ଐଶ୍ୱର୍ଯ୍ୟାଙ୍କ ଫିଲ୍ମକୁ ୧୨୫କୋଟିରେ କିଣିଲା ଆମାଜନ ପ୍ରାଇମ୍
ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟଙ୍କ ବହୁ ପ୍ରତୀକ୍ଷିତ ତାମିଲ ଐତିହାସିକ ଫିଲ୍ମ ‘ପୋନିୟିନ ସେଲଭାନ୍’ ଚଳିତ ବର୍ଷ ସେପ୍ଟେମ୍ବରରେ ବଡ ପରଦାରେ ରିଲିଜ୍ ହେବାକୁ ଯାଉଛି। ଫିଲ୍ମ ପୋନିୟିନ ସେଲଭାନ୍ ୨ଟି ଭାଗରେ ରିଲିଜ୍ କରାଯିବ। ପ୍ରଥମ ଭାଗ ସେପ୍ଟେମ୍ବର ୩୦ରେ ସିନେମା…
ରିଲିଜ୍ ପୂର୍ବରୁ ଦରଘାରେ ଷ୍ଟାର୍କାଷ୍ଟ
ବଲିଉଡ୍ ଷ୍ଟାର୍ ଟାଇଗର ଶ୍ରଫ ତାଙ୍କ ଅପକମିଙ୍ଗ୍ ଫିଲ୍ମ ‘ହେରୋପନ୍ଥି- ୨’ପାଇଁ ଖୁବ୍ ଚର୍ଚ୍ଚାରେ। ଅହମ୍ମଦ ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ୨୯ରେ ରିଲିଜ୍ ହେବାକୁ ଯାଉଥିବା ବେଳେ ଏହାର ପ୍ରମୋଶନ ପାଇଁ ସମସ୍ତେ ଲାଗି ପଡିଛନ୍ତି। ବର୍ତ୍ତମାନ ଫିଲ୍ମର ଗୀତଗୁଡ଼ିକ…
ଏବେ ବି ଦର୍ଶକ ପାଗଳ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରବୀନା ଟଣ୍ଡନ ତାଙ୍କ ଇନ୍ଷ୍ଟାଗ୍ରାମରେ ନିଜର କିଛି ବୋଲ୍ଡ ଫଟୋ ଶେୟାର କରିଛନ୍ତି। ଯାହା ଦର୍ଶକଙ୍କୁ ପାଗଳ କରିଦେଇଛି। ସେ ଘରୁ ବାହାରକୁ ଯିବା ପୂର୍ବରୁ ଆଇନା ସାମ୍ନାରେ ଠିଆ ହୋଇ ସେଲ୍ଫି ନେଉଥିବା ନଜର ଆସିଛନ୍ତି।…
ଅଭିନେତାଙ୍କ ନାଁରେ ଲୁକ୍ଆଉଟ ନୋଟିସ
ଯୌନ ନିର୍ଯାତନା ଅଭିଯୋଗରେ ମାଲାୟାଲମ ଅଭିନେତା ତଥା ପ୍ରଯୋଜକ ବିଜୟ ବାବୁଙ୍କ ବିରୋଧରେ ଲୁକ୍ଆଉଟ ନୋଟିସ ଜାରି କରିଛି କେରଳ କୋଚ୍ଚି ପୋଲିସ। ରିପୋର୍ଟ ଅନୁସାରେ ଡିସିପି କହିଛନ୍ତି, ଏହି ମାମଲାରେ ଅଭିନେତାଙ୍କ ନାଁ ସାମ୍ନାକୁ ଆସିବା ପରେ ସେ ଫେରାର…
ଦ୍ୱିତୀୟ ସ୍ତ୍ରୀଙ୍କଠାରୁ ଛାଡପତ୍ର ନେବେ ପଓ୍ବନ
ଭୋଜପୁରୀ ଇଣ୍ଡଷ୍ଟ୍ରିର ପାୱାର ଷ୍ଟାର କୁହାଯାଉଥିବା ପୱନ ସିଂ ଫ୍ୟାମିଲି କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ସେ ତାଙ୍କ ଦ୍ୱିତୀୟ ସ୍ତ୍ରୀ ଜ୍ୟୋତିଙ୍କଠାରୁ ଛାଡପତ୍ର ମାଗିଛନ୍ତି। ଏହି ଖବର ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ଜ୍ୟୋତି ସିଂ ଆଜି ଆରା…
୧୦୫ କୋଟି ସମ୍ପତ୍ତିର ମାଲିକ ଏହି ଅଭିନେତା, ପଡ଼ିଥିଲେ ଖଳନାୟକଙ୍କ ଝିଅଙ୍କ ପ୍ରେମରେ
ବମ୍ବେ: ବାପା ଥିଏଟର ଅଭିନେତା। ଭଉଣୀ ଅଭିନେତ୍ରୀ। ଏଥିପାଇଁ ଅଭିନୟ ପ୍ରତି ଆକୃଷ୍ଟ ହୋଇଥିଲେ ଅଭିନେତା ଶରମନ ଜୋଶୀ। ମହାରାଷ୍ଟ୍ରର ନାଗପୁରର ଏକ ଗୁଜରାଟି ପରିବାରରେ ତାଙ୍କ ଜନ୍ମ। ଘରୁ ହିଁ ତାଙ୍କୁ ଅଭିନୟର ଶିକ୍ଷା ମିଳିଥିଲା। କ୍ୟାରିୟର ଆରମ୍ଭରୁ ସେ…
ମୁଖ୍ୟ ଅଭିନେତା ପାଇଁ ୪୦ ଅଡିଶନ ଦେଇ ବି ଫେଲ ମାରିଥିଲେ ସରମନ
ମୁମ୍ବାଇ: ସରମନ ଯୋଶୀ । ଆଗଧାଡିର ନ ହେଲେ ବି ବଲିଉଡର ଜଣେ ଜଣାଶୁଣା କଳାକାର । କିଛି ଫିଲ୍ମରେ ସେ ଏମିତି ଅଭିନୟ କରିଛନ୍ତି ଯାହାର ଛାପ ଦର୍ଶକଙ୍କ ଉପରେ ନିଶ୍ଚିତ ଭାବେ ପଡିଛି । ୪୩ ବର୍ଷରେ ପାଦ…
ଆଦିତ୍ୟଙ୍କ ଜବରଦସ୍ତ ଆକ୍ସନ
ବଲିଉଡ୍ ଅଭିନେତା ଆଦିତ୍ୟ ରୟ କପୁରଙ୍କ ଅଭିନୀତ ‘ଓମ-ଦ ବ୍ୟାଟେଲ୍ ଓ୍ବିଦିନ୍’ର ଟିଜର ରିଲିଜ ହୋଇଛି। ୫୭ ସେକେଣ୍ଡର ଏହି ଟିଜର୍କୁ ଦର୍ଶକ ବହୁତ୍ ପସନ୍ଦ କରୁଛନ୍ତି। ଟିଜର୍ରେ ଫିଲ୍ମର କାହାଣୀ ଏବଂ ଷଡଯନ୍ତ୍ର ବିଷୟରେ ଅଧିକ ସୂଚନା ଦିଆଯାଇ ନାହିଁ।…
ଇସ୍ରାଏଲରେ ରିଲିଜ ହେବ ‘ଦ କଶ୍ମୀର ଫାଇଲ୍ସ’
ମୁମ୍ବାଇ: ଭାରତୀୟ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିବା ଅଭିନେତା ଅନୁପମ ଖେରଙ୍କ ଅଭିନୀତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ୨୮ ଏପ୍ରିଲ ଅର୍ଥାତ୍ ଗୁରୁବାର ଇସ୍ରାଏଲରେ ରିଲିଜ୍ ହେବାକୁ ପ୍ରସ୍ତୁତ ହୋଇ ସାରିଛି । ଆଇ ଏମ ବୁଦ୍ଧାଙ୍କ ନିର୍ଦ୍ଦେଶକ…
ଚର୍ଚ୍ଚାରେ ସଲମାନଙ୍କ ଭାଣିଜୀ
ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ଷ୍ଟାର୍ କିଡ୍ମାନେ କୌଣସି ବଡ଼ ଷ୍ଟାରଙ୍କଠାରୁ କମ୍ ନୁହନ୍ତି। ଏହି ଷ୍ଟାର୍ କିଡ୍ମାନେ ପ୍ରାୟତଃ ଫିଲ୍ମରେ ନିଜର କ୍ୟାରିୟର କରନ୍ତି ଏବଂ ଫିଲକୁ ଆସିବା ପୂର୍ବରୁ ବି ଲୁକ୍ ଆଉ ଷ୍ଟାଇଲ୍କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ…
ଅଜୟ ଦେବଗନ-କିଚା ସୁଦୀପ ମୁହାଁମୁହିଁ
ବମ୍ବେ: ଆଜିକାଲି ସମୟରେ ବଲିଉଡ୍ ସିନେମାଠାରୁ ଭଲ ବ୍ୟବସାୟ କରୁଛି ଦକ୍ଷିଣ ଭାରତୀୟ ସିନେମା। ନିକଟରେ ରିଲିଜ ହୋଇଥିବା ଆର୍ଆର୍ଆର୍, ପୁଷ୍ପା ଏବଂ କେଜିଏଫ୍-୨ ଆଦିକୁ ପାନ୍ ଇଣ୍ଡିଆ ଫିଲ୍ମ ବୋଲି କୁହାଯାଉଛି। ଏଭଳି ସମୟରେ ଦକ୍ଷିଣ ଭାରତୀୟ ଅଭିନେତା କିଚା…
ଶାହିଦଙ୍କ ‘ଜର୍ସି’ ସୁପର ଫ୍ଲପ୍
ବମ୍ବେ: ଦର୍ଶକଙ୍କୁ ମନୋରଞ୍ଜନ କରିବାରେ ବିଫଳ ହୋଇଛି ‘ଜର୍ସି’। ଏପ୍ରିଲ ୨୨ରେ ସିନେମାଘରେ ରିଲିଜ ହୋଇଥିଲା ଫିଲ୍ମ। ପ୍ରଥମ ଦିନରୁ ଏହା ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଥିଲା। ହେଲେ ତାହା ହୋଇନାହିଁ। ହିଟ୍ ହେବା ପରିବର୍ତ୍ତେ ଫିଲ୍ମଟି ‘ସୁପର…

