ମନୋରଞ୍ଜନ

ଟିଏମ୍‌ସିରେ ସାମିଲ ହେଲେ ଶତ୍ରୁଘ୍ନ ସିହ୍ନା

ମୁମ୍ବାଇ,୧୩ ।୩: ବଲିଉଡ୍‌ର ସେ ସମୟର ଆଗଧାଡିର କଳାକାରଙ୍କ ମଧ୍ୟରେ ଅନ୍ୟତମ ଥିଲେ ଶତ୍ରୁଘ୍ନ ସିହ୍ନା । କିଛିଦିନ ହେବ ସେ ମନୋରଞ୍ଜନ ଦୁନିଆରୁ ଦୂରେଇ ଯାଇ ସକ୍ରିୟ ରାଜନୀତି କରୁଥିଲେ । କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ…

ଫିଲ୍ମ ଦ କଶ୍ମୀର ଫାଇଲସକୁ ପସନ୍ଦ କରୁଛନ୍ତି ଲୋକେ, ପ୍ରଧାନମନ୍ତ୍ରୀ ବି ନିଜକୁ ଅଟକାଇ ପାରିଲେନି

ଅନୁପମ୍‌ ଖେର୍‌ ଅଭିନୀତ ଫିଲ୍ମ ଦ କଶ୍ମୀର ଫାଇଲସକୁ ଭଲ ରିଭ୍ୟୁଜ ମିଳୁଛି । ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଙ୍କୁ ପ୍ରାୟ ସମସ୍ତେ ପ୍ରଶଂସା କରୁଛନ୍ତି । କେବଳ ସାଧାରଣ ଲୋକେ ନୁହନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଏହି…

୨୭-୨୮ ଫିଲ୍ମକୁ ନା କରିଛନ୍ତି ଏହି ଅଭିନେତ୍ରୀ; ରବି ଶାସ୍ତ୍ରୀଙ୍କ ସହ ସମ୍ପର୍କ ନେଇ…

ବମ୍ବେ: ଆଜି ଜନ୍ମଦିନ ପାଳୁଛନ୍ତି ବଲିଉଡ୍‌ର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ ନିମ୍‌ରତ କୌର। ୧୯୮୨ ମାର୍ଚ୍ଚ ୧୩ରେ ରାଜସ୍ଥାନର ପିଲାନୀରେ ଜନ୍ମଗ୍ରହଣ କରିଥିଲେ ସେ। ତାଙ୍କ ବାପା ସେନାରେ ଥିବା ବେଳେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁରେ ଶହୀଦ ହୋଇଯାଇଥିଲେ। ପରେ ନିମ୍‌ରତ…

ବୋଲ୍ଡ ଲୁକ୍‌ ପାଇଁ ଟ୍ରୋଲ୍‌ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀଙ୍କ ମଧ୍ୟରୁ ସାମନ୍ଥା ରୁଥ୍‌ପ୍ରଭୁ ଅନ୍ୟତମ। ସେ ତାଙ୍କର ଫ୍ୟାଶନ ଏବଂ ଲୁକ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ମାତ୍ର ଏଥର ଅଭିନେତ୍ରୀଙ୍କୁ ଟ୍ରୋଲ୍‌ ହେବାକୁ ପଡ଼ିଛି। ସେ ତାଙ୍କର ବୋଲ୍ଡ ଲୁକ୍‌ ପାଇଁ ଟ୍ରୋଲ୍‌ ହୋଇଛନ୍ତି। ସାମନ୍ଥା ମଧ୍ୟ…

ମା’ ହେଲେ ପୂଜା ବାନାର୍ଜୀ, ଘରକୁ ଆସିଲେ ନୂଆ ଅତିଥି

‘କସୋଟିି ଜିନ୍ଦେଗୀ କି ୨’ ଏବଂ ‘କୁମ୍‌ କୁମ ଭାଗ୍ୟ’ ଭଳି ଟିଭି ଶୋ’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ପୂଜା ବାନାର୍ଜୀ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ପୂଜାଙ୍କ ଭାଇ ନୀଲ ବାନାର୍ଜୀ ଏକ ଇଣ୍ଟରଭ୍ୟୁରେ ଏହି…

ପରଦାରେ ଟକ୍କର ଦେଉଛି ‘ଦ କଶ୍ମୀର ଫାଇଲ୍ସ’: ବ୍ୟବସାୟରେ ରଚିଲା କୀର୍ତ୍ତିମାନ

ବମ୍ବେ: ସୁପରଷ୍ଟାର ପ୍ରଭାସଙ୍କ ‘ରାଧେ ଶ୍ୟାମ’କୁ ପରଦାରେ ଟକ୍କର ଦେଉଛି ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’। ମାତ୍ର ୬୩୦ ସିନେମାହଲ୍‌ରେ ରିଲିଜ ହୋଇଥିଲେ ହେଁ କୀର୍ତ୍ତିମାନ ରଚିଛି ଫିଲ୍ମ। ପ୍ରଥମ ଦିନରେ ଏହା ୩.୫୫ କୋଟି…

ଇନଷ୍ଟାଗ୍ରାମରେ ୪୬ ମିଲିୟନ ଟପିଲା ଉର୍ବଶୀଙ୍କ ପ୍ରଶଂସକଙ୍କ ସଂଖ୍ୟା

ମୁମ୍ବାଇ: ବଲିଉଡ ନାୟିକା ଉର୍ବଶୀ ରୌତେଲାଙ୍କର ଫ୍ୟାନ୍ ଫଲୋଇଙ୍ଗ ସଂଖ୍ୟା ବହୁତ ଅଧିକ । ନିକଟରେ ଇନଷ୍ଟାଗ୍ରାମରେ ତାଙ୍କ ପଲୋୟର୍ସଙ୍କ ସଂଖ୍ୟା ୪୬ ମିଲିୟନ ଅତିକ୍ରମ କରିଛି । ଏହାକୁ ନେଇ ଉର୍ବଶୀ ଖୁସି ପ୍ରକାଶ କରିଛନ୍ତି । ନିକଟରେ ଅନ୍ତର୍ଜାତୀୟ…

ଏହି ଦିନ ବିବାହ ବନ୍ଧନରେ ବାନ୍ଧି ହେବେ ରଣବୀର-ଆଲିଆ

ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି ’ନେଇ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ ବର୍ତ୍ତମାନ ପ୍ରେମିକ ରଣବୀର କପୁରଙ୍କ ସହ ତାଙ୍କ ବିବାହକୁ ନେଇ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଏହି ଖବର ଶୁଣିବା ମାତ୍ରେ ପ୍ରଶଂସକମାନେ ଉତ୍ସାହର ସହିତ…

୨୬ ଜୁନରେ ପାଳନ କରାଯାଇଥାଏ ଶ୍ରେୟା ଘୋଷାଲ ଡେ’

ମୁମ୍ବାଇ: ନିଜର ସୁରିଲା ସ୍ୱରରେ ଶ୍ରୋତାଙ୍କୁ ମତୁଆଲା କରୁଥିବା ବଙ୍ଗିୟ ଲଳନା ଶ୍ରେୟା ଘୋଷାଲ ଆଜି ପାଳନ କରୁଛନ୍ତି ତାଙ୍କ ଜନ୍ମଦିନ । ୧୨ ମାର୍ଚ୍ଚ ୧୯୮୪ରେ ପଶ୍ଚିମବଙ୍ଗର ବେହରାମପୁରରେ ଜନ୍ମ ନେଇଥିଲେ ଶ୍ରେୟା । ପିଲାଟିବେଳୁ ସଙ୍ଗିତ ପ୍ରତି ରୁଚି…

ଅଭିନେତାଙ୍କ ବିବାହକୁ ନେଇ ଖୁଲାସା କଲେ ସାଙ୍ଗ

ବଲିଉଡ ଅଭିନେତା ହ୍ରିତିକ୍‌ ରୋଶନ ଓ ସବା ଆଜାଦଙ୍କ ସମ୍ପର୍କକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋରଧରିଛିି। କିଛି ଦିନ ତଳେ ସବା ହ୍ରିତିକ୍‌ଙ୍କ ପରିବାର ସହିତ ମଧ୍ୟ ସମୟ ବିତାଇଥିବା ନଜର ଆସିଥିଲେ । ଏହା ପରେ ଦୁହିଁଙ୍କ ବାହାଘର…

‘ରାଧେ ଶ୍ୟାମ’ ପାଇଁ କୋଟ କୋଟି ଟଙ୍କା କ୍ଷତି ସହିପାରନ୍ତି ନିର୍ମାତା

ସାଉଥ୍‌ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗଡେଙ୍କ ଅଭିନୀତ ଫିଲ୍ମ ‘ରାଧେ ଶ୍ୟାମ’ ଶୁକ୍ରବାର ରିଲିଜ ହୋଇଥିଲା। ଦର୍ଶକ ଏବଂ ସିନେ ସମୀକ୍ଷକଙ୍କଠୁ ସିନେମାକୁ ନେଇ ମିଶ୍ରିତ ପ୍ରତିକ୍ରିୟା ମିଳିଛି। ଗୋଟିଏ ପଟେ ଦର୍ଶକ ଫିଲ୍ମକୁ ବେଶ ପସନ୍ଦ କରୁଥିବା ବେଳେ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଛନ୍ତି ଜୁବିନ !

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ର ଲୋକପ୍ରିୟ ଗାୟକ ଜୁବିନ ନୌଟିଆଲ। ଟେଲିଭିଜନ ତଥା ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ନିକିତା ଦତ୍ତାଙ୍କ ସହ ତାଙ୍କର ସମ୍ପର୍କ ଥିବା ନେଇ ଏବେ ଚର୍ଚ୍ଚା ବଢ଼ିବାରେ ଲାଗିଛି। ନିକଟରେ ନିକିତା ତାଙ୍କ ଇନଷ୍ଟାଗ୍ରାମରେ ଏକ ଫଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?