ମନୋରଞ୍ଜନ

ବଳାତ୍କାର ଅଭିଯୋଗରେ ନିର୍ଦ୍ଦେଶକ ଗିରଫ: ମହାକୁମ୍ଭ ଭାଇରାଲ୍‌ ଗର୍ଲ ମୋନାଲିସାଙ୍କୁ ଫିଲ୍ମ କରିଥିଲେ ଅଫର୍‌

ନୂଆଦିଲ୍ଲୀ,୩୧।୩: ‘ମହାକୁମ୍ଭ ୨୦୨୫’ରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଏକ ଭୂମିକା ପ୍ରଦାନ କରିଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ଦ୍ଦେଶକଙ୍କ…

ଫ୍ୟାମିଲି ଫଙ୍କସନରେ ଏକାଠି ନଜର ଆସିଲେ ଐଶ୍ୱର୍ଯ୍ୟା-ଅଭିଷେକ, ଭିଡିଓ ଦେଖି…

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ବଲିଉଡର ପାୱାର କପଲଙ୍କ ମଧ୍ୟରୁ ଜଣେ। ଗତ ପ୍ରାୟ ଏକ ବର୍ଷ ଧରି ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ନେଇ ଖବରର ଶିରୋନାମାରେ ଅଛନ୍ତି। ପ୍ରାୟତଃ, ଗସିପ ଟାଉନ ହେଉ କିମ୍ବା ସୋସିଆଲ…

IPLରେ ବିକ୍ରି ନ ହୋଇ ବି କୋଟି କୋଟି ରୋଜଗାର କଲେ ଓ୍ବାର୍ନର; ଫିଲ୍ମ ‘ରବିନହୁଡ୍‌’ ପାଇଁ ମିଳିଛି…

ହାଇଦ୍ରାବାଦ: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ୍‌ ଓ୍ବାର୍ନର ଭାରତକୁ ବହୁତ ଭଲ ପାଆନ୍ତି। ବିଶେଷକରି ଭାରତର ଲୋକ, ସଂସ୍କୃତି ଏବଂ ସିନେମା ତାଙ୍କୁ ପସନ୍ଦ। ଏଥିନେଇ ସେ ଭାରତୀୟ ସିନେମା ଗୀତରେ ପିଲାମାନଙ୍କ ସହ ନାଚୁଥିବା ଦେଖାଯାଇଥାଏ। ହେଲେ ଏବେ ସିନେମାରେ…

ପୁଣି ପ୍ରେମରେ ପଡ଼ିଛନ୍ତି ଅନନ୍ୟା ପାଣ୍ଡେ, ଏଥର ମନ ଚୋରି କରିଛନ୍ତି…

ମୁମ୍ବାଇ: ପୁଣିଥରେ ପ୍ରେମରେ ପଡ଼ିଛନ୍ତି ବଲିଉଡର ଚୁଲବୁଲି ନାୟିକା ଅନନ୍ୟା ପାଣ୍ଡେ। ଅଭିନେତା ଆଦିତ୍ୟ ରୟ କପୁରଙ୍କ ସହ ବ୍ରେକ୍‌ଅପ୍‌ ହେବା ପରେ ସିଙ୍ଗଲ୍‌ ବୋଲି ନିଜକୁ କହି ଆସୁଥିଲେ ସେ। ହେଲେ ଏବେ ପ୍ରେମର ଗାଡ଼ି ନୂଆ ଷ୍ଟେଶନକୁ ବାଛି…

Sikandar Advance Booking: ଆରମ୍ଭ ହେଲା ସଲମାନଙ୍କ ମୁଭି ‘ସିକନ୍ଦର’ର ଆଡଭାନ୍ସ ବୁକିଂ

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ଫିଲ୍ମ ‘ସିକନ୍ଦର’ ପାଇଁ ଦର୍ଶକେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମର ଟ୍ରେଲର ଦେଖିବା ପରେ, ପ୍ରଶଂସକମାନେ ଭାଇଜାନଙ୍କ ଫିଲ୍ମ ପାଇଁ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ତେବେ ସିକନ୍ଦର ରିଲିଜ ପାଇଁ ଆଉ…

୬୦ ବର୍ଷ ବୟସରେ ୟୁଟ୍ୟୁବ୍‌ ଚ୍ୟାନେଲ ଲଞ୍ଚ କଲେ ଆମିର

ମୁମ୍ବାଇ: ପ୍ରଶଂସକଙ୍କୁ ଖୁସିଖବର ଦେଇଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାନ୍‌। ପୂର୍ବରୁ ତାଙ୍କର କୌଣସି ବ୍ୟକ୍ତିଗତ ସୋସିଆଲ ମିଡିଆ ଆକାଉଣ୍ଟ ନ ଥିଲା। ହେଲେ ଏବେ ସେ ବଡ଼ ପଦକ୍ଷେପ ନେଇ ନିଜର ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଲଞ୍ଚ କରିଛନ୍ତି। ଆମିରଙ୍କ ପ୍ରଯୋଜନା…

ଐଶ୍ୱର୍ଯ୍ୟାଙ୍କ କାରକୁ ଧକ୍କା ଦେଲା ବସ୍, ଭିଡିଓ ଭାଇରାଲ୍: ଲୋକେ କହିଲେ- ‘ଯଦି ଜୟା ବଚ୍ଚନ ସେଠାରେ ଥାଆନ୍ତେ…’

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ କାରକୁ ଏକ ବସ୍ ଧକ୍କା ଦେଇଛି। ବସ୍ ସହ ଧକ୍କା ହେବା ଯୋଗୁଁ ଐଶ୍ୱର୍ଯ୍ୟା ରାୟଙ୍କ କାର ଟୟୋଟା ଭେଲଫାୟାରର ପଛ ଭାଗ କ୍ଷତିଗ୍ରସ୍ତ ହୋଇଛି। କାର ଭିତରେ କିଏ ଥିଲା ସେ…

ହାଇଦ୍ରାବାଦର ଜ୍ୱାଇଁ ହେବାକୁ ଯାଉଛନ୍ତି ପ୍ରଭାସ, ହେଲା ବିବାହ ପକ୍କା !

ହାଇଦ୍ରାବାଦ: ଟଲିଉଡ୍‌ ଷ୍ଟାର ପ୍ରଭାସ ‘ମୋଷ୍ଟ ଏଲିଜିବୁଲ୍‌ ବ୍ୟାଚେଲର’ ମଧ୍ୟରୁ ଜଣେ। ପ୍ରାୟତଃ ତାଙ୍କର ବିବାହକୁ ନେଇ ଅନେକ ଖବର ସାମ୍ନାକୁ ଆସିଥାଏ। ସହ ଅଭିନେତ୍ରୀ ଅନୁଷ୍କାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଚାଲିବା କୁହାଯାଉଥିବା ବେଳେ ଦୁହେଁ ବିବାହ କରିପାରନ୍ତି…

ସରନେମ ବଦଳାଇ ଚର୍ଚ୍ଚାକୁ ଆସିଲେ ରାଜ ବବରଙ୍କ ପୁଅ

ମୁମ୍ବାଇ: କିଛିଦିନ ହେବ ଅଭିନେତା ଏବଂ ରାଜନେତା ରାଜ ବବର ଏବଂ ତାଙ୍କ ପୁଅ ପ୍ରତୀକଙ୍କ ମଧ୍ୟରେ ସମ୍ପର୍କ ନାହିଁ ବୋଲି କୁହାଯାଉଛି। ହଁ, ଏହି ସମୟରେ ଉଭୟେ ସବୁଠି ଆଲୋଚନାର ବିଷୟ। ସମ୍ପ୍ରତି ପ୍ରତୀକ ତାଙ୍କ ସ୍ବର୍ଗତ ମାଆ ସ୍ମିତା…

ସଲମାନ ହିନ୍ଦୁ ନା ମୁସଲମାନ? ଏକଥା ଖୋଲାଖୋଲି କହିଲେ ତାଙ୍କ ବାପା…

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ସିକନ୍ଦର’ ପାଇଁ ଚର୍ଚ୍ଚାରେ ଅଛନ୍ତି। ସୁପରଷ୍ଟାରଙ୍କ ସବୁଠାରୁ ପ୍ରତୀକ୍ଷିତ ଫିଲ୍ମ ଇଦ୍‌ ଅବସରରେ ସିନେମା ହଲରେ ମୁକ୍ତିଲାଭ କରିବାକୁ ଯାଉଛି ‘ସିକନ୍ଦର’ର ଗୀତଗୁଡ଼ିକ ପୂର୍ବରୁ ଚର୍ଚ୍ଚା ସୃଷ୍ଟି କରିଛି…

ଦିଶା ସାଲିଆନ ମୃତ୍ୟୁ: ଆଦିତ୍ୟ ଠାକ୍‌ରେ, ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ମାମଲା

ମୁମ୍ବାଇ,୨୬।୩: ସେଲିବ୍ରିଟି ମ୍ୟାନେଜର ଦିଶା ସାଲିଆନ ମୃତ୍ୟୁ ମାମଲାରେ ଶିବସେନା (ୟୁବିଟି) ନେତା ଆଦିତ୍ୟ ଠାକରେଙ୍କ ସହ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ, ଅଭିନେତା ଡିନୋ ମୋରିଆ ଏବଂ ସୁରଜ ପଞ୍ଚୋଲିଙ୍କ ନଁାରେ ମାମଲା ରୁଜୁହୋଇଛି। ଦିଶାଙ୍କ ବାପାଙ୍କ ଓକିଲ ନୀଲେଶ ଓଝା…

କନସର୍ଟ ବେଳେ Sonu Nigamଙ୍କ ଉପରକୁ ବୋତଲ-ପଥର ଫିଙ୍ଗିଲେ ପ୍ରଶଂସକ, ଅଧାରୁ…

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଗାୟକ ସୋନୁ ନିଗମଙ୍କ ଉପରକୁ ବୋତଲ, ପଥର ଫିଙ୍ଗିଲେ ପ୍ରଶଂସକ। କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ଦିଲ୍ଲୀରେ ଏକ କନସର୍ଟ କରିବାକୁ ଥିବା ବେଳେ ଏହାକୁ ଅଧାରେ ରୋକିବାକୁ ପଡ଼ିଛି। ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?