ମନୋରଞ୍ଜନ

ଗିନିଜ୍‌ ବୁକ୍‌ରେ ଅଛି କୋକିଳ କଣ୍ଠୀଙ୍କ ନାମ

ବମ୍ବେ: ୧୯୨୯ ସେପ୍ଟେମ୍ବର ୨୮ରେ ସୁର ସାମ୍ରାଜ୍ଞୀ ଲତା ମଧ୍ୟପ୍ରଦେଶର ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ପିଲାଦିନେ ତାଙ୍କ ନାମ ‘ହେମା’ ଥିଲା। ହେଲେ ପାଞ୍ଚ ବର୍ଷ ପରେ ତାଙ୍କ ନାମ ‘ଲତା’ ରଖାଯାଇଥିଲା। ଲତାଙ୍କ ଭାଇ ହୃଦୟନାଥ ମଙ୍ଗେସକର ସଙ୍ଗୀତ ନିର୍ଦ୍ଦେଶକ…

ନୀରବି ଗଲେ ସ୍ୱରର ସରସ୍ୱତୀ, ଆଜି ହେବ ଅନ୍ତିମ ସଂସ୍କାର

ମୁମ୍ବାଇ,୬ ।୨: ‘ଭାରତ ରତ୍ନ’ ସ୍ୱର କୋକିଳା ଲତା ମଙ୍ଗେସକର ଆଉ ଆମ ଗହଣରେ ନାହାନ୍ତି । ୯୨ ବର୍ଷ ବୟସରେ ଲତା ମଙ୍ଗେସକର ରବିବାର(୬ ଫେବୃୟାରୀ ୨୦୨୨)ରେ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।…

୫ ବର୍ଷ ବୟସରେ ଏତେ ରାଗିଯାଇଥିଲେ ଲତା, ଆଉ ମାଡ଼ିଲେନି ସ୍କୁଲ ମାଟି

କୋକିଳକଣ୍ଠୀ ଲତା ମଙ୍ଗେସ୍‌କରଙ୍କ ସ୍ବର ଆଉ ଶୁଣିବାକୁ ମିଳିବନି। ୯୨ ବର୍ଷ ବୟସରେ ସମସ୍ତଙ୍କ ଠାରୁ ବିଦାୟ ନେଇ ଆରପାରିକୁ ଚାଲିଯାଇଛନ୍ତି। କୁହାଯାଏ, ଗୋଟିଏ ଘଟଣା ପାଇଁ ଲତା ସ୍କୁଲ ଯାଇ ନ ଥିଲେ। ତେବେ ଜାଣନ୍ତୁ କାହିଁକି? କୁହାଯାଏ ପିଲାଟି…

ଏକଦା ଲତାଙ୍କୁ ହତ୍ୟା ପାଇଁ ହୋଇଥିଲା ଉଦ୍ୟମ, ଦିଆଯାଇଥିଲା ସ୍ଲୋ-ପଏଜନ୍‌…

କୋକିଳକଣ୍ଠୀ ଲତା ମଙ୍ଗେସ୍‌କରଙ୍କ ସ୍ବର ଆଉ ଶୁଣିବାକୁ ମିଳିବନି। ୯୨ ବର୍ଷ ବୟସରେ ସମସ୍ତଙ୍କ ଠାରୁ ବିଦାୟ ନେଇ ଆରପାରିକୁ ଚାଲିଯାଇଛନ୍ତି ସ୍ବର ସମ୍ରାଜ୍ଞୀ। ଆଠ ଦଶକରେ ୨୫ ହଜାର ଗୀତ ଗାଇ ସମସ୍ତଙ୍କୁ ତାଙ୍କ ସ୍ବରରେ ନିଜ ଆଡ଼କୁ ଆକୃଷ୍ଟ…

ଜଣେ ରାଜକୁମାରଙ୍କ ପ୍ରେମରେ ପଡ଼ିଥିଲେ ଲତା, ଗୋଟିଏ କାରଣ ପାଇଁ ସାରା ଜୀବନ ରହିଗଲେ ଅବିବାହିତା

ମୁମ୍ବାଇ: ଭରତରତ୍ନ ପୁରସ୍କାରପ୍ରାପ୍ତ ଲତା ମଙ୍ଗେସକର ଆଉ ଆମ ସହିତ ନାହାନ୍ତି। ଲତା ୩୦ରୁ ଅଧିକ ଭାଷାରେ ଗୀତ ଗାଇଥିଲେ। ଏହା ସହିତ ସେ ଏକମାତ୍ର ଜୀବନ୍ତ ବ୍ୟକ୍ତି, ଯାହାଙ୍କ ନାମରେ ପୁରସ୍କାର ଦିଆଯାଇଥିଲା। ୯୨ ବର୍ଷ ବୟସରେ ମଧ୍ୟ ତାଙ୍କ…

ଲତାଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି: ୨୯ ଦିନ ହେବ ଭର୍ତ୍ତି ଅଛନ୍ତି ଆଇସିୟୁରେ

ମୁମ୍ବାଇ,୬ ।୨: ଭାରତ ରନ୍ନ, ସୁର ସାମ୍ରାଜ୍ଞି ଲତା ମଙ୍ଗେସକରଙ୍କର ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇଛି । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ସେ ଦୀର୍ଘ ୨୯ ଦିନ ହେବ ଆଇସିୟୁରେ ରହି ଚିକିତ୍ସିତ ହେଉଛନ୍ତି । ଶନିବାର ହଠାତ୍…

ହଲିଉଡ୍‌ରେ ଧନୁଷ

ମୁମ୍ବାଇ: ସାଉଥ୍ ଫିଲ୍ମ୍ ଇଣ୍ଡଷ୍ଟ୍ରିରେ ଜଣେ ଆଗଧାଡିର ଅଭିନେତା ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଧନୁଷ । ଏହାସହ ସେ ବଲିଉଡର କିଛି ମୁଭିରେ ବି ନଜର ଆସିଛନ୍ତି । ଖୁବଶୀଘ୍ର ଧନୁଷ ହଲିଉଡରେ ନଜର ଆସିବାକୁ ଯାଉଛନ୍ତି…

ସ୍ବପ୍ନର କାର୍‌ କିଣିଲେ ଏହି ଅଭିନେତ୍ରୀ, ଦାମ୍‌ ଜାଣିଲେ…

ମୁମ୍ବାଇ: ପ୍ରସିଦ୍ଧ ଟେଲିଭିଜନ ଅଭିନେତ୍ରୀ ଅବନୀତ କୌର୍‌ ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ବାସ୍ତବରେ ଏହି ଅଭିନେତ୍ରୀ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ୨୦ ବର୍ଷ ବୟସରେ ଅବନୀତ ଅନେକ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ପ୍ରଶଂସକଙ୍କ…

ବାର୍ବି ଡଲ୍‌ ଲୁକ୍‌ରେ ଶେହନାଜ

ମୁମ୍ବାଇ: ବିଗ୍‌ ବସ୍‌ର ସିଜନ-୧୫ର ଗ୍ରାଣ୍ଡ ଫିନାଲ୍‌ରେ ଅଭିନେତ୍ରୀ ଶେହନାଜ ଗିଲ୍‌ଙ୍କୁ ଦେଖିବାକୁ ମିଳିଥିଲା। ଏହି ରାଉଣ୍ଡରେ ଶେହନାଜଙ୍କ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଏହି ସମୟରେ ତାଙ୍କର ସର୍ବଶ୍ରେଷ୍ଠ ଫଟୋଶୁଟ୍‌ ପ୍ରଶଂସକଙ୍କ ହୃଦୟ ଜିତିଛି। ଶେହନାଜ…

ଆଲିଆ ରଣବୀରଙ୍କୁ ନେଇ ସୋସିଆଲ ମିଡିଆରେ ହଙ୍ଗାମା

ବଲିଉଡର କ୍ୟୁଟ ଲଭ୍‌ବାର୍ଡ ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କ ଯୋଡିକୁ ଦର୍ଶକ ଖୁବ ପସନ୍ଦ କରନ୍ତି। ଉଭୟ ସର୍ବଦା ଫ୍ୟାନ୍ସଙ୍କୁ ଏଣ୍ଟରଟେନ୍‌ କରିଥାନ୍ତି। ସେମାନଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିବା ବେଳେ କେବେ ବି ଏହି ଯୋଡି ନିଜ ସମ୍ପର୍କକୁ…

ଆଲିଆଙ୍କୁ ପ୍ରଶଂସାରେ ପୋତି ପକାଇଲେ କରିନା

ମୁମ୍ବାଇ: ବଲିଉଡ୍‌ରେ ଆଗଧାଡିର ନାୟିକାଙ୍କ ଭିତରେ ଏବେ ଆଲିଆ ଭଟ୍ଟ ହେଉଛନ୍ତି ଅନ୍ୟତମ । ଆଲିଆଙ୍କ ଅଭିନୀତ ମଚ ଆୱେଟେଡ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ ର ଟ୍ରେଲର ଶୁକ୍ରବାର ରିଲିଜ୍ ହୋଇଥିବା ବେଳେ ଅଧିକାଂଶ ଦର୍ଶକ ଏହାକୁ ପସନ୍ଦ କରିବା ସହ…

ପୁଣି ଭେଣ୍ଟିଲେଟରରେ ଲତା

ବମ୍ବେ: ସୁଧୁରିବା ବଦଳରେ ପୁଣି ବିଗିଡ଼ିଲା ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ସ୍ବାସ୍ଥ୍ୟାବସ୍ଥା। ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ଭେଣ୍ଟିଲେଟରରେ ଥିବା ଯୋଗୁ ଡାକ୍ତରମାନେ ୨୪ ଘଣ୍ଟା ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି। ବ୍ରିଚକାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?