ମନୋରଞ୍ଜନ

ଆରମ୍ଭ ହେଲା ‘ଓ ମାଇ ଗଡ ୨’ର ଶୁଟିଂ

ମୁମ୍ବାଇ: ମଧ୍ୟପ୍ରଦେଶର ଧର୍ମ ନଗରୀ ଉଜ୍ଜୟିନୀରେ ବଲିଉଡ୍ ମୁଭି ‘ଓ ମାଇ ଗଡ ୨’ ଫିଲ୍ମର ଶୁଟିଂ ଆରମ୍ଭ ହୋଇଥିବା ସୂଚନା ମିଳିଛି । ଅକ୍ଷୟ କୁମାରଙ୍କ ଅଭିନୀତ ଏହି ଫିଲ୍ମର ଏକ ବଡ ଭାଗ ଏଠାରେ ଶୁଟିଂ କରାଯିବ ବୋଲି…

ଅନନ୍ୟାଙ୍କ ଘରୁ ଏନ୍‌ସିବି ଟିମ୍ ଜବତ କଲା ଇଲୋକ୍ଟ୍ରନିକ୍ସ ଜିନିଷ

ମୁମ୍ବାଇ,୨୧ ।୧୦: ଡ୍ରଗ୍ସ ମାମଲାର ଚେର ବଲିଉଡର କୋଣେ କୋଣେ ବ୍ୟାପିଯାଇଥିବା ଆଲୋଚନା ହେଲାଣି । ନିକଟରେ କ୍ରୁଜ ଡ୍ରଗ୍ସ ମାମାଲାରେ ଫସି ରହିଥିବା ଆର୍ଯ୍ୟନ ଖାଁଙ୍କୁ ଜାମିନ ହୋଇ ପାରୁ ନ ଥିବା ବେଳେ ଏପଟେ ଆଉ ଜଣେ ଷ୍ଟାର…

୩୦୦ ଚରିତ୍ରରେ ଅଭିନୟ କରି ୱାଲର୍‌ଡ ବୁକ୍‌ ଅଫ ରେକର୍ଡସ୍‌ ଦ୍ୱାରା ସମ୍ମାନିତ ହେଲେ ଏହି ଅଭିନେତା

ମୁମ୍ବାଇ: ଟେଲିଭିଜନ ଜଗତରେ ଏବେ ସବୁଠୁ ଲୋକପ୍ରିୟ ଧାରାବାହିକ ହେଉଛି ‘ଭାବିଜୀ ଘର ପର ହୈ’। ଏଥିରେ ବିଭୂତି ନାରାୟଣ ମିଶ୍ରା ଭୂମିକାରେ ଅଭିନୟ କରନ୍ତି ଆସିଫ ଶେଖ। ତାଙ୍କ ଅଭିନୟକୁ ନେଇ ସେ ବେଶ୍‌ ପ୍ରଶଂସା ସାଉଁଟିଛନ୍ତି। ଏହି ଧାରାବାହିକକୁ…

ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେବା ପରେ ଋଷିକେଶରେ ଏନ୍‌ଜୟ କରୁଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ସମନ୍ଥା ରୁଥ୍‌ପ୍ରଭୁ କାମରୁ ବ୍ରେକ୍‌ ନେଇ ଛୁଟି ମନାଇବାକୁ ଉତ୍ତରାଖଣ୍ଡର ଋଷିକେଶ ଯାଇଛନ୍ତି। ଏହି ସୁଖଦ ସମୟର ଫଟୋଗୁଡ଼ିକୁ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ହୋଟେଲର ସୁଇମିଂ ପୁଲ୍‌ ଠାରୁ…

ସତ ହେଲା …

ନବାଗତ ରାଜବୀର। ତାଙ୍କ ଅଭିନୀତ ପ୍ରଥମ ସିନେମା ‘ଅରୁନ୍ଧତୀ’ ଚଳିତ ବର୍ଷ ଦଶହରା ଅବସରରେ ମୁକ୍ତିଲାଭ କରିଛି। ‘ଫିଲ୍ମଟିକୁ ପ୍ରାରମ୍ଭରୁ ଆଶାନୁରୂପ ସଫଳତା ମିଳିଛି ଏହା ମୋ କ୍ୟାରିୟର ଶୁଭପ୍ରଦ ସାବ୍ୟସ୍ତ ହେବ ବୋଲି କହନ୍ତି ଏହି ନବାଗତ। ରମେଶ ରାଉତଙ୍କ…

ରକୁଲ ଯାହା ଖୋଜୁଥିଲେ..

ରକୁଲ୍‌ ପ୍ରୀତ ସିଂ ଯାହା ଖୋଜୁଥିଲେ ତାହା ତାଙ୍କୁ ଏତେ ସହଜରେ ମିଳିଯିବ-ଏ କଥାକୁ ସେ ବିଶ୍ୱାସ କରିପାରୁନାହାନ୍ତି। କଥା କ’ଣ କି ସେ ଏବେ ଆକ୍ସନ ଭୂମିକାରେ ଅବତୀର୍ଣ୍ଣ ହେବେ ବୋଲି ମନ ବଳାଇଛନ୍ତି। ତେଣୁ ଏ ନେଇ କିଛି…

ଶାହାରୁଖ-ଅନନ୍ୟାଙ୍କ ଘରେ ଏନ୍‌ସିବି ଟିମ୍‌

ମୁମ୍ବାଇ,୨୧ ।୧୦: ବଲିଉଡ୍ ଅଭିନେତା ଶାହାରୁଖ ଖାଁଙ୍କ ଅଡୁଆ ବଢି ବଢି ଯାଉଛି । ଗୁରୁବାର ଗୋଟିଏ ପଟେ ସେ ଜେଲ ଯାଇ ପୁଅ ଆର୍ଯ୍ୟନ ଖାଁଙ୍କୁ ଭେଟିଥିବା ବେଳେ ଅନ୍ୟ ପଟେ ଗୁରୁବାର ତାଙ୍କ ଘରେ ଏନ୍‌ସିବି ଟିମ୍ ପହଞ୍ଚିଥିବା…

ରିଲିଜ୍‌ ହୋଇଛି ସିଡନାଜଙ୍କ ଶେଷ ଗୀତ

ମୁମ୍ବାଇ: ଦିବଙ୍ଗତ ଅଭିନେତା ସିଦ୍ଧାର୍ଥ ଶୁକ୍ଳା ଏବଂ ଅଭିନେତ୍ରୀ ଶେହନାଜ ଗିଲ୍‌ଙ୍କ ଅଭିନୀତ ମ୍ୟୁଜିକ୍‌ ଭିଡିଓ ରିଲିଜ୍‌ ହୋଇଯାଇଛି। ପ୍ରସଂଶକ ଏହି ଯୋଡିକୁ ଦେଖିବା ପାଇଁ ଦୀର୍ଘ ଦିନରୁ ଅପେକ୍ଷା କରିଥିଲେ। ନିକଟରେ ସିଦ୍ଧାର୍ଥଙ୍କର ଅକାଳ ବିୟୋଗକୁ କେହି ସହଜରେ ଗ୍ରହଣ…

ପାର୍ଟି ଗୀତ ପାଇଁ

ରଣବୀର କପୁରଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। ଲୁଭ୍‌ ରଞ୍ଜନଙ୍କ ନିର୍ମାଣାଧୀନ ଏକ ଅନଟାଇଟଲ୍‌ଡ ଫିଲ୍ମରେ ଏକ ପାର୍ଟି ଗୀତ ସଂଯୋଜିତ ହୋଇଛି। ନିକଟରେ ଏହାର ଶୁଟିଂ ମଧ୍ୟ ଦ୍ୱୀପରେ ଶେଷ ହୋଇଛି। ହେଲେ ତା’ ପୂର୍ବରୁ ଏହି ଗୀତର ରିହରସାଲ…

ମିଳିଲାନି ଜାମିନ: ୨୬ ଅକ୍ଟୋବର ପର୍ଯ୍ୟନ୍ତ ଜେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୨୧ ।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଫସି ଥିବା ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ଅଡୁଆ ବଢି ବଢି ଚାଲିଛି । ଗୁରୁବାର ତାଙ୍କ ଜାମିନ ଆବେଦନର ଶୁଣାଣି ଥିବା ବେଳେ ଏହାକୁ ପୁଣିଥରେ ୨୬ ଅକ୍ଟୋବରକୁ…

ଖୁସି ପଛରେ…

ପରିଣୀତି ଚୋପ୍ରାଙ୍କ ଖୁସି ଏବେ ବନ୍ଧବାଡ଼ ମାନୁନି। କାରଣ କ’ଣ ଜାଣନ୍ତି ? ସେ ଖୁବ୍‌ ଶୀଘ୍ର ବଲିଉଡ୍‌ର ଅନ୍ୟତମ ନାମୀ ପ୍ରଯୋଜକ-କମ୍‌-ନିର୍ଦ୍ଦେଶକ ସୁରଜ ବରଜ୍ୟାତାଙ୍କ ଫିଲ୍ମରେ ଅଭିନୟ କରିବାକୁ ଯାଉଛନ୍ତି। ଏହାବ୍ୟତୀତ ଏହି ଫିଲ୍ମରେ ଅମିତାଭ ବଚ୍ଚନ, ନୀନା ଗୁପ୍ତା,…

ଆଲିୟାଙ୍କ ଦିନଚର୍ଯ୍ୟା

ମହେଶ ତନୟା ଆଲିୟା ଭଟ୍ଟଙ୍କ ଦିନଚର୍ଯ୍ୟା କିପରି ଆରମ୍ଭ ହୁଏ ଜାଣନ୍ତି ? ସକାଳୁ ଉଠିବା ପରେ ନିତ୍ୟକର୍ମ ଶେଷ କରି ସେ ସୂର୍ଯ୍ୟ ନମସ୍କାର କରିଥାଆନ୍ତି। ତା’ପରେ ପ୍ରାୟ ଘଣ୍ଟାଏ ଯୋଗ ପାଇଁ ଦିଅନ୍ତି। ଯୋଗ ଏବଂ ସୂର୍ଯ୍ୟ ନମସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?