ଓକିଲ କଲେ ନିଶ୍ଚିତ: ଆନୁଷ୍ଠାନିକ ଭାବେ ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା
ମୁମ୍ବାଇ,୨୦ା୩: ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ…
ବେଆଇନ ବେଟିଂ ଆପ୍ ପ୍ରଚାର କରିବା ଅଭିଯୋଗ: ୨୫ ସେଲିବ୍ରେଟିଙ୍କ ନାଁରେ ମାମଲା
ହାଇଦ୍ରାବାଦ, ୨୦।୩: ତେଲେଙ୍ଗାନା ପୋଲିସ ଅବୈଧ ବେଟିଂ ଆପ୍କୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ରାଣା ଦଗ୍ଗୁବାତି, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଏବଂ ନିଧି ଅଗ୍ରୱାଲଙ୍କ ସମେତ ୨୫ ଜଣ ଅଭିନେତା ଏବଂ ପ୍ରଭାବଶାଳୀଙ୍କ ବିରୁଦ୍ଧରେ ପ୍ରଥମ ସୂଚନା ରିପୋର୍ଟ (FIR)…
କୋରାପୁଟରେ ଫିଲ୍ମ ଶୁଟିଂ ପରେ ଫେରିଲେ ଏସ୍ଏସ୍ଏମ୍ବି-୨୯ ଟିମ୍
କୋରାପୁଟ,୧୯ା୩(ଅମିତାଭ ବେହେରା): ଦୀର୍ଘ ୧୫ଦିନ ରହଣି ପରେ କୋରାପୁଟରୁ ଫେରିଗଲେ ସାଉଥ ନିର୍ଦ୍ଦେଶକ ଏସ୍ ଏସ୍ ରାଜାମୌଲି। ଅଭିନେତା ମହେଶ ବାବୁ ଓ ବଲିଉଡ୍ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଫେରିବା ପୂର୍ବରୁ ଏକ ବିଦାୟକାଳୀନ ସଭା ଭଳି ସୃଷ୍ଟି ହୋଇଥିଲା…
‘ସିକନ୍ଦର ନାଚେ’ରେ ସଲମାନଙ୍କ ଡବ୍କେ ଡ୍ୟାନ୍ସ
ମୁମ୍ବାଇ: ଅଭିନେତା ସଲମାନ ଖାନ୍ଙ୍କ ଆଗାମୀ ଫିଲ୍ମ ‘ସିକନ୍ଦର’ର ଆଉ ଏକ ଗୀତ ‘ସିକନ୍ଦର ନାଚେ’କୁ ମଙ୍ଗଳବାର ରିଲିଜ୍ କରାଯାଇଛି। ସୋମବାର ଏହାର ଟିଜରକୁ ଜାରି କରାଯାଇଥିଲା। ଏହି ଗୀତ ରିଲିଜ୍ ହେବା ପରେ ଏହାର କ୍ରେଜ୍ ସଲମାନଙ୍କ ପ୍ରଶଂସକଙ୍କ ମଧ୍ୟରେ…
ଐଶ୍ୱର୍ଯ୍ୟାଙ୍କୁ ବିବାହ କରିବା ପୂର୍ବରୁ ନିଜଠାରୁ ୪ ବର୍ଷ ବଡ଼ ଏହି ଅଭିନେତ୍ରୀଙ୍କୁ ଡେଟ୍ କରୁଥିଲେ ଅଭିଷେକ! ବଡ଼ ଖୁଲାସା
ମୁମ୍ବାଇ: ବଲିଉଡ ଅଭିନେତାଙ୍କ ନାମ ପ୍ରାୟତଃ କୌଣସି ନା କୌଣସି ଅଭିନେତ୍ରୀଙ୍କ ସହ ଯୋଡା ଯାଇଥାଏ। ଅଭିଷେକ ବଚ୍ଚନଙ୍କ ନାମ ଅନେକ ସୁନ୍ଦରୀଙ୍କ ସହ ମଧ୍ୟ ଯୋଡା ଯାଇଛି। ଐଶ୍ୱର୍ଯ୍ୟା ରୟଙ୍କୁ ବିବାହ କରିବା ପୂର୍ବରୁ, ଅଭିନେତା କରିସ୍ମା କପୁରଙ୍କ ସହିତ…
ପୁଣି ବଡ଼ ପରଦାରେ ନଜର ଆସିବେ ବରୁଣ-ଜାହ୍ନବୀ
ମୁମ୍ବାଇ: ବଡ଼ ପରଦାରେ ପୁଣିଥରେ ଅଭିନେତା ବରୁଣ ଧାଓ୍ବନ ଓ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ କେମେଷ୍ଟ୍ରିକୁ ଦେଖିବା ପାଇଁ ଉଭୟଙ୍କ ପ୍ରଶଂସକ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି। ରୋମାଣ୍ଟିକ୍ କମେଡି ଫିଲ୍ମ ‘ସନି ସଂସ୍କାରୀ କି ତୁଲସୀ କୁମାରୀ’ରେ ଏହି…
ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା
ମୁମ୍ବାଇ: ବ୍ରେକ୍ଅପ୍ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍ସ୍କ୍ରିନ ଏବଂ ଅଫସ୍କ୍ରିନ୍ କେମେଷ୍ଟ୍ରି ମନ ଜିଣୁଥିଲା। ଧାରାବାହିକ ‘ଉଡ଼ାରିଆ’ରୁ ଦୁହିଁଙ୍କୁ ପରିଚୟ ମିଳିଥିଲା। ଅନେକ ଥର ସେମାନେ ବିବାହ…
ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି
ଚେନ୍ନାଇ,୧୬।୩: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ…
ରାନ୍ୟା ରାଓ କେମିତି ପାଲଟିଲେ Gold Smuggler? କ’ଣ ଥିଲା ସୁନା ଚାଲାଣ ରୁଟ୍, କିଏ ଦେଲା ସାଥ୍
ମୁମ୍ବାଇ,୧୫ା୩: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କ ସୁନା ଚୋରା ଚାଲାଣ ସମ୍ପର୍କରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି। ସୁନା ଚୋରା ଚାଲାଣ ପାଇଁ ରାନ୍ୟା କେଉଁ ରୁଟ୍ ବା ରାସ୍ତା ବ୍ୟବହାର କରୁଥିଲେ ଏବଂ ସେ ଏହାକୁ କିପରି କରୁଥିଲେ…
OTTରେ ରିଲିଜ ହେଲା କଙ୍ଗନାଙ୍କ ଫିଲ୍ମ‘ଏମରଜେନ୍ସି’, ଜାଣନ୍ତୁ କେଉଁଠି ଦେଖିପାରିବେ
ମୁମ୍ବାଇ: ବହୁ ବିବାଦ ପରେ ଚଳିତ ବର୍ଷ ଜାନୁଆରୀରେ କଙ୍ଗନାଙ୍କ ‘ଏମରଜେନ୍ସି’ ସିନେମା ହଲରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ମଧ୍ୟ ବହୁତ ପସନ୍ଦ ଆସିଥିଲା। ତଥାପି, ଏହି ରାଜନୈତିକ ନାଟକ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିପାରି ନଥିଲା। ସେହି…
ଜେଲରେ ରହିବେ ରାନ୍ୟା ରାଓ, ଜାମିନ ଆବେଦନକୁ ଖାରଜ କଲେ କୋର୍ଟ
ମୁମ୍ବାଇ,୧୫।୩: ସୁନା ଚୋରା ଚାଲାଣ ମାମଲାରେ କନ୍ନଡ ଚଳଚ୍ଚିତ୍ର ଅଭିନେତ୍ରୀ ରାନ୍ୟା ରାଓଙ୍କୁ ଜେଲରେ ରହିବାକୁ ପଡିବ। ଶୁକ୍ରବାର ଆର୍ଥିକ ଅପରାଧ ଅଦାଲତ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ପ୍ରକୃତରେ, ୩ ମାର୍ଚ୍ଚ, ୨୦୨୫ରେ, ୩୪ ବର୍ଷୀୟ ରାନ୍ୟା ରାଓଙ୍କୁ…
ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…
ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି,…
Archives


