ମନୋରଞ୍ଜନ

ଏହି ଦିନ ଆମେରିକାରେ ରିଲିଜ୍‌ ହେବ ‘ଆର୍‌ଆର୍‌ଆର୍‌’

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗି ୧୧୦୦ କୋଟିରୁ ଅଧିକ ଆୟ କରିଛି। ତେବେ ଏହାର ଅରିଜିନାଲ ଅନ୍‌କଟ ଭର୍ସନ ଜୁନ୍‌ ୧ ରେ ଆମେରିକାର ୧୦୦ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଫିଲ୍ମଟି…

ପୁଣି ହସାଇବ ‘ତାରକ୍‌ ମେହେତା କା ଓଲଟା ଚଷମା’

ଟେଲି ଦୁନିଆର ସବୁଠାରୁ ଲୋକପ୍ରିୟ ଟିଭି ଶୋ’ ‘ତାରକ୍‌ ମେହେତା କା ଓଲଟା ଚଷମା’ ୧୩ ବର୍ଷରୁ ଅଧିକ ସମୟ ଧରି ଦର୍ଶକଙ୍କୁ ମନୋରଞ୍ଜନ କରିଆସୁଛି। ଏହି ଶୋ’ପ୍ରତି ଘରେ ଘରେ ପରିଚିତ। ଚରିତ୍ର ଗୁଡ଼ିକ ମଧ୍ୟରେ ଜେଟାଲାଲ, ଦୟାବେନ, ବବିତା…

ଏକଦା ଦୁଃଖ ସମୟରେ ମାଧୁରୀ କରୁଥିଲେ କମେଡି ସିନ୍‌ ଶୁଟ୍‌: ଘଟଣା ଜାଣିଲେ…

ବଲିଉଡ୍‌ର ଏଭର ଗ୍ରୀନ୍‌ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସେ ସର୍ବଦା ତାଙ୍କ କାର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଇଥାନ୍ତି। ନିଜ ବ୍ୟକ୍ତିଗତ ଜୀବନର କଷ୍ଟକୁ ସେ କେବେ ବୃତ୍ତିଗତ ଜୀବନ ଉପରେ ପକାଇବାକୁ ଚାହାନ୍ତି ନାହିଁ। ନିର୍ମାତା ରାଜକୁମାର…

ଜେଲେନ୍‌ସ୍କିଙ୍କ ଭିଡିଓ ସମ୍ବୋଧନରୁୁ ଆରମ୍ଭ ହେଲା କାନସ୍ ଫିଲ୍ମ ଫେଷ୍ଟିଭାଲ

ଫ୍ରାନ୍ସ,୧୮ ।୫: ଚଳିତ ବର୍ଷର କାନ୍ସ ଫିଲ୍ମ ଫେଷ୍ଟିଭାଲର ୭୫ତମ ସଂସ୍କରଣର ଆରମ୍ଭ ରୁଷିଆ ଆକ୍ରମଣକୁ ସାମ୍ନା କରୁଥିବା ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କିଙ୍କ ଭିଡିଓ ସମ୍ବୋଧନରୁ ଆରମ୍ଭ ହୋଇଛି । ମଙ୍ଗଳବାର ଅର୍ଥାତ୍ ୧୭ ମେ ୨୦୨୨ରେ ଆରମ୍ଭ ହୋଇଥିବା…

ଅନୁଜଙ୍କ ବଧୂ ହେବାକୁ ପ୍ରସ୍ତୁତ

ବମ୍ବେ: ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଅନୁଜ-ଅନୁପମା। ଷ୍ଟାରପ୍ଲସ୍‌ରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ଅନୁପମା’ର ଆଗାମୀ ଏପିସୋଡରେ ଏହା ଦେଖିବାକୁ ମିଳିପାରେ। ପ୍ରଶଂସକମାନେ ଏହି ଚର୍ଚ୍ଚିତ ବିବାହକୁ ଅପେକ୍ଷା କରି ରହିଥିବା ବେଳେ ଏବେ ଅନୁପମାଙ୍କ ବଧୂ ବେଶର…

୬ ବର୍ଷ ସାନ ଆଦିଲଙ୍କ ପ୍ରେମରେ ପଡ଼ିଛନ୍ତି ରାକ୍ଷୀ, ଉପହାରରେ ମିଳିଛି ବିଏମ୍‌ଡବ୍ଲୁ

ବମ୍ବେ: ଛଅ ବର୍ଷ ସାନ ପ୍ରେମିକଙ୍କୁ ଡେଟ୍‌ କରିବାକୁ ନେଇ ଚର୍ଚ୍ଚାରେ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ। ଉଭୟଙ୍କ ଅନେକ ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏଣୁ ପ୍ରେମିକ କିଏ, ସେ କ’ଣ କରନ୍ତି, ରାକ୍ଷୀଙ୍କୁ ସେ କିପରି…

ଏଥର ତେଲଗୁ ନିର୍ଦ୍ଦେଶକଙ୍କ ସହ ଧମାଲ କରିବେ ସଲମାନ

ମୁମ୍ବାଇ: ଏବେ ବଲିଉଡର ଅଧିକାଂଶ ଫିଲ୍ମରେ ସାଉଥ୍ ଫିଲ୍ମର ରିମେକ ଦେଖିବାକୁ ପଡୁଛି । ଆଉ ବଲିଉଡ୍ ସେଲିବ୍ରିଟିମାନେ ଏବେ ସାଉଥ ଫିଲ୍ମରେ ଅଭିନୟ କରିବା ଆରମ୍ଭ କରି ଦେଇଛନ୍ତି । ଏବେ ଏହି ଲିଷ୍ଟରେ ସଲମାନଙ୍କ ନାମ ସାମିଲ ହୋଇଯାଇଛି…

‘ଡକ୍ଟର ଷ୍ଟ୍ରେଞ୍ଜ’ ଅଭିନେତ୍ରୀଙ୍କୁ ୮ ବର୍ଷ ଜେଲଦଣ୍ଡ

ନୂଆଦିଲ୍ଲୀ: ସୁପରହିଟ ହଲିଉଡ ଫିଲ୍ମ ‘ଡକ୍ଟର ଷ୍ଟ୍ରେଞ୍ଜ’ରେ ଅଭିନୟ କରି ବାହାବା ସାଉଁଟିଥିବା ଅଭିନେତ୍ରୀ ଜାରା ଫିଥିଆନ୍‌ ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବା ମାମଲାରେ ତାଙ୍କୁ ଜେଲଦଣ୍ଡରେ ଦଣ୍ଡିତ କରାଯାଇଛି। ତାଙ୍କ ସହ ସ୍ବାମୀ…

ସ୍ତ୍ରୀଙ୍କ ସହ ନ୍ୟୁୟର୍କରେ ପାଳିଲେ ଜନ୍ମଦିନ

ବମ୍ବେ: ନୂଆ ନୂଆ ବିବାହ ସରିଛି। ଏଥିଲାଗି ସ୍ତ୍ରୀ ତଥା ଅଭିନେତ୍ରୀ କଟ୍ରିନା କୈଫଙ୍କ ସହ ସମୟ ବିତାଇବାକୁ ପସନ୍ଦ କରୁଛନ୍ତି ଅଭିନେତା ବିକ୍କି କୌଶଲ। ଅଭିନେତା ମେ’ ୧୬ରେ ନିଜର ଜନ୍ମଦିନ ପାଳନ କରିଛନ୍ତି। ନ୍ୟୁୟର୍କରେ ସେ ଏହି ଖାସ୍‌…

ଫିଲ୍ମ ଜଗତରେ ପାଦ ଥାପିବେ ଧାୱନ!

ମୁମ୍ବାଇ,୧୭।୫: କ୍ରିକେଟ ପରେ ଏବେ ବଲିଉଡରେ ଡେବ୍ୟୁ କରିବେ ଶିଖର ଧାୱନ। ଖୁବ୍‌ଶୀଘ୍ର ଧାୱନ କ୍ରିକେଟ୍‌ରରୁ ଆକ୍ଟର ଭାବେ ନଜର ଆସିବେ। ଏ ନେଇ ଚର୍ଚ୍ଚା ଜୋର ଧରିଛି। ଧାୱନ ଏକ ବଡ ପ୍ରୋଜେକ୍ଟ ସହ ଫିଲ୍ମ ଦୁନିଆରେ ପାଦ ରଖିବାକୁ…

ସର୍ଜରୀ ବେଳେ ଚାଲିଗଲା ଅଭିନେତ୍ରୀଙ୍କ ଜୀବନ

ବେଙ୍ଗାଲୁରୁ,୧୭।୫: ୨୧ ବର୍ଷିୟା କନ୍ନଡ ଅଭିନେତ୍ରୀ ଚେତନା ରାଜ ପା୍ଲଷ୍ଟିକ୍‌ ସର୍ଜରୀ କରିବା ସମୟରେ ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ମୃତ୍ୟୁରେ କନ୍ନଡ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି । ଏଥିପାଇଁ ତାଙ୍କ ପରିବାର ଲୋକ ମେଡିକାଲ କର୍ତ୍ତୃପକ୍ଷଙ୍କୁ…

ବୟଫ୍ରେଣ୍ଡଙ୍କ ସହ ଫଟୋ ଶେୟାର କଲେ ହ୍ରିତିକ୍‌ଙ୍କ ପୂର୍ବତନ ସ୍ତ୍ରୀ

ହ୍ରିତିକ୍‌ ରୋଶନଙ୍କ ପୂର୍ବତନ ସ୍ତ୍ରୀ ସୁଜୈନ ଖାନ ତାଙ୍କ ବ୍ୟକ୍ତିଗତକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସୁଜୈନ ଇନଷ୍ଟାଗ୍ରାମରେ ତାଙ୍କ ବୟଫ୍ରେଣ୍ଡ ଅର୍ସଲାନ ଗୋନିଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଯାହାକୁ ନେଇ ପୁଣି ଥରେ ଚର୍ଚ୍ଚା ଭିତରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?