ମନୋରଞ୍ଜନ

ହାତକୁ ଦୁଇ ହାତ ହେଲେ ଟେଲି ପରଦାର ‘ମହାଦେବ’

ବମ୍ବେ: ହାତକୁ ଦୁଇ ହାତ ହୋଇଛନ୍ତି ଦେବୋ କେ ଦେବ ମହାଦେବ ଫେମ୍‌ ଅଭିନେତା ମୋହିତ ରାଇନା। ବେଶ ଗୋପନୀୟ ଭାବେ ଏହି ବିବାହ ସମ୍ପନ୍ନ ହୋଇଛି। ନୂଆବର୍ଷର ଖାସ ଅବସରରେ ଅଭିନେତା ନିଜର ଇନ୍‌ଷ୍ଟାଗ୍ରାମରେ ସ୍ତ୍ରୀ ଅଦିତିଙ୍କ ସହ ବିବାହ…

ଖୁସି ଖବର ଦେଲେ କାଜଲ

ବଲିଉଡ୍‌ ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କ ପ୍ରଶଂସକଙ୍କ ପାଇଁ ନୂଆ ବର୍ଷରେ ଏକ ଖୁସି ଖବର ଦେଇଛନ୍ତି। କିଛି ଦିନ ହେବ କାଜଲଙ୍କ ବିଷୟରେ କଳ୍ପନାଜଳ୍ପନା ଚାଲିଥିଲା ସେ ଗର୍ଭବତୀ ଅଛନ୍ତି, କିନ୍ତୁ ଏବେ କାଜଲଙ୍କ ସ୍ବାମୀ ଗୌତମ କିଚଲୁ ଏହି ଖବରକୁ…

୨୦୨୨ରେ ଗୋଟିଏ ଫିଲ୍ମରେ ହେବ ୩ ଷ୍ଟାର କିଡଙ୍କ ଡେବ୍ୟୁ

ମୁମ୍ବାଇ: ଗତ ବର୍ଷ ଅର୍ଥାତ୍ ୨୦୨୧ ଚଳଚ୍ଚିତ୍ର ଜଗତ ପାଇଁ ଏତେଟା ଭଲ ନ ଥିଲା । ବର୍ଷର ଶେଷ ବେଳକୁ ସିନେମା ହଲ୍ ଗୁଡିକ ଖୋଲିବା ଆରମ୍ଭ ହୋଇଥିବା ବେଳେ ପୁଣିଥରେ ଏହା ବନ୍ଦ ହେବା ଏଣ୍ଟରଟେନମେଣ୍ଟ ଦୁନିଆ ପାଇଁ…

ରଣବୀରଙ୍କ ଆଖିରେ ଲୁହ

ବଲିଉଡ୍‌ ଅଭିନେତା ରଣବୀର ସିଂ ଆଜିକାଲି ତାଙ୍କ ଟିଭି ସୋ ‘ବିଗ ପିକ୍ଚର୍‌’ ସହିତ ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରୁଛନ୍ତି। ସାଧାରଣ ଲୋକଙ୍କ ସହିତ ସେଲିବ୍ରିଟିମାନେ ମଧ୍ୟ ଏହି ଶୋ’ରେ ଅଂଶଗ୍ରହଣ କରନ୍ତି। ଏହି ଧାରାବାହିକରେ, ନୂଆ ବର୍ଷ ଅବସରରେ ବଲିଉଡର…

ଶର୍ଟଲେସ୍‌ ହେଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ହ୍ୟାଣ୍ଡସମ ଏବଂ ଏନର୍ଜେଟିକ୍‌ ଅଭିନେତା ରଣବୀର ସିଂହ ନୂଆବର୍ଷର ପ୍ରଥମ ଦିନଟି ବେଶ୍‌ ଭଲରେ କାଟିଛନ୍ତି। ଲେଡି ଲଭ୍‌ ଦୀପିକା ପାଦୁକୋନଙ୍କ ସହ ସେ ନୂଆବର୍ଷ ପାଳନ କରିଥିବା ଦେଖିବାକୁ ମିଳିଛି। ପ୍ରଶଂସକମାନଙ୍କ ପାଇଁ ରଣବୀର ଏହି…

ଶ୍ରୋତାଙ୍କୁ ମତୁଆଲା କରେ ପ୍ରୟତାତ୍ମାଙ୍କ ସଙ୍ଗୀତ

ନିଜ କଣ୍ଠର ଯାଦୁକରି ସ୍ପର୍ଶରେ ଓଡ଼ିଶାର ଅଗଣିତ ଶ୍ରୋତାଙ୍କ ହୃଦୟରେ ଘର କରି ସଙ୍ଗୀତ ଦୁନିଆରେ ବର୍ତ୍ତମାନ ଖୁବ୍‌ ଚର୍ଚ୍ଚାର ପରିସରରେ ଅଛନ୍ତି ପ୍ରୟତାତ୍ମା ରଥ। ନୟାଗଡ଼ ଜିଲା ଅନ୍ତର୍ଗତ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କର ଜନ୍ମପୀଠ ତଥା ସାଧନାସ୍ଥଳୀ ଭାବରେ ପରିଚିତ…

୧୩୪ କୋଟିର ମାଲିକାଣୀ ବିଦ୍ୟା

ମୁମ୍ବାଇ: ନୂଆ ବର୍ଷରେ ଜନ୍ମଦିନ ପାଳିଛନ୍ତି ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ ସେ ଥରେ ରାଷ୍ଟ୍ରୀୟ ପୁରସ୍କାର ସହ ୫ ଥର ଫିଲ୍ମ ଫେୟାର ପୁରସ୍କାରରେ ସମ୍ମାନିତ…

ପ୍ରେମିକାଙ୍କ ସହ ନୂଆବର୍ଷ ପାଳିଲେ ଭାଇଜାନ

ମୁମ୍ବାଇ: ଇଂରାଜୀ ନବବର୍ଷ ଆଜିଠୁ ଆରମ୍ଭ ହୋଇଛି। ବଲିଉଡ୍‌ କଳାକାରମାନେ ମଧ୍ୟ ଏହିଦିନଟିକୁ କରୋନା କଟକଣା ମଧ୍ୟରେ ପାଳନ କରୁଛନ୍ତି। ଏଥିସହିତ ସୋସିଆଲ ମିଡିଆରେ ଫଟୋ ବି ଶେୟାର କରିଛନ୍ତି ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ ତଥାକଥିତ ପ୍ରେମିକା ୟୁଲିଆ ବନ୍ତୁର…

୧୩୪ କୋଟିର ମାଲିକାଣି

ବମ୍ବେ: ନୂଆ ବର୍ଷରେ ଜନ୍ମଦିନ ପାଳୁଛନ୍ତି ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ ସେ ଥରେ ରାଷ୍ଟ୍ରୀୟ ପୁରସ୍କାର ସହ ୫ ଥର ଫିଲ୍ମ ଫେୟାର ପୁରସ୍କାରରେ ସମ୍ମାନୀତ…

ଆଡଲ୍ଟ ଚରିତ୍ରରେ ଅଭିନୟ କରି ରାତାରାତି ପ୍ରସିଦ୍ଧି ଲାଭ କରିଥିଲେ ବିଦ୍ୟା

ମୁମ୍ବାଇ: ବର୍ଷ ଆରମ୍ଭରେ ଜନ୍ମଦିନ ପାଳନ କରିଛନ୍ତି ବଲିଉଡର ଡାର୍ଟି ଗର୍ଲ ବିଦ୍ୟା ବଲାନ । ୪୩ ବର୍ଷରେ ପାଦ ଦେଇଥିବା ବିଦ୍ୟା ଡାର୍ଟି ପିକଚର, ଇସ୍କିୟା, ପା ଭଳି ଫିଲ୍ମ ଭେଟିଦେଇ ଦର୍ଶକଙ୍କ ହୃଦୟରେ ସୃଷ୍ଟି କରିଛନ୍ତି ନିଜର ଏକ…

‘୮୩’ ଫ୍ଲପ ହେବା ପରେ ବି ରଣବୀରଙ୍କ ହାତରେ ୫ ବାୟୋପିକ ଅଫର୍‌

ମୁମ୍ବାଇ: ବଲିଉଡ୍ ନାୟକ ରଣବୀର ସିଂ ଏବେ ଖୁବ୍ ଚର୍ଚ୍ଚାରେ । ତାଙ୍କ ଅଭିନୀତ ଫିଲ୍ମ ‘୮୩’ ୨୪ ଡିସେମ୍ବରରେ ରିଲିଜ୍ ହୋଇଛି । ଯାହା ଆଶା କରାଯାଉଥିଲା ସେହି ଅନୁଯାୟୀ ଦର୍ଶକଙ୍କ ମନ ଜିତି ପାରିଲା ନାହିଁ ଫିଲ୍ମ ।…

ଆଉ ଜଣେ ଅଭିନେତ୍ରୀ କରୋନା ଆକ୍ରାନ୍ତ

ମୁମ୍ବାଇ: କରୋନା ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ବଲିଉଡ୍‌ ଇଣ୍ଡଷ୍ଟ୍ରି ମଧ୍ୟ ଏଥିରୁ ବାଦ୍‌ ପଡ଼ିନି। ଜଣକ ପରେ ଜଣେ ସେଲିବ୍ରିଟି କରୋନାରେ ଆକ୍ରାନ୍ତ ହେଉଛନ୍ତି। ଶନିବାର ଅଭିନେତ୍ରୀ ମୃଣାଳ ଠାକୁରଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?