ମନୋରଞ୍ଜନ

ଦର୍ପଣରେ ନିଜକୁ ଦେଖି ପସନ୍ଦ କରୁ ନ ଥିଲେ ଏହି ଅଭିନେତ୍ରୀ

ଛୋଟ ପରଦାରେ ‘ଆନନ୍ଦୀ’ ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତ ହାସଲ କରିଥିବା ଅଭିକା ଗୌରଙ୍କ ଆଜି ଜନ୍ମଦିନ। ଜୁନ ୩୦, ୧୯୯୭ରେ ଜନ୍ମ ହୋଇଥିବା ଅଭିକା ଚଳିତ ବର୍ଷ ତାଙ୍କର ୨୪ ତମ ଜନ୍ମଦିନ ପାଳନ କରୁଛନ୍ତି। ଗୁଜୁରାଟୀ…

ଲୁଚାଛପାରେ ଏସବୁ ଅଭିନେତ୍ରୀ କରୁଛନ୍ତି ପ୍ରେମ: କିଏ ବ୍ୟବସାୟୀଙ୍କୁ ତ କିଏ ଫଟୋଗ୍ରାଫରଙ୍କୁ…

ବମ୍ବେ: ସେଲିବ୍ରିଟିଙ୍କ ବ୍ୟକ୍ତିଗତ ଜୀବନ ଉପରେ ଥାଏ ପ୍ରଶଂସକଙ୍କ ନଜର। ହେଲେ କିଛି କଳାକାର ନିଜ ଜୀବନ ବିଷୟରେ ଜଣାଇବାକୁ ପସନ୍ଦ କରିନଥାନ୍ତି। ବିଶେଷକରି ସେ କାହା ପ୍ରେମରେ ପଡ଼ିଛନ୍ତି ତାହା କେହି ଜାଣିପାରି ନ ଥାନ୍ତି। ଆସନ୍ତୁ ସେଭଳି କିଛି…

କିଏ ସୁନାମୀରୁ ତ କିଏ ବିମାନ ଦୁର୍ଘଟଣାରୁ; ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି ଏସବୁ କଳାକାର; ଆଜିବି…

ବମ୍ବେ: କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ଯେତେ ନିକଟତର ହେଉ ନା କାହିଁକି ଭଗବାନଙ୍କ ଇଚ୍ଛା ଏବଂ ଭାଗ୍ୟ ସାଥ୍‌ ଦେଲେ ବିପଦ ଟଳିଯାଏ। ମଣିଷ ନୁଆ ଜୀବନ ପାଏ। ବଲିଉଡର କିଛି କଳାକାରଙ୍କ କ୍ଷେତ୍ରରେ…

ଭୋ ଭୋ ହୋଇ କାନ୍ଦି ସ୍ବାମୀଙ୍କୁ ଅନ୍ତିମ ବିଦାୟ ଦେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତଥା ଉପସ୍ଥାପିକା ମନ୍ଦିରା ବେଦୀଙ୍କ ସ୍ବାମୀ ରାଜ୍‌ କୌଶଳଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୪୯ ବର୍ଷ ହୋଇଥିଲା। ସ୍ବାମୀଙ୍କ ହଠାତ୍‌ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ମନ୍ଦିରା। ଅନ୍ତିମ ଯାତ୍ରା ଯୋଗ ଦେଇ ଭୋ ଭୋ…

ନିଶାରେ ରାତି ସାରା ଫିଲ୍ମ ନିର୍ମାତାଙ୍କୁ ବାରମ୍ବାର ଫୋନ୍‌ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ‘ହି ମ୍ୟାନ’ ଭାବରେ ଜଣାଶୁଣା ଧର୍ମେନ୍ଦ୍ର ଅଭିନୟ ଜଗତରେ ଚମତ୍କାର ଇନିଂସ ଖେଳିବା ପରେ ରାଜନୀତିରେ ପ୍ରବେଶ କରିଥିଲେ। ଧର୍ମେନ୍ଦ୍ର ତାଙ୍କ ଚଳଚ୍ଚିତ୍ର ଜୀବନରେ ପ୍ରାୟ ୧୦୦ ସଫଳ ଚଳଚ୍ଚିତ୍ରରେ ମୁଖ୍ୟ ଅଭିନେତା ଭାବରେ କାର୍ଯ୍ୟ କରିଛନ୍ତି।…

ହୃଦ୍‌ଘାତରେ ରାଜ୍‌ କୌଶଲଙ୍କ ପରଲୋକ …

ମୁମ୍ବାଇ,୩୦।୬:ବଲିଉଡ୍‌ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ବାମୀ ରାଜ୍‌ କୌଶଲଙ୍କର ହୃଦ୍‌ଘାତରେ ପରଲୋକ ଘଟିିଛି। ବୁଧବାର ଭୋର୍‌ ୪ଟା ୩୦ରେ ଘରେ ରାଜ୍‌ଙ୍କୁ ହୃଦ୍‌ଘାତ ହୋଇଥିଲା। କୌଣସି ମେଡ଼ିକାଲ ସହାୟତା ନେବା ପୂର୍ବରୁ ସେ ଆଖି ବୁଜିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୪୯…

କେଜିଏଫ୍‌ ଷ୍ଟାରଙ୍କ ଫିଲ୍ମି ଲଭ୍‌ଷ୍ଟୋରୀ: ଅଭିନୟ କରୁକରୁ ପ୍ରେମରେ ନାୟିକାଙ୍କ ପ୍ରେମରେ; ଭ୍ୟାଲେଣ୍ଟାଇନ୍‌ ଡେ’ରେ…

ବମ୍ବେ: କନ୍ନଡ ଫିଲ୍ମଜଗତର ଲୋକପ୍ରିୟ କଳାକାରଙ୍କ ମଧ୍ୟରୁ ଅଭିନେତା ୟଶ ଜଣେ। ୨୦୧୮ରେ ରିଲିଜ ହୋଇଥିବା ଫିଲ୍ମ ‘କେଜିଏଫ୍‌ ଚାପ୍ଟର ୧’ ତାଙ୍କୁ ଖ୍ୟାତି ଦେଇଥିଲା। ଏବେ ସେ କେଜିଏଫ୍‌ ଷ୍ଟାର ଭାବେ ପରିଚିତ। ହେଲେ ତାଙ୍କର ପ୍ରକୃତ ନାମ ନବୀନ…

୨୨ ବର୍ଷ ଧରି ଲଗାତାର ଜୀବନରେ ମାରି ଦେବାକୁ ଆସୁୁଥିଲା ଫୋନ୍‌ କଲ୍‌…

ମୁମ୍ବାଇ: ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ପ୍ଲେ ବ୍ୟାକ ସିଙ୍ଗର ଉଦିତ୍‌ ନାରାୟଣଙ୍କ ପ୍ରାରମ୍ଭିକ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ଥିଲା। ୧୯୮୦ ଜୁଲାଇ ୫ରେ ପ୍ରଥମ ଫିଲ୍ମ ‘ଉନିସ ବିଶ’ରେ ସେ ପ୍ଲେ ବ୍ୟାକ ସିଙ୍ଗର ଭାବେ କାମ ଆରମ୍ଭ କରିଥିଲେ। ଫିଲ୍ମର…

ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍‌, ଅଟକିଗଲା ସମସ୍ତଙ୍କ ନଜର: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ନ୍ୟୁୟର୍କରେ ପ୍ରାଇଡ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପ୍ରିୟଙ୍କା ଏକ ଧଳା ରଙ୍ଗର ପୋଷାକରେ ବହୁତ ସୁନ୍ଦର ଦେଖାଯାଉଥିଲେ। ପ୍ରିୟଙ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ପ୍ୟାରେଡରେ…

ହ୍ରିତିକ୍‌ଙ୍କ ଏହି ଫଟୋକୁ ଦେଖି ପୂର୍ବପତ୍ନୀ କହିଲେ ‘୨୧ ବର୍ଷର ଭଳି ଲାଗୁଛ’; ଭାଇରାଲ ହେଉଛି…

ବମ୍ବେ: ଛାଡପତ୍ର ପରେ ପୂର୍ବ ସ୍ବାମୀଙ୍କ ସହ ଭଲ ସମ୍ପର୍କ ରଖିଛନ୍ତି ସୁଜୈନ ଖାନ୍‌। ଅଭିନେତା ହ୍ରିତିକ ରୋଶନ ଏବଂ ସେ ଅନେକ ପାର୍ଟିରେ ଏକାଠି ନଜର ଆସୁଛନ୍ତି। ପିଲାମାନଙ୍କ ସହ ଏକାଠି ସମୟ ମଧ୍ୟ ଅତିବାହିତ କରୁଛନ୍ତି ମଧ୍ୟ। ଏସବୁ…

ଜାନ୍‌ଙ୍କୁ ଦେଖି ଚିହ୍ନିପାରୁନାହାନ୍ତି ଅନେକ; ପଛରେ ରହିଛି ଏଭଳି…

ବମ୍ବେ: ବର୍ତ୍ତମାନ ସମୟରେ ଫିଟ୍‌ ରହିବା ହେଉଛି ବଡ଼ ଆହ୍ବାନ। ହେଲେ ଏହାକୁ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରୁଛନ୍ତି ଅନେକ ସେଲିବ୍ରିଟି। ବିଗ୍‌ ବସ୍‌ ସିଜନ-୧୪ରେ ଭାଗ ନେଇଥିବା ଜାନ କୁମାର ସାନୁ ଏବେ ସେଭଳି କିଛି କରି ସମସ୍ତଙ୍କୁ ଚମକାଇ…

ଅକ୍ଷୟ କୁମାରଙ୍କୁ କଟ୍ରିନା ପଚାରିଲେ ‘ତୁମକୁ ରାଖୀ ବାନ୍ଧି ପାରିବି କି?’; ଜବାବରେ ଚାପୁଡ଼ା….

ବମ୍ବେ: ସୁନ୍ଦରୀ ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବାକୁ ମନ ଆତୁର ହୋଇପାରେ। ହେଲେ ଯଦି ରାଖୀ ବାନ୍ଧିବାକୁ କୁହାଯାଏ, ତେବେ ଉତ୍ତର ନା ହେବା ସ୍ବାଭାବିକ। ଏଭଳି କିଏ କାହିଁକି ବା ଚାହିଁବ। ସେଭଳି କିଛି ଥିଲା ଅଭିନେତ୍ରୀ କଟ୍ରିନା କୈଫଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri