ମନୋରଞ୍ଜନ

ରିଲିଜ ହେଲା ଭିଲେର ଟ୍ରେଲର

ମୁମ୍ବାଇ: ଅଭୟ ଦେୱଲ ଓ କରନ ଦେୱଲଙ୍କ ଆଗାମୀ ଫିଲ୍ମ ‘ଭିଲେ’ର ଟ୍ରେଲର ରିଲିଜ୍ ହୋଇଛି । ଗୁରୁବାର ଏହା ରିଲିଜ୍ ହୋଇଥିବା ବେଳେ କମେଡିରେ ଭରପୁର ରହିଛି । ଦୁଇ ମିନିଟ ଅବଧିର ଏହି ଟ୍ରେଲର କରଣଙ୍କ ଅଭିନୟରୁ ଆରମ୍ଭ…

ସୋସିଆଲ ମିଡିଆରେ ଚର୍ଚ୍ଚା ପାଲଟିଛି ପତ୍ରଲେଖାଙ୍କ ମଙ୍ଗଳସୂତ୍ର

ମୁମ୍ବାଇ: ଏବେ ବଲିଉଡ୍ ସେଲିବ୍ରିଟିଙ୍କ ବିବାହକୁ ନେଇ ଯେତିକି ଚର୍ଚ୍ଚା ଚାଲିଛି ସେତିକି ଚର୍ଚ୍ଚା ବି ତାଙ୍କ ବିବାହ ପରର କିଛି ଘଟଣାକୁ ନେଇ କରାଯାଉଛି । ଦୀର୍ଘ ପ୍ରାୟ ୧୧ ବର୍ଷ ରିଲେଶନଶିପରେ ରହିବା ପରେ ନଭେମ୍ବର ୧୫ରେ ବିବାହ…

ଅମିତାଭ ବଚ୍ଚନଙ୍କ ଗୋଡ ଧରି ଭୋ ଭୋ ହୋଇ କାନ୍ଦିଥିଲେ କରିନା କପୁର

ବଲିଉଡ୍‌ର ସୁପର୍‌ହିଟ୍‌ ଫିଲ୍ମ ‘ପୁକାର’ ରିଲିଜ୍‌ ହେବାର ୩୮ ବର୍ଷ ପୂରଣ କରିଛି। ୧୮ ନଭେମ୍ବର ୧୯୮୩ରେ ଅମିତାଭ ବଚ୍ଚନ, ରଣଧୀର କପୁର, ଜିନତ ଅମାନ ଏବଂ ଟିନା ମୁନିମଙ୍କ ଅଭିନୀତ ଚଳଚ୍ଚିତ୍ର ‘ପୁକାର’ ମୁକ୍ତିଲାଭ କରିଥିଲା। ରମେଶ ବେହେଲଙ୍କ ଦ୍ୱାରା…

ନୁସରତଙ୍କ ବିବାହକୁ ଅବୈଧ ଘୋଷଣା କଲେ କୋର୍ଟ

କୋଲକାତା,୧୮।୧୧: ବଙ୍ଗୀୟ ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାଁ ଏବେ ଚର୍ଚ୍ଚାରେ ରହୁଛନ୍ତି। । ତାଙ୍କ ବିବାହକୁ ନେଇ ଉଠିଛି ପୁଣି ବିବାଦ। ୨୦୧୯ ଜୁନ ୧୯ ରେ ନିଖିଲ ଜୈନ ଏବଂ ନୁସରତଙ୍କ ବିବାହ ହୋଇଥିଲା। ଏବେ…

ପଞ୍ଚକୁଲାରେ ୯ କୋଟିର ଘର, ଦିନକୁ ଦିନ ବଢ଼ିଚାଲିଛି ସମ୍ପତ୍ତି

ବମ୍ବେ: ଭାଇ ଆୟୁଷ୍ମାନ ଖୁରାନ୍ନାଙ୍କ ଭଳି ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅପାରଶକ୍ତି ଖୁରାନ୍ନା। ଆମିର ଖାନ୍‌ଙ୍କ ଫିଲ୍ମ ‘ଦଙ୍ଗଲ୍‌’ରୁ ସେ କରିଥିଲେ ଡେବ୍ୟୁ। ଏହାପରଠାରୁ ପଛକୁ ଫେରି ଚାହିଁନାହାନ୍ତି ସେ। ନିଜର ପ୍ରତିଭା ଯୋଗୁ ‘ବଦ୍ରିନାଥ କି…

ନିର୍ଦ୍ଦେଶକଙ୍କଠାରୁ ଏପରି କଥା ଶୁଣି ସୁନୀଲ ଦତ୍ତଙ୍କ ଆଖିରେ ଆଜିଯାଇଥିଲା ଲୁହ: ନେଇଥିଲେ ବଜ୍ର ଶପଥ

ବଲିଉଡ୍‌ର ମହାନ ଅଭିନେତାଙ୍କ ମଧ୍ୟରୁ ସୁନୀଲ ଦତ୍ତ ଅନ୍ୟତମ। ସେ ଆଜି ନାହାନ୍ତି ସତ, ମାତ୍ର ତାଙ୍କ ଅଭିନୟକୁ ଦର୍ଶକ ଆଜି ବି ମନେ ରଖିଛନ୍ତି। ଥରେ ଫିଲ୍ମରେ ଏକ ଦୃଶ୍ୟ ଶୁଟିଂ ପାଇଁ ସୁନୀଲ ଦତ୍ତ ଝାଳ ବୁହାଉଥିଲେ। ଏହା…

୪୬ ବର୍ଷରେ ଯମଜ ସନ୍ତାନର ଜନନୀ ହେଲେ ଡିମ୍ପଲ ଗର୍ଲ

ବମ୍ବେ: ୪୬ ବର୍ଷରେ ମା’ ହୋଇଛନ୍ତି ବଲିଉଡର ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟା। ତାଙ୍କର ଯମଜ ସନ୍ତାନ ହୋଇଛି। ଏହି ଖୁସି ଖବରକୁ ପ୍ରିତି ସୋସିଆଲ ମିଡିଆ ଜରିଆରେ ପ୍ରଶଂସକଙ୍କୁ ଜଣାଇଛନ୍ତି। ତେବେ ସରୋଗେସୀ ଜରିଆରେ ପ୍ରୀତିଙ୍କ ସନ୍ତାନ ହୋଇଛି। ସେ…

ଆଲିଆଙ୍କ ଯା’ ହେବେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଭାଇ ତଥା ଅଭିନେତା ଆଦର ଜୈନ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଦୀର୍ଘ ଦିନ ଧରି ଅଭିନେତ୍ରୀ ତାରା ସୁତାରିଆଙ୍କୁ ଡେଟ୍‌ କରୁଛନ୍ତି। ଉଭୟ ରଣବୀର-ଆଲିଆ ଭଟ୍ଟଙ୍କ ପୂର୍ବରୁ ବିବାହ କରିବେ ବୋଲି…

ବାଳୀର ପ୍ରେମ କାହାଣୀ

ବାଳୀ ଜଣେ ସାଧାରଣ ଯୁବକ। ଅନ୍ୟମାନଙ୍କ ଦୁଃଖ ସୁଖରେ ଠିଆହୁଏ। ଏକ ବସ୍ତିରେ ରହୁଥିବା ଲୋକଙ୍କ ପାଇଁ ସେ ଢାଲ ସଦୃଶ ଛିଡ଼ା ହୋଇଛି। ଆଉ ସେତିକି ବେଳେ ଜଣେ ସୁନ୍ଦରୀ ସହ ତାହାର ଭେଟ ହେଉଛି। ଏପଟେ ପ୍ରେମ ଆଉ…

କ୍ୟାରିୟର ପାଇଁ…

ଷ୍ଟାର କିଡ୍‌ ଅନନ୍ୟା ପାଣ୍ଡେ ଏବେ ଚୁଜି ହେଲେଣି। କୌଣସି ନୂଆ ଅଫର ପାଇବା ମାତ୍ରେ ତାହାକୁ ଭଲ ଭାବରେ ତର୍ଜମା କରୁଛନ୍ତି। ଏ ବିଷୟରେ ସେ କହନ୍ତି, ‘ବର୍ତ୍ତମାନ ମୁଁ ନିଜ କ୍ୟାରିୟର ପାଇଁ ଅଧିକ ସିରିୟସ। କାରଣ ଏଣୁତେଣୁ…

ପ୍ରଶଂସା କରିବ ଏମିତି

ସତରେ ସୋନାକ୍ଷୀଙ୍କ ଆଇଡିଆକୁ ମାନିବାକୁ ପଡ଼ିବ। ଦେଖୁନାହାନ୍ତି ସେ କେମିତି ଖିଲାଡି ମାଷ୍ଟର ଅକ୍ଷୟ କୁମାରଙ୍କର ଭୁରି ଭୁରି ପ୍ରଶଂସା କରିବୁଲୁଛନ୍ତି। ନିକଟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଅକ୍ଷୟଙ୍କୁ ପ୍ରଶଂସାରେ ପୋତି ପକାଇଥିଲେ ସେ। ଏ ନେଇ ଦବଙ୍ଗ…

ଲଭ୍‌ ୪୨୦

ପ୍ରଯୋଜକ ବିନ୍ନି ପଟ୍ଟନାୟକ ଏବଂ ସଚିକାନ୍ତ ଜେନା କିଛି ମାସ ପୂର୍ବରୁ ଏକାଥରେ ୧୦ଟି ଓଡ଼ିଆ ସିନେମାର ଟାଇଟଲ ଘୋଷଣା କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ସେଗୁଡ଼ିକ ମଧ୍ୟରୁ ଏବେ ‘ତୁ ମୋ ନୀଳ ନୟନା’ର ଶୁଟିଂ ଶେଷ ହୋଇଛି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?