ମନୋରଞ୍ଜନ

ଅଭିନେତାଙ୍କ ବିବାହକୁ ନେଇ ଖୁଲାସା କଲେ ସାଙ୍ଗ

ବଲିଉଡ ଅଭିନେତା ହ୍ରିତିକ୍‌ ରୋଶନ ଓ ସବା ଆଜାଦଙ୍କ ସମ୍ପର୍କକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋରଧରିଛିି। କିଛି ଦିନ ତଳେ ସବା ହ୍ରିତିକ୍‌ଙ୍କ ପରିବାର ସହିତ ମଧ୍ୟ ସମୟ ବିତାଇଥିବା ନଜର ଆସିଥିଲେ । ଏହା ପରେ ଦୁହିଁଙ୍କ ବାହାଘର…

‘ରାଧେ ଶ୍ୟାମ’ ପାଇଁ କୋଟ କୋଟି ଟଙ୍କା କ୍ଷତି ସହିପାରନ୍ତି ନିର୍ମାତା

ସାଉଥ୍‌ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗଡେଙ୍କ ଅଭିନୀତ ଫିଲ୍ମ ‘ରାଧେ ଶ୍ୟାମ’ ଶୁକ୍ରବାର ରିଲିଜ ହୋଇଥିଲା। ଦର୍ଶକ ଏବଂ ସିନେ ସମୀକ୍ଷକଙ୍କଠୁ ସିନେମାକୁ ନେଇ ମିଶ୍ରିତ ପ୍ରତିକ୍ରିୟା ମିଳିଛି। ଗୋଟିଏ ପଟେ ଦର୍ଶକ ଫିଲ୍ମକୁ ବେଶ ପସନ୍ଦ କରୁଥିବା ବେଳେ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଛନ୍ତି ଜୁବିନ !

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ର ଲୋକପ୍ରିୟ ଗାୟକ ଜୁବିନ ନୌଟିଆଲ। ଟେଲିଭିଜନ ତଥା ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ନିକିତା ଦତ୍ତାଙ୍କ ସହ ତାଙ୍କର ସମ୍ପର୍କ ଥିବା ନେଇ ଏବେ ଚର୍ଚ୍ଚା ବଢ଼ିବାରେ ଲାଗିଛି। ନିକଟରେ ନିକିତା ତାଙ୍କ ଇନଷ୍ଟାଗ୍ରାମରେ ଏକ ଫଟୋ…

ଲଭ୍‌ ପାର୍ଟନରଙ୍କୁ ଦେଇଛନ୍ତି ଧୋକା

ବମ୍ବେ: ପ୍ରେମିକାଙ୍କୁ ଧୋକା ଦେବାରେ ଆଗରେ ଅଛନ୍ତି ବଲିଉଡ୍‌ର ଅନେକ ଅଭିନେତା। ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାରଙ୍କଠାରୁ ଆରମ୍ଭ କରି ରଣବିର କପୁର ପର୍ଯ୍ୟନ୍ତ, ସମସ୍ତେ ନିଜର ଲଭ୍‌ଷ୍ଟୋରୀକୁ ନେଇ ରହିଥିଲେ ଚର୍ଚ୍ଚାରେ। ତାଲିକାରେ ଏପରି ଜଣେ ଅଭିନେତା ମଧ୍ୟ ଅଛନ୍ତି…

ରାଧେ ଶ୍ୟାମ’ ରିଲିଜର ପ୍ରଥମ ଦିନରେ ମିଳିଲା ଏଭିଳି ପ୍ରତିକ୍ରିୟା, ୟୁଜର୍ସ କହିଲେ ଡିଜାଷ୍ଟର…

ସାଉଥ ଇଣ୍ଡଷ୍ଟ୍ରି ସୁପରଷ୍ଟାର ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେ ଶ୍ୟାମ’ ଆଜି ମୁକ୍ତିଲାଭ କରିଛି। ଏହି ଫିଲ୍ମକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଥିବା ବେଳେ ଆଗରୁ ଟିକେଟ୍‌ ବୁକିଂ ମଧ୍ୟ ହୋଇଥିଲା। ଫିଲ୍ମ ରିଲିଜ ହେବା ପୂର୍ବରୁ ମଧ୍ୟ…

ମନିଷାଙ୍କ ପ୍ରେମରେ ପାଗଳ ଥିଲେ ନାନା ପାଟେକର; ହେଲେ କରିପାରିଲେନି ବିବାହ

ବମ୍ବେ: ବଲିଉଡ୍‌ରେ ଅନେକ ପ୍ରେମକାହାଣୀ ଶୁଟିଂ ସେଟ୍‌ରୁ ଗଢ଼ି ଉଠିଥିଲେ ହେଁ ପରେ ଭାଙ୍ଗି ଯାଇଛି। ସେଭଳି ଗୋଟିଏ ହେଲା ନାନା ପାଟେକର ଏବଂ ମନିଷା କୋଇରାଲାଙ୍କ ଲଭ୍‌ଷ୍ଟୋରୀ। ଏକ ସମୟରେ ପରସ୍ପରର ପ୍ରେମରେ ପାଗଳ ଥିଲେ ଦୁହେଁ। ସେମାନେ ବିବାହ…

‘ପୃଥ୍ୱିରାଜ’ର ରିଲିଜ୍‌କୁ ନେଇ ଉତ୍ସାହିତ ଅଛନ୍ତି ମାନୁଷୀ

ମୁମ୍ବାଇ: ଡେବ୍ୟୁଟେଣ୍ଟ ମାନୁଷୀ ଛିଲ୍ଲର ଏବେ ଖୁବ୍ ଖୁସି ଅଛନ୍ତି । ଅକ୍ଷୟ କୁମାରଙ୍କ ସହ ଅଭିନୀତ ତାଙ୍କର ପ୍ରଥମ ଫିଲ୍ମ ‘ପୃଥ୍ୱିରାଜ’ ଗୋଟିଏ ସପ୍ତାହ ପୂର୍ବରୁ ରିଲିଜ୍ ହେବାକୁ ଯାଉଛି । ମାନୁଷୀ କହିଛନ୍ତି ଯେତେବେଳେ ମୁଁ ଜାଣିଲି ଯେ…

ଝିଅର ପ୍ରଥମ ଝଲକ ଶେୟାର କଲେ ଆଦିତ୍ୟ

ବଲିଉଡ ଆକ୍ଟର ତଥା ସିଙ୍ଗର ଆଦିତ୍ୟ ନାରାୟଣ-ଶ୍ୱେତା ଅଗ୍ରୱାଲ ଗତ କିଛି ଦିନ ପୂର୍ବରୁ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଫେବୃୟାରୀ ୨୪ରେ ତାଙ୍କର ପ୍ରଥମଙ୍କୁ ଜନ୍ମ ଦେଇଥିଲେ ଶ୍ୱେତା। କିଛି ଦିନ ପୂର୍ବେ ନିଜ ଝିଅର ନାଁ ଘୋଷଣା…

ବାହା ହେବେ କାଜଲଙ୍କ ଭଉଣୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଜଲ ତଥା ଅଜୟ ଦେବଗନଙ୍କ ଶାଳୀ ତନିଷା ମୁଖାର୍ଜୀ ବିବାହ କରିବେ। ତନିଶା ତାଙ୍କ ପ୍ରେମ ଏବଂ ବିବାହକୁ ନେଇ ନୀରବତା ଭାଙ୍ଗି କହିଛନ୍ତି, ସେ ଯେମିତି ପିଲା ଖୋଜୁଥିଲେ ତାଙ୍କୁ ମିଳି ଯାଇଛନ୍ତି। ତନିଷା ୪୪…

ଫେମଶ ହେବାକୁ ସର୍ଜରୀ କରିଥିଲେ ଏହି ନାୟିକା

ମୁ୍‌ମ୍ବାଇ: ଟେଲିଭିଜନ ପରଦାଠାରୁ ଆରମ୍ଭ କରି ବଲିଉଡ୍ ପର୍ଯ୍ୟନ୍ତ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି ଅଭନେତ୍ରୀ ପୁନମ ପାଣ୍ଡେ । ଅନେକ ସମୟରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହୁଥିବା ଏହି ନାୟିକା ଖୁବ୍ ବୋଲ୍ଡ । ୧୧ ମାର୍ଚ୍ଚ…

କାହିଁକି ଫରହାନଙ୍କୁ ବିବାହ କଲେ ଶିବାନୀ

ବଲିଉଡ ଅଭିନେତା-ନିର୍ଦ୍ଦେଶକ ଫରହାନ ଅଖତର ଏବଂ ଶିବାନୀ ଦାଣ୍ଡେକର ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୋସିଆଲ ମିଡିଆରେ ସେମାନଙ୍କ ବିବାହ ଫଟୋ ଏବଂ ଭିଡିଓ ବିଷୟରେ ବହୁତ ଚର୍ଚ୍ଚା ମଧ୍ୟ ହେଉଛି। ଏହି ସମୟରେ ଶିବାନୀ ପୂର୍ବରୁ ବିବାହ କରିଥିବା…

‘ମୋତେ ବିବାହ କର, ୨୦ କୋଟି ଦେବି’

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ କାର୍ତ୍ତିକ ଇନଷ୍ଟାଗ୍ରାମରେ ତାଙ୍କ କୁନି ସହ କଳାକରଙ୍କ ସହ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ କୁନି ଝିଅଟି ତାଙ୍କ ଫିଲ୍ମର ଏକ ସଂଳାପ କହୁଥିବାର ନଜର ଆସିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri