ମନୋରଞ୍ଜନ

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ରୁଜୁ ହୋଇଥିବା ଫୌଜଦାରୀ ମାମଲା ଏବଂ ସମ୍ପୃକ୍ତ ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ ଯନ୍ତ୍ରଣାଦାୟକ ପୃଷ୍ଠଭୂମିରେ ନିର୍ମିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କୁ ଇତିହାସର ଏକ ଗଭୀର ସମ୍ବେଦନଶୀଳ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି ଥରେ ଚର୍ଚ୍ଚାରେ ଆସିଛି। ଏହାକୁ ଏପର୍ଯ୍ୟନ୍ତ ସର୍ବକାଳୀନ ସ୍ମରଣୀୟ ଚଳଚ୍ଚିତ୍ର ମଧ୍ୟରେ ଗଣନା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା ତାଙ୍କ ପ୍ରେମିକା କୋମଲ ସ୍ବର୍ଣ୍ଣକରଙ୍କ ସହ ବିମାନବନ୍ଦରରେ ନଜର ଆସିଥିଲେ। ଏହାକୁ ନେଇ…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ ନଜର ଆସିବେ। ଗୋବିନ୍ଦା ଏବଂ କୋମଲ ପରସ୍ପର ଡେଟ୍‌ କରୁଥିବା ଚର୍ଚ୍ଚା ହେଉଛି।…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି ଏନଡିଏ ଏମ୍‌ପିମାନେ ମକର ଦ୍ୱାର ଆଡକୁ ଶୋଭାଯାତ୍ରା କରିଥିଲେ। ଅଭିଯୋଗ କରିଥିଲେ ଯେ,…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର ଆସିବେ । ‘ହିଟମ୍ୟାନ୍’ ଭାବେ ପରିଚିତ ରୋହିତ ଏବେ ଛୋଟ ପରଦାରେ ନିଜର…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟିଂ ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ ଥିବା ସମସ୍ତଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଅଭିନେତା ସୌରଭ ସଚଦେବ ତୁରନ୍ତ…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ ‘ଆସିଆନା – ହୋପ୍‌ ବିଗିନ୍ସ ଓ୍ବିଥ୍‌ ଏ ସେଫ୍‌ ସେଲଟର୍‌’ ଅଭିଯାନରେ ଯୋଗ…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ କେବଳ ମନୋରଞ୍ଜନ ନୁହେଁ ବରଂ ପୁରୁଣା ବିବାଦ ଏବଂ ଅକଥିତ କାହାଣୀକୁ ମଧ୍ୟ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। ସେ ଡିପ୍‌ଫେକ ତିଆରି ଏବଂ ଭିଡିଓଗୁଡ଼ିକୁ ହେରଫେର କରିବା ପାଇଁ…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି। ସେ ପୋଷ୍ଟରେ ଲେଖିଛନ୍ତି, ଆମ ‘ଗଜନୀ’ ଏବଂ ‘ଲଗାନ’ର ଦେବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?