ମନୋରଞ୍ଜନ

‘ଜୀବନରେ କେବେ ବି ତାଙ୍କ ମୁହଁ ଦେଖିବାକୁ ଚାହେଁନା’

ବମ୍ବେ: ଜୀବନରେ ଆଉ କେବେ ବି ତେଜସ୍ବୀ ପ୍ରକାଶଙ୍କ ମୁହଁ ଦେଖିବି ନାହିଁ। କିଛି ଏଭଳି କହିଛନ୍ତି ଅଭିନେତ୍ରୀ ସମିତା ସେଟ୍ଟୀ। ନିକଟରେ ଶେଷ ହୋଇଥିବା ବିଗ୍‌ବସ୍‌ରେ ପ୍ରତିଯୋଗୀ ଭାବେ ଭାଗ ନେଇଥିଲେ ସେ। ଶୋ’ ଜିତି ପାରି ନ ଥିଲେ…

ଦିବଂଗତ ମା’ଙ୍କୁ ମନେ ପକାଇ ଭାବବିହ୍ବଳ ହେଲେ ଅର୍ଜୁନ, ପୋଷ୍ଟରେ ଲେଖିଲେ…

ବମ୍ବେ: ଦିବଂଗତ ମା’ଙ୍କ ଜନ୍ମଦିନରେ ଭାବବିହ୍ବଳ ହୋଇଛନ୍ତି ବଲିଉଡ୍‌ ଅଭିନେତା ଅର୍ଜୁନ କପୁର। ସୋସିଆଲ ମିଡିଆରେ ସେ ଏକ ଫଟୋ ଶେୟାର କରି ତାଙ୍କୁ ମନେପକାଇଛନ୍ତି। ଏହି ପୋଷ୍ଟଟି ଏବେ ବେଶ୍‌ ଭାଇରାଲ ହେଉଛି। ଅର୍ଜୁନ ଲେଖିଛନ୍ତି, ଜନ୍ମଦିନର ଶୁଭେଚ୍ଛା ମା’।…

ମାର୍ଚ୍ଚରେ ପଡିବ ହାତଗଣ୍ଠି!

ମୁମ୍ବାଇ: ଦୀର୍ଘ ଦିନର ସମ୍ପର୍କ ପରେ ଏକାଠି ହେବାକୁ ଯାଉଛନ୍ତି ରିଚା ଚଢା ଏବଂ ଅଲି ଫଜଲ। ଏବେ ସେ ବିବାହ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୨୦୨୦ ମସିହାରେ ଏପ୍ରିଲରେ ସେମାନଙ୍କ ବିବାହ ବିଷୟରେ ଆଲୋଚନା ହୋଇଥିଲା। ବର୍ତ୍ତମାନ…

ଅମିତାଭ ବଚ୍ଚନଙ୍କୁ ଶକ୍ତ ଚାପୁଡା ମାରିଥିଲେ ଏହି ଅଭିନେତ୍ରୀ

ହିନ୍ଦୀ ସିନେମାର ପ୍ରସିଦ୍ଧ ଅଭିନେତ୍ରୀଙ୍କ ମଧ୍ୟରୁ ୱାହିଦା ରେହମାନ ଅନ୍ୟତମ। ତାମିଲନାଡୁର ଚେଙ୍ଗାଲପାଟୁରେ ୧୯୩୮, ଫେବୃୟାରୀ ୩ରେ ଜନ୍ମଗ୍ରହଣ କରିଥିଲେ। ୫୦ ଏବଂ ୬୦ ଦଶକରେ ୱାହିଦା ନିଜର ସୌନ୍ଦର୍ଯ୍ୟ ଏବଂ ଚମତ୍କାର ଅଭିନୟ ସହିତ ପ୍ରଶଂସକଙ୍କ ହୃଦୟରେ ରାଜ୍‌ କରୁଥିଲେ।…

ପୁଅର ପ୍ରଥମ ଜନ୍ମଦିନର ଫଟୋ ଶେୟାର କଲେ କମେଡି କିଙ୍ଗ୍‌

ମୁମ୍ବାଇ: କମେଡି କିଙ୍ଗ୍‌ ତଥା ଅଭିନେତା କପିଲ ଶର୍ମା ବୁଧବାର ପ୍ରଶଂସକଙ୍କ ସହ ତାଙ୍କ ପୁଅ ତ୍ରିଶାନଙ୍କ ପ୍ରଥମ ଜନ୍ମଦିନର ଫଟୋ ଶେୟାର କରିଛନ୍ତି। ତ୍ରିଶାନଙ୍କ ପ୍ରଥମ ଜନ୍ମଦିନର ଗୋଟିଏ ଦିନ ପରେ ସେ ସୁନ୍ଦର ଫଟୋଟିଏ ଶେୟାର କରିଛନ୍ତି। ଯେଉଁଥିରେ…

ମେ’ ୧୩ରେ ପ୍ରେକ୍ଷାଳୟକୁ ଆସିବ ଆୟୁଷ୍ମାନଙ୍କ ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ସବୁବେଳେ ନିଜର ଆକ୍ଟିଭିଟିଜ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏଥିସହିତ ସେ ଦେଶର ସମସାମୟିକ ପ୍ରସଙ୍ଗରେ ନିଜର ମତ ପ୍ରକାଶ କରି ବି ଚର୍ଚ୍ଚାକୁ ଆସିଥାନ୍ତି। ସେ ତାଙ୍କର ଆଗାମୀ ଫିଲ୍ମ ‘ଅନେକ’ର ନୂଆ ରିଲିଜ…

ଆଉ ନାହାନ୍ତି ଅଭିନେତା ଅମିତାଭ ଦୟାଲ…

ବମ୍ବେ: ପରଲୋକରେ ବଲିଉଡ୍‌ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ଅମିତାଭ ଦୟାଲ। ବୁଧବାର ସକାଳେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଛି। ସେ ଗତ ୧୩ ଦିନ ଧରି ଅସୁସ୍ଥ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୫୧ ବର୍ଷ ହୋଇଥିଲା। ଅଭିନେତାଙ୍କ ପତ୍ନୀ ମୃଣାଳିନୀ…

ବିଗ୍‌ ବି’ଙ୍କୁ ଏମିତି କହିଲେ ଫିଲ୍ମ ‘ପୁଷ୍ପା’ର ହିରୋଇନ୍‌

ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା’କୁ ନେଇ ରଶ୍ମିକା ମନ୍ଦାନା ଏବେ ଚର୍ଚ୍ଚାରେ। ତେବେ ରଶ୍ମିକାଙ୍କ ଦୁଇଟି ବଲିଉଡ୍‌ ‘ଫିଲ୍ମ ମିଶନ ମଜ୍ନୁ’ ଏବଂ ‘ଗୁଡ୍‌ ବାଏ’ ଆଗକୁ ରିଲିଜ୍‌ ହେବାକୁ ଯାଉଛି। ଏଥିପାଇଁ ସେ ଅତ୍ୟନ୍ତ ଉତ୍ସାହିତ ଅଛନ୍ତି। ସେ ‘ଫିଲ୍ମ…

ଡାକ୍ତରଖାନାରେ ଲୋକପ୍ରିୟ କମେଡିଆନ୍‌ ସୁନିଲ୍‌; ଦୀର୍ଘ ଜୀବନର କାମନା କରୁଛନ୍ତି ପ୍ରଶଂସକ

ବମ୍ବେ: ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ କମେଡିଆନ୍‌ ସୁନିଲ ଗ୍ରୋଭର। ଡା. ମଶହୁର ଗୁଲାଟି ଏବଂ ଗୁତ୍ଥି ଭଳି ଚରିତ୍ରରେ ଅଭିନୟ କରି ଲକ୍ଷ ଲକ୍ଷ ଦର୍ଶକଙ୍କୁ ଖସର ଖୋରାକ ଯୋଗାଉଥିବା ସୁନିଲ ଅସୁସ୍ଥ ହୋଇପଡ଼ିଛନ୍ତି। ବମ୍ବେର ଏସିଆନ୍‌ ହାର୍ଟ ଇନ୍‌ଷ୍ଟିଚ୍ୟୁଟ୍‌ରେ…

୧୧ରେ ଆସିବ ‘କାଥୁଭାକୁଲା ରେଣ୍ଡୁ କାଧଲ’ର ଟିଜର୍‌

ନିର୍ଦ୍ଦେଶକ ଭିଗ୍ନେଶ ଶିବନ ସୋସିଆଲ ମିଡିଆରେ ନେଇ ନିଶ୍ଚିତ କରିଛନ୍ତି ଯେ, ତାଙ୍କର ଆଗାମୀ ଫିଲ୍ମ ‘କାଥୁଭାକୁଲା ରେଣ୍ଡୁ କାଧଲ’ କେବଳ ପ୍ରେକ୍ଷାଳୟରେ ଏପ୍ରିଲରେ ମୁକ୍ତିଲାଭ କରିବ। ଭାଲେଣ୍ଟାଇନ୍ସ ଡେ ପୂର୍ବରୁ ଫେବୃୟାରୀ ୧୧ରେ ଫିଲ୍ମର ଟିଜର୍‌ ୱେବକୁ ଆସିବ ବୋଲି…

ସମିତାଙ୍କ ଜନ୍ମଦିନରେ ରୋମାଣ୍ଟିକ୍‌ ହେଲେ…

ବମ୍ବେ: ବିଗ୍‌ବସ୍‌ ଘରୁ ବାହାରିବା ପରେ ପ୍ରେମିକ ରାକେଶ ବାପତଙ୍କ ସହ ସମୟ ବିତାଉଛନ୍ତି ଅଭିନେତ୍ରୀ ସମିତା ସେଟ୍ଟୀ। ବୁଧବାର ସମିତା ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏଭଳି ଖାସ୍‌ ଦିନରେ ରାକେଶ ନିଜ ସୋସିଆଲ ମିଡିଆରେ ଏକ ରୋମାଣ୍ଟିକ ଫଟୋ…

ଏହି ଦିନ ପ୍ରେକ୍ଷାଳୟକୁ ଆସିବ ବିଗ୍‌-ବି’ଙ୍କ ଫିଲ୍ମ ‘ଝୁଣ୍ଡ’

ମୁମ୍ବାଇ: ଅମିତାଭ ବଚ୍ଚନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଝୁଣ୍ଡ’ମାର୍ଚ୍ଚ ୪ ତାରିଖରେ ପ୍ରେକ୍ଷାଳୟରେ ରିଲିଜ୍‌ ହେବା ନେଇ ଘୋଷଣା ହୋଇଛି। କୋଭିଡ-୧୯ ହେତୁ ଫିଲ୍ମ ନିର୍ମାତା ଫିଲ୍ମର ରିଲିଜ୍‌ ତାରିଖକୁ ସ୍ଥଗିତ ରଖିଥିଲେ। ନିକଟରେ ଅମିତାଭ୍‌ ବଚ୍ଚନ ଫିଲ୍ମର ନୂଆ ପୋଷ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?