ମନୋରଞ୍ଜନ

ଭାବପ୍ରବଣ ହେଲେ ସଞ୍ଜୟ

୬୦ ଦଶକର ଭେଟେରାନ ଅଭିନେତା ସୁନୀଲ ଦତ୍ତ ଏକରୁ ଅଧିକ ବଲିଉଡ ଫିଲ୍ମରେ ଅଭିନୟ କରିଥିଲେ। ସୁନୀଲ ଦତ୍ତ ଆଜି ଏହି ଦୁନିଆରେ ନାହାଁନ୍ତି ସତ, ମାତ୍ର ତାଙ୍କର ଅଭିନୟ ପ୍ରଶଂସକଙ୍କ ହୃଦୟରେ ଏବେ ବି ସତେଜ ରହିଛି। ସେ ମୋ…

ବ୍ୟାଗ୍‌ରେ ଏସବୁ ଜିନିଷ ରଖନ୍ତି ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ଫ୍ରାନ୍ସରେ ଚାଲିଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ନିଜ ଜଲଓ୍ବା ପ୍ରଦର୍ଶନ କରି ପ୍ରଶଂସା ସାଉଁଟିଛନ୍ତି। ଚଳିତ ଥର ଦୀପିକା ପ୍ରଥମ ଥର ‘କାନ୍ସ’ରେ ଜୁରୀ ଟେବୁଲରେ ନଜର ଆସିଥିଲେ। ଦୀପିକା ନିକଟରେ ‘ଭୋଗ ଇଣ୍ଡିଆ’…

ଅନୁଭବଙ୍କ ନାଁରେ ଆଉ ଏକ ଏତଲା ଦେଲେ ବର୍ଷା

କଟକ ଅଫିସ,୨୫ା୫: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କଟକ ସାଇବର ଥାନାର ଆଉ ଏକ ଏତଲା ଦେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଭାବମୂର୍ତ୍ତିକୁ ଅନୁଭବ କଳଙ୍କିତ ଉଦ୍ୟମ କରୁଥିବା…

ଫିଲ୍ମର ସଫଳତା ପରେ ବାରଣାସୀରେ ପହଞ୍ଚିଲେ କାର୍ତ୍ତିକ

ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଫିଲ୍ମ ‘ଭୁଲ ଭୁଲେୟା-୨’ ରିଲିଜ୍‌ ହୋଇଛି । ଫିଲ୍ମଟି ଚାରି ଦିନ ମଧ୍ୟରେ ୬୬ କୋଟି ଅତିକ୍ରମ କରିଛି । ଖୁବ୍‌ଶୀଘ୍ର ୧୦୦ ଛୁଇଁପାରେ ବୋଲି କୁହାଯାଉଛି। ନିକଟରେ ଫିଲ୍ମର ସଫଳତା ପରେ ଅଭିନେତା କାର୍ତ୍ତିକ ବାରଣାସୀରେ…

ଗୃହମନ୍ତ୍ରୀ ଦେଖିବେ ଅକ୍ଷୟ କୁମାରଙ୍କ ଫିଲ୍ମ‘ପୃଥ୍ବୀରାଜ’

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଚିଲ୍ଲାରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୃଥ୍ବୀରାଜ’ ଖୁବ୍‌ଶୀଘ୍ର ସିନେମା ହଲ୍‌ରେ ରିଲିଜ ହେବାକୁ ଯାଉଛି। ଫିଲ୍ମଟି ସମ୍ରାଟ ପୃଥ୍ବୀରାଜ ଚୌହାନଙ୍କ ଜୀବନୀ ଉପରେ ଆଧାରିତ। ଏହାକୁ ଡକ୍ଟର ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ନିର୍ଦ୍ଦେଶନା ଦେଇଛନ୍ତି।…

କଙ୍ଗନାଙ୍କ ଫିଲ୍ମ ଦେଖୁନାହାନ୍ତି ଦର୍ଶକ

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବାତଙ୍କ ଫିଲ୍ମ ‘ଧାକଡ’ ବକ୍ସ ଅଫିସରେ ସଂପୂର୍ଣ୍ଣ ଫ୍ଲପ ମାରିଛି। ୧୦୦ କୋଟି ବଜେଟ୍‌ରେ ନିର୍ମିତ ଫିଲ୍ମଟି ଓିକେଣ୍ଡ ବେଳକୁ ଅନେକ ସିନେମାଘରୁ ହଟି ସାରିଛି। କଙ୍ଗନାଙ୍କ ଅଭିନୀତ ଏହି ଫିଲ୍ମଟି ପ୍ରଥମ ଦିନରେ ବହୁତ କମ…

ଅଙ୍ଗନୱାଡି ଶିଶୁଙ୍କୁ ସହଯୋଗର ହାତ ବଢାଇଲେ ଅକ୍ଷୟ

ଭୋପାଳ,୨୫ ।୫: ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅଙ୍ଗନୱାଡି କେନ୍ଦ୍ର ପାଇଁ ଆରମ୍ଭ କରାଯାଇଥିବା ଯୋଜନାରେ ସାମିଲ ହେଲେ ବଲିଉଡର ଖିଲାଡି ବୟ ଅକ୍ଷୟ କୁମାର । ଅଭିନେତାଙ୍କ ଏହି ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ତାଙ୍କୁ ଧନ୍ୟବାଦ ଦେଇଛନ୍ତି…

ପୁତ୍ର ସନ୍ତାନର ଜନନୀ ହେଲେ ଦିଶା

ମୁମ୍ବାଇ: ଲୋକପ୍ରିୟ କମେଡି ଶୋ’ ‘ତାରକ ମେହେଟ୍ଟା କା ଓଲ୍ଟା ଚଷମା’ପ୍ରଶଂସକଙ୍କ ପାଇଁ ଖୁସି ଖବର। ପୁଣି ଥରେ ମା’ ହୋଇଛନ୍ତି ଦୟାବେନ ଓରଫ ଦିଶା ବକାନୀ। କିଛି ଦିନ ପୂର୍ବେ ସେ ପୁତ୍ରସନ୍ତାନର ଜନନୀ ହୋଇଛନ୍ତି। ଗୋଟିଏ ପଟେ ଦିଶା…

ସୁଶାନ୍ତ ସିଂ ରାଜପୁତଙ୍କ ନାଁରେ କେଦାରନାଥରେ ହେବ ଫଟୋଗ୍ରାଫି ପଏଣ୍ଟ

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଜି ଆମ ଗହଣରେ ନାହାନ୍ତି ସତ । ହେଲେ ସେ ଏମିତି କିଛି ଅଭିନୟର ଛାପ ଛାଡି ଯାଇଛନ୍ତି ଯାହା ଦର୍ଶକଙ୍କ ହୃଦୟରେ ବସାବନ୍ଧି ରିହିଛି ଆଉ ରହିଥିବ । ୧୪ ଜୁନ…

୮ ବର୍ଷରେ ବାପାଙ୍କୁ ଅଭିନେତ୍ରୀ ହେବି କହିଥିଲେ ନୋରା, କଠୋର ହୋଇ …

ଅଭିନେତ୍ରୀ ନୋରା ଫତେହି ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସେ ବର୍ତ୍ତମାନ ସାରା ବିଶ୍ୱରେ ପ୍ରସିଦ୍ଧ। ୨୦୧୮ରେ ତାଙ୍କର ଗୋଟିଏ ଗୀତ ତାଙ୍କୁ ବହୁତ ଉପରକୁ ନେଇ ଯାଇଥିଲା। ମାତ୍ର ଏହି ଯାତ୍ରା ଏତେଟା ସହଜ ନ ଥଲା। ପରିବାର ତରଫରୁ ତାଙ୍କୁ…

ଅକ୍ଷୟଙ୍କ ସହ ରୋମାଣ୍ଟିକ୍‌ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ତାଙ୍କର ଆଗାମୀ ଫିଲ୍ମ ‘ପୃଥୀରାଜ’ ରିଲିଜ ନେଇ ବ୍ୟସ୍ତ ଅଛନ୍ତି। ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା ଅକ୍ଷୟଙ୍କର ଆଉ ଏକ ଗୀତ ଟିଜର ରିଲିଜ ହୋଇଛି। ‘ମଖମଲୀ’ ଭଳି ଏକ ରୋମାଣ୍ଟିକ ଗୀତ ଟିଜରରେ…

ପୁଣି ଦୀପିକାଙ୍କ ଜଲଓ୍ବା

ଫ୍ରାନ୍ସରେ ଚାଲିଥିବା ଫିଲ୍ମର ସବୁଠୁ ବଡ ଇଭେଣ୍ଟ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ପୁଣି ଜଲଓ୍ବା ଦେଖାଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ। କଳା ଗାଉନରେ ରେଡ୍‌ କାର୍ପେଟରେ ଏଣ୍ଟ୍ରି କରିଥିଲେ ସେ। ଦୀପିକାଙ୍କ ସୁନ୍ଦର ଅନ୍ଦାଜ୍‌ ସମସ୍ତଙ୍କୁ ଆକର୍ଷିତ କରିଥିଲା। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri