Odisha Elections 2024

ମନୋରଞ୍ଜନ

ଶେଷ ହେଲା ଅପେକ୍ଷା : ସୁଶାନ୍ତଙ୍କ ମୃତ୍ୟୁ ଉପରୁ ପରଦା ଉଠାଇବ ଏହି ଫିଲ୍ମ

ମୁମ୍ବାଇ, ୧୩ା୪- ସ୍ବର୍ଗତ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ଜୀବନ ଉପରେ ନିର୍ମିତ ଫିଲ୍ମ ‘ନ୍ୟାୟ : ଦ ଜଷ୍ଟିସ’ର ଟ୍ରିଜର ମଙ୍ଗଳବାର ରିଲିଜ ହୋଇଛି। ରିଲିଜ ହେବାର କିଛି ଘଣ୍ଟାରେ ୫୫ ସେକେଣ୍ଡର ଟ୍ରିଜରକୁ ଦେଖି ସାରିଛନ୍ତି ହଜାର ହଜାର...

ଲୋକେ ଭାବିଲେ କରିସ୍ମା କପୁର, ହେଲେ…

ବମ୍ବେ: ବିଗତ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି କ୍ରିକେଟର ବିରାଟ କୋହଲିଙ୍କ ଭଳି ଅବିକଳ ଦିଶୁଥିବା ଲୋକଙ୍କ ଫଟୋ ତଥା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। କେବଳ ସେତିକି ନୁହେଁ ବଲିଉଡ୍‌ କଳାକାରଙ୍କ ଅବିକଳ ଚେହେରାଧାରୀଙ୍କୁ...

ମା’ଙ୍କ ଗୀତର ତାଳେ ତାଳେ ଝୁମିଲେ ଝିଅ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍ସରେ ଶାହରୁଖ ଖାଁଙ୍କ ଲଳନା ସୁହାନା ଖାଁ, ସୈଫ ଅଲ୍ଲୀ ଖାଁଙ୍କ ଝିଅ ସାରା ଅଲ୍ଲୀ ଖାଁ ଓ ଆମିର ଖାଁଙ୍କ ଝିଅ ଇରା ଖାଁ ପ୍ରାୟତଃ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହିଥାନ୍ତି। ବଲିଉଡ୍‌ରେ...

ପ୍ରଭାସଙ୍କ ‘ରାଧେ ଶ୍ୟାମ’ର ନୂଆ ପୋଷ୍ଟର ରିଲିଜ୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ରାଧେ ଶ୍ୟାମ’ ରିଲିଜ୍‌ ଅପେକ୍ଷାରେ ରହିଛି। ଇତିମଧ୍ୟରେ ଫିଲ୍ମର ନୂଆ ପୋଷ୍ଟର ରିଲିଜ୍‌ ହୋଇଛି। ପ୍ରଭାସ ନିଜେ ଏହି ପୋଷ୍ଟରକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ତାଙ୍କୁ ଧୂସର ରଙ୍ଗର...

ବାଫ୍‌ଟାରେ ‘ନୋମାଡ୍‌ଲାଣ୍ଡ’ର ଯାଦୁ

ଲଣ୍ଡନ, ୧୩।୪: ନିର୍ଦ୍ଦେଶକ କ୍ଲୋ ଜାଓଙ୍କ ଫିଲ୍କ ‘ନୋମାଡଲାଣ୍ଡ’ ସର୍ବଶ୍ରେଷ୍ଟ ଫିଲ୍ମ ସମେତ ୪ ପୁରସ୍କାର ଜିତି ବିଏଏଫ୍‌ଟିଏ ବା ବାଫ୍‌ଟା ଫିଲ୍ମ ପୁରସ୍କାର-୨୦୨୧ରେ ଶୀର୍ଷ ସ୍ଥାନ ହାସଲ କରିଛି। ଫିଲ୍ମର ମୁଖ୍ୟ କଳାକାର ଫ୍ରାନ୍‌ସେସ୍‌ ମାକ୍‌ଡରମାଣ୍ଡ ସର୍ବଶ୍ରେଷ୍ଠ ଅଭିନେତ୍ରୀ...

ଯେଉଁ ଘରେ ଭଡା ରହୁଥିଲେ ସେହି ଫ୍ଲାଟର ମାଲିକ ଏବେ ଏହି ଅଭିନେତା

‘ପ୍ୟାର କା ପଞ୍ଚନାମା’ରୁ ବଲିଉଡରେ ଡେବ୍ୟୁ କରିଥିବା କାର୍ତ୍ତିକ ଆର୍ଯ୍ୟାନ ଅନେକ ହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। କାର୍ତ୍ତିକ ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଦଶର୍ର୍କଙ୍କ ହୃଦୟ ଜିତିଛନ୍ତି। ଅନ୍ୟ ପଟେ ଲକ୍ଷ ଲକ୍ଷ ଝିଅ ତାଙ୍କ ପଛରେ...

ଏବେ ରୋଷେଇ କରିବେ ବେବୋ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାଁ ସବୁଠାରୁ ବ୍ୟସ୍ତ ଅଭିନେତ୍ରୀ ଭାବେ ବେଶ୍‌ ଜଣାଶୁଣା। ଅଭିନୟରେ ସବୁବେଳେ କିଛି ନୂଆ କରି ଦେଖାଇବାର ଇଛା ରଖିଥିବା ବେବୋ ଏବେ ଭିନ୍ନ ଅବତାରରେ ଦର୍ଶକଙ୍କ ସମ୍ମୁଖକୁ ଆସିବେ। ପ୍ରଥମ ଗର୍ଭାବସ୍ଥା...

ବାପାଙ୍କ ଏହି କଥା ଶୁଣି ବଲିଉଡ ଛାଡିବା ନିଷ୍ପତ୍ତି ବଦଳାଇଥିଲେ ଅଭିଷେକ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ତାଙ୍କ କ୍ୟାରିୟରରେ କିଛି ସ୍ମରଣୀୟ ଭୂମିକାରେ ଅଭିନୟ କରିଛନ୍ତି। କିନ୍ତୁ ଏହା ପରେ ମଧ୍ୟ ତାଙ୍କୁ ଅନେକ ସମୟରେ ସୋସିଆଲ ମିଡିଆରେ ଟ୍ରୋଲ କରାଯାଇଥାଏ। ଅନେକ ଥର ତାଙ୍କୁ ବିଫଳତାର ମଧ୍ୟ ସାମ୍ନା କରିବାକୁ...

ନିଜ ଫିଲ୍ମରେ ବିଗ୍‌ ବିଙ୍କ ସିନ୍‌ କାଟି ଦେଇଥିଲେ ଏହି ଅଭିନେତା, ପରେ ଅମିତାଭ କରିଥିଲେ ଏମିତି

ବଲିଉଡର ଭେଟେରାନ ଅଭିନେତା ଶଶି କପୁରଙ୍କୁ ଦୁନିଆରୁ ବିଦାୟ ନେବାର ଅନେକ ବର୍ଷ ହୋଇଗଲାଣି। ମାତ୍ର ତାଙ୍କ ସହ ଜଡିତ କିଛି କାହାଣୀ ପ୍ରାୟତଃ ମନେ ପଡ଼ିଥାଏ । ସେ ଅନେକ ହିଟ୍‌ ଫିଲ୍ମରେ କାମ କରିଛନ୍ତି। ଶଶି ବିଗ୍‌ବି...

ଆମେ ଫିଙ୍ଗୁଥିବା ପୋଷାକକୁ ଆମେରିକାରେ କରାଯାଉଛି ବିକ୍ରି: ଅର୍ଚ୍ଚନା

ବଲିଉଡ୍‌ ଅଭିନେତ୍ରୀ ତଥା ‘ଦ କପିଲ ଶର୍ମା’ ଶୋ’ ଜଜ୍‌ ଅର୍ଚ୍ଚନା ପୁରୁଣ ସିଂହ ଏବେ ପରିବାର ସହ ଆମେରିକାରେ ଛୁଟିି କାଟୁଛନ୍ତି। ଏହି ସମୟର ଫଟୋ ଏବଂ ଭିଡିଓ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନ୍ୟୁୟର୍କ ରାସ୍ତା...

ଇସ୍ତଫା ଦେଲେ ଦୀପିକା ପାଦୁକୋନ: ଲେଖିଲେ…

୨୦୧୯ରେ ମାମି (ଏମ୍‌ଏଏମ୍‌ଆଇ) ଫିଲ୍ମ ମହୋତ୍ସବର ଏକ ବୈଠକ ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସର୍ବସମ୍ମତିକ୍ରମେ ସଂଗଠନର ନୂତନ ଅଧ୍ୟକ୍ଷ ଭାବେ ଭୋଟ୍‌ ପାଇଥିଲେ। ଦୀପିକା କିରଣ ରାଓଙ୍କ ସ୍ଥାନ ନେଇଥିଲେ। କିନ୍ତୁ ବର୍ତ୍ତମାନ ଯାହା ଶୁଣିବାକୁ ମିଳୁଛି,...

କରିସ୍ମାଙ୍କ ଭଳି ଦେଖାଯାଉଥିବା ଏହି ଯୁବତୀ ଜଣକ କିଏ ଜାଣିଛନ୍ତି କି?

ଇସ୍‌ଲାମାବାଦ୍‌,୧୨।୪: ଏକାଭଳି ମୁହଁ ଦେଖାଯାଉଥିବା ଲୋକଙ୍କ କଥା ପ୍ରାୟ ଚର୍ଚ୍ଚାରେ ରହିଥାଏ। ସାରା ଦେଶରେ ଏଭଳି କେତେଜଣ ବ୍ୟକ୍ତି ମଧ୍ୟ ଅଛନ୍ତି ଯେଉଁମାନଙ୍କ ଚେହେରା ସମ୍ପୂର୍ଣ୍ଣ ସମାନ। ଦେଖିବାକୁ ଏକଦମ୍‌ ଯାଅଁାଳା ଭଳି। ହେଲେ ଯଦି କୌଣସି ବ୍ୟକ୍ତିଙ୍କ ଚେହେରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri