ଭେଣ୍ଟିଲେଟର୍ରେ ପ୍ରସିଦ୍ଧ ଗାୟିକା, ପୁଅ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୫।୧୧: ବିହାରର ପ୍ରସିଦ୍ଧ ଲୋକ ଗାୟିକା ଶାରଦା ସିହ୍ନା ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ସାଧାରଣ ଲୋକଙ୍କ ହୃଦୟରେ ରାଜ୍ କରିଥିବା ଲୋକ ଗାୟିକଙ୍କ ପୁଅ ଅଂଶୁମାନ ସିହ୍ନା ଏହି ସୂଚନା ଦେଇଛନ୍ତି। ତାଙ୍କ ମା’...
‘ଯଦି ସଲମାନ ବଞ୍ଚିବାକୁ ଚାହୁଁଛନ୍ତି, ତେବେ…’ ପୁଣି ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆସିଲା ଧମକ
ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନ ପୁଣିଥରେ ଲରେନ୍ସ ବିଷ୍ଣୋଇଙ୍କ ନାମରେ ଏକ ଧମକ ପାଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ ଲରେନ୍ସଙ୍କ ନାମରେ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି। ପୋଲିସ ଆହୁରି...
‘ବେବି ଜନ୍’ ଟିଜର ଆଉଟ
ମୁମ୍ବାଇ: ଅଭିନେତା ବରୁଣ ଧାୱନଙ୍କ ପରବର୍ତ୍ତୀ ଫିଲ୍ମ ‘ବେବି ଜନ୍’ ଆସନ୍ତା ଡିସେମ୍ବର ୨୫ ବଡ଼ଦିନ ଉପଲକ୍ଷେ ରିଲିଜ୍ ହେବାକୁ ଯାଉଛି। ଶନିବାର ‘ବେବି ଜନ୍’ର ନିର୍ମାତାଙ୍କ ପକ୍ଷରୁ ଏହାର ଟିଜରକୁ ଜାରି କରାଯାଇଛି। ବରୁଣ ମଧ୍ୟ ଏହି ଟିଜରକୁ ନିଜ...
ଆଗରେ ‘ସିଂଘମ୍ ଏଗେନ୍’
ମୁମ୍ବାଇ: ଦୀପାବଳି ଉପଲକ୍ଷେ ଶୁକ୍ରବାର ୨ଟି ବଡ଼ ବଜେଟ୍ର ବଲିଉଡ୍ ଚଳଚ୍ଚିତ୍ର ‘ସିଂଘମ୍ ଏଗେନ୍’ ଓ ‘ଭୁଲ୍ ଭୁଲୈୟା ୩’ ମୁକ୍ତିଲାଭ କରିଥିଲା। ରିଲିଜ୍ ହେବାର ପ୍ରଥମ ୩ ଦିନ ମଧ୍ୟରେ ଦୀପାବଳି ଓ ୱିକ୍ଏଣ୍ଡ ପଡୁଥିବାରୁ ଉଭୟ ଫିଲ୍ମ ବକ୍ସ...
ଖ୍ୟାତନାମା ମ୍ୟୁଜିସିଆନ୍ କୁଇନ୍ସି ଜୋନ୍ସଙ୍କ ପରଲୋକ
ଓ୍ବାଶିଂଟନ,୫ା୧୧: ଆମେରିକାର କିମ୍ବଦନ୍ତୀ ସଙ୍ଗୀତକାର, ପ୍ରଯୋଜକ ତଥା କମ୍ପୋଜର କୁଇନ୍ସି ଜୋନ୍ସଙ୍କର ରବିବାର ରାତିରେ ୯୧ ବର୍ଷ ବୟସରେ ଲସ୍ଆଞ୍ଜେଲସ୍ ବାସଭବନରେ ପରଲୋକ ହୋଇଯାଇଛି। ବହୁ ପ୍ରତିଭାର ଅଧିକାରୀ ଜୋନ୍ସ ଖ୍ୟାତନାମା ପପ୍ ଗାୟକ ମାଇକେଲ ଜାକ୍ସନ୍ଙ୍କ ଐତିହାସିକ ‘ଥ୍ରିଲର’ ଆଲବମ୍...
ଏହି ଦିନ ସାତ ଜନମର ସାଥୀ ହେବେ ନାଗା-ଶୋଭିତା: ଚାଲିଛି ଗ୍ରାଣ୍ଡ୍ ପ୍ରସ୍ତୁତି
ସାଉଥ୍ ଅଭିନେତା ନାଗା ଚୈତନ୍ୟ ଖୁବ ଶୀଘ୍ର ତାଙ୍କ ଗର୍ଲଫ୍ରେଣ୍ଡ ଶୋଭିତା ଧୁଲିପାଲାଙ୍କୁ ସାତ ଜନମର ସାଥୀ କରିବାକୁ ଯାଉଛନ୍ତି। ପ୍ରଶଂସକମାନେ ମଧ୍ୟ ଉଭୟଙ୍କ ବିବାହକୁ ନେଇ ବହୁତ ଉତ୍ସାହିତ ଅଛନ୍ତି। ନାଗା-ଶୋଭିତା ହାଇଦ୍ରାବାଦରେ ରାଜକୀୟ ବିବାହ କରିବେ। ଦୁହେଁ...
ପୁଣି ବିବାହ କଲେ ସନ୍ନି ଲିଓନି: ଜାଣନ୍ତୁ ତାଙ୍କ ସ୍ବାମୀ କିଏ
ବଲିଉଡର ‘ବେବି ଡଲ’ ସନ୍ନି ଲିଓନି ତାଙ୍କ ବୋଲ୍ଡ ଲୁକ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଏବେ ସେ ଦ୍ୱିତୀୟ ବିବାହ କରି ଆଲୋଚନାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଡାନିଏଲ ୱେବରଙ୍କ ସହିତ ୧୩ ବର୍ଷ ବିବାହ ପରେ ପ୍ରଶଂସକମାନେ...
ପରପାରିରେ ମିଥୁନଙ୍କ ପତ୍ନୀ
ମୁମ୍ବାଇ/ଓ୍ବାଶିଂଟନ,୪।୧୧: ନିକଟରେ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହୋଇଥିବା ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ପ୍ରଥମ ପତ୍ନୀ ହେଲେନା ଲୁକଙ୍କର ପରଲୋକ ହୋଇଛି। ପ୍ରସିଦ୍ଧ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ କଳ୍ପନା ଆୟର ଏହି ସୂଚନା ନିଜ ସୋସିଆଲ ମିଡିଆ ପୃଷ୍ଠାରେ...
ତାଜ୍ ଫଲକ୍ନୁମା ପ୍ୟାଲେସ୍ରେ ‘ସିକନ୍ଦର’ର ଶୁଟିଂ
ହାଇଦ୍ରାବାଦ: ଲରେନ୍ସ ବିଷ୍ଣୁ ଗ୍ୟାଙ୍ଗ୍ ପକ୍ଷରୁ ବଲିଉଡ୍ ଅଭିନେତା ସଲମାନ ଖାନ୍ଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ଦିଆଯାଉଛି l ତେବେ ଏହାରି ମଧ୍ୟରେ ସେ ସାହସର ସହ ନିଜର ସମସ୍ତ ପୂର୍ବ କାର୍ଯ୍ୟ ସମ୍ବନ୍ଧିତ ପ୍ରତିଶ୍ରୁତିଗୁଡ଼ିକୁ ପୂରଣ କରୁଛନ୍ତି। ଶନିବାର...
ଅଭିନେତ୍ରୀଙ୍କୁ ବାଛନ୍ତି ଅଭିନେତା
ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ଅନେକ ସୁପରଷ୍ଟାରଙ୍କ ସହ କାର୍ଯ୍ୟ କରିଛନ୍ତି। ଅଭିନେତା ଅମିତାଭ ବଚ୍ଚନଙ୍କ ସହ ‘ବଦଲା’, ଶାହରୁଖ ଖାନ୍ଙ୍କ ସହ ‘ଡଙ୍କି’ ଆଦି ବହୁ ଫିଲ୍ମରେ ସେ ସୁପରଷ୍ଟାର ଅଭିନେତାଙ୍କ ମୁଖ୍ୟ ନାୟିକା ଭାବେ କାର୍ଯ୍ୟ କରିଛନ୍ତି।...
କନ୍ନଡ଼ ଫିଲ୍ମ ନିର୍ଦ୍ଦେଶକ ଗୁରୁପ୍ରସାଦଙ୍କ ଆମତ୍ହତ୍ୟା ସନ୍ଦେହ
ବେଙ୍ଗାଲୁରୁ, ୪।୧୧: କନ୍ନଡ଼ ଫିଲ୍ମ ନିର୍ଦ୍ଦେଶକ ଗୁରୁପ୍ରସାଦଙ୍କ ମୃତଦେହ ରବିବାର ବେଙ୍ଗାଲୁରୁର ମଦନାୟକନହଲ୍ଲୀସ୍ଥିତ ତାଙ୍କ ଆପାର୍ଟମେଣ୍ଟରୁ ମିଳିଛି। ସେ ଆତ୍ମହତ୍ୟା କରିଥିବା ନେଇ ପୋଲିସ ଆଶଙ୍କା କରୁଛି। ବେଙ୍ଗାଲୁରୁ ଗ୍ରାମୀଣର ଆରକ୍ଷୀ ଅଧୀକ୍ଷକ(ଏସ୍ପି) ସି.କେ. ବାବା କହିଛନ୍ତି, ଗତ କିଛିଦିନ ଧରି...
‘ଭୁଲ ଭୁଲୈୟା’ ରିଲିଜର ଦିନକ ପରେ ନିର୍ମାତା ନେଲେ ବଡ଼ ନିଷ୍ପତ୍ତି
ବମ୍ବେ: ନଭେମ୍ବର ପହିଲାରେ ବଡ଼ ପରଦାକୁ ଆସିଛି ‘ଭୁଲ ଭୁଲୈୟା ୩’। ଦର୍ଶକଙ୍କୁ ଫିଲ୍ମଟି ବେଶ୍ ପସନ୍ଦ ଆସୁଛି। କଳାକାର ଭାବେ କାର୍ତ୍ତିକ ଆର୍ୟନ, ତୃପ୍ତି ଡିମ୍ରୀ, ବିଦ୍ୟା ବାଲାନ୍ ଏବଂ ମାଧୁରୀ ଦିକ୍ଷିତଙ୍କ ଅଭିନୟ ମନ ଜିଣୁଛି। ଏମିତିରେ...
Archives


