ମନୋରଞ୍ଜନ

ଖୁବ୍‌ଶୀଘ୍ର ରିଲିଜ ହେବ ଆଲିୟାଙ୍କ ଗଙ୍ଗୁବାଇ କାଠିୟାୱାଡ଼ି, କେବେ ଜାଣନ୍ତୁ…

ମୁମ୍ବାଇ: ଆଲିୟା ଭଟ୍ଟଙ୍କ ଗ୍ୟାଙ୍ଗଷ୍ଟାର ଫିଲ୍ମ ଗଙ୍ଗୁବାଇ କାଠିୟାୱାଡ଼ିର ରିଲିଜ ଡେଟ୍‌ ଘୋଷଣା କରାଯାଇଛି। ୨୦୨୨ର ପ୍ରଥମ ହିନ୍ଦୀ ଫିଲ୍ମ ଭାବେ ଜାନୁୟାରୀ ୬ ରେ ରିଲିଜ ହେବ ଏହି ଫିଲ୍ମ। ଏଥିରେ ଆଲିୟାଙ୍କ ସହ ଅଜୟ ଦେବଗନ ଏକ ସ୍ବତନ୍ତ୍ର…

ମା’ ହେବା ପରେ ଗ୍ଲାମରସକୁ ଫେରିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଙ୍ଗଳା ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାଁ ଅଭିନୟ ଜଗତ ଏବଂ ରାଜନୀତିରେ ବେଶ୍‌ ନାଁ କମାଇଛନ୍ତି। ନୁସରତ ସବୁବେଳେ କିଛି ନା କିଛି କଥାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ତଳେ ସେ ଏକ ପୁତ୍ର…

ରାନୁ ମଣ୍ଡଳ ପୁଣି ଚର୍ଚ୍ଚାରେ

ନୂଆଦିଲ୍ଲୀ,୩୦।୯: ରାତାରାତି ପରିଚିତ ହୋଇଥିବା ରାନୁ ମଣ୍ଡଳ ଏବେ ପୁଣି ଚର୍ଚ୍ଚାରେ। ନିକଟରେ ଶ୍ରୀଲଙ୍କାର ୟୋହାନିଙ୍କ ଗୀତ ‘ମାନିକେ ମାଗେ ହିଥେ’ ଲୋକପ୍ରିୟ ହୋଇଛି। ଏହି ଗୀତକୁ ରାନୁ ମଣ୍ଡଳ ଗାଇ ପୁଣି ଲୋକଙ୍କ ନଜରକୁ ଫେରିଛନ୍ତି। ସୂଚନାନୁସାରେ, ଲତା ମଙ୍ଗେଶକରଙ୍କ…

ଏସିଆନ କଣ୍ଟେଟ୍‌ ଆଓ୍ବାର୍ଡ ପାଇଁ ମନୋନୀତ ହେଲେ ନୁସରତ୍‌

ମୁମ୍ବାଇ: ଏସିଆନ କଣ୍ଟେଟ୍‌ ଆଓ୍ବାର୍ଡ ପାଇଁ ଚର୍ଚ୍ଚିତ ନୁସରତ୍‌ ଭରୁଚାଙ୍କୁ ମନୋନୀତ କରାଯାଇଛି। ସେ ହେଉଛନ୍ତି ପ୍ରଥମ ଭାରତୀୟ ଅଭିନେତ୍ରୀ ଯିଏକି ଏହି ସମ୍ମାନ ପାଇବେ। ନେଟ୍‌ଫ୍ଲିକ୍ସରେ ‘ଅଜବ ଦାସ୍ତାନ’ ନାମକ ଏକ ଆନ୍ଥୋଲୋଜି ଟେଲିକାଷ୍ଟ ହୋଇଥିଲା। ଏହାର ଅଧୀନରେ ‘ଖିଲୌଜା’ନାମକ…

ନୂଆ ଲୁକ୍‌ରେ ରଶ୍ମିକା

ମୁମ୍ବାଇ: ନ୍ୟାଶନାଲ କ୍ରସ ରଶ୍ମିକା ମନ୍ଧାନା ନିଜର ଅପକମିଂ ଫିଲ୍ମ ‘ପୁଷ୍ପା’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଫିଲ୍ମରେ ତାଙ୍କର ଫାଷ୍ଟ ଲୁକ୍‌ ସାମ୍ନାକୁ ଆସିଛି। ରଶ୍ମିକା ନିଜର ଏହି ଫାଷ୍ଟ ଲୁକର ଫଟୋକୁ ଇନଷ୍ଟାଗ୍ରାମରେ ମଧ୍ୟ ଶେୟାର କରିଛନ୍ତି।…

ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲେ ହାସ୍ୟ ଅଭିନେତା ଗୁଡୁଙ୍କ ମା’

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ହାସ୍ୟ ଅଭିନେତା ଗୁଡୁଙ୍କ ମା’ଙ୍କର ଦେହାନ୍ତ ହୋଇଛି। ଯାଜପୁର ଜିଲା ଯଖପୁରା ରେଳ ଷ୍ଟେଶନରେ ଟ୍ରେନ୍‌ ଚଢୁଥିବା ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ସେ ଟ୍ରେନ୍‌ ଲାଇନ୍‌ ତଳକୁ ଖସି ପଡ଼ିଥିଲେ।…

ହସ୍ପିଟାଲରେ ଶ୍ୱେତା ତିଓ୍ବାରୀ: ସ୍ବାମୀ କହିଲେ, ସୁନ୍ଦର ଦେଖାଯିବା ପାଇଁ…

ଟିଭିର ଲୋକପ୍ରିୟ ଅଭିନେତ୍ରୀ ଶ୍ୱେତା ତିୱାରୀ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିକଟରେ ‘ଖତ୍ରୋଂ କେ ଖିଲାଡି-୧୧’ରେ ତାଙ୍କୁ ଦେଖିବାକୁ ମିଳିଥିଲା। ସେ ଶୋ’ର ଶ୍ରେଷ୍ଠ ଫାଇନାଲିଷ୍ଟରେ ଥିଲେ। ସେ ଶୋ’ ଜିତିପାରି ନ ଥିଲେ। ଶୋ’ରୁ ବାହାରିବା ପରେ…

ଆଲିଆଙ୍କୁ ଘେରିଗଲେ ପ୍ରଶଂସକ, ରଣବୀର ସାଜିଲେ ବଡିଗାର୍ଡ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଗର୍ଲଫ୍ରେଣ୍ଡ ଆଲିଆ ଭଟ୍ଟଙ୍କ ସହ ୩୯ ତମ ଜନ୍ମଦିନ ପାଳନ କରିବା ପରେ ବୁଧବାର ମୁମ୍ବାଇ ଫେରିଥିଲେ। ଦୁଇଜଣଙ୍କୁ ଯୋଧପୁର ଏୟାରପୋର୍ଟରେ ସ୍ପଟ୍‌ କରାଯାଇଥିଲା। ଏଠାରେ ଆଲିଆଙ୍କୁ ପ୍ରଶଂସକମାନେ ଘେରି ଯାଇଥିଲେ। ଏହି ସମୟର…

ଝିଅର ପୋଲ୍‌ ଖୋଲିଲେ ଅମିତାଭ ବଚ୍ଚନ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡପତି ୧୩’ର ହୋଷ୍ଟିଂ କରୁଛନ୍ତି। ପ୍ରତ୍ୟେକ ସିଜିନ୍‌ ପରି ଚଳିତ ସିଜିନ୍‌ ମଧ୍ୟ ଚର୍ଚ୍ଚାରେ ରହୁଛି। ଏହି ପୁରା ସପ୍ତାହରେ ‘କେବିସି ୧୩’ ଟିମ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର କାର୍ଯ୍ୟ ପାଇଁ…

ଦୁଃଖ ସମୟରେ ମୋ ସ୍ତ୍ରୀ ଏକ ‘ସ୍ତମ୍ଭ’ ଭାବରେ ଠିଆ ହୋଇଛନ୍ତି: କପିଲ

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମା ‘ଦ କପିଲ ଶର୍ମା ଶୋ’ରେ ଲୋକଙ୍କୁ ହସାଇ ହସାଇ ବେଦମ କରିଦିଅନ୍ତି। ଏହି ଶୋ’କୁ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ରାଜନୀତି ଏବଂ କ୍ରୀଡ଼ା ଜଗତର ବଡ଼ବଡ଼ ଷ୍ଟାର ଆସିଥାନ୍ତି। ଏହି ସମୟରେ ଅନେକ…

ସ୍ତ୍ରୀ ପିଲାଙ୍କ ଖର୍ଚ୍ଚ ଉଠାଇ ପାରୁ ନ ଥିଲେ ଏହି ଲୋକପ୍ରିୟ ଅଭିନେତା

କପୁର ପରିବାର ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏପରି ଏକ ପରିବାର ଯିଏକି ଅନେକ ଦଶନ୍ଧି ଧରି ଦର୍ଶକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅଭିନେତ୍ରୀ କରିସ୍ମାଙ୍କ ବାପା ରଣଧୀର କପୁରଙ୍କ ସହ ନିକଟରେ କପିଲ ଶର୍ମାଙ୍କ ଶୋ’ରେ ପହଞ୍ଚିଥିଲେ। ଯେଉଁଠାରେ ରଣଧୀର ତାଙ୍କ…

କଟ୍ରିନାଙ୍କ ଭଳି ଦେଖାଯାଉଥିବା ଯୁବତୀ ଜଣକ କିଏ..

ମୁମ୍ବାଇ,୨୯।୯: ବହୁ ଅଭିନେତା ଓ ଅଭିନେତ୍ରୀଙ୍କ ଡ୍ୟୁପ୍ଲିକେଟ ରହିଛନ୍ତି। ଠିକ୍‌ ସେହିପରି ଏବେ କଟ୍ରିନାଙ୍କ ଚେହେରା ପରି ମିଶୁଥିବା ଜଣେ ଯୁବତୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସୋସିଆଲ ମିଡିଆ କଟ୍ରିନାଙ୍କ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?