ପ୍ଲେନ୍ କ୍ରାସ୍ରେ ଚାଲିଗଲା ଲୋକପ୍ରିୟ ଗାୟିକାଙ୍କ ଜୀବନ
ବ୍ରାଜିଲର ପ୍ରସିଦ୍ଧ ଗାୟିକା ମାରିଲିଆ ମେଣ୍ଡୋନ୍କାଙ୍କ ପ୍ରଶଂସକଙ୍କ ପାଇଁ ଶୁଭ ନ ଥିଲା ଶୁକ୍ରବାର। ଏକ ପ୍ଲେନ୍ କ୍ରାସରେ ଗାୟିକା ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା। ଏହି ଖବର ଜଣାପଡ଼ିବା ପରେ ବ୍ରାଜିଲର ସଙ୍ଗୀତଜଗତରେ…
ହଲିଉଡ୍ରେ ଏଣ୍ଟ୍ରି କରିବେ ଆଲିଆ
ମୁମ୍ବାଇ: ବଲିଉଡ୍ର ସବୁଠୁ ଟ୍ୟାଲେଣ୍ଟେଡ୍ ଅଭିନେତ୍ରୀଙ୍କ ମଧ୍ୟରୁ ଆଲିଆ ହେଉଛନ୍ତି ଜଣେ। ସେ ଫିଲ୍ମ ‘ରାଜି’, ‘ଡିଅର ଜିନ୍ଦେଗୀ’, ‘କପୁର ଆଣ୍ଡ୍ ସନ୍ସ’ରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ଏବେ ରଣବୀର କପୁରଙ୍କ ସହ ବିବାହକୁ ନେଇ ବି ସେ ଚର୍ଚ୍ଚାରେ…
ଆଥିୟାଙ୍କ ସହ ସମ୍ପର୍କକୁ ଅଫିସିଆଲ୍ କଲେ ଏହି କ୍ରିକେଟର୍
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଆଥିୟା ସେଟ୍ଟୀ ସୋସିଆଲ ମିଡିଆରେ ବେଶ ଆକ୍ଟିଭ୍। ନିକଟରେ ସେ ତାଙ୍କର ୨୯ ତମ ଜନ୍ମଦିନ ପାଳନ କରିଛନ୍ତି । ଦୀର୍ଘଦିନରୁ ଆଥିୟା କ୍ରିକେଟର୍ କେ.ଏଲ୍ ରାହୁଲଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା। ଅନେକ…
ଶୁଟିଂ ସମୟରେ ଆହତ ହୋଇଥିଲେ ବିଗ୍ ବି, ଆଉ ତା ପରେ
ଫିଲ୍ମ ଶୁଟିଂରେ ଷ୍ଟଣ୍ଟ ସମୟରେ ଅଭିନେତାମାନଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷିତ ରଖିବା ପାଇଁ ବ୍ୟବସ୍ଥା କରାଯାଇଥାଏ। ମାତ୍ର ଅନେକ ସମୟରେ ତାରକାମାନେ ଗୁରୁତର ହୋଇଥାନ୍ତି। ଏହାର ଅନେକ ଦୃଷ୍ଟାନ୍ତ ରହିଛି। ଅନେକ ଥର ଫିଲ୍ମର ଶୁଟିଂ ସମୟରେ ଏପରି ଦୁର୍ଘଟଣା ଘଟିଛି ଯେ,…
ନୂଆ ଲୁକ୍ରେ ଉର୍ବଶୀ
ମୁମ୍ବାଇ: ମଡେଲିଂରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ସବୁବେଳେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତାଙ୍କର ଅଭିନୟ ମାଧ୍ୟମରେ ସେ ସମସ୍ତଙ୍କ ପାଖରେ ପ୍ରିୟ ହୋଇ ପାରିଛନ୍ତି। କେବଳ ଏତିକି ନୁହେଁ…
ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର, ଶ୍ରେଷ୍ଠ ଅଭିନେତା ସରୋଜ
ଭୁବନେଶ୍ୱର, ୫।୧୧(ବ୍ୟୁରୋ): ୩୧ତମ ରାଜ୍ୟ ଚଳଚ୍ଚିତ୍ର ଓ ଅଷ୍ଟମ ଟେଲି ପୁରସ୍କାର ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଜଣାଶୁଣା ପ୍ରଯୋଜକ ତଥା ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ସମ୍ମାନଜନକ ଜୟଦେବ ପୁରସ୍କାର ପ୍ରଦାନ କରାଯିବ। ସେହିପରି ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ନୀଳମାଧବ…
ନୂଆ ଗେଟଅପରେ ଜାହ୍ନବୀ
ମୁମ୍ବାଇ: ବଲିଉଡ୍ ଷ୍ଟାରକିଡ୍ ତଥା ନବାଗତା ନାୟିକା ଜାହ୍ନବୀ କପୁର ଆଜିକାଲି ଖୁବ୍ ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ଅଭିନେତ୍ରୀ ଏବେ ଲକ୍ଷେ ଦିଲ କି ଧଡକନ ପାଲଟି ଗଲେଣି । ଦୀପାବଳିରେ ଜାହ୍ନବୀଙ୍କ ଗେଟଅପ୍ ସିମ୍ପଲ…
ବିରାଟଙ୍କ ଫଟୋ ଶେୟାର କରି ଅନୁଷ୍କା ଲେଖିଲେ ଏମିତି
ମୁମ୍ବାଇ: ଆଜି ଅର୍ଥାତ୍ ନଭେମ୍ବର ୪ରେ ହେଉଛି ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ସେଲିବ୍ରିଟିଙ୍କ ଠାରୁ ଆରମ୍ଭ କରି ତାଙ୍କ ପ୍ରଶଂସକଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ…
ହାଜର ହେଲେ ଆର୍ଯ୍ୟନ
ମୁମ୍ବାଇ,୫ ।୧୧: କ୍ରୁଜ ଡ୍ରଗ୍ସ ମାମଲାରେ ସର୍ତ୍ତ ମୂଳକ ଜାମିନ ପାଇଥିବା ବଲିଉଡ୍ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁ ଶୁକ୍ରବାର ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି । ହାଜର ସମୟରେ ତାଙ୍କ ସହ ପିତା ଶାହାରୁଖଙ୍କ…
ସ୍ବାମୀଙ୍କ ସହ ପୂଜା କରି ଫଟୋ ଶେୟାର କଲେ ପ୍ରିୟଙ୍କା ଚୋପ୍ରା
ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ତାଙ୍କ ସ୍ବାମୀ ନିକ ଜୋନାସଙ୍କ ସହ ଦୀପାବଳି ପାଳନ କରିଛନ୍ତି। ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ ପ୍ରିୟଙ୍କା ଚୋପ୍ରା । ଅନେକ ସମୟରେ ସେ ନିକଙ୍କ ସହ ଫଟୋ ଭିଡିଓ ଶେୟାର କରି ଫ୍ୟାନ୍ସଙ୍କ…
ପ୍ରଥମଥର ପାଇଁ ପୁଅର ଫଟୋ ଶେୟାର କଲେ ଏହି ଅଭିନେତ୍ରୀ
ମୁମ୍ବାଇ: ପଶ୍ଚିମବଙ୍ଗର ଟିଏମ୍ସି ଏମ୍ପି ତଥା ବଙ୍ଗଳା ଅଭିନେତ୍ରୀ ନୁସ୍ରତ ଜାହାଁ କିଛି ନା କିଛି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ପ୍ରଥମେ ତାଙ୍କ ବିବାହ, ପରେ ଛାଡ଼ପତ୍ର ଏବଂ ଏହା ପରେ ତାଙ୍କ ମା’ ହେବା ଖବର ଚର୍ଚ୍ଚାକୁ…
ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ’ସୂର୍ଯ୍ୟବଂଶୀ’
ମୁମ୍ବାଇ: ଅଭିନେତା ଅକ୍ଷୟ କୁମାରଙ୍କ ଅଭିନୀତ ବହୁ ପ୍ରତୀକ୍ଷିତ ଫିଲ୍ମ’ସୂର୍ଯ୍ୟବଂଶୀ’ ଶୁକ୍ରବାର ରିଲିଜ୍ ହୋଇଯାଇଛି। । ତେବେ ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିଛି। ଅନେକ ଦିନ ପରେ ଅକ୍ଷୟ-କାଟ୍ରିନାଙ୍କ ଏହି ଫିଲ୍ମ ରିଲିଜ୍ ହୋଇଥିବାରୁ ଦର୍ଶକ ଉତ୍ସାହିତ ଅଛନ୍ତି। ତାଙ୍କ ଦୁଇ…
Archives


