ମନୋରଞ୍ଜନ

ଏହି ଅଭିନେତ୍ରୀଙ୍କୁ ଶୁଟିଂ ଶେଟ୍‌ରେ ଶକ୍ତ ଚାପୁଡ଼ା ମାରିଥିଲେ ଦିଲୀପ କୁମାର, ଉଡ଼ିଯାଇଥିଲା ହୋସ୍‌

ମୁମ୍ବାଇ: ଏକଦା ‘ଟ୍ରାଜେଡି କିଙ୍ଗ୍‌’ ତଥା ଅଭିନେତା ଦିଲୀପ କୁମାର ଏବଂ ଅଭିନେତ୍ରୀ ମଧୁବାଲାଙ୍କ ଯୋଡ଼ିକୁ ଦର୍ଶକେ ଖୁବ୍‌ ପସନ୍ଦ କରୁଥିଲେ। ଥରେ ମଧୁବାଲାଙ୍କୁ ଦିଲୀପ କୁମାର ଖୁବ୍‌ ଜୋର୍‌ରେ ଏକ ଚାପୁଡ଼ା ମାରିଥିଲେ। ହୋସ୍‌ ଆସିବାକୁ ମଧୁବାଲାଙ୍କୁ ଗୋଟିଏ ଘଣ୍ଟା…

ଆଜ୍‌ ପୁରାନି ରାହୋ ସେ କୋଇ ମୁଝେ ଆଓ୍ବାଜ ନା ଦେ…

ମୁମ୍ବାଇ: ବଲିଉଡ୍‌ର ଟ୍ରାଜେଡି କିଙ୍ଗ୍‌ ଭାବେ ପରିଚିତି ହାସଲ କରିଥିବା ପ୍ରଥମ ସୁପରଷ୍ଟାର୍‌ ଦିଲ୍ଲୀପ୍‌ କୁମାରଙ୍କ ପରଲୋକ ଘଟିଛି। ତେବେ ତାଙ୍କର ଦୀର୍ଘ ୬୫ ବର୍ଷର ଅଭିନୟ ସବୁବେଳ ପାଇଁ ସ୍ମୃତି ହୋଇ ରହିଯାଇଛି। ଦିଲ୍ଲୀପ୍‌ଙ୍କ ପ୍ରକୃତ ନାମ ମହମ୍ମଦ୍‌ ୟୁସୁଫ୍‌…

ବାଜପେୟୀଙ୍କ ମନ ଦୁଃଖ ଥିବା ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କ୍ଲାସ୍‌ ନେଇଥିଲେ ଏହ ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ମହାନ କଳାକାର ଦିଲୀପ କୁମାରଙ୍କ ୯୮ ବର୍ଷରେ ପରଲୋକ ଘଟିଛି। ପାକିସ୍ତାନରେ ଜନ୍ମଗ୍ରହଣ କରିଥିବା ଦିଲୀପ କୁମାରଙ୍କୁ କେବଳ ଭାରତରେ ନୁହେଁ, ପାକିସ୍ତାନରେ ପ୍ରସିଦ୍ଧ ଥିଲେ। ସେ ଉଭୟ ଦେଶର ସମ୍ପର୍କ ଉପରେ ନଜର ରଖିଥିଲେ। ଥରେ ପୂର୍ବତନ…

୨୨ ବର୍ଷ ସାନ ଅଭିନେତ୍ରୀଙ୍କୁ ମନ ଦେଇ ବସିଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମା ପ୍ରସିଦ୍ଧ ଅଭିନେତା ଦିଲୀପ କୁମାରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ଗତ ମାସରୁ ସେ ଶ୍ୱାସକ୍ରିୟା ନେବାରେ ଅସୁବିଧା ଅନୁଭବ କରୁଥିଲେ। ଏହି କାରଣରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ଜାଣନ୍ତୁ ଫିଲ୍ମ ଜଗତରେ କିପରି ପ୍ରବେଶ କରିଥିଲେ ଭାଇଜାନ: ଜୁହିଙ୍କୁ ନେଇ ମନରେ…

ବଲିଉଡ୍ର ସୁପରଷ୍ଟାର ଭାଇଜାନ୍‌ ସଲମାନ ଖାଁ ଙ୍କ ଫିଲ୍ମ ଜଗତକୁ ଏଣ୍ଟ୍ରି ସମୟରେ ଅନେକ ରୋଚକ କାହାଣୀ ରହିଛି। ସଲମାନ ଫିଲ୍ମ ‘ବିବିି ହୈ ତୋ ଏସି’ରେ ବଲିଉଡରେ ପାଦ ଦେଇଥିଲେ। ସଲମାନଙ୍କ ଚୟନର କାହାଣୀ ମଧ୍ୟ ବହୁତ ଆକର୍ଷଣୀୟ। ଏହି…

ପରିବେଶ ସୁରକ୍ଷାରେ ଶ୍ରୁତି

ଅଭିନେତ୍ରୀ ଶ୍ରୁତି ହାସନ ବିଶ୍ୱ ଜୁନୋସେସ୍‌ ଦିବସ ଅବସରରେ ଓ୍ବାଲର୍‌ଡ ଓ୍ବାଇଡ୍‌ ଫଣ୍ଡ(ଡବ୍ଲ୍ୟୁଡବ୍ଲ୍ୟୁଏଫ୍‌)ର ଭାରତୀୟ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ପରିବେଶ ସଂରକ୍ଷଣ କଥା ସର୍ବଦା ଆମ ଭିତରେ ରହିବା ଉଚିତ। ପୃଥିବୀର ସୁରକ୍ଷା ସହ ଆମ ସୁରକ୍ଷା ଜଡ଼ିତ। ଡବ୍ଲ୍ୟୁଡବ୍ଲ୍ୟୁଏଫ୍‌ର…

ଚାଲିଗଲେ ଟ୍ରାଜେଡି କିଙ୍ଗ୍‌

ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ବୁଧବାର ସକାଳୁ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ହେବ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୯୮ ବର୍ଷ ବୟସରେ ସେ ଦୁନିଆକୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। କିଛି ଦିନ ପୂର୍ବରୁ…

୩ ବିଳାସପୂର୍ଣ୍ଣ ଘର, ୯ କୋଟିର କାର୍‌ର ମାଲିକ ହେଉଛନ୍ତି ଏହି ଅଭିନେତା; ୬୮ ଲକ୍ଷ ଟଙ୍କାର ରଖିଛନ୍ତି କେବଳ ଜୋତା

ବମ୍ବେ: ବଲିଉଡ୍‌ରେ ବିଟ୍ଟୁ ଏବଂ ରେମ୍ବୋ ନାମରେ ଖ୍ୟାତ ରଣବୀର ସିଂହଙ୍କ ଆଜି ହେଉଛି ‘ହାପି ବର୍ଥ ଡେ’। ନିଜର ଫ୍ୟାଶନ ସେନ୍ସକୁ ନେଇ ସର୍ବଦା ସମାଲୋଚିତ ହୋଇଥାନ୍ତି ସେ। ହେଲେ ନିଜର ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖିବାର କ୍ଷମତା ଅଛି…

ହାତକୁ ଦୁଇ ହାତ ହେବେ ଟେଲି ଦୁନିଆର ଏହି ଲୋକପ୍ରିୟ ଯୋଡ଼ି; ଧାର୍ଯ୍ୟ ହେଲା ତାରିଖ, ଭାଇରାଲ ହେଉଛି…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବିଗ୍‌ବସ୍‌ ଫେମ୍‌ ଗାୟକ ରାହୁଲ ବୈଦ୍ୟ। ଟେଲିଭିଜନ ଅଭିନେତ୍ରୀ ଦିଶା ପରମାରଙ୍କ ହାତ ଧରିବେ ସେ। ଏବେ ଉଭୟଙ୍କ ବିବାହ ତାରିଖ ଫାଇନାଲ ହୋଇଛି। ଉଭୟ ନିଜର ସୋସିଆଲ ଆକାଉଣ୍ଟରେ ପ୍ରଶଂସକଙ୍କ ସହ…

ଲଣ୍ଡନରେ ଘର ପୋଛୁଛନ୍ତି ସୋନମ!

ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ଆଜିକାଲି ଲଣ୍ଡନରେ ରହୁଛନ୍ତି । ୨୦୧୮ରେ ସେ ଆନନ୍ଦ ଆହୁଜାଙ୍କୁ ବିବାହ କରିବା ପରେ ଲଣ୍ଡନ ସିପ୍ଟ ହୋଇ ଯାଇଛନ୍ତି । ଏବେ ସେ କେବେ କେବେ ମୁମ୍ବାଇ ଆସନ୍ତି ହେଲେ ଅଧିକାଂଶ ସମୟ…

ମିଠା ଖାଇବାକୁ ପସନ୍ଦ କରନ୍ତି ଗୌହର, ଫିଟନେସ୍‌ରେ ବି ଖୁବ୍ ଆଗରେ

ମୁମ୍ବାଇ: ବଲିଉଡ୍ ଦୁନିଆରେ ନିଜର କିଛି ଭିନ୍ନ ପରିଚୟ ସୃଷ୍ଟି ନ କରି ପାରିଲେବି ନିଜ ପର୍ସନାଲ ଲାଇଫ୍ ଓ ଫିଟନେସ୍ ପାଇଁ ପ୍ରାୟତଃ ଚର୍ଚ୍ଚାରେ ରହିଥାଆନ୍ତି ଅଭିନେତ୍ରୀ ଗୌହର ଖାଁ । ତାଙ୍କ ଫିଟନେସକୁ ନେଇ ଅନେକ ପ୍ରଶ୍ନ କରନ୍ତି…

ନିଶାସକ୍ତ ଅବସ୍ଥାରେ ଯେତେବେଳେ ସେଟ୍‌ରେ ପହଞ୍ଚିଥିଲେ ସଞ୍ଜୟ ଦତ୍ତ: ଶ୍ରୀଙ୍କ ଥିଲା ଏଭଳି ପ୍ରତିକ୍ରିୟା…

ମୁମ୍ବାଇ: ଭେଟେରାନ ଅଭିନେତ୍ରୀ ଶ୍ରୀଦେବୀ ବଲିଉଡ୍‌ର ପ୍ରଥମ ମହିଳା ସୁପରଷ୍ଟାର ଭାବେ ବେଶ୍‌ ଜଣାଶୁଣା। ଶ୍ରୀ ତାଙ୍କ କ୍ୟାରିୟରରେ ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ କରି ବେଶ୍‌ ଲୋକପ୍ରିୟତା ହାସଲ କରିପାରିଛନ୍ତି। କେବଳ ସେତିକି ନୁହେଁ ଶ୍ରୀ ଅନେକ ସୁପରଷ୍ଟାର ଅଭିନେତାଙ୍କ ବିପକ୍ଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri