ମନୋରଞ୍ଜନ

ସ୍ତ୍ରୀଙ୍କଠାରୁ ଅଲଗା ରହୁଛନ୍ତି ସଞ୍ଜୟ, କାରଣ ଜାଣିଲେ…

ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କୁ କିଏ ବା ନ ଜଣେ। ନିକଟରେ ରିଲିଜ୍‌ ହୋଇଥିବା ବହୁ ପ୍ରତୀକ୍ଷିତ ଫିଲ୍ମ‘କେଜିଏଫ୍‌-୨’ରେ ତାଙ୍କର ଦମ୍‌ଦାର ଅଭିନୟକୁ ଦର୍ଶକ ପସନ୍ଦ କରିଛନ୍ତି। ତାଙ୍କୁ ନେଇ ଏକ ବାୟୋପିକ ମଧ୍ୟ ତିଆରି କରାଯାଇଥିଲା । ଯାହା ସୁପରହିଟ…

କେରଳ ଅଭିନେତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ

କୋଝିକୋଡ୍‌,୧୪।୫: କେରଳ ମଡେଲ ତଥା ଅଭିନେତ୍ରୀ ଶାହାନା (୨୦)ଙ୍କର ମୃତଦେହ ତାଙ୍କ କୋଝିକୋଡ୍‌ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଗୁରୁବାର ରାତିରେ ଝରକା ରେଲିଂରୁ ମୃତଦେହ ଝୁଲୁଥିବା ଦେଖାଯାଇଛି। ଅଭିନେତ୍ରୀଙ୍କ ରହସ୍ୟମୟ ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ସାଜଦ (୩୧)ଙ୍କୁ ପୋଲିସ…

ରିଲିଜ ହେଲା ଆଶ୍ରମ ୩ର ଧମାକାଦାର ଟ୍ରେଲର

ମୁମ୍ବାଇ: ଭୟଭୀତ ଅନ୍ଦାଜରେ ଫରିଛନ୍ତି କାଶୀପୁର ବାଲା ବାବା । ପୁଣିଥରେ ସେ ଫ୍ୟାନ୍ସଙ୍କୁ ଚମକାଇବାକୁ ଆସିଛନ୍ତି । ବବି ଦେୱଲଙ୍କ ଅଭିନୀତ ବହୁ ପ୍ରତିକ୍ଷିତ ଧାରାବାହିକ ଆଶ୍ରମ ୩ର ଟ୍ରେଲର ରିଲିଜ ହୋଇଛି । ଟ୍ରେଲର ଦେଖିଲେ ଲାଗୁଛି ବାକି…

ବିବାହର ୨୪ ବର୍ଷ ପରେ ପତ୍ନୀଙ୍କଠାରୁ ଅଲଗା ହେବେ ସୋହେଲ ଖାଁ

ମୁମ୍ବାଇ: ବଲିଉଡ ଅଭିନେତା ସୋହେଲ ଖାଁ ଓ ପତ୍ନୀ ସୀମା ଖାଁ ପରସ୍ପରଠାରୁ ଅଲଗା ହେବାକୁ ଯାଉଛନ୍ତି । ବିବାହର ୨୪ ବର୍ଷ ପରେ ଏମାନେ ଅଲଗା ହେବାକୁ ଯାଉଛନ୍ତି । ଶୁକ୍ରବାର ଏମାନଙ୍କୁ ଫ୍ୟାମିଲ କୋର୍ଟ ବାହାରେ ଦେଖିବାକୁ ମିଳିଥିଲା…

ବିଦେଶରେ ସ୍ବଦେଶ ରୀତିନୀତି ପାଳୁଛନ୍ତି ପ୍ରିୟଙ୍କା

ମୁମ୍ବାଇ: ବିବାହ ପରଠାରୁ ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଭାରତଠାରୁ ଦୂରରେ ଅଛନ୍ତି। ସେ ତାଙ୍କ ସ୍ବାମୀ ନିକ ଜୋନାସ୍‌ଙ୍କ ସହ ବର୍ଷବର୍ଷ ଧରି ବିଦେଶରେ ରହୁଛନ୍ତି। ବିବାହ ପରେ ପ୍ରିୟଙ୍କା ଭାରତରୁ ଚାଲିଯାଇଥିଲେ ମଧ୍ୟ ବିଦେଶୀ ମାଟିରେ ଭାରତର ସଂସ୍କୃତି,…

ସ୍ବାମୀଙ୍କ ସହ ଫଟୋ ଶେୟାର କରି ଟ୍ରୋଲ୍‌ ହେଲେ ଅଙ୍କିତା, ୟୁଜର୍ସ କହିଲେ…

ସିରିଏଲ୍‌ ‘ପବିତ୍ର ରିସ୍ତାରୁ ଅଧିକ ଲୋକପ୍ରିୟ ହୋଇଥିବା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ବୃତ୍ତିଗତ ହେଉ କିମ୍ବା ବ୍ୟକ୍ତିଗତ ଜୀବନ ସର୍ବଦା ସେ ଚର୍ଚ୍ଚାରେ ଥାନ୍ତି। ଅଙ୍କିତା ଭିକି ଜୈନଙ୍କୁ ବିବାହ ପରେ ଉଭୟଙ୍କୁ ନେଇ ଚର୍ଚ୍ଚା ଜୋର…

‘ଏଏପି’ରେ ଯୋଗ ଦେଲେ ଅଭିନେତ୍ରୀ

ନୂଆଦିଲ୍ଲୀ,୧୩।୫: ଅଭିନେତ୍ରୀ କଙ୍ଗନା ଶର୍ମା ଗୁରୁବାର ‘ଏଏପି’ରେ ଯୋଗ ଦେଇଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଅରବିନ୍ଦ କେଜ୍‌ରିୱାଲଙ୍କ ନୀତି ଦ୍ୱାରା ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ତଥା ମଡେଲ ,ଗାୟକ କଙ୍ଗନା ଶର୍ମା ଆମ ଆଦମୀ ପାର୍ଟିରେ ଯୋଗ…

ଗୋଟିଏ ଆଇଟମ୍‌ ନମ୍ବର ପାଇଁ କେତେ ଟଙ୍କା ନିଅନ୍ତି ସନ୍ନି ଲିଓନି

ବଲିଉଡ ଅଭିନେତ୍ରୀ ସନ୍ନି ଲିଓନି ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ ଅଭିନେତ୍ରୀ ହେବା ବ୍ୟତୀତ ସନ୍ନି ମଧ୍ୟ ଜଣେ ଭଲ ନୃତ୍ୟଶିଳ୍ପୀ। ସେ ଅନେକ ଆଇଟମ ନମ୍ବର ମାଧ୍ୟମରେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ସଲମାନ…

ଗର୍ଭବତୀ ଅଛନ୍ତି କି କ୍ୟାଟ୍ରିନା, ହେଲା ଖୁଲାସା

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ନିକଟରେ ଅଭିନେତା ବିକି କୌଶଲଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ବିବାହକୁ ୬ ମାସ ମଧ୍ୟ ପୂରିନି। କିନ୍ତୁ କ୍ୟାଟ୍ରିନା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି ବୋଲି ତାଙ୍କ ପ୍ରଶଂସକ ଚର୍ଚ୍ଚା ଆରମ୍ଭ କରିଦେଇଛନ୍ତି। ଯାହାକୁ ନେଇ…

ଫିଲ୍ମ ଜଗତରେ ଏଣ୍ଟ୍ରି କଲେ ଧୋନୀ

କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଫିଲ୍ମ ଜଗତରେ ପାଦ ଥାପିଛନ୍ତି। ହେଲେ ସେ ଅଭିନେତା ଭାବରେ ନୁହେଁ ବରଂ ନିର୍ମାତା ଭାବେ ଫିଲ୍ମ ଜଗତରେ କାମ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏକ ରିପୋର୍ଟ ଅନୁସାରେ, ଧୋନୀ ସାଉଥ ଫିଲ୍ମକୁ ପ୍ରଡ୍ୟୁସ…

ଏହି ଦିନ ଓଟିଟିରେ ହେବ ରିଲିଜ୍‌

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ବକ୍ସ ଅଫିସରେ ଧମାକାଦାର ଆୟ କରୁଛି। ପାଖାପାଖି ୧,୧୨୭ କୋଟି ଟଙ୍କା କଲେକ୍ସନ ସହିତ ଚତୁର୍ଥ ସର୍ବାଧିକ ଆୟ କରିଥିବା ଭାରତୀୟ ଫିଲ୍ମ ମଧ୍ୟରୁ ଅନ୍ୟତମ। ନିକଟରେ ଏହି ଫିଲ୍ମ ମେ’୨୦ରେ ଓଟିଟିରେ ରିଲିଜ୍‌…

ଅଭିନେତାଙ୍କୁ କଡ଼ା ଜବାବ ଦେଲେ ସୁନୀଲ ସେଟ୍ଟୀ

ବଲିଉଡ୍‌କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଥିବା ମହେଶ ବାବୁଙ୍କୁ କଡ଼ା ଜବାବ ଦେଇଛନ୍ତି ସୁନୀଲ ସେଟ୍ଟୀ। କିଛି ଦିନ ପୂର୍ବରୁ ମହେଶ ବାବୁ ବଲିଉଡକୁ ଟାର୍ଗେଟ କରି କହିଥିଲେ ଯେ, ବଲିଉଡରେ ସେ ସମୟ ନଷ୍ଟ କରିବାକୁ ଚାହୁଁନାହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?