ମନୋରଞ୍ଜନ

ମୁମ୍ବାଇଠାରୁ ଭୁବନେଶ୍ୱର ବହୁତ ଭଲ: ଲାରା ଦତ୍ତ

ଭୁବନେଶ୍ୱର,୫ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତ୍ରୀ ଲାରା ଦତ୍ତ ଭୁବନେଶ୍ୱର ଆସିଛନ୍ତି। ଜନତା ମଇଦାନରେ ଆୟୋଜିତ ମହିଳା ବ୍ୟବସାୟ ମେଳାରେ ସେ ଯୋଗ ଦେଇଛନ୍ତି। ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିବା ବେଳେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଇଣ୍ଡିଆନ ଚାମ୍ବର…

ଟ୍ରୋଲିଂ ପରେ ଓଜନ କମାଇ ଚର୍ଚ୍ଚାରେ ବ୍ରହ୍ମାଣ୍ଡ ସୁନ୍ଦରୀ

ବମ୍ବେ: ବ୍ରହ୍ମାଣ୍ଡ ସୁନ୍ଦରୀ ହେବାର ତିନି ମାସ ପରେ ମୋଟା ହୋଇଯିବାକୁ ନେଇ ଟ୍ରୋଲ ହୋଇଥିଲେ ହରନାଜ୍‌ ସାନ୍ଧୁ। ଟ୍ରୋଲିଂକୁ ନେଇ ସେ କଡ଼ା ଜବାବ ମଧ୍ୟ ଦେଇଥିଲେ। ହେଲେ ଏବେ ସେ ପୁଣି ଥରେ ନିଜ ଟ୍ରାନ୍ସଫର୍‌ମେଶନ୍‌କୁ ନେଇ ଚର୍ଚ୍ଚାରେ।…

ଜାଣନ୍ତୁ ‘ଭୁଲ ଭୁଲେୟା-୨’ପାଇଁ କେଉଁ ଷ୍ଟାରକାଷ୍ଟ କେତେ ଟଙ୍କା ନେଇଛନ୍ତି

ବହୁ ପ୍ରତୀକ୍ଷିତ ଫିଲ୍ମ‘ଭୁଲ ଭୁଲେୟା-୨’ ଆସନ୍ତା ମେ’ ୨୦ରେ ରିଲିଜ୍‌ ହେବାକୁ ଯାଉଛି। ଫିଲ୍ମଟି ଅକ୍ଷୟ କୁମାରଙ୍କ ସୁପରହିଟ୍‌ ଫିଲ୍ମ ଭୁଲ ଭୁଲେୟାର ଏକ ସିକ୍ୱେଲ। ତେବେ ଏହି ଫିଲ୍ମ ପାଇଁ କେଉଁ ଷ୍ଟାରକାଷ୍ଟ କେତେ ଟଙ୍କା ନେଇଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ…

ବିକିଙ୍କୁ ଛୁଇଁବା ମାତ୍ରେ ଯୁବତୀଙ୍କ ଆଖିରେ ଆସିଗଲା ଲୁହ

ବଲିଉଡ ଅଭିନେତା ବିକି କୌଶଲ ନିଜ ଅଭିନୟ ଜରିଆରେ ପ୍ରଶଂସକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ବିକିଙ୍କ ଝଲକ୍‌ ଟିକେ ପାଇବାକୁ ପ୍ରଶଂସକ ଅପେକ୍ଷା କରିଥାନ୍ତି। ନିକଟରେ ଜଣେ ଯୁବତୀ ବିକିଙ୍କୁ ଦେଖି ଭାବପ୍ରବଣ ହୋଇପଡିଥିଲେ। ଏହାର ଭିଡିଓ ସୋସିଆଲ…

ବଲିଉଡ୍‌ରେ ୩୦ ବର୍ଷ ପୂରଣ କଲେ ଖିଲାଡି ବୟ, ସୋସିଆଲ ମିଡିଆରେ ଲେଖିଲେ ଏମିତି

ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାର ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିରେ ୩ ଦଶନ୍ଧି ପାଳନ କରିଛନ୍ତି। ଏହି ୩୦ ବର୍ଷ ମଧ୍ୟରେ ପ୍ରଶଂସକମାନେ ତାଙ୍କୁ ଅନେକ ଭଲ ପାଇବା ଦେଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ବିଭିନ୍ନ ଚରିତ୍ରରେ ଅଭିନୟ କରି…

ଜୁସ୍‌ ଦୋକାନରୁ ଭଜନ ସମ୍ରାଟ୍‌ ହେବାର ଯାତ୍ରା

ବଲିଉଡ୍‌ରେ ଭଜନ ସମ୍ରାଟ ଭାବରେ ଜଣାଶୁଣା ଗୁଲଶନ କୁମାରଙ୍କର ଆଜି ଜନ୍ମବାର୍ଷିକୀ। ତାଙ୍କ ଭଜନ ଶୁଣି ଶ୍ରୋତାମାନେ ଆଜି ବି ମନ୍ତ୍ରମୁଗ୍ଧ ହୋଇପଡନ୍ତି। ବଲିଉଡରେ ଗୁଲଶାନ କୁମାରଙ୍କ ନାମ ଏବେ ବି ସମ୍ମାନର ସହ ନିଆଯାଏ। ସେ ଏପରି ଜଣେ ବ୍ୟକ୍ତି…

ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ହୋଟେଲ୍‌ ଛାତକୁ ଚଢିଲେ ପ୍ରଶଂସକ

ସାଉଥ ସୁପରଷ୍ଟାର ରାମ ଚରଣ ତାଙ୍କ ଆଗାମୀ ଫିଲ୍ମର ଶୁଟିଂ ପାଇଁ ବିଶାଖାପାଟନମ୍‌ରେ ପହଞ୍ଚିଛନ୍ତି। ଏଠାରେ ପ୍ରଶଂସକମାନେ ନିଜ ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ପ୍ରବଳ ଭିଡ଼ ଜମାଇଥିଲେ। ତାଙ୍କୁ ସ୍ବାଗତ କରିବା ପାଇଁ ବିମାନ ବନ୍ଦରରେ ଶହ ଶହ ପ୍ରଶଂସକ…

୩୩ ବର୍ଷ ହେବ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଛନ୍ତି ସଲମାନ୍‌: ମୋଟ ସମ୍ପତ୍ତି ଜାଣିଲେ…

ବଲିଉଡର ଦବଙ୍ଗ ସଲମାନ ଖାନ ଫିଲ୍ମ ଇଣ୍ଡଷ୍ଟ୍ରିରେ ୩୩ ବର୍ଷ ପୂରଣ କରିଛନ୍ତି। ଫିଲ୍ମ ‘ମେନେ ପ୍ୟାର କିୟା’ ଜରିଆରେ ସେ ବଲିଉଡରେ ଡେବ୍ୟୁ କରିଥିଲେ। ଭାଇଜାନ ନାମରେ ପ୍ରଶଂସକଙ୍କ ମଧ୍ୟରେ ପ୍ରସିଦ୍ଧ ସଲମାନ ଆଜି ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ଦାମୀ…

୩୨୦ କୋଟି ଓଟିଟି ରାଇଟସ୍‌ରେ ବିକ୍ରି ହେଲା କେଜିଏଫ୍ ୨

ମୁମ୍ବାଇ: କନ୍ନଡ ଫିଲ୍ମ କେଜିଏଫ୍ ୨ ଦିନକୁ ଦିନ ନୂଆ ରେକର୍ଡ କରୁଛି । ୧୪ ଏପ୍ରିଲରେ ରିଲିଜ ହୋଇଥିବା ଏହି ଫିଲ୍ମ ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି । କେଜିଏଫ୍ ୨ ଓଟିଟି ରାଇଟ୍ସକୁ ନେଇ ଏକ ବଡ ଖବର…

କଫି ପିଆଇବାକୁ ଆସୁଛନ୍ତି କରନ ଜୋହର

ମୁମ୍ବାଇ: ବଲିଉଡର ନାମୀ ନିର୍ଦ୍ଦେଶକ ବଲିଉଡ ବ୍ୟତୀତ ତାଙ୍କ ଶୋ’ ‘କଫି ୱିଥ କରନ’କୁ ନେଇ ଖୁବ ଚର୍ଚ୍ଚିତ । ଶୋ’ର କିଛି ନା କିଛି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଆଉ ଦର୍ଶକେ ଏହାକୁ…

ବୋଲ୍ଡ ଲୁକ୍‌ରେ ଅଭିନେତ୍ରୀ

ମୁମ୍ବାଇ: ‘ଆଲାଦ୍ଦିନ-ନାମ ତୋ ସୁନା ହୋଗା’ରେ ଜସ୍ମିନ ଭୂମିକାରେ ଅଭିନୟ କରୁଥିବା ଅଭିନେତ୍ରୀ ଅବନୀତ କୌର ସୋସିଆଲ ମିଡିଆରେ ବହୁତ ଆକ୍ଟିଭ। ସେ ଅଭିନୟ ସହିତ ଫ୍ୟାଶନକୁ ନେଇ ଲୋକଙ୍କ ହୃଦୟ ଜିଣନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କ ପ୍ରଶଂସକଙ୍କ ଅଭାବ…

ଆଇନ ଜାଲରେ ଫସିଲା ରଣବୀରଙ୍କ ‘ଜୟେଶଭାଇ ଜୋରଦାର’

ମୁମ୍ବାଇ: ଆଇନ ଜାଲରେ ଫସିଛି ଫିଲ୍ମ ‘ଜୟେଶଭାଇ ଜୋରଦାର’। ନିକଟରେ ଏହାର ଟ୍ରେଲର ରିଲିଜ ହୋଇଥିଲା । ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ ହେଁ ସେଥିରେ ଦେଖାଯାଇଥିବା କିଛି ଦୃଶ୍ୟକୁ ନେଇ ବିବାଦ ଉପୁଜିଛି। ଟ୍ରେଲରରେ ଦେଖାଯାଇଥିବା ଗର୍ଭସ୍ଥ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?