ମନୋରଞ୍ଜନ

ଆଲିୟାଙ୍କ ଆକଳନ

କଥାରେ ଅଛି ଅପେକ୍ଷାର ଫଳ ମିଠା। ହେଲେ ଅପେକ୍ଷା କରିବାକୁ ଧୈର୍ଯ୍ୟର ଆବଶ୍ୟକତା ରହିଛି। ତେବେ ଏଥିପାଇଁ ମନ ଦୁଃଖ କରୁନାହାନ୍ତି ମହେଶ ତନୟା ଆଲିୟା ଭଟ୍ଟ। କାରଣ ତାଙ୍କ ଅଭିନୀତ ବିଗ୍‌ ବଜେଟ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଆସନ୍ତା ବର୍ଷ ରିଲିଜ…

ପ୍ରଥମ ଫିଲ୍ମର ମିଟିଂ ବେଳେ ସୁରଭିନଙ୍କୁ ଏମିତି ପ୍ରଶ୍ନ…

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରି ହେଉ ଅବା ଟଲିଉଡ୍‌ ଇଣ୍ଡଷ୍ଟ୍ରି ସମସ୍ତେ କାଷ୍ଟିଂ କାଉଚ୍‌ରେ ଶିକାର ହୋଉଛନ୍ତି । ତେବେ ନିକଟରେ ଅଭିନେତ୍ରୀ ସୁରଭିନ ଚାୱଲା ମଧ୍ୟ କାଷ୍ଟିଂ କାଉଚ୍‌ର ଶିକାର ହୋଇଥିବା ନେଇ ମୁହଁ ଖୋଲିଛନ୍ତି। ଏକ ରେଡିଓ କାର୍ଯ୍ୟକ୍ରମର ସାକ୍ଷାତକାରରେ…

ହରନାଜଙ୍କୁ ଗ୍ରାଣ୍ଡ ୱେଲକମ୍‌

ମୁମ୍ବାଇ,୧୬ ।୧୨: ଚଳିତ ବର୍ଷର ମିସ୍ ୟୁନିଭର୍ସ ମୁକୁଟ ବିଜୟିନୀ ହରନାଜ ସାନ୍ଧୁ ବୁଧବାର ବିଳମ୍ବିତ ରାତିରେ ସ୍ୱଦେଶ ଫେରିଛନ୍ତି । ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗ୍ରାଣ୍ଡ ୱେଲକମ୍ କରାଯାଇଛି । ଏହି ସମୟରେ ହରନାଜଙ୍କ…

ଚାଇନାରେ ରିଲିଜ ହେବ ‘ଛିଛୋରେ’

ନୂଆଦିଲ୍ଲୀ,୧୫।୧୨: ସ୍ବର୍ଗତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ‘ଛିଛୋରେ’ ଚାଇନାରେ ରିଲିଜ ହେବ। ଜାତୀୟ ପୁରସ୍କାର ପାଇଥିବା ଫିଲ୍ମ ଆସନ୍ତା ଜାନୁୟାରୀ ୭ ତାରିଖରୁ ଚାଇନା ଥିଏଟରରେ ରିଲିଜ ହେବ ବୋଲି ସୂଚନା ଦେଇଛନ୍ତି ଟ୍ରେଡ୍‌ ଆନାଲିଷ୍ଟ ତରନ…

ବିବାହକୁ ନେଇ ଭିକିଙ୍କ ବଡ଼ ଖୁଲାସା: ଏମିତି ସର୍ତ୍ତ ରଖିଥିଲେ କ୍ୟାଟ୍ରିନା

ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଭିକି କୌଶାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଗତ ୯ ତାରିଖରେ ରାଜସ୍ଥାନର ସୱାଇ ମାଧୋପୁର ସିକ୍ସ ସେନ୍ସ ଫୋର୍ଟରେ ବିବାହ କରିଛନ୍ତି। ତେବେ ବିବାହକୁ ନେଇ ଏବେ ଭିକି ବଡ଼ ଖୁଲାସା କରିଛନ୍ତି । ଭିକିଙ୍କ…

ଫିଲ୍ମ ‘ପୁଷ୍ପା’ର ଆଇଟମ୍‌ ଗୀତକୁ ନେଇ ବଢିଲା ବିବାଦ

ହାଇଦ୍ରାବାଦ: ବହୁ ପ୍ରତିକ୍ଷୀତ ଫିଲ୍ମ ‘ପୁଷ୍ପା’ ଶୁକ୍ରବାର ତେଲୁଗୁ ଭାଷାରେ ମୁକ୍ତିଲାଭ କରିବାକୁ ଯାଉଛି । ଏହି ଚଳଚ୍ଚିତ୍ରର ପ୍ରମୋଶନ ମଧ୍ୟ ଆରମ୍ଭ ହୋଇଯାଇଛି। ତେବେ ନିକଟରେ ଏହି ଫିଲ୍ମର ଆଇଟମ୍‌ ଗୀତ ରିଲିଜ୍‌ ହୋଇଛି। ଯାହାକୁ ନେଇ ଏବେ ଅଢୁଆ…

ରିଲିଜ୍ ପୂର୍ବରୁ ଅଡୁଆରେ ‘ପୁଷ୍ପା’!

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ମୋଷ୍ଟ ୱାଣ୍ଟେଡ ଫିଲ୍ମ ‘ପୁଷ୍ପା-ଦ ରାଇଜ’ ଆସନ୍ତା ୧୭ ତାରିଖରେ ରିଲିଜ୍ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ମିଳିଥିବା ଖବରରୁ ଜଣାପଡିଛି ମେକର୍ସଙ୍କ ବିରୋଧରେ ଅଭିଯୋଗ ହୋଇଛି । କୁହାଯାଇଛି କି…

ଆଇଫା ୨୦୨୨କୁ ହୋଷ୍ଟ କରିବେ ସଲମାନ

ମୁମ୍ବାଇ: ଅନ୍ତରାଷ୍ଟ୍ରୀୟ ଭାରତୀୟ ଫିଲ୍ମ ଏକାଡେମୀ ୱିକେଣ୍ଡ ଆଣ୍ଡ ଆୱାର୍ଡସର ୨୨ତମ ସଂସ୍କରଣ ୧୮ ଓ ୧୯ ମାର୍ଚ୍ଚ ୨୦୨୨ରେ ୟାଶ ଆଇଜଲ୍ୟାଣ୍ଡ ବା ୟାଶ ଦ୍ୱିପ ଆବୁଧାବିରେ ଏତିହାଦ ଏରିନାରେ ଆୟୋଜିତ ହୋଇଛି । ଏହି ଆୱାର୍ଡ ନାଇଟକୁ ସୁପରଷ୍ଟାର…

ଜନ ଆବ୍ରାହମଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଜନ ଆବ୍ରାହମଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌ ହୋଇଛି। କେହି ଜଣେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟକୁ ହ୍ୟାକ୍‌ କରିଦେଇଛନ୍ତି। ଏଥିସହ ଅଭିନେତାଙ୍କ ସମସ୍ତ ଇନ୍‌ଷ୍ଟାଗ୍ରାମ ପୋଷ୍ଟକୁ ଡିଲିଟ୍‌ ମଧ୍ୟ କରିଦେଇଛି। ତେବେ ତାଙ୍କ ଆକାଉଣ୍ଟକୁ କିଏ ହ୍ୟାକ୍‌ କରିଛି…

କ୍ୟାଟ୍ରିନା-ଭିକିଙ୍କ ପାଇଁ ଉପହାର ପଠାଇଲେ ସଲମାନ୍‌: ଦାମ୍‌ ଜାଣିଲେ…

ଡିସେମ୍ବର ୯ରେ ବଲିଉଡ୍‌ ଅଭିନେତଈ କ୍ୟାଟ୍ରିନା କୈଫ ଏବଂ ଭିକି କୌଶଲ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ପରେ ଏବେ ଉପହାର ଦେବା ନେବା ଚାଲିଛି। କ୍ୟାଟ୍ରିନା-ଭିକି ଅନେକ ସାଥୀ କଳାକାର, ବନ୍ଧୁଙ୍କ ଦେବୀ ଘିଅରେ ଲଡୁ ଏବଂ କାର୍ଡ…

ହରନାଜ୍‌ ପିନ୍ଧିଥିବା ମୁକୁଟର ଦାମ କେତେ ଜାଣନ୍ତି

ନୂଆଦିଲ୍ଲୀ,୧୪।୧୨:ଭାରତର ହରନାଜ୍‌ ସାନ୍ଧୁ ମିସ ୟୁନିଭର୍ସ ୨୦୨୧ର ମୁକୁଟ ଜିତିଛନ୍ତି। ୨ଲାମିଟ ବର୍ଷ ବୟସରେ ହରନାଜ୍‌ ଟାଇଟେଲ୍‌ ହାତେଇଛନ୍ତି। ୭୦ ତମ ମିସ ୟୁନିଭର୍ସ ପ୍ରତିଯୋଗିତା ଚଳିତ ବର୍ଷ ଡିସେମ୍ବର ୧୨ରେ ଇସ୍ରାଏଲରେ ହୋଇଥିଲା। ତୃତୀୟ ଥର ପାଇଁ ମିସ ୟୁନିଭର୍ସ…

ଦୁଃଖ ପ୍ରକାଶ କଲେ ରଶ୍ମୀକା

ତେଲୁଗୁ ଅଭିନେତ୍ରୀ ରଶ୍ମୀକା ମନ୍ଦାନାଙ୍କୁ କିଏ ବା ନ ଜାଣେ। ସବୁବେଳେ ନୂଆ ନୂଆ ଫଟୋ, ଭିଡିଓ ଶେୟାର କରି ଚର୍ଚ୍ଚାରେ ରୁହନ୍ତି। ନିକଟରେ ତାଙ୍କ ଆଗାମୀ ଫିଲ୍ମକୁ ନେଇ ଏକ ଇଭେଣ୍ଟର ଅୟୋଜନ ହୋଇଥିଲା। ସେଥିରେ ସେ ଏକ କଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri