ମନୋରଞ୍ଜନ

ପୁଣି ରୋମାଣ୍ଟିକ୍‌ ହେଲେ ରାକ୍ଷୀ, ରିତେଶଙ୍କ ପରେ କିଏ ପଚାରିଲେ…

ଡ୍ରାମା କୁଇନ୍‌ ରାକ୍ଷୀ ସାୱନ୍ତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ବୃତ୍ତିଗତ ହେଉ କି ବ୍ୟକ୍ତିଗତ ଜୀବନ ସର୍ବଦା ଆଲୋଚନାରେ ରହିବା ପାଇଁ ସେ କିଛିନା କିଛି କରିଥାନ୍ତି। ସୋସିଆଲ ମିଡିଆରେ ଆକ୍ଟିଭ ରାକ୍ଷୀ ତାଙ୍କ ପ୍ରଂଶସକ ଙ୍କ ପାଇଁ କିଛି ନା…

ଏତିକି କୋଟି ଟଙ୍କାର ମାଲିକାଣୀ ଅଟନ୍ତି ମାଧୁରୀ

ମୁମ୍ବାଇ: ବଲିଉଡ୍‌ର ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ୍‌ଙ୍କ ଆଜି ଅର୍ଥାତ୍‌ ମେ’ ୧୫ରେ ଜନ୍ମଦିନ। ମାଧୁରୀ ୧୬ ବର୍ଷ ବୟସରେ ସେ ଫିଲ୍ମରେ ଡେବ୍ୟୁ କରିଥିଲେ। ଆଜି ମାଧୁରୀ ତାଙ୍କର ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ନିକଟରେ ମାଧୁରୀଙ୍କ ସ୍ବାମୀ ଡ.…

ବିଗ ବସ ୫ର ପ୍ରତିଯୋଗୀ ଥିଲେ ଆଣ୍ଡ୍ରିୟୁ ସାଇମଣ୍ଡସ, ସନ୍ନି ଲିଓନଙ୍କ ସହ ଥିଲା ଭଲ ବନ୍ଧୁତା

ମୁମ୍ବାଇ,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ମାତ୍ର ୪୬ ବର୍ଷ ବୟସରେ ପରଲୋକ ହୋଇଛି । କ୍ରିକେଟ କ୍ୟାରିୟରରେ ଚର୍ଚ୍ଚାରେ ଥିବା ଏହି କ୍ରିକେଟର ଅନେକ ବିବାଦରେ ବି ଫସି ଯାଇଛନ୍ତି । ତେବେ ସେ…

ଫିଲ୍ମରେ ଡେବ୍ୟୁ ପୂର୍ବରୁ ଝିଅଙ୍କୁ ଏହି ପରାମର୍ଶ ଦେଲେ କିଙ୍ଗ୍‌ ଖାନ୍‌

ମୁମ୍ବାଇ: ଶାହାରୁଖଙ୍କ ଝିଅ ସୁହାନା ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ଝିଅଙ୍କ ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି କିଙ୍ଗ୍‌ଖାନ୍‌। ଏଥିରେ ସେ ଲେଖିଛନ୍ତି, ଜୟା ଅଖତରଙ୍କ ଫିଲ୍ମ ‘ଦି ଆର୍ଚିଜ’ରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସୁନ୍ଦର…

ଅକ୍ଷୟ କୁମାର କରୋନା ପଜିଟିଭ୍‌, କେନ୍ସ୍‌ ଫିଲ୍ମ ଫେଷ୍ଟିଭାଲରେ ଦେବେନି ଯୋଗ…

ମୁମ୍ବାଇ, ୧୪।୫ : ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ମେ’ ୧୭ରେ ହେବାକୁ ଥିବ ାକେନ୍ସ୍‌ ଫିଲ୍ମ ଫେଷ୍ଟିଭାଲ୍‌ରେ ଯୋଗ ଦେବେନି ବୋଲି ଶନିବାର ଟୁଇଟ୍‌ କରି ଜଣାଇଛନ୍ତି। କିଛି ଦିନ ଧରି…

ଏତେ ବଦଳି ଗଲେଣି କରିନାଙ୍କ ଅନ୍‌ସ୍କ୍ରିନ୍‌ ଭଉଣୀ

ବମ୍ବେ: ବଦଳିଗଲେଣି ‘ଜବ ଉଇ ମେଟ୍‌’ରେ ନାୟିକା କରିନା କପୁରଙ୍କ ଭଉଣୀ ଭୂମିକାରେ ନଜର ଆସିଥିବା ଭାମିକା ଗାବି। ଦିନକୁ ଦିନ ସେ ବେଶ ସୁନ୍ଦରୀ ଲାଗୁଥିବା ବେଳେ ଅଭିନୟରେ ନୂଆ ନୂଆ ସୋପାନ ଅତିକ୍ରମ କରୁଛନ୍ତି। ପଞ୍ଜାବୀ ସିନେମାଜଗତରେ ହଲଚଲ…

‘ଖତରୋଁ କେ ଖିଲାଡି’ରୁ ଅନୁପମାଙ୍କ ନଣନ୍ଦଙ୍କୁ ଆସିଛି ଡାକରା

ବମ୍ବେ: ଚର୍ଚ୍ଚାରେ ‘ଫିଅର ଫ୍ୟାକ୍ଟର: ଖତରୋଁ କେ ଖିଲାଡି’ର ଆସନ୍ତା ସିଜନ୍‌। ପ୍ରତିଦିନ ଏଥିରେ ନୂଆ ନୂଆ ନାମ ପ୍ରତିଯୋଗୀ ଭାବେ ଯୋଡ଼ି ହେଉଛି। ଏବେ ତାଲିକାରେ ଅନେରୀ ଭଜାନୀଙ୍କ ନାମ ସାମିଲ ହୋଇଛି। ଅନେରୀ ଷ୍ଟାର ପ୍ଲସରେ ପ୍ରସାରିତ ଲୋକପ୍ରିୟ…

ଅଭିନେତ୍ରୀଙ୍କ ଡ୍ୟାନ୍ସ ଦେଖି ପ୍ରଶଂସକ କହିଲେ…

ମୁମ୍ବାଇ: ଅଭିନେତ୍ରୀ ଉର୍ଫି ଜାଭେଦ ତାଙ୍କର ବୋଲ୍ଡନେସ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ଥା’ନ୍ତି। ଏବେ ଇନଷ୍ଟାଗ୍ରାମରେ ଏକ ବୋଲ୍ଡ ଭିଡିଓ ଶେୟାର କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଏଥିରେ ସେ ଗଣେଶ ଆଚାର୍ଯ୍ୟଙ୍କ ନିକଟରେ ରିଲିଜ ହୋଇଥିବା ଗୀତ ‘ଦେହାତି ଡିସ୍କୋ’ରେ…

ପୁଅର ପ୍ରଥମ ଜନ୍ମଦିନରେ ଭାବବିହ୍ବଳ ହେଲେ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜାଙ୍କ ପୁଅ ଅଭ୍ୟାନ ଆଜାଦ ରେଖୀଙ୍କୁ ଆଜି ଅର୍ଥାତ୍‌ ମେ’ ୧୪ରେ ବର୍ଷେ ପୂରିଛି। ପୁଅର ପ୍ରଥମ ଜନ୍ମଦିନରେ ଏକ ସ୍ବତନ୍ତ୍ର ଏବଂ ଭାବପ୍ରବଣ ପୋଷ୍ଟ ଲେଖିଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ଦିୟା…

ପ୍ରିୟଙ୍କାଙ୍କ ରେସ୍ତୋରାଁରେ ଭିକ୍ଟ୍ରିନା

ମୁମ୍ବାଇ: ବିବାହ ପରଠାରୁ ଖୁବ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ନାୟିକା କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲ । ଏବେ ଏହି ସେଲିବ୍ରିଟି କପଲ ଆମେରିକା ଯାଇଛନ୍ତି । ସେଠାକାର କିଛି ଫଟୋ ଓ ଭିଡିଓ ସେ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଶେୟାର…

ଅମିତାଭଙ୍କ ନାତିଙ୍କ ସହ ଡେବ୍ୟୁ କରିବେ ସୁହାନା

ମୁମ୍ବାଇ: ଏବେ ଆସିଛି ଷ୍ଟାର କିଡଙ୍କ ଜମାନ । ଅମିତାଭ ବଚ୍ଚନଙ୍କ ନାତି ଅଗସ୍ତ୍ୟ ନନ୍ଦା, ଶାହାରୁଖ ଖାଁଙ୍କ ଝିଅ ସୁହାନା ଖାଁ ଓ ଶ୍ରୀଦେବୀଙ୍କ ସାନ ଝିଅ ଖୁସି କପୁର ଖୁବଶୀଘ୍ର ଆକ୍ଟିଙ୍ଗ ଡେବ୍ୟୁ କରିବାକୁ ଯାଉଛନ୍ତି । ନିର୍ଦ୍ଦେଶକ…

କଙ୍ଗନାଙ୍କ ଗୀତକୁ ସୋସିଆଲ ମିଡିଆରୁ ଡିଲିଟ୍‌ କରିଦେଲେ ବିଗ୍‌ ବି, କାରଣ ଜାଣିଲେ…

ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରାୟତଃ ସୋସିଆଲ ମିଡିଆରେ ବଲିଉଡ ଫିଲ୍ମର ଟ୍ରେଲର୍‌ ଏବଂ ଗୀତ ଶେୟାର କରି ତାକୁ ପ୍ରଶଂସା କରିଥାନ୍ତି। ନିକଟରେ ସେ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଆଗାମୀ ଫିଲ୍ମ ‘ଧାକାଡ’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?