ମୃତ୍ୟୁର କାରଣ ବୋଲି ସେଥିରେ ଉଲ୍ଲେଖ ଅଛି। ଦୀପା…

ପାକ୍‌ ବନ୍ୟା ବିପନ୍ନଙ୍କୁ ଭେଟିଲେ ଆଞ୍ଜେଲିନା

ଇସ୍‌ଲାମାବାଦ୍‌: ହଲିଉଡ୍‌ ଅଭିନେତ୍ରୀ ତଥା ଜାତିସଂଘର ସ୍ବତନ୍ତ୍ର ପ୍ରତିନିଧି ଆଞ୍ଜେଲିନା ଜୋଲିି ମଙ୍ଗଳବାର ପାକିସ୍ତାନ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। କରାଚୀ ବିମାନ ବନ୍ଦରରେ ପହଞ୍ଚିବା ପରେ ଆଞ୍ଜେଲିନା ପାକିସ୍ତାନର ଦକ୍ଷିଣାଞ୍ଚଳରେ ଥିବା ସିନ୍ଧ୍‌ ପ୍ରଦେଶ ଯାଇଥିଲେ। ଜୁନ୍‌ ମାସ ମଧ୍ୟ ଭାଗରେ…

ଓସ୍କାର ଦୌଡ଼ରେ ‘ଚ୍ଛେଲୋ ଶୋ’

ନୂଆଦିଲ୍ଳୀ: ଫିଲ୍ମ ଜଗତର ସବୁଠାରୁ ବଡ଼ ସମାରୋହ କୁହାଯାଉଥିବା ଓସ୍କାର ରେସ୍‌ରେ ସାମିଲ ହୋଇଛି ଗୁଜରାଟୀ ଫିଲ୍ମ ‘ଚ୍ଛେଲୋ ଶୋ’। ଏ ନେଇ ଇଣ୍ଡିଆନ୍‌ ଫିଲ୍ମ ଫେଡେରେଶନ୍‌ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଏହାର ଇଂଲିଶ ନାମ ‘ଲାଷ୍ଟ ଫିଲ୍ମ ଶୋ’…

୪ରେ ବାଜିବ ସାହାନାଇ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିଚା ଚଢ଼ା ଅକ୍ଟୋବର ୪ରେ ପ୍ରେମିକ ଅଲ୍ଲୀ ଫଜଲ୍‌ଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ସେମାନଙ୍କ ବିବାହ ଅନୁଷ୍ଠିତ ହେବ। ବାହାଘର ପରେ ପରିବାର, ବନ୍ଧୁ ଏବଂ ବଲିଉଡ୍‌ ଇଣ୍ଡଷ୍ଟ୍ରି ପାଇଁ ରିସେପ୍‌ଶନ୍‌ ପାର୍ଟିର ଆୟୋଜନ କରାଯିବାର…

ପୁଅର ନାମ ‘ବାୟୁ’ ରଖିଲେ ସୋନମ୍‌

ବମ୍ବେ: ପୁଅର ନାମକରଣ କରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ସୁନ୍ଦର ଫଟୋ ପୋଷ୍ଟ କରି ପୁଅର ପ୍ରଥମ ଝଲକ ଦେଖାଇଛନ୍ତି ସେ। ଏଥିସହ ତାଙ୍କ ପୁଅର ନାମ ସେ ‘ବାୟୁ କପୁର ଆହୁଜା’…

ରାଜକୁମାରୀ ଭଳି ସଜେଇ ହେବେ ରିଚା, ୧୭୫ ବର୍ଷ ପୁରୁଣା ଜୁଏଲାରୀ ପ୍ରସ୍ତୁତ କରୁଛି ଗହଣା

ବମ୍ବେ: ବି-ଟାଉନ୍‌ରେ ଏବେ ଅଭିନେତ୍ରୀ ଋଚା ଚଢ୍ଢା ଏବଂ ଅଭିନେତା ଅଲି ଫଜଲଙ୍କ ବିବାହକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ବିବାହ ତାରିଖ ଘୋଷଣା ହେବା ସହ କାର୍ଯ୍ୟକ୍ରମଗୁଡ଼ିକଲାଗି ଅତିଥି ନିମନ୍ତ୍ରଣ ସରିଲାଣି। ଉଭୟଙ୍କର ପ୍ରିଓ୍ବେଡିଂ ଫଙ୍କସନ ସେପ୍ଟେମ୍ବର ୩୦ରୁ…

ମ୍ୟୁଜିକ ଇଣ୍ଡଷ୍ଟ୍ରି ଛାଡିବେ ବାଦଶାହ

ମୁମ୍ବାଇ: ଦେଶରେ ଜଣେ ଆଗଧାଡିର ରାପର ଭାବେ ବାଦଶାହଙ୍କ ନାମ ଆଗରେ ରହିଛି । ଟପ୍ ରାପରଙ୍କ ମଧ୍ୟରୁ ସେ ହେଉଛନ୍ତି ଜଣେ । ଇଣ୍ଡିଆନ ପପ ଷ୍ଟାର ବାଦଶାହ ନିଜର ଖୁବ ସୁନ୍ଦର ଗୀତ ପାଇଁ ବେଶ ପରିଚିତ ।…

ସ୍ତ୍ରୀ ରୋଗ ବିଶେଷଜ୍ଞ ହୋଇ ଅଡୁଆରେ ପଡିଲେ ଆୟୁଷ୍ମାନ

ମୁମ୍ବାଇ: କିଛିଦିନ ହେବ ଅଭିନେତା ଆୟୁଷ୍ମାନ ଖୁରାନା ତାଙ୍କ ମୁଭି ‘ଡକ୍ଟର ଜି’କୁ ନେଇ ଅଛନ୍ତି ଚର୍ଚ୍ଚାରେ । ପ୍ରଶଂସକ ବଡ ଉତ୍ସୁକତାର ସହ ଏହି ମୁଭିକୁ ଅପେକ୍ଷା ରଖିଛନ୍ତି । କିଛିଦିନ ତଳେ ଫିଲ୍ମର ନୂଆ ପୋଷ୍ଟର ରିଲିଜ କରଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?