ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ନୁସରତ୍: ପ୍ରେମିକଙ୍କ କୋଳରେ ପୁଅ
କୋଲକତା,୩୧।୮: ନିକଟରେ ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗାଳ ଚଳଚ୍ଚିତ୍ର ଅଭିନେତ୍ରୀ ନୁସରତ ଜାହାଁ ମା’ ହୋଇଛନ୍ତି। ୨୬ ଅଗଷ୍ଟରେ ନୁସରତ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ୫ ଦିନ ପରେ ସେ ପୁଅକୁ ନେଇ ଘରକୁ ଫେରିଛନ୍ତି। ତେବେ ହସ୍ପିଟାଲରୁ…
କାନ୍ଦି କାନ୍ଦି ମହେଶ ଭଟ୍ଟଙ୍କୁ ଅଭିଶାପ ଦେଇ ଠକ କହିଥିଲେ ଏହି ଅଭିନେତା: କାରଣ ଜାଣିଲେ…
ବଲିଉଡ୍ ଅଭିନେତା ଅନୁପମ ଖେରଙ୍କୁ ଶ୍ରେଷ୍ଠ ଅଭିନେତାମାନଙ୍କ ମଧ୍ୟରେ ଗଣାଯାଏ। ସେ ମହେଶ ଭଟ୍ଟଙ୍କ ଚଳଚ୍ଚିତ୍ର ‘ସାରାଂଶ’ରୁ କ୍ୟାରିୟର୍ ଆରମ୍ଭ କରିଥିଲେ। ତାଙ୍କୁ ସେତେବେଳେ ୨୪ ବର୍ଷ ହୋଇଥିଲା । କିନ୍ତୁ, ସେ ଜଣେ ବୃଦ୍ଧ ପିତାଙ୍କ ଭୂମିକାରେ ଅଭିନୟ କରିଥିଲେ,…
ରେଗେ ସଙ୍ଗୀତ ବିଶାରଦ ଲି ପେରିଙ୍କ ପରଲୋକ
କିଙ୍ଗ୍ଷ୍ଟନ, ୩୧।୮: ଜାମାଇକାରେ ୬୦ ଦଶକରେ ବିକଶିତ ଲୋକପ୍ରିୟ ସ୍ବତନ୍ତ୍ର ସଙ୍ଗୀତ ଶୈଳୀ ‘ରେଗେ’ର ମାର୍ଗଦର୍ଶକ ଭାବେ କାର୍ଯ୍ୟ କରିଥିବା ଲି ସ୍କ୍ରାଚ୍ ପେରିଙ୍କର ୮୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଉତ୍ତର ଜାମାଇକାର ଲୁସିଆସ୍ଥିତ ଏକ ହସ୍ପିଟାଲରେ ରବିବାର ସେ…
ଅଡୁଆରେ ଜ୍ୟାକଲିନ
ମୁମ୍ବାଇ: ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜଙ୍କୁ ପାଖାପାଖି ୫ ଘଣ୍ଟା ଧରି ପଚରା ଉଚରା କରିଛି । ଦିଲ୍ଲୀରେ ଏହା ଚାଲିଥିବା ବେଳେ ମନି ଲଣ୍ଡରିଂର ଏହା କେଉଁ ମାମଲା ବା କାହା ସହ…
ଅନୁଷ୍କାଙ୍କ ବଡିଗାର୍ଡଙ୍କ ମାସିକ ଦରମା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବଲିଉଡ ସେଲିବ୍ରିଟିମାନେ ପ୍ରତିବର୍ଷ କୋଟି କୋଟି ଟଙ୍କା ରୋଜଗାର କରନ୍ତି। ସେମାନେ ଯେଉଁଆଡ଼େ ଯାଆନ୍ତି, ହଜାର ହଜାର ପ୍ରଶଂସକ ସେମାନଙ୍କୁ ଦେଖିବା ପାଇଁ ଭିଡ଼ ଜମାନ୍ତି। ଏପରି ପରିସ୍ଥିତିରେ, ଏହି ତାରକାମାନେ ମଧ୍ୟ ସେମାନଙ୍କ ସୁରକ୍ଷା ପାଇଁ କୋଟି କୋଟି ଟଙ୍କା…
କାଜଲଙ୍କୁ ଶାହାରୁଖଙ୍କ ସ୍ତ୍ରୀ ଭାବୁଥିଲେ ଏହି ଅଭିନେତା, କବାଟ ଖୋଲୁ ଖୋଲୁ ଯାହା ଦେଖିଲେ ଚାହିଁ ରହିଗଲେ
କିଛି ବଲିଉଡ ଅଭିନେତା ଅଛନ୍ତି, ଯାହାଙ୍କ କେମେଷ୍ଟ୍ରି ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥାଏ। ପରଦାରେ ସେମାନଙ୍କୁ ଏକାଠି ଦେଖି ପ୍ରଶଂସକମାନେ ବହୁତ ଖୁସି ହୋଇଥାନ୍ତି। ଏଭଳି ପରିସ୍ଥିତିରେ ଶାହାରୁଖ ଖାନ ଏବଂ କାଜଲଙ୍କ ନାମ ଆସିଥାଏ। କାରଣ ଦର୍ଶକ ସେମାନଙ୍କର ଅନସ୍କ୍ରିନ…
ଶଶି ଥରୁରଙ୍କୁ ଆସିଥିଲା ଫିଲ୍ମ ଅଫର୍, ଏହି କାରଣରୁ କରିଥିଲେ ମନା
ବଲିଉଡର ‘ଦବଙ୍ଗ ଖାନ’ ସଲମାନ ଖାନ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଚେହେରା। ସେ ନିଜ କ୍ୟାରିୟରରେ ଏପର୍ଯ୍ୟନ୍ତ ଏକରୁ ଅଧିକ ସୁପରହିଟ ଫିଲ୍ମ କରିଛନ୍ତି। ସେ ପ୍ରାୟତଃ ତାଙ୍କ ଚଳଚ୍ଚିତ୍ରରେ ନୂଆ ଚେହେରାକୁ ସ୍ଥାନ ଦେବାକୁ ପସନ୍ଦ କରନ୍ତି ।…
ସ୍ତ୍ରୀଙ୍କୁ ଏମିତି ମେସେଜ୍ କରନ୍ତି ଶାହିଦ କପୁର, ସ୍କ୍ରିନ୍ଶଟ୍ ଶେୟାର କଲେ ମୀରା
ବଲିଉଡ ଅଭିନେତା ଶାହିଦ କପୁର ଏବଂ ତାଙ୍କ ସ୍ତ୍ରୀ ମୀରା ରାଜପୁତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ମୀରା ଶାହିଦଙ୍କ ସହ ଏକ ବ୍ୟକ୍ତିଗତ ଚାଟର ସ୍କ୍ରିନସଟ ପ୍ରଶଂସକଙ୍କ ସହଶେୟାର କରିଛନ୍ତି। ସୋସିଆଲ ମିଡିଆରେ ଏହି ସ୍କ୍ରିନସଟ ଭାଇରାଲ ହେବାରେ ଲାଗିଛି।…
ରାଜନୀତି ଖେଳର ଶିକାର ହୋଇଗଲି: କୁମ୍କୁମ୍ ମହାନ୍ତି
ଓଡ଼ିଶୀ ନୃତ୍ୟ ଜଗତର ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ହେଉଛନ୍ତି ପଦ୍ମଶ୍ରୀ କୁମ୍କୁମ୍ ମହାନ୍ତି। ଓଡ଼ିଶୀ ନୃତ୍ୟର ବିଶିଷ୍ଟ ଗୁରୁ କେଳୁଚରଣ ମହାପାତ୍ରଙ୍କର ସେ ପଟ୍ଟଶିଷ୍ୟା। ବହୁ ଉଦ୍ୟମ କରି ସରକାରଙ୍କ ସହଯୋଗରେ ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଇଥିଲେ। ଏହା ମାଧ୍ୟମରେ ସେ…
କେବଳ ଏହି କାରଣ ପାଇଁ ଅମିରଙ୍କ ଉପରେ ଭୀଷଣ ରାଗିଥିଲେ ମାଧୁରୀ
୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା ହୋଇଥିଲା। ତେବେ ଆଜି ଆମେ ଆପଣଙ୍କୁ ଏପରି ଏକ ଘଟଣା କହୁଛୁ ଯାହା ଫିଲ୍ମର…
୬୪ ବର୍ଷ ବୟସରେ ପରଦାରେ ଅନ୍ତରଙ୍ଗ ଦୃଶ୍ୟ କରିବାର ଅନୁଭବ ବଖାଣିଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ ତାରକା ଜ୍ୟାକି ଶ୍ରଫ ହିନ୍ଦୀ ସିନେମାର ଏକ ଜଣାଶୁଣା ନାମ। ଜଗ୍ଗୁ ଦାଦା ବୋଲି ସେ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧ। ନିକଟରେ ଜ୍ୟାକି ଶ୍ରଫ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଦି ଇଣ୍ଟରଭ୍ୟୁ: ନାଇଟ ଅଫ ୨୬/୧୧’ ବିଷୟରେ ଖୁଲାସା କରିଛନ୍ତି ।…
ଇଣ୍ଟିମେଟ ସିନ୍ ଆସିଲେ ଲାଜେଇ ଯାଆନ୍ତି ଜ୍ୟାକି
ମୁମ୍ବାଇ: ବଲିଉଡ୍ ଷ୍ଟାର ଜ୍ୟାକି ଶ୍ରଫ ତାଙ୍କ ଅଗାମୀ ଫିଲ୍ମ ‘ଦ ଇଣ୍ଟରଭ୍ୟୁ: ନାଇଟ୍ ଅଫ୍ ୨୬/୧୧’ କୁ ନେଇ କଥା ହୋଇଛନ୍ତି । ସେ କହିଛନ୍ତି ଫିଲ୍ମରେ ଇଣ୍ଟିମେଟ ସିନ୍ ଆସିଲେ ମୋତେ ଲାଜ ଲାଗିଥାଏ । ମୁଁ ଆଦୌ…
Archives


