ଆଲିଆଙ୍କ ଷ୍ଟାଇଲରେ ଫିଦା ହେଲେ ଅର୍ଜୁନ
ମୁମ୍ବାଇ: ବଲିଉଡର ଗର୍ଜିୟସ ଦିଭା ଆଲିଆ ଭଟ୍ଟ ଏବେ ତାଙ୍କର ପ୍ରେଗ୍ନେସି ଫେଜକୁ ଏନଜୟ କରୁଛନ୍ତି । ପ୍ରେଗ୍ନେଟ ଥାଇ ବି ଖୁବ୍ ଆକ୍ଟିଭ ଅଛନ୍ତି ଆଲିଆ । ତାଙ୍କ ଅପକମିଂ ଫିଲ୍ମ ‘ଡାର୍ଲିଂସ’ର ଖୁବ୍ ପ୍ରମୋଶନ କରୁଛନ୍ତି । ଏହି…
ଟି-ସାର୍ଟରେ ସୁଶାନ୍ତଙ୍କ ବିବାଦୀୟ ଫଟୋ ରଖି ଅଡ଼ୁଆରେ ଫ୍ଲିପ୍କାର୍ଟ
ବମ୍ବେ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଲାଣି। ହେଲେ ଏବେ ଭିନ୍ନ କାରଣକୁ ନେଇ ସେ ଚର୍ଚ୍ଚାରେ। ଅନ୍ଲାଇନ ଶପିଂ ପ୍ଲାଟଫର୍ମ ‘ଫ୍ଲିପ୍କାର୍ଟ’ରେ ମାର୍କେଟିଂ ପାଇଁ ସୁଶାନ୍ତ ଫଟୋକୁ ବ୍ୟବହାର କରାଯାଇଥିବା ଖବର ସାମ୍ନାକୁ ଆସିଛି।…
ହାଇକୋର୍ଟ ଗଲେ ବାବୁସାନ୍
କଟକ ଅଫିସ,୨୭ା୭: ଓଲିଉଡ୍ ଅଭିନେତା ବାବୁସାନ୍ ମହାନ୍ତି ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜଧାନୀ ରାଜରାସ୍ତାରେ ଅଭିନେତା ବାବୁସାନ୍, ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ହୋଇଥିବା ବିବାଦକୁ ନେଇ ଥାନାରେ ମାମଲା ହୋଇଥିଲା। ସ୍ତ୍ରୀ ତୃପ୍ତି ବାବୁସାନ୍ଙ୍କ…
ଦୁଇଦିନ ପରେ ସମସ୍ତ କଥା କହିବେ ବାବୁସାନ୍
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଅନେକ ତର୍କ, ବିତର୍କ, ଆଶା, ଆଶଙ୍କା ମଧ୍ୟରେ ଓଲିଉଡ୍ ଅଭିନେତା ବାବୁସାନ୍ ମହାନ୍ତି ବୁଧବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାବୁସାନ୍ ସିଧା ଘରକୁ ଯାଇଥିଲେ। ଗଣମାଧ୍ୟମ ଆଗରେ ସେ କିଛି କହି ନ ଥିଲେ। କିନ୍ତୁ…
ଯମଜ ସନ୍ତାନ ନେଇ ମୁହଁ ଖୋଲିଲେ ଆଲିଆ
ବି ଟାଉନ୍ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ୍ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏନେଇ ଦୁହେଁ ବେଶ୍ ଖୁସି ଅଛନ୍ତି। କିନ୍ତୁ ଉଭୟଙ୍କ ପାଇଁ…
ଭାରତୀୟ ଫିଲ୍ମ ମହୋତ୍ସବରେ ତ୍ରିରଙ୍ଗା ଉଡାଇବେ ଅଭିଶେକ ବଚ୍ଚନ, କପିଲ ଦେବ
ମୁମ୍ବାଇ: ବଲିଉଡ ଅଭିନେତା ଅଭିଶେକ ବଚ୍ଚନ ଓ ପୂର୍ବତନ କ୍ରିକେଟ କ୍ୟାପଟେନ କପିଲ ଦେବ ୭୫ ତମ ସ୍ୱାଧିନତା ଦିବସ ଅବସରରେ ଇଣ୍ଡିଆ ଫିଲ୍ମ ଫେଷ୍ଟିଭାଲ ଅଫ ମେଲେବୋର୍ନ(ଆଇଏଫଏଫଏମ୍)ରେ ଭାରତୀୟ ତ୍ରିରଙ୍ଗା ଉଡାଇବେ । ଅଭିଶେଷକ ବଚ୍ଚନ ଆଇଏଫଏଫଏମରେ ମୁଖ୍ୟ ଅତିଥି…
ସ୍ବାମୀଙ୍କୁ ସର୍ପ୍ରାଇଜ୍ ଦେଲେ ନେହା କକ୍କର
ନେହା କକ୍କର ବଲିଉଡର ସବୁଠାରୁ ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ଅନ୍ୟତମ। ଏହାସହ ସେ ନିଜର ଜୁଲ୍ବୁଲି ଅନ୍ଦାଜ୍ ପାଇଁ ମଧ୍ୟ ଜଣାଶୁଣା। ସେ ସୋସିଆଲ୍ ମିଡିଆରେ ପ୍ରାୟତଃ ସ୍ବାମୀ ରୋହନପ୍ରୀତ ସିଂଙ୍କ ପ୍ରତି ତାଙ୍କର ପ୍ରେମ ପ୍ରଦର୍ଶନ କରନ୍ତି। ପ୍ରତିଦିନ ସେ…
ଅଲଗା ହେଲେ ଦିଶା-ଟାଇଗର!
ମୁମ୍ବାଇ: ବଲିଉଡ୍ ଅଭିନେତା ଟାଇଗର ଶ୍ରଫ୍ ଏବଂ ଦିଶା ପଟାନିଙ୍କ ସମ୍ପର୍କକୁ କିଏ ବା ନ ଜଣେ। ଦୁହିଁଙ୍କ ମଧ୍ୟରେ ପେମ ସମ୍ପର୍କ ଥିବା ନେଇ ଅନେକ ସମୟରେ ଚର୍ଚ୍ଚା ହୁଏ। ଏପରିକି ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳେ। ହେଲେ ତାଙ୍କ…
ପରଲୋକରେ ପଞ୍ଜାବୀ ଗାୟକ ବଲଓ୍ବିନ୍ଦର ସାଫରି
ଚଣ୍ଡିଗଡ଼,୨୭।୭: ଭାଙ୍ଗଡା ଷ୍ଟାର ନାମରେ ବେଶ୍ ଲୋକପ୍ରିୟ ପଞ୍ଜାବୀ ଗାୟକ ବଲୱିନ୍ଦର ସାଫରିଙ୍କ ପରଲୋକ। ୬୩ ବର୍ଷ ବୟସରେ ବୁଧବାର ତାଙ୍କର ପରଲୋକ ଘଟିଛି। ଗାୟକ ଗୁରୁ ରନ୍ଧାୱା ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି,…
ନ୍ୟୁଡ ଫଟୋ ଭାଇରାଲ ପରେ ରଣବୀରଙ୍କୁ ପୋଷାକ ଦେଲେ ଲୋକେ
ବଲିଉଡ୍ ଅଭିନେତା ରଣବୀର ସିଂ ମାଗାଜିନ ପାଇଁ ନ୍ୟୁଡ ଫଟୋଶୁଟ୍ କରି ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ତାଙ୍କ ନ୍ୟୁଡ ଫଟୋ ପାଇଁ କେତେକ ତାଙ୍କୁ ପ୍ରଶଂସା କରିଥିବା ବେଳେ କେତେକ ଟ୍ରୋଲ୍ ମଧ୍ୟ କରିଛନ୍ତି। ଫଟୋଶୁଟ୍କୁ ନେଇ ତାଙ୍କ ବିରୋଧରେ ଅଭିଯୋଗ…
ଅଟଳ ବିହାରୀ ବାଜପେୟୀଙ୍କ ଭୂମିକାରେ ନଜର ଆସିବେ ଶ୍ରେୟାସ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତ ଅପକମିଙ୍ଗ୍ ଫିଲ୍ମ‘ଏମରଜେନ୍ସି’କୁ ନେଇ ଖୁବ୍ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ପୂର୍ବରୁ ଏହାର ଫାଷ୍ଟ ଲୁକ ସାମ୍ନାକୁ ଆସିଥିଲା। ସେହିପରି ଅଭିନେତା ଅନୁପମ…
ଦ୍ବିତୀୟ ସନ୍ତାନ ପାଇଁ ଯୋଜନା କରୁଛନ୍ତି ପ୍ରିୟଙ୍କା-ନିକ୍!
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ଚଳିତ ବର୍ଷ ପ୍ରିୟଙ୍କା ଏବଂ ନିକ ଜୋନାସ ସରୋଗେସି ମାଧ୍ୟମରେ ଏକ କନ୍ୟା ସନ୍ତାନର ପିତାମାତା ହୋଇଥିଲେ। ହେଲେ ପ୍ରିୟଙ୍କା ପୁଣି ଦ୍ବିତୀୟ ସନ୍ତାନ…
Archives


