ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ
ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…
୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍
ବଲିଉଡ୍ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ ହୋଇନାହିଁ। ଏବେ ତାଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଚର୍ଚ୍ଚା ଜୋର ଧରିଛି।…
‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…
ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ ବ୍ୟବସାୟ ସମ୍ପର୍କରେ ତାଙ୍କର ଏକ ବୟାନ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏକ…
ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା
ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ ବଲିଉଡ ଅଭିନେତା ଗୋବିନ୍ଦା ଶେଷରେ ନୀରବତା ଭାଙ୍ଗିଛନ୍ତି। ଏହି ଦମ୍ପତିଙ୍କ ମଧ୍ୟରେ ଫାଟ…
୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…
ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି। ସନ୍ନି ଦେଓଲଙ୍କ ଫିଲ୍ମ ସହିତ ଫେରିବା ପରେ, ସେ ପରବର୍ତ୍ତୀ ସମୟରେ କୁନାଲ…
କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…
ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ ରାଖୀଙ୍କୁ ୧୬ ଜଣ ପୁରୁଷଙ୍କ ସହ ଡେଟ୍ କରି ସେମାନଙ୍କ ମଧ୍ୟରୁ ଜଣଙ୍କୁ…
ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର
ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ। ତାଙ୍କର ଶେଷ ପରଦା ଉପରେ ଅଭିନୟ ଅକ୍ଷୟ କୁମାର ଏବଂ ସୈଫ ଅଲ୍ଲୀ…
ବଲିଉଡ୍ରେ ଆଉ ଜଣେ ଷ୍ଟାର୍ କିଡ୍ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…
ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ ହୋଇଛି। ତାଙ୍କର ପ୍ରଥମ ଫିଲ୍ମ ଏକ ଜବରଦସ୍ତ ଆକ୍ସନ-ପ୍ୟାକ୍ଡ ସିନେମା ହେବାକୁ ଯାଉଛି।…
ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…
କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି। ଏହି ବିପର୍ଯ୍ୟୟ ପରେ ମଧ୍ୟ ଅନେକ ଭାରତୀୟଙ୍କ ପତ୍ତା ମିଳୁନି। ଏହି କଷ୍ଟକର…
ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍ଶାହା: ପୋଷ୍ଟ ଶେୟାର କରି କହିଲେ…
ରାପର୍ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇ ସୋସିଆଲ…
ବ୍ରେକଅପ୍ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା
ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ କଥା କହିଛନ୍ତି। ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ବାଙ୍ଗାଙ୍କ ଭାଇ ପ୍ରଣୟ ବାଙ୍ଗାଙ୍କ ଆଗାମୀ…
୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍ନ୍ୟୁଜ୍
ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା। ସେ ଏକ ସୁନ୍ଦର ଫଟୋ ସହିତ ତାଙ୍କର ଗର୍ଭଧାରଣର ଘୋଷଣା କରିଛନ୍ତି। ଇନଷ୍ଟାଗ୍ରାମ…

