ବଲିଉଡ୍ରେ ଜଲଓ୍ବା ଦେଖାଇବେ କିଙ୍ଗ ଖାନଙ୍କ ଝିଅ!
ମୁମ୍ବାଇ: ବଲିଉଡ୍ରେ ଏଣ୍ଟ୍ରି କରିବେ କିଙ୍ଗ ଖାନ ଶାହାରୁଖଙ୍କ ଝିଅ ସୁହାନା। ବାପାଙ୍କ ପରେ ସେ ବଲିଉଡ୍ରେ ନିଜର ଜଲଓ୍ବା ଦେଖାଇବେ। ଅନେକ ଦିନ ହେବ ଏହି ଖବର ଶୁଣିବାକୁ ମିଳୁଥିବା ବେଳେ ଏବେ ଏହା ସ୍ପଷ୍ଟ ହୋଇଛି। ନିର୍ଦ୍ଦେଶିକା ଜୋୟା…
୨୦୨୩ରେ ରିଲଜ୍ ହେବ ସଲମାନଙ୍କ ଅଭିନୀତ ଫିଲ୍ମ ‘କଭି ଇଦ୍ କଭି ଦିୱାଲି’
ମୁମ୍ବାଇ: ବଲିଉଡ ଭାଇଜାନ ସଲମାନଙ୍କ ଖାଁଙ୍କ ଅଭିନୀତ ଫିଲ୍ମ ‘କଭି ଇଦ କଭି ଦିୱାଲି’ ଆସନ୍ତା ବର୍ଷ ଅର୍ଥାତ୍ ୨୦୨୩ରେ ରିଲିଜ ହେବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଗଲାଣି । ସାଜିଦ ନାଡିୟାଡୱାଲଙ୍କ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ରହିଛନ୍ତି…
ଏକଦା ଏମ୍ଏସ୍ ଧୋନୀଙ୍କ ଉପରେ ରାଗିଯାଇଥିଲେ କୋକିଳକଣ୍ଠୀ
କୋକିଳକଣ୍ଠୀ ଲତା ମଙ୍ଗେସ୍କରଙ୍କ ପୂର୍ଣ୍ଣ ରାଜକୀୟ ସମ୍ମାନରେ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି । ତେବେ ତାଙ୍କ ମୃତ୍ୟୁ ପରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛ। ‘ଲତା ଦିଦି’ ନାମରେ ଜଣାଶୁଣା ଲତା ମଙ୍ଗେସକର କ୍ରିକେଟର ଜଣେ ବଡ଼ ପ୍ରଶଂସକ ଥିଲେ…
ଭାଜପାରେ ସାମିଲ ହେଲେ ମାହି ଗିଲ, ପୂର୍ବରୁ କଂଗ୍ରେସ ପାଇଁ କରିଥିଲେ ପ୍ରଚାର
ଚଣ୍ଡିଗଡ,୭।୨: ପଞ୍ଜାବର ସମସ୍ତ ୧୧୭ଟି ଆସନ ପାଇଁ ଫେବୃଆରୀ ୨୦ରେ ମତଦାନ ହେବ। ମାର୍ଚ୍ଚ ୧୦ରେ ଭୋଟ ଗଣନା କରାଯିବ। ସେପଟେ ଅଭିନେତ୍ରୀ ମାହି ଗିଲ ଆଜି ଭାଜପାରେ ଯୋଗ ଦେଇଛନ୍ତି । ହିନ୍ଦୀ ଫିଲ୍ମ ବ୍ୟତୀତ ମାହି ପଞ୍ଜାବୀ ଫିଲ୍ମରେ…
ସଲମାନଙ୍କ ଗଳା ଚିପିଲେ କ୍ୟାଟ୍ରିନା, କାରଣ ଜାଣିଲେ…
ମୁମ୍ବାଇ: ଦବଙ୍ଗ ଖାନ୍ ସଲମାନ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ଙ୍କ ଯୋଡ଼ିକୁ ପରଦାରେ ଲୋକେ ବହୁତ ପସନ୍ଦ କରନ୍ତି। ଏହି ଯୋଡ଼ି ଅନେକ ଫିଲ୍ମରେ ଅଭିନୟ କରିଥିବା ଦେଖିବାକୁ ମିଳିଛି। ଆଗାମୀ ଫିଲ୍ମରେ ମଧ୍ୟ ଏହି ଯୋଡ଼ି ପ୍ରଶଂସକଙ୍କ ମନୋରଞ୍ଜନ କରିବେ।…
ଅକ୍ଷୟଙ୍କୁ ମିଳିଲା ଅଫର୍
ଡେରାଡୁନ,୭।୨: ଆଜିକାଲି ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଫିଲ୍ମ ଶୁଟିଂ ପାଇଁ ଉତ୍ତରାଖଣ୍ଡରେ ଅଛନ୍ତି। ସେ ଡେରାଡୁନରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ଭେଟିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଏକ ଅଫର୍ ଦେଇଥିଲେ। ଯାହାକୁ ଗ୍ରହଣ କରିଛନ୍ତି ଖିଲାଡି…
ଜୀବନର ଶେଷ ସମୟରେ ଇୟରଫୋନ୍ ମଗାଇ ଏହି କଳାକାରଙ୍କ ଗୀତ ଶୁଣୁଥିଲେ ଲତା
ନିଜ କୋକିଳ ସ୍ବରର ଯାଦୁରେ ସମସ୍ତଙ୍କୁ ମୁଗ୍ଧ କରିଦେଉଥିବା ଲତା ମଙ୍ଗେସକର ଆଉ ନାହାନ୍ତି। ସେ ତାଙ୍କ ଜୀବନରେ ସଙ୍ଗୀତ ଠାରୁ ଅଧିକ ଆଉ କାହାକୁ ଭଲ ପାଇ ନାହାନ୍ତି। ସେ ସଙ୍ଗୀତ ବ୍ୟତୀତ ଆଉ କୌଣସି ଜିନିଷକୁ ଅଧିକ ଗୁରୁତ୍ୱ…
ପରଲୋକରେ ସ୍ବର ସମ୍ରାଜ୍ଞୀ
ମୁମ୍ବାଇ, ୭ ।୨: ଭାରତୀୟ ସଙ୍ଗୀତ ଦୁନିଆରେ ଘଟିଛି ଏକ ଯୁଗର ଅବସାନ। ୨୮ ଦିନ ଧରି କରୋନା ସହ ଲଢ଼େଇ ପରେ ସଙ୍ଗୀତର ସରସ୍ବତୀ ଲତା ମଙ୍ଗେସକର ରବିବାର ସକାଳ ପ୍ରାୟ ୮ଟା ୧୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…
କେତେ ଟଙ୍କାର ସମ୍ପତି ଛାଡି ଯାଇଛନ୍ତି ଲତା..
ମୁମ୍ବାଇ: ମେଲୋଡି କୁଇନ୍ ତଥା ଭାରତ ରତ୍ନ ଲତା ମଙ୍ଗେସକରଙ୍କର ରବିବାର ୯୨ ବର୍ଷ ବୟସରେ ପରଲୋକ ହୋଇଛି । ଏବେ ସେ ରହିବେ ପ୍ରତିଟି ଭାରତୀୟର ସ୍ମୃତିରେ । ପିଲାଟି ଦିନରୁ ଅନେକ ସଂଘର୍ଷ ମଧ୍ୟ ଦେଇ ଗତି କରିଥିବା…
ପଞ୍ଚଭୂତରେ ବିଲୀନ ପାର୍ଥିବ ଶରୀର…
ମୁମ୍ବାଇ, ୬।୨ : ମହାନ ଗାୟିକା ଲତା ମଙ୍ଗେସକରଙ୍କର ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଶିବାଜୀ ପାର୍କଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଲତାଙ୍କୁ ଲୋତକ ଭରା ଆଖିରେ ଦେଶବାସୀ ଚିର ବିଦାୟ ଦେଇଛନ୍ତି। ଭାଇ ହୃଦୟନାଥ ମଙ୍ଗେସକର ଲତାଙ୍କୁ ମୁଖାଗ୍ନି…
ଭାରତୀୟ କ୍ରିକେଟ୍କୁ ଲଜ୍ଜିତ ହେବାରୁ ବଞ୍ଚାଇଥିଲେ ଲତା
ନୂଆଦିଲ୍ଲୀ,୬।୨: ୧୯୮୩ରେ ଲର୍ଡସରେ ଇତିହାସ ରଚିଥିଲା କପିଳ ଦେବଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଏଥିରେ ଖୁସି ହେବା ବଦଳରେ ଚିନ୍ତିତ ଥିଲେ ବିସିସିଆଇ ସଭାପତି ତଥା ଇନ୍ଦିରା ଗାନ୍ଧୀଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ଏନ୍କେପି ସାଲଭେ। ସେତେବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ…
ମହାଯାତ୍ରା ଆରମ୍ଭ…
ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ଅନ୍ତିମ ସଂସ୍କାର ପାଇଁ ମହାଯାତ୍ରା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ରଖାଯାଇ ଶିବାଜୀ ପାର୍କ ଅଭିମୁଖେ ନିଆଯାଉଛି। ପ୍ରଭୁକୁଞ୍ଜ ଆପାର୍ଟମେଣ୍ଟର ଫାଷ୍ଟ୍ ଫ୍ଲୋର୍ରୁ ଲତାଙ୍କୁ ସେନା ଯବାନ…
Archives


