ତେଲୁଗୁ ଫିଲ୍ମ ନିର୍ମାତାଙ୍କ ଆତ୍ମହତ୍ୟା
ପଣଜୀ, ୪।୨: ତେଲୁଗୁ ଫିଲ୍ମ ନିର୍ମାତା ସୁକର୍ଣ୍ଣ କୃଷ୍ଣ ପ୍ରସାଦ ଚୌଧୁରୀ ସୋମବାର ଗୋଆସ୍ଥିତ ଭଡ଼ାଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବେଡ୍ରୁମ୍ରୁ ଏକ ସୁଇସାଇଡ୍ ନୋଟ୍ ମିଳିଛି। ପ୍ରାରମ୍ଭିକ ତଦନ୍ତରୁ ସେ…
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ କୋର୍ଟ ଗଲେ ଝିଅ ଆରାଧ୍ୟା
ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ଚାଲିଛି। କିନ୍ତୁ ଉଭୟ ଏନେଇ ଚୁପ୍ ଅଛନ୍ତି। ଏସବୁ ଭିତରେ ଝିଅ ଆରାଧ୍ୟା କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ନିଜ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ମିଥ୍ୟା ରିପୋର୍ଟିଂକୁ ନେଇ ଆରାଧ୍ୟା ପୁଣି ଥରେ କୋର୍ଟ…
ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଲେ ଓଡ଼ିଆ ଝିଅ କରିଶ୍ମା: ଲଞ୍ଚ୍ ପାଇଁ ଡାକିଲେ ବିଗ୍ ବି’
ନୂଆଦିଲ୍ଲୀ,୩।୨: ଓଡ଼ିଶାର ରାଇରଙ୍ଗପୁରର ଝିଅ କରିଶ୍ମା ଶର୍ମା କୌନ ବନେଗା କରୋଡ଼ପତି ୧୬ରେ ତାଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ଦ୍ୱାରା ଅମିତାଭ ବଚ୍ଚନଙ୍କ ହୃଦୟ ଜିତିଛନ୍ତି। ଚ୍ୟାଲେଞ୍ଜିଂ ‘ସୁପର ସନ୍ଦୁକ’ ସେଗମେଣ୍ଟରେ ତାଙ୍କର ସଫଳତା ତାଙ୍କୁ କେବଳ ୧୨,୫୦,୦୦୦ ଟଙ୍କା ଦେଇନାହିଁ ବରଂ…
ଭାରତୀୟ-ଆମେରିକୀୟ ସଙ୍ଗିତକାର ଚନ୍ଦ୍ରିକା ଟଣ୍ଡନଙ୍କୁ ଗ୍ରାମୀ ପୁରସ୍କାର
ଓ୍ବାଶିଂଟନ,୩।୨: ଭାରତୀୟ-ଆମେରିକୀୟ ଗାୟିକା ଏବଂ ଉଦ୍ୟୋଗୀ ଚନ୍ଦ୍ରିକା ଟଣ୍ଡନ ତ୍ରିବେଣୀ ଆଲବମ ପାଇଁ ବେଷ୍ଟ ନ୍ୟୁ ଏଜ, ଆମ୍ବିଏଣ୍ଟ ବା ଚାଣ୍ଟ ଆଲବମ ବର୍ଗରେ ଗ୍ରାମୀ ପୁରସ୍କାର ଜିତିଛନ୍ତି। ରେକର୍ଡିଂ ଏକାଡେମୀ ଦ୍ୱାରା ଆୟୋଜିତ ସବୁଠାରୁ ବଡ଼ ସଙ୍ଗୀତ ପୁରସ୍କାର ସମାରୋହର…
ରୋମାଣ୍ଟିକ ଫିଲ୍ମ କରିବାକୁ ଚାହୁଁଛନ୍ତି ଜୟଦୀପ
ମୁମ୍ବାଇ: ଅଭିନେତା ଜୟଦୀପ ଅହଲାୱତ୍ଙ୍କୁ ନେଇ ଏବେ ଖୁବ୍ ଚର୍ଚ୍ଚା ଲାଗିରହିଛି। ବର୍ତ୍ତମାନ ସୁଦ୍ଧା ସେ କୌଣସି ରୋମାଣ୍ଟିକ ଫିଲ୍ମ କିମ୍ବା ରୋମାଣ୍ଟିକ ଚରିତ୍ରରେ କାର୍ଯ୍ୟ କରିନାହାନ୍ତି। ରୋମାଣ୍ଟିକ ଫିଲ୍ମ କରିବାକୁ ଚାହାନ୍ତି ନାହିଁ କି ବୋଲି ରବିବାର ଏକ ସାକ୍ଷାତ୍କାରରେ ଜୟଦୀପଙ୍କୁ…
ଏହି ହ୍ୟାଣ୍ଡସମ୍ଙ୍କୁ ଡେଟ୍ କରୁଛନ୍ତି ସାମନ୍ଥା? ଫଟୋ ଶେୟାର କରି କଲେ ବଡ଼ ଖୁଲାସା
ହାଇଦ୍ରାବାଦ: ପୁଣି ଥରେ ପ୍ରେମରେ ପଡ଼ିଛନ୍ତି ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ। ଆଜିକାଲି ନିଜର ଆଗାମୀ ସିରିଜ ‘ରକ୍ତ ବ୍ରହ୍ମାଣ୍ଡ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି ସେ। ପ୍ରଶଂସକ ଏବେ ସିରିଜର ରିଲିଜକୁ ଅପେକ୍ଷା କରି ରହିଛନ୍ତି। ଏମିତିରେ ସାମନ୍ଥାଙ୍କ…
Kiss Controversy: ଉଦିତଙ୍କ ପୂର୍ବରୁ ଲିପ୍କିସ୍କୁ ନେଇ ବିବାଦକୁ ଆସିଥିଲେ ଏସବୁ କଳାକାର, ଜଣଙ୍କୁ ଯିବାକୁ ପଡ଼ିଥିଲା କୋର୍ଟ…
ମୁମ୍ବାଇ: ଗ୍ଲାମର୍ ଓ୍ବାଲ୍ଡରେ ବିବାଦ ସାଧାରଣ କଥା। କେତେବେଳେ ସେଲିବ୍ରିଟିମାନଙ୍କ ବ୍ୟବହାର ପ୍ରଶଂସକଙ୍କ ହୃଦୟ ଜିତିଥାଏ ତ କେବେ ଟ୍ରୋଲିଂର କାରଣ ପାଲଟିଥାଏ। ଏବେ ସେମିତି କିଛି ଉଦିତ ନାରାୟଣଙ୍କ ସହ ଘଟିଛି। ଏକ ଲାଇଭ୍ କନ୍ସର୍ଟରେ ମହିଳା ପ୍ରଶଂସକଙ୍କୁ ଚୁମ୍ବନ…
ସୀମା ଟପିଗଲେ ଉଦିତ ନାରାୟଣ, ମହିଳା ପ୍ରଶଂସକଙ୍କ ଗାଲ-ଓଠକୁ ଚୁମ୍ବନ ଦେଇ ବିବାଦରେ…
ମୁମ୍ବାଇ: ବିବାଦରେ ଫସିଛନ୍ତି ଖ୍ୟାତନାମା ଗାୟକ ଉଦିତ ନାରାୟଣ। ଏକ ଲାଇଭ୍ କନ୍ସର୍ଟରେ ଜଣେ ମହିଳା ପ୍ରଶଂସକଙ୍କୁ ସେ ଚୁମ୍ବନ ଦେଇଥିଲେ। ଏହାର ଏକାଧିକ ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ଟ୍ରୋଲ କରାଯାଉଛି। ଏଭଳି ବ୍ୟବହାର ତାଙ୍କଠାରୁ ଆଶା କରାଯାଉ…
ସମ୍ବିତଙ୍କୁ ଏମିତି କ’ଣ ମିଳିଲା ଜନ୍ମଦିନ ଉପହାର, କାହିଁ ସେ ଖୁସି
ଏବେ ସମ୍ବିତଙ୍କ ଖୁସିି କହିଲେ ନ ସରେ। ସେ ବା କେମିତି ଖୁସି ନ ହେବେ କହୁନାହାନ୍ତି ? ପ୍ରଥମ କଥା ହେଲା, ତାଙ୍କ ଅଭିନୀତ ତଥା ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ସନାତନୀ’ ଚଳିତ ମାସ ୭ ତାରିଖରେ ରିଲିଜ…
ବାଙ୍ଗାଲୋରର ଯୁବତୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି Aamir Khan, ପରିବାରରୁ ମିଳିଛି ଗ୍ରିନ୍ ସିଗ୍ନାଲ
ମୁମ୍ବାଇ: ଦୁଇ ଦୁଇ ଥର ବୈବାହିକ ଜୀବନରେ ଝଡ଼। ପରେ ଛାଡ଼ପତ୍ର। ଏମିତିରେ ଏକାକି ଜୀବନ ବିତାଉଥିଲେ ବଲିଉଡର ପ୍ରଫେକ୍ସନାଲିଷ୍ଟ ଆମିର ଖାନ୍। ହେଲେ ଏବେ ସବୁକିଛି ବଦଳିଛି। ସେ ପୁଣି ପ୍ରେମରେ ପଡ଼ିଛନ୍ତି। କଥାଟା ଅରୁଚି ଲାଗିଲେ ବି ବୋଧହୁଏ…
ଷ୍ଟାଇଲିଷ୍ଟ ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍ତାର୍; ଫଟୋ ଭାଇରାଲ୍
ମୁମ୍ବାଇ: ରାପର୍ ରଫ୍ତାର୍ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି। ରଫ୍ତାର୍ଙ୍କ…
Video Viral: ପୁଣି ଭାଙ୍ଗିଲା ରାଖୀ ସାଓ୍ବନ୍ତଙ୍କ ଦୃଦୟ, ବିବାହ କରିବାକୁ ଯାଉଥିବା ପାକିସ୍ତାନୀ ଅଭିନେତା କଲେ ଏମିତି…
ମୁମ୍ବାଇ: ଏଣ୍ଟରଟେନମେଣ୍ଟ କୁଇନ ରାଖୀ ସାୱନ୍ତ ଆଜିକାଲି ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ନିକଟରେ କହିଥିଲେ ଯେ ସେ ତୃତୀୟ ଥର ପାଇଁ ବିବାହ କରିବାକୁ ଯାଉଛନ୍ତି। ରାଖୀ ପାକିସ୍ତାନୀ ଅଭିନେତା ଡୋଡି ଖାନଙ୍କୁ ବିବାହ କରିବା…
Archives


