ମନୋରଞ୍ଜନ

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ କରିଥିବା ଆବେଦନ ପ୍ରତ୍ୟାହାର କରିଥିଲେ। ଏହା ମଧ୍ୟରେ ଗତକାଲି ମୁମ୍ବାଇରେ ରାଖୀଙ୍କ ସହ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ ମତଭେଦ ଥିବା ଏବଂ ଛାଡପତ୍ର ହୋଇପାରେ ବୋଲି ଖବର ସାମ୍ନାକୁ ଆସିଥିଲା। ତେବେ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ ଏକାଠି ଏହି ଗୁଜବଗୁଡ଼ିକୁ ଦୂର କରିଦେଇଥିଲେ, କିନ୍ତୁ ଏବେ ଏହା ଦେଖାଯାଉଛି ଯେ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ ରହିଥିଲେ। ପ୍ରଥମେ ସାପ ଧରାଳି ବିକି ଦୁବେଙ୍କୁ ବାନ୍ଦ୍ରା ଓ୍ବେଷ୍ଟସ୍ଥିତ ବଙ୍ଗଳାକୁ ଡକାଯାଇଥିବାବେଳେ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର ରିଲିଜ ତାରିଖ ଘୁଞ୍ଚାଇ ଦିଆଯାଇଥିଲା। ଏବେ ସୁପ୍ରିମକୋର୍ଟରୁ ଗ୍ରୀନ ସିଗ୍‌ନାଲ ମିଳିବା ପରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ ଜୀବନର କାହାଣୀ ବାଣ୍ଟିଥାନ୍ତି କିମ୍ବା ସ୍ମରଣୀୟ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଥାନ୍ତି। ନିକଟରେ ସେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ ପରିବାର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଜରିଆରେ ଏହି ଦୁଃଖଦ ଖବର ଦେଇଛନ୍ତି ।…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ RPF ଯବାନଙ୍କ ସହ ଝଗଡ଼ା ଓ ହଙ୍ଗାମା କରିଥିବା ଅଭିଯୋଗ ରହିଛି ।…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ ପାନ ମସଲା’ ବିଜ୍ଞାପନ ସମ୍ପର୍କରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA)…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି ସେ। କହିବାର ତାତ୍ପର୍ଯ୍ୟ ଏବେ ତାଙ୍କର କଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?