Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ
ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ ସମନ କରିଛି। ପୂର୍ବରୁ, ଏପ୍ରିଲ ୧୮ରେ, ଇଡି ତେଲେଙ୍ଗାନାର ଅନେକ ସ୍ଥାନରେ ଚଢାଉ କରିଥିଲା।…
ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା
ବଲିଉଡ୍ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ ଫାଟ ଏବଂ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ବିଷୟରେ ଚର୍ଚ୍ଚା ଜୋର ଧରିଥିଲା।…
ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?
ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଏବେ ଓପନର ଶୁବମନ ଗିଲ ମଧ୍ୟ ଏଭଳି କିଛି କାରଣକୁ…
ଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଆଲିଆଙ୍କ ବଡ଼ ଭଉଣୀ
ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍ଲାଇଟ୍ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ…
Top 5 Evergreen Odia Film Songs: ଶୁଣିଲେ ଆଜି ବି ହେବେ ଗୁଣୁଗୁଣୁ, ଜାଣନ୍ତୁ…
୧୯୬୩ରୁ ଆରମ୍ଭ ହୋଇଛି ଓଡ଼ିଆ ସିନେମା ନିର୍ମାଣର ଧାରା, ଯେଉଁ ଧାରାକୁ ଅଧିକ ଲୋକପ୍ରିୟ କରାଇଛି ଏହାର ଗୀତ। କିଏ ସିନେମା ଦେଖନ୍ତୁ କିମ୍ବା ନ ଦେଖନ୍ତୁ, ଗୀତର ମୁଖଡ଼ା କିନ୍ତୁ ପ୍ରାୟ ସମସ୍ତଙ୍କ ମୁହଁରେ ଥାଏ। ତେବେ ଆସନ୍ତୁ ଜାଣିବା…
‘ଜାଟ୍’ ସିନେମାକୁ ନେଇ ବିବାଦ: ସନ୍ନି ଦେଓଲ, ରଣଦୀପ୍ ହୁଡାଙ୍କ ନାଁରେ ମାମଲା
ଚଣ୍ଡିଗଡ଼,୧୯।୪:ଗତ ୧୦ ତାରିଖରେ ମୁକ୍ତିଲାଭ କରିଥିବା ‘ଜାଟ୍’ ଚଳଚ୍ଚିତ୍ରର ଏକ ଦୃଶ୍ୟ ସମଗ୍ର ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଧର୍ମୀୟ ଭାବନାକୁ ଆଘାତ ପହଞ୍ଚାଇଥିବା ଅଭିଯୋଗକ୍ରମେ ବଲିଉଡ୍ ଅଭିନେତା ସନ୍ନି ଦେଓଲ, ରଣଦୀପ୍ ହୁଡା ଏବଂ ବିନୀତ କୁମାର ସିଂଙ୍କ ବିରୋଧରେ ମାମଲା ରୁଜୁ…
କ’ଣ ଏହି ମଡେଲଙ୍କୁ ଡେଟ୍ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…
ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ ଜବରଦସ୍ତ କମ୍ବ୍ୟାକ୍ ପରେ ଏବେ ବ୍ୟକ୍ତିଗତ ଜୀବନରେ ବି ଦୁଇପାଦ ଆଗକୁ ବଢ଼ିଛନ୍ତି। ଇଜିପ୍ଟର…
Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ
ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ ପରଠାରୁ ସମସ୍ତେ Athiya ଏବଂ କେଏଲ ରାହୁଲଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ସେମାନେ ମଧ୍ୟ ସେହି…
Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା
ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ (Top 5 Odishi Dancers in Odisha) ଦେଶ ବିଦେଶ ମଞ୍ଚରେ ଓଡ଼ିଶୀ ନୃତ୍ୟ ପ୍ରଦର୍ଶନ…
Sonakshi sinha divorce:ଜହିର ଇକବାଲଙ୍କଠାରୁ ତଲାକ ନେବେ ସୋନାକ୍ଷୀ ସିହ୍ନା? ମୁସଲିମ ପତିଙ୍କଠାରୁ ଅଲଗା ହେବାକୁ ରଖିଲେ ଏମିତି ସର୍ତ୍ତ
ମୁମ୍ବାଇ: ସୋନାକ୍ଷୀ ସିହ୍ନା ତାଙ୍କର ଦୀର୍ଘ ଦିନର ପ୍ରେମିକ ଜାହିର ଇକବାଲଙ୍କୁ ୨୩ ଜୁନ ୨୦୨୪ରେ ବିବାହ କରିଥିଲେ। ପରିବାର ବ୍ୟତୀତ ଅଭିନେତ୍ରୀଙ୍କ ନିକଟତର ବନ୍ଧୁମାନେ ମଧ୍ୟ ତାଙ୍କ ବିବାହରେ ଯୋଗ ଦେଇଥିଲେ। ଦୁହେଁ ପ୍ରାୟ ୭ ବର୍ଷ ଧରି ଗୁପ୍ତରେ…
ସିନେମାରେ ବିପ୍ଳବ: କନ୍ନଡ ଭାଷାରେ ନିର୍ମିତ ବିଶ୍ୱର ପ୍ରଥମ AI ଫିଲ୍ମ ‘ଲଭ୍ ୟୁ’
ନୂଆଦିଲ୍ଲୀ,୧୬।୪: କୃତ୍ରିମ ବୁଦ୍ଧିମତ୍ତା (AI) ପ୍ରଯୁକ୍ତିବିଦ୍ୟା ବିଶ୍ୱବ୍ୟାପୀ ଚର୍ଚ୍ଚା ସୃଷ୍ଟି କରିଛି। ଏହାରି ମଧ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଜେନେରେଟେଡ୍ ଫିଲ୍ମ ତିଆରି ହୋଇଛି ଏବଂ ଏହା କନ୍ନଡ ଭାଷାରେ ପ୍ରସ୍ତୁତ ହୋଇଛି। ଫିଲ୍ମ ‘ଲଭ୍ ୟୁ’ ମାତ୍ର ₹୧୦ ଲକ୍ଷ…
ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…
ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ପୁଅର ଦୁଇଟି ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଖୁସିଖବର ଦେଇଛନ୍ତି।…
Archives


