ମନୋରଞ୍ଜନ

ଡିସେମ୍ବରରେ ବିବାହ କରିବେ କ୍ୟାଟ୍ରିନା, ଡେଟ୍ ଫାଇନାଲ

ମୁମ୍ବାଇ: ଏବେ ବଲିଉଡରେ ଚାଲିଛି ବିବାହ ଋତୁ । ଜଣକ ପରେ ଜଣେ ସେଲିବ୍ରିଟି ବିବାହ ବନ୍ଧନରେ ବାନ୍ଧି ହେଉଛନ୍ତି । ଏହି କ୍ରମରେ ବେଶି ଚର୍ଚ୍ଚାରେ ଅଛି କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲଙ୍କ ବିବାହ । ଏମାନଙ୍କ ବିବାହର…

ଭାରି ଭଲ ଲାଗୁଛନ୍ତି ଜସ୍ମିନ୍‌

ବମ୍ବେ: ଷ୍ଟାର ପ୍ଲସରେ ପ୍ରସାରିତ ହେଉଥିବା ପାରିବାରିକ ଧାରାବାହିକ ‘ୟେ ରିସ୍ତା କ୍ୟା କେହଲାତା ହେ’ରୁ ଲୋକପ୍ରିୟ ହୋଇଥିଲେ ଅଭିନେତା ମୋହସିନ ଖାନ୍‌। ସେଥିରେ ଶିବାଙ୍ଗୀ ଜୋଶିଙ୍କ ସହ ତାଙ୍କ ଯୋଡ଼ି ଦର୍ଶକଙ୍କ ହୃଦୟ ଜିତିଥିଲା। ଏବେ କିନ୍ତୁ ଉଭୟ ଶୋ’…

ସୁନ୍ଦରୀ ସ୍ତ୍ରୀଙ୍କୁ ହଟ୍‌ ପ୍ରେମିକା, ମଝିରେ ଗୋବିନ୍ଦା

ବମ୍ବେ: ନୂଆ ଚଳଚ୍ଚିତ୍ର ଘୋଷଣା କରିଛନ୍ତି ନିର୍ମାତା କରନ ଜୋହର। ଏହାର ନାଁ ‘ମେରା ନାମ ଗୋବିନ୍ଦା’। ଫିଲ୍ମର ପ୍ରମୁଖ ଭୂମିକାରେ ନଜର ଆସିବେ ବିକ୍କି କୌଶଲ, କିଆରା ଆଡଭାଣୀ, ଭୂମି ପେଡନେକର। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ କରନ୍‌ ପୋଷ୍ଟର…

କେବଳ ମା’ଙ୍କ ଯୋଗୁ ଭାଙ୍ଗିଯାଇଥିଲା ଅଭିଷେକ-କରିସ୍ମାଙ୍କ ବିବାହ

ବମ୍ବେ: ୨୦୦୦ ମସିହାରେ ଫିଲ୍ମ ‘ରେଫ୍ୟୁଜି’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ ବିଗ୍‌ବିଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ। ଫିଲ୍ମରେ ତାଙ୍କ ନାୟିକା ସାଜିଥିଲେ ଅଭିନେତ୍ରୀ କରିସ୍ମା କପୁର। ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଥିଲେ ଅଭିଷେକ। ଏହାର ଦୁଇ…

କାଟ୍ରିନାଙ୍କ ସହ ବିବାହକୁ ନେଇ ଏମିତି କହିଲେ ଭିକିଙ୍କ ଏକ୍ସ ଗର୍ଲଫ୍ରେଣ୍ଡ୍‌

ମୁମ୍ବାଇ: ଆଜିକାଲି ଭିକି କୌଶଲ-କାଟ୍ରିନା କୈଫ୍‌ଙ୍କ ଯୋଡ଼ି ଚର୍ଚ୍ଚାରେ ରହିଛି। ଏହା ବି ଶୁଣିବାକୁ ମିଳିଛି କି ଦୁହେଁ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଭିକି-କାଟ୍ରିନାଙ୍କ ନାମ ସହିତ ଏବେ ଆଉ ଏକ ନାଁ ଚର୍ଚ୍ଚାକୁ ଆସିଛି। ସେ…

ଦୁବାଇରେ ମଜା କରୁଛନ୍ତି ଦୁଇ ଭଉଣୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଆଜିକାଲି ସାନ ଭଉଣୀ ଖୁସିଙ୍କ ସହ ଦୁବାଇ ଯାଇ ସେଠାରେ ଖୁବ୍‌ ମଜା କରୁଛନ୍ତି। ଜାହ୍ନବୀ ଏବଂ ଖୁସି ମରୁଭୂମିରେ ଫଟୋ ଶୁଟ୍‌ କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ପ୍ରଶଂସକମାନେ…

ହନିମୁନରେ ଯିବେନି

ବମ୍ବେ: ଚଳିତ ବର୍ଷ ଶେଷ ସୁଦ୍ଧା ବିବାହ କରିବାକୁ ଯାଉଛନ୍ତି ଅଭିନେତ୍ରୀ କଟ୍ରିନା କୈଫ। କଥିତ ପ୍ରେମିକ ବିକ୍କି କୌଶଲଙ୍କ ହାତ ଧରିବେ ସେ। ବିବାହ ସ୍ଥାନ, ଅତିଥିଙ୍କଠାରୁ ଆରମ୍ଭ କରି ପୋଷାକକୁ ନେଇ ଅନେକ ଖବର ସାମ୍ନାକୁ ଆସିଛି। ପୂର୍ବରୁ…

ତାଞ୍ଜାନିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସଞ୍ଜୟ

ଡୋଡୋମା,୧୧ ।୧୧. ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ତାଞ୍ଜାନିଆର ପ୍ରଧାନମନ୍ତ୍ରୀ ମାଶିମ ମାଜାଲିୱାଙ୍କୁ ଭେଟିଛନ୍ତି । ଗୁରୁବାର ଅଭିନେତା ସଞ୍ଜୟ ଦତ୍ତ ତାଙ୍କ ଇନଷ୍ଟାଗ୍ରାମରେ କିଛି ଫଟୋ ଅପଲୋଡ କରିଛନ୍ତି । ଯେଉଁଥିରେ ସେ ତାଞ୍ଜାନିଆ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଉଥିବା…

‘ଆଦିପୁରୁଷ’ର ଶୁଟିଂ ଶେଷ

  ମୁମ୍ବାଇ: ଖୁବଶୀଘ୍ର ରିଲିଜ୍‌ ହେବାକୁ ଯାଉଛି ନିର୍ଦ୍ଦେଶକ ଓମ ରାଉତଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆଦିପୁରୁଷ’ । ଫିଲ୍ମ ନିର୍ଦ୍ଦେଶକ ଫିଲ୍ମର ଶୁଟିଂ ଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି। ତେବେ ଆସନ୍ତା ବର୍ଷ ଅଗଷ୍ଟ ୨୨ରେ ଏହା ରିଲିଜ୍‌ ହେବା…

କିଏ କାମୁଡ଼େ ନଖ ତ କିଏ ଗାଧୋଇବାକୁ ଡରେ

ମୁମ୍ବାଇ: ଦୁନିଆରେ ଏପରି ଅଜବ ପ୍ରକାରର ଲୋକ ଅଛନ୍ତି, ଯେଉଁମାନେ ଅନେକ ଅଦ୍ଭୁତ କାର୍ଯ୍ୟସବୁ କରିଥାନ୍ତି। କେବଳ ସାଧାରଣ ଲୋକ ନୁହନ୍ତି, ବଲିଉଡ୍‌ ଷ୍ଟାର୍‌ମାନେ ମଧ୍ୟ ଏପରି କିଛି ଅଦ୍ଭୁତ କାର୍ଯ୍ୟ କରିଥାନ୍ତି। ପ୍ରଶଂସକମାନେ ବଲିଉଡ୍‌ ସେଲିବ୍ରିଟିଙ୍କ ଜୀବନଶୈଳୀ ବିଷୟରେ ଜାଣିବା…

କଙ୍ଗନାଙ୍କ ୱେଡିଂ ପ୍ଲାନିଂ

ମୁମ୍ବାଇ: ବଲିଉଡ୍‌ରେ ଏବେ ବିବାହର ଚର୍ଚ୍ଚା ଚାଲିଛି । କ୍ୟାଟ୍ରିନା କୈଫ ଭିକ୍କି କୌଶଲ ତ ପୁଣି ରାଜକୁମାର ରାଓ ଓ ପତ୍ରଲେଖା ଏମାନେ ଏବେ ବିବାହା କରିବେ ବୋଲି ପ୍ରସ୍ତୁତି ଯୋର ସୋରରେ ଚଳାଇଛନ୍ତି । ଏମିତି ସମୟରେ ଅଭିନେତ୍ରୀ…

ମିଳିଗଲା ଯୋଡ଼ି

ଓଡ଼ିଆ ସିନେମାରେ ଏବେ ଆଗଧାଡ଼ିର ପ୍ରଯୋଜକ ରମେଶ ବାରିକ ନିଜର ମନଲାଖି ଯୋଡ଼ି ପାଇଯାଇଛନ୍ତି। ଅର୍ଥାତ୍‌ ବର୍ତ୍ତମାନ ମିଳିତ ଭାବରେ ଚଳଚ୍ଚିତ୍ରଟିଏ ନିର୍ମାଣ କରିବାକୁ ଲକ୍ଷ୍ୟ ରଖି ସେ ଆଗଉଛନ୍ତି। ଆଉ ସେତିକିବେଳେ ତାଙ୍କ ସହ ଯୋଡ଼ି ହୋଇଛନ୍ତି ନବାଗତ ପ୍ରଯୋଜକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?