ମନୋରଞ୍ଜନ

ଆଲିଆଙ୍କ ଲାଟେଷ୍ଟ ଲୁକ୍‌

ମୁମ୍ବାଇ: ବଲିଉଡର ଚୁଲବୁଲି ନାୟିକା ଆଲିଆ ଭଟ୍ଟ ଏବେ ତାଙ୍କ ପେଗ୍ନେସି ପିରିୟଡର ମଜା ଉଠାଉଛନ୍ତି । ନିକଟରେ ତାଙ୍କର କିଛି ଫଟୋ ସାମ୍ନାକୁ ଆସିଥିବା ବେଳେ ସେଥିରେ ସେ ବେବି ବମ୍ପ ପ୍ଲାଣ୍ଟ କରୁଥିବା ନଜର ଆସିଛି । ନିକଟରେ…

ପ୍ରେମିକଙ୍କ ସହ ବ୍ରେକ୍‌ଅପ୍‌ ପରେ ଚର୍ଚ୍ଚାରେ ସଚିନ ତେନ୍ଦୁଲକରଙ୍କ ଝିଅ

ମୁମ୍ବାଇ: ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜିକାଲି ପ୍ରେମିକ ଶୁଭମନ ଗିଲ୍‌ଙ୍କ ସହ ବ୍ରେକଅପ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ବେଶ୍‌ ଖୁସିଥିବା ଜଣାପଡୁଛନ୍ତି। ତାଙ୍କ କେଶ…

ପ୍ରଥମ ଦିନରେ ଜାଣନ୍ତୁ କେତେ ଆୟ କରିଛି ‘ଲାଇଗର’

ମୁମ୍ବାଇ: ସାଉଥ୍‌ ଅଭିନେତା ବିଜୟ ଦେବରାକୋଣ୍ଡା-ଅନନ୍ୟା ପାଣ୍ଡେଙ୍କ ଅଭିନୀତ ଫିଲ୍ମ ‘ଲାଇଗର’ ଗୁରୁବାର ରିଲିଜ୍‌ ହୋଇଯାଇଛି। ଯାହାକୁ ଦେଖିବା ପାଇଁ ଦର୍ଶକ ବହୁ ଦିନରୁ ଅପେକ୍ଷା କରିଥିଲେ। ଫିଲ୍ମଟି ହିନ୍ଦୀ, ତେଲୁଗୁ, ମାଲାୟାଲମ, ତାମିଲ ଭାଷାରେ ରିଲିଜ୍‌ ହୋଇଛି। ତେବେ ରିଲିଜ୍‌…

ଓ୍ବେବ୍‌ସିରିଜ୍‌ ପାଇଁ ମନା କରିଥିଲେ ମା’

ମୁମ୍ବାଇ:୨୦୧୮ରେ ନେଟ୍‌ଫ୍ଲିକ୍ସରେ ମୁକ୍ତିଲାଭ କରିଥିବା ‘ଲଷ୍ଟ ଷ୍ଟୋରିଜ୍‌’ ଶର୍ଟ ଫିଲ୍ମରେ ଚଳଚ୍ଚିତ୍ର ନିର୍ମାତା କରନ୍‌ ଜୋହର ଅଭିନେତ୍ରୀ କିଆରା ଆଡଭାନୀଙ୍କ ଚରିତ୍ର ପାଇଁ ଉପଯୁକ୍ତ ଆକ୍ଟ୍ରେସ୍‌ ଖୋଜୁଥିଲେ। ଏଥିପାଇଁ କରନ ପ୍ରଥମେ କ୍ରୀତି ସାନନଙ୍କୁ ବାଛିଥିଲେ। ହେଲେ କ୍ରୀତି ‘ଲଷ୍ଟ ଷ୍ଟୋରିଜ୍‌’ରେ…

ପରଲୋକରେ ‘ସନମ ବଓ୍ବେଫା’ର ନିର୍ଦ୍ଦେଶକ

ମୁମ୍ବାଇ,୨୫।୮: ବେଶ୍‌ ଜଣାଶୁଣା ତଥା ଲୋକପ୍ରିୟ ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ, ଗୀତିକାର ତଥା ଲେଖକ ସାୱନ କୁମାର ଟାକଙ୍କର ପରଲୋକ ଘଟିଛି। ଗୁରୁବାର ଅପରାହ୍ନ ପ୍ରାୟ ୪ଟା ୧୫ରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ୮୬ ବର୍ଷରେ ସେ ଶେଷ…

ଫିଲ୍ମ ‘ଏମରଜେନ୍ସି’କୁ ନେଇ ବଢୁଛି ଉତ୍ସାହ: ସାମ୍ନାକୁ ଆସିଲା ମିଲିନ୍ଦଙ୍କ ଲୁକ୍‌

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ଅପକମିଙ୍ଗ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ପୂର୍ବରୁ ଏହାର ଫାଷ୍ଟ ଲୁକ୍‌ ସାମ୍ନାକୁ ଆସିଥିଲା। ଏହା ପରେ ଅଭିନେତା…

ସର୍ବସମ୍ମୁଖରେ ଏସବୁ ଅଭିନେତ୍ରୀଙ୍କ ଅପମାନ କରିଛନ୍ତି ସଲମାନ୍‌

ବମ୍ବେ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ନିଜର ମଜାଳିଆ ସ୍ବଭାବକୁ ନେଇ ବେଶ୍‌ ପରିଚିତ। ପ୍ରଶଂସକମାନଙ୍କୁ ମଧ୍ୟ ତାଙ୍କର ଏହି ସ୍ବଭାବ ବେଶ ପସନ୍ଦ ଆସିଥାଏ। ହେଲେ ଅନେକ ସମୟରେ ସେ ମଜା କରୁ କରୁ କଟାକ୍ଷ କରିବା ଭଳି ଅନେକ…

କିଆରାଙ୍କ ୱିଶ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ କରନ ଜୋହରଙ୍କ ଚ୍ୟାଟ ଶୋ’ ‘କଫି ୱିଥ କରନ ୭’ର ଲାଟେଷ୍ଟ ଏପିସୋଡରେ ବଲିଉଡ ଆକ୍ଟର ସାହିଦ କପୁର ଓ ଆକ୍ଟ୍ରେସ କିଆରା ଆଡଭାନୀଙ୍କ ଯୋଡିକୁ ଦେଖିବାକୁ ମିଳିବ । ସମସ୍ତେ ଜାଣିଥିବେ ଏହି ଶୋ’ରେ ବଲିଉଡ…

ନିଜ ଠାରୁ ୧୪ ବର୍ଷ ସାନ ମୀରାଙ୍କୁ ବିବାହ ଏମିତି ସମ୍ଭାଳି ଥିଲେ ଶାହିଦ

ଅଭିନେତା ଶାହିଦ କପୁର ନିକଟରେ କରଣ ଜୋହରଙ୍କ ଶୋ’ କଫି ଓ୍ବିଥ୍‌ କରଣରେ କିଆରା ଆଡଭାନୀଙ୍କ ସହ ନଜର ଆସିଥିଲେ। ଏଠାରେ ଉଭୟ ସେଲିବ୍ରିଟି ବୃତ୍ତିଗତଠାରୁ ବ୍ୟକ୍ତିଗତ ଜୀବନ ବିଷୟରେ କଥାବାର୍ତ୍ତା ହୋଇଥିଲେ। କରଣ ଜୋହର ଶାହିଦଙ୍କ ସ୍ତ୍ରୀ ମୀରା ରାଜପୁତଙ୍କୁ…

ରିଲିଜ୍‌ ହେଲା ‘ଲାଇଗର’

ମୁମ୍ବାଇ: ସାଉଥ୍‌ ଅଭିନେତା ବିଜୟ ଦେବରାକୋଣ୍ଡା-ଅନନ୍ୟା ପାଣ୍ଡେଙ୍କ ଅଭିନୀତ ଫିଲ୍ମ ‘ଲାଇଗର’ ଗୁରୁବାର ରିଲିଜ୍‌ ହୋଇଯାଇଛି। ଯାହାକୁ ଦେଖିବା ପାଇଁ ଦର୍ଶକ ବହୁ ଦିନରୁ ଅପେକ୍ଷା କରିଥିଲେ। ଫିଲ୍ମଟି ହିନ୍ଦୀ, ତେଲୁଗୁ, ମାଲାୟାଲମ, ତାମିଲ ଭାଷାରେ ରିଲିଜ୍‌ ହୋଇଛି। ବିଜୟ ଏବଂ…

ସାମ୍ନାକୁ ଆସିଲା ଫିଲ୍ମ ‘ପଠାନ’ରେ ଜନ ଅବ୍ରାହମଙ୍କ ଫାଷ୍ଟ ଲୁକ

ମୁମ୍ବାଇ: ବଲିଉଡ କିଙ୍ଗ ଖାନ ବେଶ କିଛି ଦିନର ବ୍ରେକ ପରେ ପୁଣିଥରେ ବଡ ପରଦାକୁ ଫେରୁଛନ୍ତି । ଏଥିପାଇଁ ସେ ପୁରାପୁରି ପ୍ରସ୍ତୁତ ହୋଇଗଲେଣି । ଶାହାରୁଖ ଖାଁ ତାଙ୍କ ନୂଆ ଫିଲ୍ମ ‘ପଠାନ’ରେ ଦୀପିକା ପାଦୁକୋନ ଓ ଜନ…

୧୫ ଦିନ ପରେ ରାଜୁ ଶ୍ରୀବାସ୍ତବଙ୍କ ଚେତା ଫେରିଲା

ନୂଆଦିଲ୍ଲୀ,୨୫।୮: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ୧୫ ଦିନ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରାଜୁଙ୍କ ଚେତା ଶେଷରେ ଫେରିଛି। ଚେତନା ଫେରି ପାଇଛନ୍ତି। ତାଙ୍କ ବ୍ୟକ୍ତିଗତ ସଚିବ ଅଜିତ ସକ୍ସେନା କହିଛନ୍ତି- ରାଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?