ମନୋରଞ୍ଜନ

ପ୍ରଥମ ଦେଖାରେ ଶାହିଦଙ୍କୁ ଭଲ ପାଇ ବସିଥିଲେ ଏହି ଅଭିନେତ୍ରୀ, ଦୁଇ ମାସ ଯାଏ ପଛରେ ପଡ଼ି…

ବମ୍ବେ: ଦିଲ୍ଲୀରେ ଜନ୍ମ ହୋଇଥିଲେ ହେଁ ମୁମ୍ବାଇ ପାଲଟିଛି ନୂଆ ଠିକଣା। ମା’ବାପା ଅଲଗା ହେବା ପରେ ବାପାଙ୍କସହ ସ୍ବପ୍ନର ସହରକୁ ଚାଲିଆସିଥିଲେ ଅଭିନେତା ଶାହିଦ କପୁର। ୨୦୦୩ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ଅନେକ ସୁପରହିଟ୍‌ ଫିଲ୍ମ ଦର୍ଶକଙ୍କୁ…

‘ଚକଦା ଏକ୍ସପ୍ରେସ’କୁ ନେଇ ଏଭଳି କହିଲେ ଅନୁଷ୍କା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା। ବହୁ ଦିନର ବ୍ୟବଧାନ ପରେ ପରଦାକୁ ଫେରୁଛନ୍ତି। ସେ ଭାରତୀୟ କ୍ରିକେଟର ଝୁଲଣ ଗୋସ୍ବୀମୀଙ୍କ ବାୟୋପିକ୍‌ରେ ନଜର ଆସିବେ। ତେବେ ଫିଲ୍ମର ନାମ ରହିଛି ‘ଚକଦା ଏକ୍ସପ୍ରେସ’। ଯାହାକୁ ନେଇ ଅନୁଷ୍ଖା ବ୍ୟସ୍ତତା ଭିତରେ ରହୁଥିବା…

କୋହଲି ଅର୍ଦ୍ଧଶତକ ହାସଲ ପରେ ଏମିତି ପ୍ରତିକ୍ରିୟା ଦେଲେ ଅନୁଷ୍କା

ଦୁବାଇ,୧।୯: ଏସିଆ କପ୍‌ରେ ଭାରତ ଏବଂ ହଂକଂ ମଧ୍ୟରେ ହୋଇଥିବା ମ୍ୟାଚରେ ଭାରତ ୪୦ ରନରେ ଜିତିଛି। ଖରାପ ଫର୍ମରେ ଥିବା ବିରାଟ କୋହଲି ଏହି ମ୍ୟାଚରେ ଅପରାଜିତ ୫୯ ରନ୍‌ର ପାଳି ଖେଳିଥିଲେ। ଦୀର୍ଘ ଦିନ ଧରି ବିରାଟଙ୍କ ଏହି…

ପୁଣି କ୍ଷମା ମାଗିଲେ ଅମିର ଖାନ

ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ କୁହାଯାଉଥିବା ଅମିର ଖାନଙ୍କ ଫିଲ୍ମ ‘ଲାଲ ସିଂ ଚଢା’ ବକ୍ସ ଅଫିସରେ ସମ୍ପୂର୍ଣ୍ଣ ଫ୍ଲପ ହୋଇଥିବା ପ୍ରମାଣିତ ହୋଇଛି। ସୋସିଆଲ ମିଡିଆରେ #boycottlalsinghchaddha ର ପ୍ରଭାବ ଏପରି ଥିଲା ଯେ ବକ୍ସ ଅଫିସରେ ଫିଲ୍ମଟି ସୁପରଫ୍ଲପ୍‌ ହୋଇଥିଲା।…

ବିଗ ବି ଙ୍କ ମା’ ଭୂମିକାରେ ଅଭିନୟ କରିଛନ୍ତି ରେଖା, ଟାଇଗରଙ୍କ ଏମିତି ଉତ୍ତରରେ ଚମକି ପଡିଲେ କରନ

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ ନିର୍ଦ୍ଦେଶକ କରନ ଜୋହରଙ୍କ ଶୋ’ ‘କଫି ୱିଥ କରନ’ । ନିକଟରେ ଏହି ଶୋ’ର ଅତିଥି ସାଜିଥିଲେ ବଲିଉଡ ନାୟକ ଟାଇଗର ଶ୍ରଫ ଓ କ୍ରିତି ସାନନ । ଏବେ ଏହି ଏପିସୋଡଟି ଆସିଛି ଚର୍ଚ୍ଚାକୁ ।…

ତୁଟିଲା ଚାରି ବର୍ଷର ସମ୍ପର୍କ

ବମ୍ବେ: ଡେଟିଂର ଚାରି ବର୍ଷ ପରେ ବାଟ ଅଲଗା। ଟେଲିପରଦାର ଅନ୍ୟତମ ଲୋକପ୍ରିୟ ଯୋଡ଼ି ହର୍ଷଦ ଅରୋରା ଏବଂ ଅପର୍ନା କୁମାର ଦୀର୍ଘଦିନ ଧରି ପରସ୍ପରକୁ ଡେଟ୍‌ କରି ଆସୁଥିଲେ। ହେଲେ ଏବେ ଉଭୟଙ୍କ ବାଟ ଅଲଗା ହୋଇଛି। ଜୁନ୍‌ରେ ସେମାନେ…

ଦ୍ୱିତୀୟ ସନ୍ତାନ ଚାହୁଁଛନ୍ତି ଭାରତୀ, ହେଲେ ଏଥିପାଇଁ ମନଦୁଃଖ

ବମ୍ବେ: ଦ୍ୱିତୀୟ ସନ୍ତାନ ଚାହୁଁଛନ୍ତି କମେଡିକୁଇନ୍‌ ଭାରତୀ ସିଂହ। ହେଲେ ପରିସ୍ଥିତି ଏଭଳି ଯେ ତାଙ୍କୁ ବର୍ଷେ କିମ୍ବା ଦୁଇ ବର୍ଷ ଅପେକ୍ଷା କରିବାକୁ ହେବ। ଏହି କଥା ଭାବି ଏବେ ଦୁଃଖ ପ୍ରକାଶ କରିଛନ୍ତି ସେ। ଏପ୍ରିଲ ୩ରେ ଏକ…

ଏହି ଅଭିନେତ୍ରୀଙ୍କ ସହ ଫଟୋ ଶେୟାର କରି କପିଲ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମା କିଛି ସମୟ ପୂର୍ବରୁ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କର କିଛି ନୂଆ ଫଟୋ ଶେୟାର କରିଛନ୍ତି। କପିଲ ଶେୟାର କରିଥିବା ଫଟୋରେ ସେ ବଲିଉଡ୍‌ ଅଭିନେତ୍ରୀ ହୁମା କୁରେଶୀଙ୍କ ସହ ନଜର ଆସିଛନ୍ତି। ଏହି ଫଟୋକୁ…

ଦିଶାଙ୍କ ସହ ବ୍ରେକ୍‌ଅପ୍‌ ପରେ ଏବେ ଶ୍ରଦ୍ଧାଙ୍କ ଆଡକୁ ଢଳିଲେଣି ଟାଇଗର

ବମ୍ବେ: ପ୍ରଥମେ ଡେଟିଂ ପରେ ପ୍ରେମ। ଆଉ ଏବେ ବାଟ ଅଲଗା। ଆମେ କଥା ହେଉଛୁ ବଲିଉଡ୍‌ର ମୋଷ୍ଟ ଏଲିଜିବୁଲ୍‌ ବ୍ୟାଚଲର ଟାଇଗର ଶ୍ରଫଙ୍କ ବିଷୟରେ। ଦୀର୍ଘଦିନର ପ୍ରେମିକା ଦିଶା ପଟାନୀଙ୍କଠାରୁ ଅଲଗା ହେବା ପରେ ସେ ଏବେ ସିଙ୍ଗଲ ବୋଲି…

ବଢିଲା ଜ୍ୟାକଲିନ୍‌ଙ୍କ ଅଡ଼ୁଆ

ନୂଆଦିଲ୍ଲୀ,୩୧।୮:ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ସମସ୍ୟା ବଢିବାରେ ଲାଗିଛି। ୨୧୫ କୋଟି ଟଙ୍କା ଠକେଇ ମାମଲାରେ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଜ୍ୟାକଲିନଙ୍କୁ ଡକାଇଛନ୍ତି। ଏହି ମାମଲାରେ ସେପ୍ଟେମ୍ବର ୨୬ରେ ଜ୍ୟାକଲିନ୍‌ଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପ୍ଟେମ୍ବର ୧୨ରେ…

ଏହି ଖେଳାଳିଙ୍କ ବାୟୋପିକ୍‌ କରିବାକୁ ଚାହୁଁଛନ୍ତି ବିଜୟ ଦେବରକୋଣ୍ଡା

ଅଭିନେତା ବିଜୟ ଦେବରକୋଣ୍ଡା ଏବେ ଫିଲ୍ମ ‘ଲାଇଗର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଯଦିଓ ଫିଲ୍ମଟି ବକ୍ସ ଅଫିସ୍‌ରେ ସେତେଟା ଭଲ ସଫଳତା ପାଇନାହିଁ କିନ୍ତୁ ବିଜୟ ଏବଂ ଅନନ୍ୟା ପାଣ୍ଡେଙ୍କ ଯୋଡିକୁ ଦର୍ଶକ ପସନ୍ଦ କରିଛନ୍ତି। ୨୮ ଅଗଷ୍ଟରେ ବହୁ ପ୍ରତୀକ୍ଷିତ…

ଏକଦା ବିବେକ୍‌ଙ୍କୁ ଧମକ ଦେଇଥିଲେ ସଲମାନ୍‌, କାରଣ ଜାଣିଲେ

ବଲିଉଡ୍‌ ଅଭିନେତା ବିବେକ ଓବରୟ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି।ବିବେକ ସେହି ବଲିଉଡ ଅଭିନେତାମାନଙ୍କ ମଧ୍ୟରୁ ଜଣେ ଯିଏକି ତାଙ୍କର ପ୍ରଥମ ଚଳଚ୍ଚିତ୍ରରୁ ଦର୍ଶକଙ୍କ ହୃଦୟ ଜିତିଥିଲେ। ରାମ ଗୋପାଳ ବର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘କମ୍ପାନୀ’ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?