ସୁସ୍ଥ ହେଉଛନ୍ତି ଟ୍ରାଜେଡି କିଙ୍ଗ
ମୁମ୍ବାଇ,୨ ।୭: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାର ବୟସାଧିକ୍ୟ ରୋଗ ଯୋଗୁ କିଛି ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଏବେ ସେ ପୂର୍ବାପେକ୍ଷା ସୁସ୍ଥ ଥିବା ଜଣାପଡିଛି । ଦିଲିପଙ୍କ ନିକଟତର ବନ୍ଧୁ ଫୈଜଲ ଫାରୁକି…
ପତ୍ନୀଙ୍କ ଓଢ଼ଣୀକୁ ଧରି ଡ୍ୟାନ୍ସ କଲେ ବିରାଟ
ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍ ଅଭିନେତ୍ରୀ ଅନୁଷ୍ମା ଶର୍ମା ବେଷ୍ଟ କପଲ ଭାବେ ଜଣାଯାଏ। ଦୁହେଁ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ ରହିଥାନ୍ତି। ପ୍ରାୟ ସମୟରେ ନିଜ କାର୍ଯ୍ୟକଳାପ ହେଉ କି ଫଟୋ ଓ ଭିଡିଓ…
ହେମାଙ୍କୁ ବିବାହ କରି ବି କୌଣସି ଅଭିନେତ୍ରୀଙ୍କୁ ଘରର ବୋହୂ କରିବାକୁ ଚାହିଁ ନ ଥିଲେ ଧର୍ମେନ୍ଦ୍ର; ଏପରି ଭାଙ୍ଗିଥିଲା ବବିଙ୍କ ହୃଦୟ…
ବମ୍ବେ: ଦିନ ଥିଲା ଭାଇଙ୍କ ବନ୍ଧୁଙ୍କୁ ଭଲପାଇ ବସିଥିଲେ। ହେଲେ ପ୍ରେମ ତାର ଶେଷ ଠିକଣାରେ ପହଞ୍ଚିପାରିଲା ନାହିଁ। ଆମେ କଥା ହେଉଛୁ ଦେଓଲ ପରିବାରର ଦାୟାଦ ବବି ଦେଓଲଙ୍କ କଥା। ଏବେ ବବି ବିବାହିତ। ତାଙ୍କର ଛୁଆ ବଡ଼ ହେଲେଣି।…
କୋହଲି ନୁହନ୍ତି, ବରଂ ଛାଇ ଭଳି ଅନୁଷ୍କାଙ୍କ ପାଖେ ପାଖେ ରହିଥାନ୍ତି ଏହି ବ୍ୟକ୍ତି; କୋଟିରେ ନିଅନ୍ତି ଦରମା…
ବମ୍ବେ: ସେଲିବ୍ରିଟି ହେବା ପରେ ସୁରକ୍ଷା ଚିନ୍ତା ସମସ୍ତଙ୍କୁ ଘାରିଥାଏ। ଏଣୁ ସେମାନଙ୍କୁ ସାଙ୍ଗରେ ବଡିଗାର୍ଡ ରଖିବାକୁ ପଡ଼ିଥାଏ। ସେହିଭଳି ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ ଟିମ୍ର ଅଧିନାୟକ ବିରାଟ କୋହଲୀଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଘରୁ ବାହାରିବା…
ନୁସରତ ଶେୟାର କଲେ ଫଟୋ, ପ୍ରଶଂସକଙ୍କ ନଜର ହଟୁନି
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ୍ ରହୁଛନ୍ତି। ଗୋଟିଏ ପରେ ଗୋଟିଏ ଫଟୋ ଶେୟାର କରି ଦର୍ଶକଙ୍କ ହୃଦୟରେ ବସା ବାନ୍ଧୁଛନ୍ତି। ଏବେ ଆଉ କିଛି ଫଟୋ ଶେୟାର କରିଛନ୍ତି ନୁସରତ। ଯେଉଁଥିରୁ…
ସବୁଠାରୁ ଧନୀ ହିମେଶ କେବେ ହେବାକୁ ଚାହୁଁ ନ ଥିଲେ ଗାୟକ, କେବଳ ଏହି କାରଣ ପାଇଁ…
ବଲିଉଡ୍ ଗାୟକ ହିମେଶ ରେଶମିଆ ଅନେକ ହିଟ୍ ଗୀତ ଗାଇଛନ୍ତି। ହେଲେ ଦିନ ଥିଲା ହିମେଶ କେବେ ବି ଗାୟକ ହେବାକୁ ଚାହୁଁ ନ ଥିଲେ। କିନ୍ତୁ ତାଙ୍କ ପିତା ଭିପିନ ଚାହୁଁଥିଲେ ଯେ ହିମେଶ ଜଣେ ବଡ଼ ଗାୟକ ହୁଅନ୍ତୁ।…
ଓସ୍କାର କମିଟିର ସଦସ୍ୟ ହେଲେ ବିଦ୍ୟା-ଏକତା
ମୁମ୍ବାଇ,୨।୭: ନିକଟରେ ଅମାଜନ ପ୍ରାଇମ୍ରେ ରିଲିଜ୍ ହୋଇଥିବା ଫିଲ୍ମ ‘ଶେରନୀ’କୁ ଦର୍ଶକ ବେଶ୍ ପସନ୍ଦ କରିଛନ୍ତି। ଏହି ଫିଲ୍ମରେ ବଲିଉଡ୍ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କ ଚରିତ୍ର ଓ ତାଙ୍କର ଅଭିନୟ ପ୍ରଶଂସକ ମନକୁ ବେଶ୍ ଛୁଇଁପାରିଛି। ଇତିମଧ୍ୟରେ ବିଦ୍ୟା ବାଲାନ,…
ଚର୍ଚ୍ଚାରେ ରଣବୀରଙ୍କ ନୂଆ ଲୁକ୍
ମୁମ୍ବାଇ: ବଲିଉଡ୍ ଅଭିନେତା ରଣବୀର ସିଂ ନିଜ ନିଆରା ଅନ୍ଦାଜ, ଡ୍ରେସିଂ ସେନ୍ସ ଓ ଷ୍ଟାଇଲିଷ୍ଟ ପାଇଁ ବେଶ୍ ଜଣାଶୁଣା। ପ୍ରାୟ ସମୟରେ ତାଙ୍କୁ ଭିନ୍ନ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳେ ନିକଟରେ ରଣବୀର ନିଜର ଏକ ଫଟୋଶୁଟ କରାଇଛନ୍ତି। ଯାହା…
ଗୋଟିଏ ଇନ୍ଷ୍ଟାଗ୍ରାମ ପୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ପ୍ରିୟଙ୍କା ଚୋପ୍ରା
ବଲିଉଡରୁ ହଲିଉଡ୍କୁ ଜମ୍ପ୍ ମାରିଥିବା ପ୍ରିୟଙ୍କା ଚୋପ୍ରା ଏବେ କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଏକ ଜଣାଶୁଣା ନାମ। ପ୍ରିୟଙ୍କା ନିଜ କାର୍ଯ୍ୟ ଦ୍ୱାରା ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଛନ୍ତ। ତାଙ୍କ ଚଳଚ୍ଚିତ୍ର ଏବଂ ବିଜ୍ଞାପନ ସହିତ…
ତୃତୀୟଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଲିସା ହେଡେନ୍ ତୃତୀୟଥର ପାଇଁ ମା’ ହୋଇଛନ୍ତି। ଏହି ଖୁସି ଖବର ତାଙ୍କ ପ୍ରଶଂସକମାନଙ୍କୁ ଏକ ନିଆରା ଢଙ୍ଗରେ ଦେଇଛନ୍ତି। ଲିସା ଇନଷ୍ଟାଗ୍ରାମରେ ଶେୟାର କରିଥିବା ଏକ ଭିଡିଓ ଉପରେ ମନ୍ତବ୍ୟ ଦେଇ ତାଙ୍କର ଜଣେ ପ୍ରଶଂସକ ପଚାରିଥିଲେ,…
ଏକଦା ସଲ୍ମାନଙ୍କୁ ସେକ୍ସିଏଷ୍ଟ ବ୍ୟକ୍ତି ବୋଲି କହିଥିଲେ ଏହି ଅଭିନେତ୍ରୀ : ଏବେ ମୁହଁ ଚାହିଁବାକୁ ବି ପସନ୍ଦ ନାହିଁ
ବଲିଉଡ୍ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଅଭିଷେକଙ୍କ ସ୍ତ୍ରୀ, ତାଙ୍କର ଏକ ଝିଅ ଅଛି। ତେବେ ଏପରି ଏକ ସମୟ ଥିଲା ଯେତେବେଳେ ଐଶ୍ୱର୍ଯ୍ୟାଙ୍କ ନାମ ସଲମାନ ଖାନଙ୍କ ସହ ଯୋଡ଼ା ଯାଉଥିଲା। ଐଶ୍ୱର୍ଯ୍ୟା ଏବଂ ସଲମାନ ସଞ୍ଜୟ ଲୀଲା ଭନସାଲୀଙ୍କ…
ରିଲିଜ୍ ହେଲା ହଙ୍ଗାମା ୨ ର ଟ୍ରେଲର
ମୁମ୍ବାଇ: ବଲିଉଡ୍ର ଆଗଧାଡିର ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ‘ହଙ୍ଗାମା ୨’ର ଟ୍ରେଲର ରିଲଜ୍ ହୋଇଛି । ଏହି ଫିଲ୍ମ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ଅପେକ୍ଷାରେ ରହିଛି । ଖୁବ୍ ହସ ମଜାକରେ ଭରପୁର ଏହି କମେଡି ଫିଲ୍ମରେ…
Archives


