ମନୋରଞ୍ଜନ

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ କଲେ ମଧ୍ୟ, ଅଭିନୟ ଦକ୍ଷତା ପାଇଁ ତାଙ୍କୁ ପ୍ରଶଂସା କରାଯାଏ। ଆଜିକାଲି ସେ…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘X’ରେ ଏକ ପୋଷ୍ଟ ଶେୟାର କରି ଆସନ୍ତା…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର ପ୍ରାରମ୍ଭିକ ଦିନ ଏବଂ ଫିଲ୍ମ ଶୁଟିଂ ସମୟରେ ସାମ୍ନା କରିଥିବା କିଛି ଚ୍ୟାଲେଞ୍ଜ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ ବିବାହ କରିଥିଲେ। ଏକ ସାକ୍ଷାତ୍‌କାରରେ ଶୋଭିତା ଧୂଲିପାଲା କହିଛନ୍ତି, ସେ କେବେ ଜଣେ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ ନେଇ ବିବାଦ ଦେଖାଦେଇଥିଲା; ସୋସିଆଲ ମିଡିଆ ବ୍ୟବହାରକାରୀମାନେ ତାଙ୍କ ପୋଷାକକୁ ନେଇ ତାଙ୍କୁ…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲେଖିଛନ୍ତି, ଜଣେ ମହିଳା କ’ଣ ପିନ୍ଧନ୍ତି, କ’ଣ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ ନେଇ ଅଭିନେତ୍ରୀ କ୍ରିତି ସାନନ ବିବାଦରେ ଫସିଛନ୍ତି। ଏହି ବିଜ୍ଞାପନ ନେଇ ସୋସିଆଲ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ ବ୍ୟାକ୍‌ଗ୍ରାଉଣ୍ଡ ଗାୟିକା ମଧ୍ୟ। ପ୍ରସିଦ୍ଧ ବଲିଉଡ ଗାୟକ ହିମେଶ ରେଶମିଆଙ୍କୁ ସହଯୋଗ କରିଥିଲେ।…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ ଖୋଲାଖୋଲି ନିଜର ମତ ପ୍ରକାଶ କରନ୍ତି ଯାହା ଫଳରେ ଟ୍ରୋଲର ଶିକାର ହୋଇଥାନ୍ତି।…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ ରେଡ୍ଡୀ ଭାଙ୍ଗାଙ୍କ ଭାଇ ପ୍ରଣୟ ରେଡ୍ଡୀ ଭାଙ୍ଗା ଅଭିଯୋଗ କରିଛନ୍ତି ଯେ, ଦୀପିକାଙ୍କୁ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ ସେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଥିବା ନେଇ ତାଙ୍କ ପତ୍ନୀ ସୁନୀତା…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ ଡିଜାଇନର୍‌ ଗାବ୍ରିଏଲା ଡେମେଟ୍ରିଆଡେସଙ୍କ ହାତ ଧରିଛନ୍ତି ସେ। ୨୦୧୮ରୁ ଦୁହେଁ ଲିଭ୍‌-ଇନ୍‌ରେ ରହିଆସୁଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?