ମନୋରଞ୍ଜନ

କେବଳ ଏହି କାରଣ ପାଇଁ ପୁଅ ରଣବୀରଙ୍କୁ ଶକ୍ତଚାପୁଡ଼ା ମାରିଥିଲେ ରିଷି: ଆଉ ତା’ ପରେ…

ସ୍ବର୍ଗତ ଅଭିନେତା-ନିର୍ମାତା ରିଷି କପୁର ତାଙ୍କ ସମୟର ଚକୋଲେଟ ହିରୋ ଭାବେ କାର୍ଯ୍ୟ କରିଥିଲେ। ସେ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମ କରିଥିଲେ। ସୁନ୍ଦର ଅଭିନୟ ପାଇଁ ତାଙ୍କ ଫିଲ୍ମକୁ ସମସ୍ତେ ପସନ୍ଦ କରନ୍ତି। ଆଜି ସେ ଆମ ସହିତ ନାହାନ୍ତି…

ସୋସିଆଲ ମିଡିଆରେ ନିଆଁ ଲଗାଇଲା ଏହି ଅଭିନେତ୍ରୀଙ୍କ ଫଟୋ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମଲାଇକା ଆରୋରା ତାଙ୍କ ଲୁକ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ମଲାଇକା ତାଙ୍କ ଚେହେରା ଏବଂ ଫିଟନେସ୍‌ ସହିତ ତାଙ୍କ ବୟସକୁ ପଛରେ ପକାଇଦିଅନ୍ତି। ତାଙ୍କୁ ଦେଖି ପ୍ରଶଂସକମାନେ ମଧ୍ୟ ଫିଟନେସ୍‌ ପାଇଁ ଉତ୍ସାହିତ ହୋଇପଡ଼ନ୍ତି। ମଲାଇକାଙ୍କ…

ଏକଦା ଆମିରଙ୍କୁ ପ୍ରଶଂସକ ଭାବେ ଚିଠି ଲେଖିଥିଲେ ଏହି ଅଭିନେତ୍ରୀ , ପୂରା ଘଟଣା ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଏକଦା ଅମିର ଖାନ୍‌ଙ୍କୁ ଚିଠି ଲେଖିଥିଲେ। ଏ ନେଇ ସେ ନିକଟରେ କହିଥିଲେ। ‘ରଙ୍ଗିଲା’ ଫିଲ୍ମରେ ଅମିରଙ୍କ ଅଭିନୟ ତାଙ୍କୁ ବହୁତ ପ୍ରଭାବିତ କରିଥିଲା। ଅଭିନୟ ଦେଖି ସେ ଏତେ ଖୁସି ହୋଇ ଯାଇଥିଲେ ଯେ,…

ଅଭିନେତା ସିଦ୍ଧାର୍ଥ ଶୁକ୍ଳା, ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମଧ୍ୟରେ ରହିଛି ଅଜବ ସଂଯୋଗ

ମୁମ୍ବାଇ: ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କର ଅନ୍ତିମ ସଂସ୍କାର ସରିଛି । ମୁମ୍ବାଇର ଓସିୱାରା ଇଲେକ୍ଟ୍ରିକ ଶବଦାହ ଗୃହରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ପରିବାର ସଦସ୍ୟଙ୍କ ବ୍ୟତୀତ ଟେଳିଭିଜନ ଦୁନିଆର ବହୁ କଳାକାର ଲୁହଭିଜା ଆଖିରେ ସିଦ୍ଧାର୍ଥଙ୍କ୍‌ୁ ବିଦାୟ ଦେଇଛନ୍ତି…

ଦୀପିକାଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍ କୁଇନ୍ ଦୀପିକା ପାଦୁକୋନ ଏବେ ତାଙ୍କ କୋଷ୍ଟାରଙ୍କ ପାଇଁ ଆଗେଇ ଆସିଛନ୍ତି । ମୁଭି ‘ଛପାକ’ରେ ତାଙ୍କ ସହ ଅଭିନୟ କରିଥିବା ବାଲା ଏବେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ବାଲା ହେଉଛନ୍ତି ଜଣେ ଏସିଡ୍…

ସିଦ୍ଧାର୍ଥଙ୍କୁ ଶେଷ ଥର ପାଇଁ ଦେଖିବାକୁ ଧାଇଁ ଗଲେ ଶେହନାଜ; ଶ୍ମଶାନ ପାହାଚରେ ବସି କାନ୍ଦିଲେ ଆସିମ୍‌

ବମ୍ବେ: ଲୋକପ୍ରିୟ ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ହଠାତ୍‌ ମୃତ୍ୟୁକୁ ଗ୍ରହଣ କରିପାରୁନାହାନ୍ତି ପରିବାର, ବନ୍ଧୁ, ପରିଜନ ଏବଂ ପ୍ରଶଂସକ । ଚାରିଆଡେ ଶୋକର ଛାୟା ଖେଳିଯାଇଥିବା ବେଳେ ଅଭିନେତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ସମୟରେ ଶେଷ ଦର୍ଶନ ପାଇଁ ମା’,…

ପଞ୍ଚଭୂତରେ ବିଲୀନ ହେଲେ ସିଦ୍ଧାର୍ଥ; ଲୁହ ଭରା ଆଖିରେ ବିଦାୟ ଦେଲେ ମା’-ଶେହନାଜ

ବମ୍ବେ: ପଞ୍ଚଭୂତରେ ବିଲୀନ ହେଲେ ବିଗ୍‌ବସ୍‌ ବିଜେତା ତଥା ଲୋକପ୍ରିୟ ଟେଲି ଅଭିନେତା ସିଦ୍ଧାର୍ଥ ଶୁକ୍ଳା। ବ୍ରହ୍ମକୁମାରୀ ରୀତିନୀତିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସିଦ୍ଧାର୍ଥଙ୍କ ଶେଷ ଦର୍ଶନ ପାଇଁ ମୁମ୍ବାଇର ଓସିବାରା ଶ୍ମଶାନରେ ବନ୍ଧୁ, ପରିଜନ, ପରିବାରଲୋକଙ୍କ ବ୍ୟତିତ ପ୍ରଶଂସକମାନେ…

ମନ୍ତ୍ରୀଙ୍କ ଝିଅକୁ ହୃଦୟ ଦେଇଥିଲେ ଏହି ଅଭିନେତା, ଆଉ ତା’ ପରେ

୧୯୭୬ ମସିହା ସେପ୍ଟେମ୍ବର ୩ରେ ବଲିଉଡ୍‌ ଅଭିନେତା ବିବେକ ଓବରୟ ହାଇଦ୍ରାବାଦରେ ଜନ୍ମ ହୋଇଥିଲେ। ବିବେକ ତାଙ୍କ ପ୍ରଫେସନାଲ ଲାଇଫ୍‌କୁ ନେଇ ଯେତିକି ଚର୍ଚ୍ଚାରେ ରହୁଥିଲେ, ତାଠୁ ଅଧିକ ଚର୍ଚ୍ଚାରେ ରହୁଥିଲେ ତାଙ୍କ ପର୍ସନାଲ ଲାଇଫକୁ ନେଇ । ଆଜି ତାଙ୍କ…

ଶେହନାଜଙ୍କ ଛଡ଼ା ଏହି ୭ ଅଭିନେତ୍ରୀଙ୍କୁ ଡେଟ୍‌ କରିଥିଲେ ସିଦ୍ଧାର୍ଥ; ଅନେକ ଭାଙ୍ଗିଥିଲେ ହୃଦୟ…

ବମ୍ବେ: ଟେଲି ପରଦାର ଲୋକପ୍ରିୟ ଅଭିନେତା ତଥା ବିଗ୍‌ ବସ୍‌ ୧୩ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୦ ବର୍ଷ ହୋଇଥିଲା। ସେ ନିଜ ଅଭିନୟ ଜୀବନର ଏପରି ଏକ ସୋପାନରେ ଥିଲେ…

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ପଙ୍ଗା ନେଇଥିଲେ ବିବେକ୍‌; ବରବାଦ ହୋଇଯାଇଥିଲା…

ବଲିଉଡ୍‌ ଅଭିନେତା ବିବେକ ଓବରୟ ୧୯୭୬ ମସିହା ସେପ୍ଟେମ୍ବର ୩ରେ ଜନ୍ମ ଗ୍ରହଣ କରିଥିଲେ। ଆଜି ସେ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ବିବେକ ପ୍ରସିଦ୍ଧ ଅଭିନେତା ସୁରେଶ ଓବରୟଙ୍କ ପୁଅ। ବିବେକ ସେହି ବଲିଉଡ୍‌ ଅଭିନେତାମାନଙ୍କ ମଧ୍ୟରୁ ଜଣେ ଯିଏକି…

ନିଲାମ ହେଲା ସଲମାନଙ୍କ ଟାଓ୍ବେଲ, ଦାମ୍‌ ଜାଣିଲେ…

ମୁମ୍ବାଇ: ସଲମାନ ଖାନ୍‌ଙ୍କ ଲୋକପ୍ରିୟ ‘ଜିନେ କେ ହେ ଚାର୍‌ ଦିନ’ ଗୀତରେ ବ୍ୟବହାର କରିଥିବା ଟାଓ୍ବେଲ ନିଲାମ ହୋଇଛି। କେହି ଜଣେ ପ୍ରଶଂସକ ଟାଓ୍ବେଲଟିକୁ ୧.୪୨ ଲକ୍ଷରେ କିଣିଥିବା ଜଣାପଡ଼ିଛି। ଏଥିରୁ ମିଳିଥିବା ଅର୍ଥ ଦାତବ୍ୟ ଅନୁଷ୍ଠାନକୁ ପ୍ରଦାନ କରାଯିବ…

ବଲିଉଡ୍ ଅଭିନେତ୍ରୀଙ୍କ ବାୟୋପିକ୍‌ରେ କାମ କରିବାକୁ ଚାହାନ୍ତି କ୍ରିତି

ମୁମ୍ବାଇ: ବଲିଉଡ୍‌ର ଚୁଲବୁଲି ନାୟିକା କ୍ରିତି ସାନନ ଏବେ ଖୁବ୍ ଚର୍ଚ୍ଚାରେ । ନିଜର କଠିନ ପରିଶ୍ରମ ଓ ଏକାଗ୍ରତା ପାଇଁ ସେ ଆଜି ବଲିଉଡରେ ନିଜ ପାଇଁ ତିଆରି କରିଛନ୍ତି ଏକ ଭିନ୍ନ ପରିଚୟ । ନିକଟରେ ତାଙ୍କ ଅଭିନୀତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri