ମନୋରଞ୍ଜନ

ଓଟିଟି ପ୍ଲାଟଫର୍ମରେ କ୍ରାଇମ ସିରିଜ ଜୌନପୁର

ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ଏବଂ ଦୃତ ଅଭିବୃଦ୍ଧିଶୀଳ ଓଟିଟି ପ୍ଲାଟ୍‌ଫର୍ମରେ ଏକ ନୂତନ କ୍ରାଇମ୍‌ ସିରିଜ୍‌ ‘ଜୌନପୁର’ର ପ୍ରିମିୟର ଶୁଭାରମ୍ଭ ହୋଇଛି। ଏହି ସିରିଜ୍‌ରେ ୟୁପିର ଅନ୍ୟତମ ମୋଷ୍ଟ ୱାଣ୍ଟେଡ୍‌ ଗ୍ୟାଙ୍ଗଷ୍ଟରର ଜୀବନ କାହାଣୀ ଉପରେ ଆଧାରିତ। ଜୌନପୁରରେ ସୁଟିଂ…

ଭଗବତ ଗୀତା ପଢୁଛନ୍ତି ଉର୍ଫି ଜାଭେଦ

ବିଗ ବସ ଓଟିଟି ଫେମ୍‌ ଉର୍ଫି ଜାଭେଦଙ୍କୁ ଏବେ ବିବାହ ଚିନ୍ତା ପଡିଛି। ଏଥିପାଇଁ ସେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବିବାହ ପାଇଁ ସେ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି। କଦାପି ମୁସଲମାନ ପୁରୁଷଙ୍କୁ ବିବାହ କରିବେ ନାହିଁ ବୋଲି କହିଛନ୍ତି…

ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’

ମୁମ୍ବାଇ: କବୀର ଖାନଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’ ଗୁରୁବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛିି। ଏହାକୁ ଦେଖିବା ପାଇଁ ଅନେକ ଦର୍ଶକ ଅପେକ୍ଷା କର ରହିଛନ୍ତି। ଏହି ଫିଲ୍ମରେ ରଣଭୀର ଭାରତୀୟ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଭୂମିକାରେ…

ହ୍ରିତିକ୍‌ଙ୍କ ସହ ଚୁମ୍ବନ ଦୃଶ୍ୟକୁ ନେଇ ଏହି ଅଭିନେତ୍ରୀଙ୍କୁ ମିଳିଥିଲା ନୋଟିସ୍‌, ପରେ ରଣବିରଙ୍କୁ…

ବମ୍ବେ: ପାନାମା ପେପର୍ସ ଲିକ୍‌ ମାମଲାକୁ ନେଇ ଚର୍ଚ୍ଚାରେ ବଲିଉଡର ଖ୍ୟାତନାମା ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ। ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ତାଙ୍କୁ ପଚରାଉଚରା କରାଯାଇଥିଲା। ତେବେ ବିଗତ ଦିନଗୁଡ଼ିକ ଦେଖିଲେ ଏହା ପ୍ରଥମ ଥର ନୁହେଁ ଯେତେବେଳେ କେଉଁ…

ଆହତ ହେଲେ ଟାଇଗର!

ମୁମ୍ବାଇ: ବଲିଉଡ୍‌ର ଆକ୍ସନ ହିରୋ ଟାଇଗର ଶ୍ରଫ ଏବେ ତାଙ୍କ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି । ଯାହାକୁ ଦେଖିବା ପରେ ତାଙ୍କ ପ୍ରଶଂସକମାନେ ଖୁସି ହେବା ପରିବର୍ତ୍ତେ ଦୁଃଖି ହୋଇଯାଇଛନ୍ତି । କାରଣ ଫଟୋରେ ଅଭିନେତାଙ୍କ ଆଖିତଳେ ଏକ…

ଏବେ ପ୍ରିୟଙ୍କା କହିଲେ କାରଣ

ବମ୍ବେ: ନିଜଠାରୁ ବୟସରେ ଢ଼େରଗୁଣା ସାନ ପ୍ରେମିକାଙ୍କ ହାତ ଧରି ଚର୍ଚ୍ଚାରେ ରହିଥିଲେ ପ୍ରିୟଙ୍କା ଚୋପ୍ରା। ନିକଟରେ ସେ ନିଜ ନାମରୁ ‘ଜୋନାସ’ ସରନେମ୍‌ ହଟାଇଥିଲେ। ଏହାପରଠାରୁ ନିକ୍‌ ଏବଂ ତାଙ୍କ ମଧ୍ୟରେ ସମ୍ପର୍କ ଖଟା ହୋଇଥିବା ଚର୍ଚ୍ଚା ହେଉଥିଲା। ହେଲେ…

‘ରାୱଡି ରାଠୋର’ ସିକ୍ୱିଏଲ ସହ ଫେରୁଛନ୍ତି ଅକ୍ଷୟ

ମୁମ୍ବାଇ: ବଲିଉଡର ସୁପରହିଟ୍ ମୁଭି ମଧ୍ୟରେ ଅନ୍ୟତମ ହେଉଛି ‘ରାୱଠି ରାଠୋର’ । ୨୦୧୨ରେ ନିର୍ମାଣ ହୋଇଥିବା ଏହି ଫିଲ୍ମ ବକ୍ସ ଅଫିସରେ ଭଲ ବିଜନେସ୍ ବି କରିଥିଲା । ପ୍ରଭୁ ଦେବା ଏହାର ନିର୍ଦ୍ଦେଶକ ଥିବା ବେଳେ ସଞ୍ଜୟ ଲିଲା…

‘ଅକ୍ଷୟ ମୋତେ ବ୍ୟବହାର କରି…’ ବ୍ରେକ୍‌ଅପ୍‌ ପରେ ଶିଳ୍ପା…

ବମ୍ବେ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ସଫଳ ଅଭିନେତାଙ୍କ ମଧ୍ୟରୁ ଜଣେ। ସେ ନିଜର କର୍ମ ଜୀବନ ସହ ବ୍ୟକ୍ତିଗତ ଜୀବନ ମଧ୍ୟରେ ସମନ୍ବୟ ରଖିଥାନ୍ତି। ହେଲେ ବିଗତ ଦିନ ଦେଖିଲେ ଅନେକ ଅଭିନେତ୍ରୀଙ୍କ ସହ ତାଙ୍କ ନାମ ଯୋଡ଼ି ହୋଇଛି।…

ଗୋଆରେ ଛୁଟି କାଟୁଛନ୍ତି ତେନ୍ଦୁଲକରଙ୍କ ଝିଅ

ମୁମ୍ବାଇ: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ସୁପରହିଟ୍‌। ସାରାଙ୍କ ପ୍ରତ୍ୟେକ ଫଟୋ ତୀବ୍ର ବେଗରେ ଭାଇରାଲ ହୋଇଥାଏ। ଏବେ ସାରାଙ୍କର ଏକ ଫଟୋ ଭାଇରାଲ ହେଉଛି। ସାରା ବର୍ତ୍ତମାନ ଗୋଆରେ ଛୁଟି କାଟୁଛନ୍ତି। ସାରା…

‘୮୩’ ଫିଲ୍ମ ପାଇଁ କପିଳ ଦେବ କେତେ ଟଙ୍କା ନେଇଛନ୍ତି ଜାଣନ୍ତି

ଅଭିନେତା ରଣଭୀର ସିଂଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’ ଡିସେମ୍ବର ୨୪ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ଫିଲ୍ମରେ ରଣଭୀର ଭାରତୀୟ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ୧୯୮୩ ମସିହାରେ କପିଲ ଦେବଙ୍କ ଅଧିନାୟକତ୍ୱରେ ଲର୍ଡସରେ…

ଫିଲ୍ମ ‘୮୩’ କୁ ଟ୍ୟାକ୍ସ୍‌ ଫ୍ରି’ ଘୋଷଣା କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୨।୧୨: କବୀର ଖାନଙ୍କ ନିର୍ଦ୍ଦେଶିତ ଫିଲ୍ମ ‘୮୩’ ଡିସେମ୍ବର ୨୪ରେ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ଦେଖିବା ପାଇଁ ଅନେକ ଦର୍ଶକ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ଅଭିନେତା ରଣଭୀର ସିଂ ଅଭିନୟ କରିଛନ୍ତି। ତେବେ ମଙ୍ଗଳବାର ଦିଲ୍ଲୀରେ ଟିକସ ମୁକ୍ତ…

ଭାଜପାକୁ ଅଭିଶାପ ଦେଇ ଟ୍ରୋଲ ହେଲେ ଜୟା

ନୂଆଦିଲ୍ଲୀ,୧୨।୧୨: ପାର୍ଲାମେଣ୍ଟରେ ପୁଣି ନିଜର କ୍ରୋଧ ପ୍ରକାଶ କରି ସମାଜବାଦୀ ପାର୍ଟି ଏମ୍‌ପି ତଥା ଅଭିନେତ୍ରୀ ଜୟା ବଚ୍ଚନ ପୁଣି ଚର୍ଚ୍ଚାରେ ଅଛନ୍ତି। ରାଜ୍ୟ ସଭାରେ ତାଙ୍କ ବିରୋଧରେ ଆସିଥିବା ବ୍ୟକ୍ତିଗତ ମନ୍ତବ୍ୟରେ ଖୁସି ନ ଥିବା ଜୟା ଭାଜପା ଏମ୍‌ପିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?