ମନୋରଞ୍ଜନ

ପାକିସ୍ତାନୀ ଡିଜାଇନରଙ୍କ ସହ ଫଟୋ ଶେୟାର କରି ଟ୍ରୋଲ ହେଲେ କରୀନା

ମୁମ୍ବାଇ: ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଦେଶରେ ପାକିସ୍ତାନ ବିରୁଦ୍ଧରେ କ୍ରୋଧ ଶୀର୍ଷରେ ପହଞ୍ଚିଛି। ଏହି ସମୟରେ, ବଲିଉଡ ଅଭିନେତ୍ରୀ କରୀନା କପୁରଙ୍କ ପାକିସ୍ତାନୀ ଡିଜାଇନର ଫରାଜ ମନନଙ୍କ ସହ ଫଟୋ ସାମ୍ନାକୁ ଆସିଥିଲା। ଏହି ଫଟୋଗୁଡ଼ିକ…

ବାସ୍କେଟ ବଲ୍‌ କୋଚ୍‌ ଭୂମିକାରେ ଆମୀର

ମୁମ୍ବାଇ: ୨୦୨୨ରେ ଫିଲ୍ମ ‘ଲାଲ୍‌ ସିଂ ଚଢ଼ା’ ପରଠାରୁ ଅଭିନେତା ଆମୀର ଖାନ୍‌ ଅଭିନୟରୁ ଦୂରେଇ ରହିଛନ୍ତି। ତେବେ ଖୁବ୍‌ଶୀଘ୍ର ତାଙ୍କୁ ‘ସିତାରେ ଜମିନ ପର’ ଫିଲ୍ମରେ ଦେଖିବାକୁ ମିଳିବ। ୨୦୦୭ରେ ରିଲିଜ୍‌ ହୋଇଥିବା ଆମୀରଙ୍କ ‘ତାରେ ଜମିନ ପର’ ଫିଲ୍ମର…

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ କପିରାଇଟ୍‌ ମାମଲାରେ ସେ ଛନ୍ଦି ହୋଇଛନ୍ତି। ରେହମାନ ଏବଂ ଫିଲ୍ମର ପ୍ରଯୋଜନା ସଂସ୍ଥା ଉପରେ…

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି ଏଭଳି କଳ୍ପନାଜଳ୍ପନା ଲାଗି ରହିଛି। ଏବେ ସେମାନେ ବାସ୍ତବରେ ସେଠାକୁ ଚାଲିଯିବେ ବୋଲି ସ୍ପଷ୍ଟ…

‘କଶ୍ମୀର ଆମର ଥିଲା, ଅଛି ଏବଂ ରହିବ, ଆଗାମୀ ଛୁଟିରେ ସେଠାକୁ ହିଁ ଯିବି’

ମୁମ୍ବାଇ: ଜମ୍ମୁ କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି ନିର୍ଦ୍ଦୋଶ ନାଗରିକ। ଏହାକୁ ନେଇ ସାରାଦେଶରେ ପ୍ରତିବାଦର ସ୍ବର ଗୁଞ୍ଜରିତ ହେଉଛି। ସାଧାରଣଲୋକଠାରୁ ଆରମ୍ଭ କରି ସେଲିବ୍ରିଟିମାନେ ଏହି ଘଟଣା ପରେ ଆତଙ୍କବାଦୀଙ୍କ ବିରୋଧରେ ଆକ୍ରୋଶ ଜାହିର କରୁଛନ୍ତି। ଏସବୁ…

ଭାରତ ଛାଡିବେ ବଲିଉଡର ଏହି ଚର୍ଚ୍ଚିତ ପାକିସ୍ତାନୀ କଳାକାର! ଆଗକୁ ହେବ କ’ଣ…

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନାଗରିକ, ମୁଖ୍ୟତଃ ପର୍ଯ୍ୟଟକ, ପ୍ରାଣ ହରାଇଛନ୍ତି। ଏହି ଘଟଣା ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହାର ପ୍ରଭାବ ବଲିଉଡରେ କାମ କରୁଥିବା ପାକିସ୍ତାନୀ…

ଫୱାଦ ଖାନଙ୍କ ଫିଲ୍ମ ‘ଅବୀର ଗୁଲାଲ’ ଭାରତରେ ମୁକ୍ତିଲାଭ କରିବ ନାହିଁ

ମୁମ୍ବାଇ,୨୪।୪: ପାକିସ୍ତାନୀ ଅଭିନେତା ଫୱାଦ ଖାନଙ୍କ ଆଗାମୀ ଫିଲ୍ମ ‘ଅବୀର ଗୁଲାଲ’ ଭାରତରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ନାହିଁ ବୋଲି ଖବର ମିଳିଛି। ଏହି ଫିଲ୍ମଟି ପାକିସ୍ତାନରେ ଏକ ସ୍ୱତନ୍ତ୍ର ପ୍ରୋଜେକ୍ଟ ଭାବେ ନିର୍ମିତ ହୋଇଛି, କିନ୍ତୁ ଭାରତୀୟ ବଜାରରେ ଏହାର…

ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…

ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍‌ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍‌ଙ୍କ ପରେ ଏବେ ସଲମାନ ଖାନ୍‌ ମଧ୍ୟ ଏହି ହୃଦୟ ବିଦାରକ ଆକ୍ରମଣ ଉପରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।…

ବିନା କ୍ୟାମେରା, ବିନା ଷ୍ଟାରରେ ମନ୍ଦିର ପୂଜାରୀ ତିଆରି କଲେ ବିଶ୍ୱର ପ୍ରଥମ AI ଫିଲ୍ମ !

ବେଙ୍ଗାଲୁରୁ,୨୨।୪: କର୍ନାଟକର ଜଣେ ପୂଜାରୀ AI ଉପକରଣ ସାହାଯ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଆଧାରିତ କନ୍ନଡ ଫିଲ୍ମ ତିଆରି କରିଛନ୍ତି। ବେଙ୍ଗାଲୁରୁର ସିଦ୍ଧେହଲ୍ଲି ଗାଁର ହନୁମନ୍ତରାଇ ମନ୍ଦିରରେ ପୂଜା କରୁଥିବା ନରସିଂହ ମୂର୍ତ୍ତି ଏବେ ଏକ ନୂତନ ପରିଚୟ ସୃଷ୍ଟି କରୁଛନ୍ତି।…

Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ

ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ ସମନ କରିଛି। ପୂର୍ବରୁ, ଏପ୍ରିଲ ୧୮ରେ, ଇଡି ତେଲେଙ୍ଗାନାର ଅନେକ ସ୍ଥାନରେ ଚଢାଉ କରିଥିଲା।…

ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା

ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ ଫାଟ ଏବଂ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ବିଷୟରେ ଚର୍ଚ୍ଚା ଜୋର ଧରିଥିଲା।…

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଏବେ ଓପନର ଶୁବମନ ଗିଲ ମଧ୍ୟ ଏଭଳି କିଛି କାରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?