ମନୋରଞ୍ଜନ

ସାଙ୍ଗଙ୍କ ସହ ଛୁଟି କାଟୁଛନ୍ତି କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ନିକଟରେ ତାଙ୍କ ଜନ୍ମଦିନ ପାଳନ କରିଥିଲେ। ଏହି ସ୍ବତନ୍ତ୍ର ଦିନର କିଛି ଫଟୋ ଏବଂ ଭିଡିଓ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ସେ ଏକ ଡିପ୍‌ ନେକ୍‌ ଡ୍ରେସ୍‌ ପିନ୍ଧିଥିବା ନଜର ଆସିଛନ୍ତି। ଓ୍ବାନ୍‌…

ଖୁବ୍‌ଶ୍ରୀଘ୍ର ଦ୍ୱିତୀୟ ବିବାହ କରିବେ ହ୍ରିତିକ୍‌

ବଲିଉଡ ଅଭିନେତା ହ୍ରିତିକ ରୋଶନ ପୁଣି ପ୍ରେମରେ ପଡିଛନ୍ତି। ସେ ଅଭିନେତ୍ରୀ ତଥା ଗାୟିକା ସବା ଆଜାଦଙ୍କ ଡେଟ୍‌ କରୁଛନ୍ତି। ଉଭୟ ପ୍ରାୟତଃ ପାର୍ଟିରେ ଏକାଠି ନଜର ଆସିଥାନ୍ତି। ହ୍ରିତିକ-ସବା ଖୁବ୍‌ଶୀଘ୍ର ହାତକୁ ଦି’ ହାତ ହେବେ ବୋଲି ଚର୍ଚ୍ଚା ହେଉଛି।…

ବିବାଦରେ ଏମରଜେନ୍ସି

ମୁମ୍ବାଇ,୨୦ ।୭: ବଲିଉଡର ଅନୁଭବି ଅଭିନେତ୍ରୀ କଙ୍ଗନା ରାନାୱତଙ୍କ ଅପକମିଂ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଏବେ ସବୁଠି ଚର୍ଚ୍ଚା । ହେଲେ ଏବେ ଏହା ବିବାଦ ମଧ୍ୟକୁ ଚାଲି ଯାଇଛି । କଙ୍ଗନାଙ୍କ ଏହି ମୁଭିକୁ ନେଇ ଇଣ୍ଡିଆନ ନ୍ୟାଶନାଲ କଂଗ୍ରେସ(ଆଇଏନସି)…

ତୃତୀୟଥର ମା’ ହେବା ନେଇ ମୁହଁ ଖୋଲିଲେ କରିନା

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ୍‌ ତୃତୀୟଥର ମା’ ହେବାକୁ ଯାଉଥିବା ଆଜିକାଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଏଭଳି ଗର୍ଭଧାରଣ ଖବରକୁ ମଜାଳିଆ ଢଙ୍ଗରେ ଖଣ୍ଡନ କରିଛନ୍ତି ବେବୋ। ଇନ୍‌ଷ୍ଟା ଷ୍ଟାଟସରେ କରିନା ଲେଖିଛନ୍ତି, ବନ୍ଧୁଗଣ, ବ୍ୟସ୍ତ ହୁଅନ୍ତୁ ନାହିଁ…

କ୍ୟାରିୟରକୁ ନେଇ ଏମିତି କହିଲେ ବାଣୀ କପୁର

ବଲିଉଡ୍‌ ଅଭିନେତ୍ରୀ ବାଣୀ କପୁର ୨୦୧୩ ମସିହାରେ ଫିଲ୍ମ ‘ଶୁଦ୍ଧ ଦେଶୀ ରୋମାନ୍ସ’ ଜରିଆରେ କ୍ୟାରିଅର୍‌ ଆରମ୍ଭ କରିଥିଲେ । ପରେ ବେଫିକ୍‌ରେ, ବ୍ଲକବଷ୍ଟର୍‌, ୱାର୍‌ ଭଳି ଫିଲ୍ମରେ ନଜର ଆସିଥିଲେ । ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ଚଣ୍ଡିଗଡ଼ କରେ…

ମଧୁବାଲାଙ୍କ ବାୟୋପିକ

ମୁମ୍ବାଇ: ବଲିଉଡ ଦୁନିଆର ନାଁ କରା ଅଭିନେତ୍ରୀ ମଧୁବାଲାଙ୍କ ଜୀବନକୁ ନେଇ ତିଆରି ହେବାକୁ ଯାଉଛି ତାଙ୍କର ଏକ ବାୟୋପିକ । ଏହାକୁ ନେଇ ତାଙ୍କର ସବୁଠାରୁ ସାନ ଭଉଣୀ ମଧୁର ବୃଜ ଭୂଷଣଙ୍କ ସମର୍ଥନ ମିଳିଛି । ଏହି ବାୟୋପିକକୁ…

ଅକ୍ଟୋବରରେ ଭାରତ ଆସିବେ ଜଷ୍ଟିନ ବିବର

ୱାଶିଂଟନ,୨୦ ।୭: କାନାଡିଆନ ପପ ସିଙ୍ଗର ଜଷ୍ଟିନ ବିବରଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ସେ ଭାରତରେ ପରଫର୍ମ କରିବେ ବୋଲି ଜଣାପଡିଛି । କାରଣ ନିକଟରେ ସେ ପୁଣିଥରେ ଆରମ୍ଭ କରିବାକୁ ଯାଉଛନ୍ତି ତାଙ୍କ ୱାର୍ଲଡ ଟୁର…

ଏବେ ନୁହେଁ ୨୦୨୩ରେ ବିବାହ କରିବେ ଏହି ଯୋଡ଼ି!

ବଲିଉଡ୍‌ ଅଭିନେତ୍ରୀ ଆଥିଆ ଶେଟ୍ଟି ଏବଂ କେ.ଏଲ ରାହୁଲ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଦୁହେଁ ଏବେ ବିବାହ କରିବେ ବୋଲି ଜୋରଦାର ଚର୍ଚ୍ଚା ଚାଲିଛି। ପ୍ରଶଂସକମାନେ ମଧ୍ୟ ଖୁବଶୀଘ୍ର ସେମାନଙ୍କ ବିବାହ ଦେଖିବାକୁ ଅପେକ୍ଷା କରି…

ସାଉଥ୍‌ ଫିଲ୍ମ ନିର୍ମାତା ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୧୯।୭: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନାଁକରା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୋଭିଡ ପଜିଟିଭ ମିଳିବା ପରେ ତାଙ୍କୁ ଚିକିତ୍ସା ପାଇଁ ଚେନ୍ନାଇର ଏକ ଘରୋଇ ଆପୋଲୋ…

ଏନ୍‌ସିବିରୁ କ୍ଲିନ୍‌ ଚିଟ୍‌ ମିଳିବା ପରେ କ୍ଲବରେ ପାର୍ଟି କରୁଛନ୍ତି ଆର୍ୟନ : ଭିଡ଼ିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାଁ ଗତ ବର୍ଷ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଫସିବା ପରେ ଲଗାତର ଏବେ ସେ ଚର୍ଚ୍ଚାରେ ରହିଆସୁଛନ୍ତି। ବି-ଟାଉନର ସବୁଠାରୁ କୁଲ ଷ୍ଟାରକିଡ୍ସ ମଧ୍ୟରୁ ଅନ୍ୟତମ ଥିବା ଆର୍ୟନ ପୁଣି ଥରେ…

‘ବ୍ରହ୍ମାସ୍ତ୍ର’-୨ରେ ନଜର ଆସିବେ ଦୀପିକା, ହିରୋ ହେବେ କିଏ?

ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ‘ବ୍ରହ୍ମାସ୍ତ୍ର’ ଫିଲ୍ମ ସପ୍ଟେମ୍ବର ୯ରେ ରିଲିଜ ହେବାକୁ ଯାଉଛି । ରିଲିଜ ପୂର୍ବରୁ ଏହାର ଟ୍ରେଲରକୁ ଦର୍ଶକଙ୍କ ଜବରଦସ୍ତ ରେସପଣ୍ଡ ମିଳିଛି । ଫିଲ୍ମଟି ୩ଟି ପାର୍ଟରେ ମୁକ୍ତିଲାଭ କରିବ । ଚଳିତ…

ପୁଣି ପ୍ରେମରେ ଇଲିଆନା

ବଲିଉଡ୍‌ ଅଭିନେତ୍ରୀ ଇଲିଆନା ଡି କ୍ରୁଜ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସେ ବର୍ତ୍ତମାନ ପୁଣି ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଛି। ଲଣ୍ଡନରେ ରହୁଥିବା ମଡେଲ ସେବାଷ୍ଟିଆନ ଲରେଣ୍ଟ ମାଇକେଲ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ଭାଇଙ୍କ ସହ ତାଙ୍କ ସମ୍ପର୍କକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri