ମନୋରଞ୍ଜନ

ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ ଫିଲ୍ମ ‘ଆର୍‌ଆର୍‌ଆର୍‌’, ଜାଣନ୍ତୁ କେବେ

ମୁମ୍ବାଇ: ଫିଲ୍ମ ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସ୍‌ରେ ହିଟ୍‌ ସାବ୍ୟସ୍ତ ହୋଇସାରିଛି। ଏହି ଫିଲ୍ମ ବର୍ତ୍ତମାନ ସୁଦ୍ଧା ସାରା ବିଶ୍ୱରେ ୭୫୦ କୋଟିରୁ ଅଧିକ ରୋଜଗାର କରିଛି। ଏହାର ମ୍ୟୁଜିକ୍‌ଠାରୁ ଆରମ୍ଭ କରି ଫିଲ୍ମର ଆକ୍ସନ ପର୍ଯ୍ୟନ୍ତ ଦର୍ଶକ ଖୁବ୍‌ ପସନ୍ଦ କରିଛନ୍ତି।…

ଏବେ ଖାଲି ପାଦରେ ଚାଲୁଛନ୍ତି ରାମ ଚରଣ, ପଛରେ ରହିଛି ବଡ଼ କାରଣ

ଦକ୍ଷିଣ ଅଭିନେତା ରାମ ଚରଣ ତେଜାଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ଏହି ଫିଲ୍ମକୁ ନେଇ ଏବେ ରାମଚରଣ ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କୁ ମୁମ୍ବାଇ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ଏହି ସମୟରେ ସେ ଖାଲି ପାଦରେ…

‘ଗ୍ରାମୀ ପୁରସ୍କାର’: ‘ଲିଭ୍‌ ଦ ଡୋର୍‌ ଓପନ୍‌’ ସର୍ବଶ୍ରେଷ୍ଠ ଗୀତ

ଦୁନିଆର ସବୁଠାରୁ ପ୍ରତିଷ୍ଠିତ ସଙ୍ଗୀତ ପୁରସ୍କାର ‘ଗ୍ରାମୀ ପୁରସ୍କାର’ ଲସ ଭେଗାସର ଏମ୍‌ଜିଏମ୍‌ ଗ୍ରେଟ ଗାର୍ଡେନ ଆରେନାରେ ଅନୁଷ୍ଠିତ ହୋଇଯାଇଛି। ଏହି ରଙ୍ଗୀନ ସମାରୋହରେ ଗୀତ ‘ଲିଭ୍‌ ଦ ଡୋର୍‌ ଓପନ୍‌’ ଗୀତ ଚଳିତ ବର୍ଷର ଗ୍ରାମୀ ପୁରସ୍କାର ପାଇଛି ।…

ମା’ ହେଲେ ଭାରତୀ

ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ସ୍ବାମୀ ହର୍ଷ ଲିମ୍ବାଚିୟା ସୋସିଆଲ ମିଡିଆରେ ଏ ବିଷୟରେ ସୂଚନା ଦେଇଛନ୍ତି। ଭାରତୀ ଏବଂ ହର୍ଷ ହର୍ଷ ଏବଂ ଭାରତୀ ମାତୃତ୍ୱ ଫଟୋଶୁଟର ଏକ…

ଖୁବ୍‌ କମ ବୟସରେ କୋଟି କୋଟି ସମ୍ପତିର ମାଲିକାଣୀ ଆଲିଆ

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଲଗାତର ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଚାଲିଛନ୍ତି। ତାଙ୍କ ଅଭିନୀତ ଗାଙ୍ଗୁବାଇ କାଠିଆୱାଡି ସୁପରହିଟ୍‌ ହେବାପରେ ଏବେ ‘ଆର୍‌ଆର୍‌ଆର୍‌’ ଫିଲ୍ମ ମଧ୍ୟ ବକ୍ସ ଅଫିସ୍‌ରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ଏହି ୨ଟି ଫିଲ୍ମ ଦେଖିବା…

ପ୍ରଶଂସକ ବାଛିଲେ ଭାରତିଙ୍କ ନୂଆ ଅତିଥିଙ୍କ ନାମ, ପସନ୍ଦ କଲେନି ଦମ୍ପତି

ମୁମ୍ବାଇ: ଜଣାଶୁଣା କମେଡିଆନ ଭାରତି ସିଂ ମା’ ହେବାକୁ ଯାଉଛନ୍ତି । ଅନୁମାନ କରାଯାଉଛି ଏହି ସପ୍ତାହରେ ଭାରତି ଓ ତାଙ୍କ ସ୍ୱାମୀ ହର୍ଷ ନୂଆ ଅତିଥିଙ୍କୁ ସ୍ୱାଗତ କରିପାରନ୍ତି । ଏହାକୁ ନେଇ ଏବେ ଏକ ଭିଡିଓ ଭାଇରାଲ ହେବାରେ…

ବଲିଉଡ୍‌ରେ ସାଉଥ୍‌ ସୁନ୍ଦରୀ ରଶ୍ମିକା

‘ପୁଷ୍ପା’ର ଶ୍ରୀବଲ୍ଲୀ ନାମରେ ବେଶ ପରିଚିତ ହୋଇଥିବା ରଶ୍ମିକା ମନ୍ଦାନା ରଣବୀର କପୁର ଷ୍ଟାରର୍‌ ‘ଆନିମଲ’ରେ ଯୋଗ ଦେଇଛନ୍ତି। ଏହି ହିନ୍ଦୀ କ୍ରାଇମ-ଡ୍ରାମାର ନିର୍ଦ୍ଦେଶନା ଦେଇଛନ୍ତି ଫିଲ୍ମ ‘କବୀର ସିଂହ’ ଫେମ ସନ୍ଦୀପ ରେଡ୍ଡୀ ଭାଙ୍ଗା । ଟି-ସିରିଜ ଏହାର ପ୍ରଯୋଜନା…

‘ଆର୍‌ଆର୍‌ଆର୍‌’ ଫିଲ୍ମ ପାଇଁ ଆଲିଆ ନେଇଛନ୍ତି ଏତିକି କୋଟି

ମୁମ୍ବାଇ: ଫିଲ୍ମ ‘ଆର୍‌ଆର୍‌ଆର୍‌’ ସମଗ୍ର ବିଶ୍ୱରେ ଜବରଦସ୍ତ ରେକର୍ଡ କରିଛି। ଏହି ଫିଲ୍ମଟି ପ୍ରଥମ ଦିନରେ ୨୫୭ କୋଟି ବ୍ୟବସାୟ କରିଥିଲା। ଏଥିରେ ଅତିଥି କଳାକାର ଭାବେ ଅଭିନୟ କରିଥିବା ସୁପରଷ୍ଟାର ଅଜୟ ଦେବଗନ ୨୫ କୋଟି ଟଙ୍କା ନେଇଥିବା ବେଳେ…

ଟାଇମ୍ ମାଗାଜିନରେ ପୁଣି ସ୍ଥାନ ପାଇ ରେକର୍ଡ କଲେ ଦୀପିକା

ମୁମ୍ବାଇ: ଦୀପିକା ପାଦୁକୋନ ବଲିଉଡ ଜଗତରେ ଜଣେ ଆଗଧାଡିର ନାୟିକା । ଯିଏ ନିଜର ଅଭିନୟରେ ବକ୍ସ ଅଫିସରେ ହଙ୍ଗାମା କରନ୍ତି । କିଛି ହିଟ ମୁଭି ଭେଟି ଦେଇଥିବା ଦୀପିକା ସବୁଠାରୁ ଅଧିକ ପାରିଶ୍ରମିକ ନେଉଥିବା ଅଭିନେତ୍ରୀଙ୍କ ମଧ୍ୟରେ ଜଣେ…

ଏପ୍ରିଲରେ ହିଁ ବିବାହ

ବମ୍ବେ: ଖୁବଶୀଘ୍ର ଆଲିଆ ହେବେ ମିସେସ କପୁର। ଅଭିନେତା ରଣବୀର କପୁରଙ୍କ ସହ ଚଳିତ ମାସରେ ହିଁ ହେବ ବିବାହ। ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଉଭୟଙ୍କ ବିବାହ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟ ଉଦୟପୁରରେ ଡେଷ୍ଟିନେସନ ମ୍ୟାରେଜ କରିଥାନ୍ତେ।…

ସ୍ତ୍ରୀଙ୍କଠାରୁ ଅଲଗା ହେବେ ମହାଭାରତ ଫେମ୍‌ ଏହି ଅଭିନେତା

ବମ୍ବେ: ପତ୍ନୀଙ୍କଠାରୁ ଅଲଗା ହେବାକୁ ଯାଉଛନ୍ତି ମହାଭାରତର ଯୁଧିଷ୍ଠୀର ଓରଫ ରୋହିତ ଭରଦ୍ୱାଜ। ୨୦୧୭ରେ ଇଣ୍ଡେନେସିଆ ଟ୍ରିପ୍‌ରୁ ଆସିବା ପରଠାରୁ ସ୍ତ୍ରୀ ପୁନମଙ୍କ ସହ ତାଙ୍କର ଝଗଡ଼ା ବଢ଼ିଥିଲା। ଏବେ ଉଭୟ ଚାରି ବର୍ଷ ଧରି ଅଲଗା ରହୁଛନ୍ତି। ଛାଡ଼ପତ୍ର ଲାଗି…

ମଲାଇକାଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ଡାକ୍ତରଖାନାରେ ଭର୍ତ୍ତି ହେଲେ ଅଭିନେତ୍ରୀ

ମୁମ୍ବାଇ: ଦୁର୍ଘଟଣାର ଶିକାର ହୋଇଛନ୍ତି ବଲିଉଡ ଡିଭା ମଲାଇକା ଅରୋରା। ସେ ନିଜ କାର୍‌ରେ ଯାଉଥିବା ବେଳେ ଖୋପୋଲି ଏକ୍ସପ୍ରେସ୍‌ ଓ୍ବେରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ସେ ଆହତ ହୋଇଥିବାରୁ ତଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶନିବାର ସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?