ମନୋରଞ୍ଜନ

ଆତ୍ମହତ୍ୟା କଲେ ଓଡ଼ିଆ ରାପର୍‌ ଅଭିନବ ସିଂ: ସ୍ତ୍ରୀ ନିର୍ଯାତନା ଅଭିଯୋଗ ଆଣିଲେ ପରିବାର

ବେଙ୍ଗାଲୁରୁ,୧୨।୨: ଉଦୀୟମାନ ଓଡ଼ିଆ ରାପର୍‌ ଅଭିନବ ସିଂଙ୍କ ରହସ୍ୟଜନକ ଭାବରେ ମୃତ୍ୟୁ ଘଟିଛି। ‘ଜଗରନଟ’ ଭାବରେ ଜଣାଶୁଣା ଅଭିନବ ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିବା କୁହାଯାଉଛି। ବେଙ୍ଗାଲୁରୁର ସ୍ଥାନୀୟ ପୋଲିସ ଘଟଣାର ତଦନ୍ତ ଜାରି ରଖିବା ସହିତ ମୃତଦେହକୁ ଅଭିନବଙ୍କ ପରିବାରକୁ ହସ୍ତାନ୍ତର…

Disney+ Hotstar ସେବା ଠପ୍‌: ଆକାଉଣ୍ଟ ଆକ୍ସେସ୍‌ ସହ ଭିଡିଓ ଦେଖି ପାରୁନାହାନ୍ତି ୟୁଜର୍ସ

ନୂଆଦିଲ୍ଲୀ,୧୨।୨: ଭାରତରେ ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମ Disney+ Hotstarର ସେବା ଡାଉନ୍‌ ହୋଇଯାଇଛି। ଅନେକ ୟୁଜର୍ସ ସୋସିଆଲ ମିଡିଆରେ ଏହି ସମସ୍ୟା ବିଷୟରେ ସୂଚନା ଦେଇଛନ୍ତି। ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମଟି ମୋବାଇଲ, ୱେବ ଏବଂ ସ୍ମାର୍ଟ ଟିଭିରେ ଉପଲବ୍ଧ, କିନ୍ତୁ ୱେବ…

ବୋର୍ଡ ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର କହିଲେ ଦୀପିକା ପାଦୁକୋନ, ଦେଲେ ଏହି ୫ ଟିପ୍ସ…

ନୂଆଦିଲ୍ଲୀ,୧୨।୨: ମଙ୍ଗଳବାର ପରୀକ୍ଷା ପେ ଚର୍ଚ୍ଚା ୨୦୨୫ର ଦ୍ୱିତୀୟ ଏପିସୋଡ ଲାଇଭ ଷ୍ଟ୍ରିମ ହୋଇଯାଇଛି। ଏହି ଏପିସୋଡରେ ଅଭିନେତ୍ରୀ ତଥା ମାନସିକ ସ୍ବାସ୍ଥ୍ୟ ପ୍ରବକ୍ତା ଦୀପିକା ପାଦୁକୋନ ଛାତ୍ରୀଛାତ୍ରଙ୍କ ସହିତ ମାନସିକ ସ୍ବାସ୍ଥ୍ୟ ଏବଂ ସୁସ୍ଥତାର ଗୁରୁତ୍ୱ ବିଷୟରେ କଥା ହୋଇଛନ୍ତି।…

ରଣବୀର, ସମୟଙ୍କୁ ଏନ୍‌ସିଡବ୍ଲ୍ୟୁ ସମନ

ନୂଆଦିଲ୍ଲୀ/ମୁମ୍ବାଇ, ୧୨।୨: ୟୁଟ୍ୟୁବ୍‌ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଲାଟେଣ୍ଟ’ର ଏକ ଏପିଶୋଡ୍‌ରେ ଲୋକପ୍ରିୟ ୟୁଟ୍ୟୁବର୍‌ ରଣବୀର ଆହ୍ଲାବାଦିଆ ଗେଷ୍ଟ ପାନେଲିଷ୍ଟ ଭାବେ ଯୋଗଦେଇ ମା’ବାପାଙ୍କୁ ନେଇ ଅଶ୍ଳୀଳ ମନ୍ତବ୍ୟ ଦେଇଥିଲେ, ଯାହାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଘଟଣାକୁ ନେଇ…

ଆଇଏଏସ୍‌ ଅଫିସର ହେବାକୁ ଚାହୁଁଥିଲେ ୟାମି

ମୁମ୍ବାଇ: ଦମ୍‌ଦାର ଅଭିନୟ ଦ୍ୱାରା ଅଭିନେତ୍ରୀ ୟାମି ଗୌତମ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ସମ୍ପ୍ରତି ସେ ତାଙ୍କର ଆଗାମୀ ଫିଲ୍ମ ‘ଧୁମ୍‌ଧାମ୍‌’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ ବିବାହିତ ଦମ୍ପତିଙ୍କ କାହାଣୀକୁ ନେଇ ଆଧାରିତ ଏହି…

ମା’ବାପାଙ୍କୁ ନେଇ ଅଶ୍ଳୀଳ ମନ୍ତବ୍ୟ: କ୍ଷମା ମାଗିଲେ ୟୁଟ୍ୟୁବର୍‌ ରଣବୀର

ମୁମ୍ବାଇ,୧୧ା୨: ରିୟାଲିଟି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଲାଟେଣ୍ଟ୍‌’ରେ ମା’ବାପାଙ୍କ ବିଷୟରେ ଅଶ୍ଳୀଳ ମନ୍ତବ୍ୟ ଦେବା ଲୋକପ୍ରିୟ ୟୁଟ୍ୟୁବର୍‌ ରଣବୀର ଆହ୍ଲାବାଦୀଆଙ୍କ ପାଇଁ ମହଙ୍ଗା ପଡ଼ିଛି। ମହାରାଷ୍ଟ୍ର ମହିଳା କମିଶନଙ୍କ ଅଭିଯୋଗ ଆଧାରରେ ସୋମବାର ମୁମ୍ବାଇ ପୋଲିସ ରଣବୀରଙ୍କ ସମେତ ସୋସିଆଲ ମିଡିଆ…

ସ୍ବର୍ଣ୍ଣମନ୍ଦିରରେ ଭିକି, ରଶ୍ମିକା

ଅମୃତସର: ବଲିଉଡ୍‌ ଅଭିନେତା ଭିକି କୌଶଲ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ଛାବା’ ଫେବୃଆରୀ ୧୪ରେ ମୁକ୍ତିଲାଭ କରିବ। ଏହା ପୂର୍ବରୁ ୨ କଳାକାର ସୋମବାର ଫିଲ୍ମର ପ୍ରମୋଶନ ପାଇଁ ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣମନ୍ଦିର ଦର୍ଶନ କରି ଆଶୀର୍ବାଦ…

ମହାକୁମ୍ଭ ଯିବାକୁ ଡରୁଛନ୍ତି ଭାରତୀ

ମୁମ୍ବାଇ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ବିଶ୍ୱର ସର୍ବବୃହତ ଧାର୍ମିକ ମହୋତ୍ସବ ମହାକୁମ୍ଭ ମେଳା ଚାଲିଥିବାବେଳେ ଅନେକ ବଲିଉଡ୍‌ ସେଲିବ୍ରିଟି ଏଥିରେ ଯୋଗଦେଇ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଉଛନ୍ତି। ଅଭିନେତା ସୋନୁ ସୁଦ୍‌, ରାଜକୁମାର ରାଓ, ଅନୁପମ ଖେର, ମିଲିନ୍ଦ ସୋମନ ଏବଂ ଅଭିନେତ୍ରୀ…

Uttam Mohanty Hospitalized: ଏହି ରୋଗରେ ପୀଡ଼ିତ ଅଛନ୍ତି ଉତ୍ତମ ମହାନ୍ତି, ଖୁବ୍‌ଶୀଘ୍ର ଦିଲ୍ଲୀକୁ ହେବେ ଏୟାରଲିଫ୍ଟ

ଭୁବନେଶ୍ୱର,୮।୨: ଭେଟେରାନ ଓଲିଉଡ୍‌ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ସେ ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଏବେ ରାଜଧାନରର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି। ହେଲେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ।…

ଅଭିନେତା ଉତ୍ତମ ମହାନ୍ତି ଗୁରୁତର: ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଛି। ସେ ଆଇସିୟୁ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି। ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ…

ଅଧରାତିରେ ଏମିତି ପୋଷ୍ଟ କଲେ ଅମିତାଭ ବଚ୍ଚନ: ପ୍ରଶଂସକ ଚିନ୍ତିତ

ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବେ ମଧ୍ୟ ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି। ଯେଉଁ ବୟସରେ ଲୋକମାନେ ଅବସର ନେଇ ଘରେ ଆରାମ କରନ୍ତି, ସେହି ବୟସରେ ଅମିତାଭ ତାଙ୍କ ପ୍ରଶଂସକଙ୍କ ମନୋରଞ୍ଜନ କରୁଛନ୍ତି। ନିକଟରେ ସେ ‘କଳକି ୨୮୯୮ ଏଡି’ରେ ତାଙ୍କର…

ଗ୍ଲାମର ଦୁନିଆ ଛାଡ଼ି ସାଧ୍ୱୀ ହେଲେ

ପ୍ରୟାଗରାଜ: ଚଳଚ୍ଚିତ୍ର ଏବଂ ଅନେକ ମ୍ୟୁଜିକ୍‌ ଭିଡିଓରେ ଅଭିନୟ କରିଥିବା ଅଭିନେତ୍ରୀ ଇଶିକା ତନେଜାଙ୍କୁ ନେଇ ଏବେ ଚର୍ଚ୍ଚା ବଢ଼ିଛି। ସେ ମହାକୁମ୍ଭରେ ସାଧ୍ୱୀ ରୂପେ ନଜରକୁ ଆସିଛନ୍ତି। ସେ ଗ୍ଲାମର ଜଗତକୁ ଛାଡ଼ି ଆଧ୍ୟାତ୍ମିକ କ୍ଷେତ୍ରକୁ ଆପଣାଇଛନ୍ତି ବୋଲି ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri