ମନୋରଞ୍ଜନ

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା। ସେ ବିନା ଡାଏଲଗ୍‌ରେ ଏମିତି ଏକ ଫିଲ୍ମ ନିର୍ମାଣ କରିଛନ୍ତି, ଯାହା ଚର୍ଚ୍ଚାର…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ ସ୍ତବ୍ଧ ହୋଇଯାଇଛନ୍ତି। ତେବେ ଏହି ନିଷ୍ପତ୍ତିକୁ ସକାରାତ୍ମକ ଭାବେ ଗ୍ରହଣ କରି ପ୍ରଖ୍ୟାତ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ ପ୍ଲେବ୍ୟାକ୍‌ ସିଂଙ୍ଗିରୁ ଅବସର ନେଇ ଘୋଷଣା କରିଥିଲେ। ଏହାପରଠାରୁ ତାଙ୍କୁ ନେଇ ଅନେକ…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର ଶିରୋନାମାରେ ରହୁଥିଲେ। କାରଣ ବିବାହର ଦଶନ୍ଧି ହେବାକୁ ଯାଉଥିଲେ ହେଁ ସନ୍ତାନ ନ…

ହଠାତ୍‌ ପ୍ଲେବ୍ୟାକ ସିଙ୍ଗିଙ୍ଗ୍‌ରୁ କାହିଁକି ସନ୍ନ୍ୟାସ ନେଲେ ଅରିଜିତ? ଅସଲ କାରଣ ଖୋଲି କହିଦେଲେ ଗାୟକ

ମୁମ୍ବାଇ: ପ୍ରଖ୍ୟାତ ଗାୟକ ଅରିଜିତ ସିଂ ପ୍ଲେବ୍ୟାକ ସିଙ୍ଗିଙ୍ଗ୍‌ରୁ ଅବସର ଘୋଷଣା କରିବା ପରେ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଯାଇଛି। କେହି କଳ୍ପନା କରିନଥିଲେ ଯେ ମାତ୍ର ୩୮ ବର୍ଷ ବୟସରେ ଅରିଜିତ ତାଙ୍କ ସିଙ୍ଗିଙ୍ଗ୍‌ କ୍ୟାରିଅରକୁ ଏତେ…

ଗୋଟିଏ ଲାଇଭ ଶୋ ପାଇଁ ନିଅନ୍ତି କୋଟି କୋଟି ଟଙ୍କା, ଅରିଜିତ ସିଂଙ୍କ ସମ୍ପତ୍ତି ମୂଲ୍ୟ ଜାଣିଲେ…

ମୁମ୍ବାଇ: ପ୍ରସିଦ୍ଧ ବଲିଉଡ ଗାୟକ ଅରିଜିତ ସିଂ ଅନେକ ଫିଲ୍ମରେ ଗୀତ ଗାଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ସେ ଯେକୌଣସି ଗୀତକୁ କିପରି ଜୀବନ୍ତ କରିବେ ତାହା ସେ ଜାଣନ୍ତି। ଏବେ, ଗାୟକ ଏକ ପୋଷ୍ଟରେ ପ୍ଲେବ୍ୟାକ ସିଙ୍ଗିଙ୍ଗ୍‌ରୁ ଅବସର ଘୋଷଣା…

ଆଉ ଶୁଭିବନି ଅରିଜିତଙ୍କ ସ୍ୱର: ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଲେ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ପ୍ଲେବ୍ୟାକ୍ ଗାୟକ ଅରିଜିତ୍ ସିଂ ମଙ୍ଗଳବାର ଏକ ବଡ଼ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେ ଚଳଚ୍ଚିତ୍ର ପାଇଁ କଣ୍ଠଦାନ ବା ପ୍ଲେବ୍ୟାକ୍ ସିଙ୍ଗିଙ୍ଗ୍‌ରୁ ଅବସର ନେଉଥିବା ଜଣାଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି…

ମେଟ୍ରୋରେ ଷ୍ଟଣ୍ଟ କରିବା ପଡିଲା ମହଙ୍ଗା, ବରୁଣ ଧାୱନଙ୍କୁ ଜରିମାନା!

ମୁମ୍ବାଇ,୨୭।୧: ବର୍ଡର ୨କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ, ଅଭିନେତା ବରୁଣ ଧାୱନ ପୁଣି ଥରେ ଲାଇମଲାଇଟକୁ ଆସିଛନ୍ତି । ମୁମ୍ବାଇ ମେଟ୍ରୋ କୋଚରେ ତାଙ୍କର ପୁଲ୍-ଅପ୍ କରୁଥିବାର ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହୋଇଛି। ଶନିବାର, ଅଭିନେତା ଏକ ସିନେମା…

ଲାଲ ବିକିନିରେ ଭାଇରାଲ ହେଲା ଡାକ୍ତରାଣୀରୁ ମଡେଲ ସାଜିଥିବା ମାନୁଷୀଙ୍କ ଫଟୋ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଏବଂ ପୂର୍ବତନ ମିସ ୱାଲର୍‌ଡ ମାନୁଷୀ ଚିଲ୍ଲର ପୁଣି ଥରେ ତାଙ୍କ ଗ୍ଲାମରସ ଷ୍ଟାଇଲ ପାଇଁ ଖବରରେ ଅଛନ୍ତି। ସମ୍ପ୍ରତି ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି, ଯେଉଁଥିରେ ତାଙ୍କୁ ଲାଲ ବିକିନି ପିନ୍ଧିଥିବା…

ଖୁସିଖବର ଦେଲେ ରଣବୀର: ବହୁତ ରୋମାଞ୍ଚକର…

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ତାଙ୍କ ଆଗାମୀ ଫିଲ୍ମ ପାଇଁ ବ୍ୟସ୍ତ ଅଛନ୍ତି। ତାଙ୍କର ଅନେକ ବଡ଼ ପ୍ରୋଜେକ୍ଟ କାମ ଚାଲିଛି। ରଣବୀରଙ୍କ ଦୁଇଟି ପ୍ରମୁଖ ପ୍ରୋଜେକ୍ଟ ହେଉଛି ସଞ୍ଜୟ ଲୀଲା ଭଂସାଲୀଙ୍କ ଲଭ ଆଣ୍ଡ ୱାର୍‌ ଏବଂ ନିତେଶ…

ଚର୍ଚ୍ଚାରେ ପଶ୍ଚିମବଙ୍ଗ, ମଧ୍ୟରାତ୍ରିରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଭିନେତ୍ରୀଙ୍କୁ ଦୁର୍ବ୍ୟବହାର

କୋଲକାତା,୨୭।୧: ଅଭିନେତ୍ରୀ ତଥା ପୂର୍ବତନ ଏମପି ମିମି ଚକ୍ରବର୍ତ୍ତୀ ଉତ୍ତର ୨୪ ପରଗନା ଜିଲାର ବନଗାଓଁରେ ମଞ୍ଚ ଉପରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟରେ ନିର୍ଯାତନା ଅଭିଯୋଗ କରି ପୋଲିସରେ ଅଭିଯୋଗ ଦାଖଲ କରିଛନ୍ତି। ମିମିଙ୍କ ଅଭିଯୋଗ ଅନୁଯାୟୀ, ସେ ରବିବାର…

ଅଲ୍‌ବିଦା ଅଭିଜିତ୍‌: ଜାଣନ୍ତୁ କେମିତି ପାଇଥିଲେ ସଂଘର୍ଷରୁ ସଫଳତା

ଅଲ୍‌ବିଦା ଅଭିଜିତ୍‌। ଓଡ଼ିଆ ଚଳଚ୍ଚିତ୍ର ହେଉ କି ଆଲବମ୍‌ ଅବା ଷ୍ଟେଜ୍‌ ଶୋ’-ସେ ସତେଯେମିତି ତାଙ୍କର ଆଧିପତ୍ୟ ବିସ୍ତାର କରି ରହିଥିଲେ। ଗୀତ ଯେଉଁଭଳି ହେଉନା କାହିଁକି ତାକୁ ସେ ଏଭଳି ସ୍ବରାୟିତ କରୁଥିଲେ, ଯାହା ଶ୍ରୋତାଙ୍କୁ ପ୍ରଭାବିତ କରିବାରେ ସକ୍ଷମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri